Home Left

ପୁଣି ଗୌତମ ଆଦାନୀଙ୍କୁ ପଛରେ ପକାଇଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧।୨: ରିଲାଏନ୍ସ କମ୍ପାନୀର ମାଲିକ ମୁକେଶ ଅମ୍ବାନୀ ପୁଣି ଥରେ ଦେଶର ସବୁଠାରୁ ଧନୀ ବ୍ୟକ୍ତି ହୋଇଛନ୍ତି। ସର୍ବାଧିକ ନେଟଓ୍ବର୍ଥ ମୂଲ୍ୟ ଦୃଷ୍ଟିରୁ ମୁକେଶ ଅମ୍ବାନୀ ଆଦାନୀ ଗ୍ରୁପର ମାଲିକ ଗୌତମ ଆଦାନୀଙ୍କୁ ପଛରେ ପକାଇଦେଇଛନ୍ତି। ଏନେଇ ବୁଧବାର ଫୋର୍ବସ୍‌ ପକ୍ଷରୁ…

୪ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ

ୟାଗଡ଼ ଅଫିସ,୧।୨:  ନୟାଗଡ଼ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା ଭାଟସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪ ଦିନ ହେଲା ମଧ୍ୟାହ୍ନଭୋଜନ ଦିଆଯାଉନି । ଚାଉଳ ନ ଥିବାରୁ ରୋଷେଇ ହେଉ ନ ଥିବା ଜଣାପଡିଛି। ଅଭିଯୋଗ ପାଇ…

ପେଶାଓ୍ବର ପରେ ପାକିସ୍ତାନରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ

ଇସ୍‌ଲାମାବାଦ୍‌,୧।୨: ପାକିସ୍ତାନର ସମସ୍ୟା ଥମିବାର ନାମ ନେଉନି। ଗୋଟିଏ ପଟେ ଅର୍ଥନୈତିକ ସଙ୍କଟ ଏବଂ ଅନ୍ୟ ପଟେ ଆତଙ୍କବାଦ ଦେଶର ମେରୁ ହାଡ଼ ଭାଙ୍ଗିଦେଇଛି। ବର୍ତ୍ତମାନ ଦେଶ ପେଶାଓ୍ବର ଆକ୍ରମଣକୁ ଭୁଲି ନ ଥିବା ବେଳେ ପୁଣି ଆଉ ଏକ ଆତଙ୍କବାଦୀ…

ସୁରକ୍ଷା ପ୍ରାଚୀର ନାହିଁ, ଖୋଲା ପଡ଼ିଛି ବିଦ୍ୟୁତ୍‌ ସବ୍‌ଷ୍ଟେଶନ

ଖଣ୍ଡପଡ଼ା,୧।୨(ସ୍ବ.ପ୍ର.): ଖଣ୍ଡପଡ଼ା ବିଦ୍ୟୁତ୍‌ ଉପଖଣ୍ଡ ଅଧୀନରେ ଥିବା ଅନେକ ଟ୍ରାନ୍ସଫର୍ମର ଓ ସବ୍‌ଷ୍ଟେଶନ ବିପଦସଙ୍କୁଳ ଅବସ୍ଥାରେ ରହିଛି ା ବିଦ୍ୟୁତ୍‌ ବିଭାଗର ଖାମଖିଆଲ ମନୋଭାବ ଯୋଗୁ ସେଗୁଡିକ ବିଭିନ୍ନ ସମୟରେ ବିପଦକୁ ଆମନ୍ତ୍ରଣ କରିଥିବା ଅଭିଯୋଗ ହେଉଛି ା ଖଣ୍ଡପଡା ସହରରେ…

ଗଉଡ଼ବାଟା, କିଲୁସୁଗାବାସୀଙ୍କୁ ମିଳୁନି ମୌଳିକ ସୁବିଧା

ଫୁଲବାଣୀ ଅଫିସ/ଟିକାବାଲି, ୧।୨: ଗ୍ରାମାଞ୍ଚଳର ଲୋକେ ଯେପରି ସମସ୍ତ ସୁବିଧା ପାଇପାରିବେ ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ଯୋଜନା କରାଯାଉଛି ା ପ୍ରକୃତରେ ଯୋଜନାର ରୁପାୟନ ଠିକ୍‌ ଭାବେ ହେଉନାହିଁ ା କାଗଜ କଲମରେ ବିକାଶ ଚାଲିଛି। ବାସ୍ତବରେ ଏବେ…

ସଂସଦରେ ରାହୁଲ ପହଞ୍ଚିବା ପରେ ଶୁଭିଲା ଭାରତ ଯୋଡୋର ସ୍ଲୋଗାନ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଚଳିତ ବର୍ଷ ୨୦୨୩-୨୦୨୪ ପାଇଁ ଭାରତର ବଜେଟ ଉପସ୍ଥାପନ କରୁଛନ୍ତି। ଏହି ବଜେଟର ସେଶନ୍‌ରେ ଭାଗ ନେବା ପାଇଁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ଶେଷ କରିବା ପରେ ସଂସଦ…

୪ ମାସ ହେଲା ଚାଲିଛି ଫାଇଲ କାମ

ଖଇରା, ୧।୨(ଡି.ଏନ.ଏ):  ବାଲେଶ୍ୱର ଓ ଭଦ୍ରକ ୨ ଜିଲାର ଉପାନ୍ତ ଅଞ୍ଚଳକୁ ସଂଯୋଗ କରୁଥିବା ମହତୀପୁର-ଚରମ୍ପା ଭାୟା ବାରାପୁର ଅନ୍ତରା ଆରଡି ରାସ୍ତା କାର୍ଯ୍ୟ ୨ମାସ ଧରି ଦ୍ରୁତଗତିରେ ଆଗେଇ ଚାଲିବା ପରେ ଏବେ ବିଦ୍ୟୁତ ବିଭାଗର ଅସହଯୋଗ ଯୋଗୁ କାର୍ଯ୍ୟରେ…

ଆବାସ ଯୋଜନା ବାଟବଣା

ପଟ୍ଟାମୁଣ୍ଡାଇ, ୧।୨(ସ୍ବ.ପ୍ର.):  ଅସହାୟ ନିରୀହ ଗରିବ ଶ୍ରେଣୀର ଲୋକମାନଙ୍କ ଥଇଥାନ କରିବା ସରକାରଙ୍କ ପକ୍ଷରୁ ଆବାସ ଯୋଜନା ଚାଲିଛି। ପ୍ରଶାସନିକ ଅଧିକାରୀଙ୍କ ମନମୁଖି କାର୍ଯ୍ୟ ଯୋଗୁ ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ମିଳୁ ନ ଥିବା ବେଳେ କୋଠା ଘରେ ରହୁଥିବା ଲୋକଙ୍କୁ…

ଆନ୍ଦୋଳନକୁ ସମର୍ଥନ ମିଳୁଛି, ଜନ ଅସନ୍ତୋଷ ବଢ଼ୁଛି

କେନ୍ଦ୍ରାପଡ଼ା ଅଫିସ, ୧।୨: ଖଡିଅଙ୍ଗସ୍ଥିତ ପୁରୁଣା କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟ ଏବେ ଅପନ୍ତରା ହୋଇଛି। ଅପରପାର୍ଶ୍ୱରେ ଏହି ସ୍ଥାନରେ ସିଟି ହସ୍ପିଟାଲ ସ୍ଥାପନ ଦାବି ସହରବାସୀଙ୍କ ଜିଦ୍‌ରେ ପରିଣତ ହୋଇଛି। ପ୍ରତି ୱାର୍ଡରୁ ମହିଳାମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗତ…

ସବୁଠୁ ବଡ଼ ଅଣ୍ଡରୱାଟର ସାଇକେଲ ପାର୍କିଂ

ଆମଷ୍ଟରଡାମ: ଆମଷ୍ଟରଡାମ ଏପରି ଏକ ସହର, ଯେଉଁଠାରେ ଲୋକେ ଯାତାୟାତ ପାଇଁ ସାଇକେଲର ବ୍ୟବହାର ବହୁଳ ମାତ୍ରାରେ କରିଥାନ୍ତି। ଏହି ସାଇକେଲ ସଂସ୍କୃତି ପାଇଁ ଦେଶରେ ଏହା ଖ୍ୟାତି ଅର୍ଜନ କରିପାରିଛି। ତେବେ ଏଥିନେଇ ଆଉ ଏକ ପାଦ ଆଗକୁ ବଢିଛି।…

ଶାର୍କ କିଣି ଖାଇବାରୁ ୧୫ ଲକ୍ଷ ଜରିମାନା

ବେଜିଂ: ଚାଇନାର ଜଣେ ମହିଳା ଫୁଡ୍‌ ବ୍ଲଗର୍‌ ବନ୍ୟପ୍ରାଣୀ ସଂରକ୍ଷଣ ଆଇନକୁ ଭାଙ୍ଗିଥିବାରୁ ୧ ଲକ୍ଷ ୨୫ ହଜାର ୟୁଆନ୍‌ ଅର୍ଥାତ୍‌ ୧୫ ଲକ୍ଷ ଟଙ୍କା ଜରିମାନା ଦେବାକୁ ପଡ଼ିଛି। ରିପୋର୍ଟ ଅନୁସାରେ, ଫୁଡ୍‌ ବ୍ଲଗର ବିଜି ଏକ ଭିଡିଓ ଶେୟାର…

ଦେଶ ସୁରକ୍ଷାରେ ତଟରକ୍ଷୀ ବାହିନୀ

ଦେଶର ସୁରକ୍ଷାରେ ତଟରକ୍ଷୀ ବାହିନୀଙ୍କ କାର୍ଯ୍ୟ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ସେମାନଙ୍କ କାର୍ଯ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଫେବୃୟାରୀ ୧ରେ ଭାରତୀୟ ତଟରକ୍ଷୀ ବାହିନୀ ଦିବସ ପାଳନ କରାଯାଇଥାଏ। ଇଣ୍ଡିଆନ କୋଷ୍ଟଗାର୍ଡ ୧ ଫେବୃୟାରୀ ୨୦୨୩ରେ ଏହାର ୪୭ତମ ଦିବସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri