Home Left

ଯୌନ ରୋଗରୁ ରକ୍ଷା ପାଇଁ ଗର୍ଭନିରୋଧକ ବଣ୍ଟନ

ବ୍ୟାଙ୍କକ: ବର୍ତ୍ତମାନ ସମୟରେ ଅନେକ ଯୁବତୀଯୁବକ ଅସୁରକ୍ଷିତ ଯୌନସମ୍ପର୍କ ରଖିବା ଫଳରେ ବହୁ ରୋଗର ସମ୍ମୁଖୀନ ହେଉଛନ୍ତି। ଏହିଭଳି ରୋଗରୁ ବର୍ତ୍ତିବା ପାଇଁ ଥାଇଲାଣ୍ଡ ସରକାର ଏକ ଯୋଜନା ପ୍ରସ୍ତୁତ କରିଛନ୍ତି। ନିକଟରେ ପ୍ରେମୀଯୁଗଳଙ୍କ ପାଇଁ ସାପ୍ତାହିକ ପ୍ରେମ ଦିବସ ଆସୁଥିବାବେଳେ…

ଇ-ସିଗାରେଟ୍‌ କବଳରେ ଶିକ୍ଷିତ ଯୁବପିଢ଼ି

ମୁମ୍ବାଇ: ଇ-ସିଗାରେଟ୍‌କୁ ୨୦୧୯ରୁ ଭାରତ ସରକାରଙ୍କ ପକ୍ଷରୁ ନିଷିଦ୍ଧ ଘୋଷଣା କରାଯାଇଛି। କିନ୍ତୁ ଏହା ସତ୍ତ୍ୱେ ଦେଶର ଶିକ୍ଷିତ ଯୁବପିଢ଼ି ଇ-ସିଗାରେଟ୍‌ର ବହୁଳ ବ୍ୟବହାର କରିବାରେ ଲାଗିଥିବା ‘ଦ ଜର୍ଜ ଇନ୍‌ଷ୍ଟିଚ୍ୟୁଟ ଫର୍‌ ଗ୍ଲୋବାଲ ହେଲ୍‌ଥ’ ପକ୍ଷରୁ କରାଯାଇଥିବା ଅଧ୍ୟୟନ ରିପୋର୍ଟରେ…

ବିନା ସୂଚନା ଫଳକରେ ୫ କୋଟି ଟଙ୍କାର ରାସ୍ତା କାମ

ନାଉଗାଁ,୧।୨(ସ୍ବ.ପ୍ର.): ନାଉଗାଁ ବ୍ଲ୍ଳକ ଛକଠାରୁ ବାଲିକୁଦାକୁ ସଂଯୋଗ କରୁଥିବା ରାସ୍ତାର ପୁନଃ ସମ୍ପ୍ରସାରଣ ଓ ନିର୍ମାଣ କାମ ଚାଲୁ ରହିଛି। ଏହି ରାସ୍ତା କାମ ପାଇଁ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ବରାଦ କରାଯାଉଛି। କିନ୍ତୁ ନିର୍ମିତ ରାସ୍ତା ଠିକ୍‌…

ଉଦ୍‌ଘାଟନୀ ମ୍ୟାଚ ଭେନ୍ୟୁ ବଦଳିଲା

ମେଲବୋର୍ନ, ୧।୨(ଏପି): ଟିକେଟ ଚାହିଦା ବୃଦ୍ଧି ପାଇବାରୁ ଆଗାମୀ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଆୟର୍ଲାଣ୍ଡ ବିପକ୍ଷ ଓପନିଂ ମ୍ୟାଚର ଭେନ୍ୟୁ ବଦଳା ଯାଇଛି। ଏହି ମ୍ୟାଚ ପ୍ରକୃତରେ ସିଡ୍‌ନୀର ନ୍ୟୁ ଆଲିଏଞ୍ଜ୍‌ ଷ୍ଟାଡିୟମରେ ଖେଳାଯିବାର କାର୍ଯ୍ୟକ୍ରମ ରହିଥିଲା। ଏହାର…

୨ ରାଜନୈତିକ ଦଳର ଧାରଣା ପୂର୍ବରୁ ୧୪୪ ଧାରା ଲାଗୁ

ନାଉଗାଁ,୧।୨(ସ୍ବ.ପ୍ର.): ନାଉଗାଁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ୨ ରାଜନୈତିକ ଦଳର କର୍ମୀ ଭିନ୍ନ ଭିନ୍ନ ସମସ୍ୟାକୁ ନେଇ ମଙ୍ଗଳବାର ଧାରଣା ଓ ଅନଶନ କରିବାକୁ ଲିଖିତ ଭାବେ ଜଣାଇଥିଲେ। ଏହି ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିବାର ଆଶଙ୍କା କରି ତହସିଲ ପ୍ରଶାସନ…

ସରକାରୀ ଅର୍ଥ ଆତ୍ମସାତ୍‌ ଅଭିଯୋଗ: ମହିଳାଙ୍କ ଧାରଣା

ବାଲିକୁଦା,୧।୨(ସ୍ବ.ପ୍ର.): ବାଲିକୁଦା ବ୍ଲକ ଅନ୍ତର୍ଗତ ମାଛଗାଁ ପଞ୍ଚାୟତର ବଡ ଅସିଲୋ ଗ୍ରାମର ବିଭିନ୍ନ ସରକାରୀ ଅର୍ଥକୁ ଆତ୍ମସାତ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମର ମହିଳାମାନେ ମଙ୍ଗଳବାର ଗ୍ରାମ ରାସ୍ତାରେ ଧାରଣା ଦେଇଥିଲେ ା ଧାରଣା ଦେବା ପୂର୍ବରୁ ମହିଳାମାନେ ଜିଲାପାଳଙ୍କୁ…

ମନ୍ତ୍ରୀଙ୍କୁ ହତ୍ୟା ଘଟଣା: ୪ ଦିନ ରିମାଣ୍ଡରେ ଗଲେ ଅଭିଯୁକ୍ତ ଗୋପାଳ

ଝାରସୁଗୁଡ଼ା ଅଫିସ,୧।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାରୀ ଏଏସଆଇ ଗୋପାଳ କୃଷ୍ଣ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟ ଅନୁମତି ଦେଇଛନ୍ତି। ତେବେ ୧ ସପ୍ତାହ ରିମାଣ୍ଡରେ ନେବାପାଇଁ କ୍ରାଇମବ୍ରାଞ୍ଚ ପୋଲିସ ଝାରସୁଗୁଡ଼ା ଜେଏମ୍‌ଏଫସି କୋର୍ଟରେ ଆବେଦନ କରିଥିଲେ।…

୧୮ ଦିନ ହେବ ମଣ୍ଡିରେ ପଡ଼ିଛି ଧାନ: ଚିନ୍ତାରେ ଚାଷୀ

ବାଲିକୁଦା,୧।୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଳକ ଅନନ୍ତପୁର ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିରେ ଜାନୁୟାରୀ ୧୩ ତାରିଖରୁ ଚାଷୀମାନେ ଧାନ ବସ୍ତା ରଖି ଜଗି ରହିଛନ୍ତି। ଇତିମଧ୍ୟରେ ୧୮ ଦିନ ବିତିଯାଇଥିଲେ ମଧ୍ୟ ମିଲରଙ୍କ ଦେଖା ମିଳୁନାହିଁ। ଏନେଇ ଚାଷୀଙ୍କ…

ଅଫ୍‌ଲାଇନ, ଅନ୍‌ଲାଇନରେ ସାମଗ୍ରୀ ବିକ୍ରି

କେନ୍ଦ୍ରାପଡ଼ା ଅଫିସ, ୧।୨: ସୁନେଲି ରଙ୍ଗର ବଣୁଆ ଘାସ କାଇଁଚ। ଏହି ଘାସ ଏବେ କେନ୍ଦ୍ରାପଡ଼ା ଜିଲାର ୧୮୬୪ ପରିବାରର ମହିଳାଙ୍କୁ ରୋଜଗାର ଦେବା ସହ ଏଥିରୁ ଉପତ୍ନ୍ନ ସାମଗ୍ରୀ ଦେଶ ବିଦେଶରେ ଚାହିଦା ବଢ଼ାଇଛି। ଏ ସମ୍ପର୍କରେ କାଇଁଚ କାରିଗର…

ଗରିବଙ୍କୁ ମନା ପ୍ରଧାନମନ୍ତ୍ରୀ ଆବାସ

କାଏମା,୧।୨(ଡି.ଏନ.ଏ.) : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ଗରିବଙ୍କ ପାଇଁ ନାନା ଯୋଜନା ପ୍ରଣୟନ କରିଛନ୍ତି। କେହି ଯେପରି ମାଟିକାନ୍ଥ, ଚାଳ ଛପର ଘରେ ନ ରହିବେ ସେଥିପାଇଁ ଆବାସ ଯୋଜନା ପ୍ରଣୟନ ହୋଇଛି। କିନ୍ତୁ ଯାଜପୁର ଜିଲାରେ ହିତାଧିକାରୀ…

ଭାରତୀୟ ଟପ୍‌ ଅର୍ଡର ଉପରେ ନଜର

ଅହମଦାବାଦ,୧।୨(ପି.ଟି.): ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ସିରିଜର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ ବୁଧବାର ଏଠାରେ ଅନୁଷ୍ଠିତ ହେବ। ଭାରତ ଓ ନ୍ୟୁଜିଲାଣ୍ଡ ଗୋଟିଏ ଲେଖାଏ ମ୍ୟାଚ ଜିତିଥିବାରୁ ସିରିଜ ଏବେ ୧-୧ ସ୍ଥିତିରେ ଅଛି। ତେଣୁ ତୃତୀୟ…

ସମୁଦ୍ର ଗର୍ଭରେ ମାଦଳି ଦ୍ୱୀପ ଅବକ୍ଷୟ

ମହାକାଳପଡ଼ା,୧।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଉପକୂଳ ଅଞ୍ଚଳ ମାଦଳି ଦ୍ୱୀପ ଅବକ୍ଷୟ ହେବାରେ ଲାଗିଛି। ଉକ୍ତ ଦ୍ୱୀପର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟା ଧୀରେ ଧୀରେ ସମୁଦ୍ର ଗର୍ଭକୁ ଚାଲିଯାଉଛି। ଅପରପକ୍ଷରେ ଦିନ ଥିଲା ଏହି ବାଲୁକା ଶଯ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri