Home Left

ଟଙ୍କଧରଙ୍କ ସହ ଓଡ଼ିଶା ଏଫ୍‌ସିର ଚୁକ୍ତି

ଭୁବନେଶ୍ୱର, ୧।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଫୁଟବଲ ଏକାଡେମୀର ସଦସ୍ୟ ଟଙ୍କଧର ବାଗ୍‌ଙ୍କ ସହ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ଅନ୍ୟତମ ପ୍ରତିଷ୍ଠିତ ଦଳ ଓଡ଼ିଶା ଏଫ୍‌ସି ଚୁକ୍ତି କରିଛି। ଏହି ଚୁକ୍ତି ଅଢ଼େଇ ବର୍ଷ ପାଇଁ ହୋଇଥିବା ଫ୍ରାଞ୍ଚାଇଜ୍‌ ପକ୍ଷରୁ ସ୍ପଷ୍ଟ କରାଯାଇଛି।…

ଜାତୀୟ ସିନିୟର ଭଲିବଲ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୧।୨(କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ୭୧ତମ ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ (ମହିଳା/ପୁରୁଷ) ଫେବୃୟାରୀ ୨ରୁ ଆରମ୍ଭ ହେବ। ଏଥିପାଇଁ ଓଡ଼ିଶା ମହିଳା ଓ ପୁରୁଷ ଦଳ ମଙ୍ଗଳବାର ଘୋଷଣା କରାଯାଇଛି। ଉଭୟ ଦଳର ୧୨ ଜଣ ଲେଖାଏ ଖେଳାଳିଙ୍କ…

ଜିପିସିଙ୍କୁ ପାଉଣା ମିଳୁନି

ଯାଜପୁର ଅଫିସ,୧।୨: ଜଳ ଜୀବନ ମିଶନ (ଗ୍ରାମ୍ୟ) ଯୋଜନାରେ ନିୟୋଜିତ ବେସରକାରୀ ସଂସ୍ଥା ସିଇଡି (ସେଣ୍ଟର ଫର୍‌ ଏନ୍‌ଭାଇରନମେଣ୍ଟ ଆଣ୍ଡ୍‌ ଡେଭଲପ୍‌ମେଣ୍ଟ) ପକ୍ଷରୁ ପାଉଣା ଦିଆଯାଉ ନ ଥିବା ନେଇ ଅଭିଯୋଗ ହୋଇଛି। ଯାଜପୁର ଜିଲାର ବଡ଼ଚଣା, ସୁକିନ୍ଦା, ଦାନଗଦି ଓ କୋରେଇ…

ଆଜିଠୁ ବ୍ୟାସସରୋବର ମହୋତ୍ସବ

ଯାଜପୁର ଅଫିସ,୧।୨ : ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦରେ ରହିଛି ମହର୍ଷି ବ୍ୟାସଦେବ ମହାମୁନିଙ୍କ ଐତିହ୍ୟପୀଠ ବ୍ୟାସସରୋବର। ମହାମୁନି ବେଦବ୍ୟାସ ଏହି ସ୍ଥାନରେ ବସି ମହାକାବ୍ୟ ମହାଭାରତ ରଚନା କରିଥିଲେ ବୋଲି କିମ୍ବଦନ୍ତୀ ରହିଛି। ଲୋକମୁଖରେ ପ୍ରଚଳିତ ରହିଛି, ୧୮…

ହିମ ସ୍ଖଳନରେ ବିଶ୍ୱ ଚାମ୍ପିୟନ ସ୍କିଅରଙ୍କ ମୃତ୍ୟୁ

ଟୋକିଓ, ୧।୨(ଏପି): ସେଣ୍ଟ୍ରାଲ ଜାପାନ ଅନ୍ତର୍ଗତ ପାର୍ବତ୍ୟାଞ୍ଚଳରେ ହିମ ସ୍ଖଳନରେ ପୋତି ହୋଇ ବିଶ୍ୱ ଚାମ୍ପିୟନ ୩୧ ବର୍ଷୀୟ ହାଫ୍‌ପାଇପ୍‌ ସ୍କିଅର କାଇଲ ସ୍ମାଇନ୍‌ଙ୍କ ମୃତ୍ୟୁ ଘଟିଛି। ଯୁକ୍ତରାଷ୍ଟ୍ର ଆମେରିକା ଫ୍ରି ସ୍କି ଟିମ୍‌ ସୋସିଆଲ ମିଡିଆରେ ଏହି ୩୧ ବର୍ଷୀୟ…

କୋଟିଆ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର

ରାୟଗଡ଼ା ଅଫିସ,୧।୨: କୋରାପୁଟ ଜିଲା କୋଟିଆ ପରେ ଏବେ ରାୟଗଡ଼ା ଜିଲାରେ ଜବରଦଖଲ ଉଦ୍ୟମ କରୁଛି ଆନ୍ଧ୍ର ସରକାର। ଆପୋସ ସମାଧାନ ପାଇଁ ଆନ୍ଧ୍ର ପ୍ରଶାସନିକ ଅଧିକାରୀଙ୍କୁ ଡକାଯାଇଥିଲେ ମଧ୍ୟ ସେମାନେ ଆସି ନ ଥିଲେ। ଏହାପରେ ଓଡ଼ିଶା ଅଧିକାରୀମାନେ ଉକ୍ତ…

ଓଡ଼ିଶାର ୫ ଖେଳାଳି ସାମିଲ

ବେଙ୍ଗାଲୁରୁ, ୧।୨: ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ମଙ୍ଗଳବାର ଭାରତୀୟ ଜୁନିୟର ମହିଳା ହକି ଦଳ ଘୋଷିତ ହୋଇଛି। ପ୍ରୀତି ଏବଂ ଋତଜା ଦାଦାସୋ ପିସାଲ ଯଥାକ୍ରମେ ଦଳର ଅଧିନାୟିକା ଓ ଉପ-ଅଧିନାୟିକା ନିଯୁକ୍ତ ହୋଇଛନ୍ତି। ଭାରତୀୟ ଦଳରେ ଓଡ଼ିଶାର ୫…

ମଧୁଶାଳା ସ୍ଥାନରେ ନିର୍ମାଣ ହେବ ଗୋଶାଳା: ଉମା ଭାରତୀ…

ଭୋପାଳ,୧।୨ : ଭାଜପାର ବରିଷ୍ଠ ନେତ୍ରୀ ଉମା ଭାରତୀ ମଧ୍ୟପ୍ରଦେଶରେ ମହିଳାଙ୍କ ପ୍ରତି ହେଉଥିବା ଅପରାଧ ବୃଦ୍ଧି ହେବାର ଅନ୍ୟତମ କାରଣ ମଦ୍ୟପାନ ବୋଲି କହିଛନ୍ତି। ଭୋପାଳର ଏକ ମନ୍ଦିରରେ ତାଙ୍କର ଚାରି ଦିନର ରହଣି ଶେଷ କରିବା ପୂର୍ବରୁ ଉମା…

ଆଜିଠାରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର,୧।୨(ବ୍ୟୁରୋ): ସପ୍ତଦଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ବୁଧବାରଠାରୁ ଜନତା ମଇଦାନଠାରେ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ହସ୍ତତନ୍ତ ମନ୍ତ୍ରଣାଳୟର ବିକାଶ ଆୟୁକ୍ତ (ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ)ଙ୍କ ସହଭାଗିତାରେ ରାଜ୍ୟ…

ନୁଭୋକୋ ପକ୍ଷରୁ ଟେକ୍‌ ଏକ୍ସପ୍ରେସ୍‌ ଉଦ୍‌ଘାଟିତ

ନୂଆଦିଲ୍ଲୀ,୧।୨: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିଃ ପକ୍ଷରୁ ନିକଟରେ ୫୦ଟି ଟେକ୍‌ ଏକ୍ସପ୍ରେସ୍‌ ଯାନ (ଟେକ୍ନିକାଲ ମୋବାଇଲ ଭ୍ୟାନ୍‌) ର ଶୁଭାରମ୍ଭ କରାଯାଇଛି। ଏପରିକି ଟେକ୍‌ ଏକ୍ସପ୍ରେସ ହେଉଛି ଏକ ମାଗଣା ମୂଲ୍ୟ-ଯୋଗକାରୀ ସେବା, ଯାହାକୁ…

ଏସ୍‌ଏଲ୍‌ଏଲ୍‌ ମାଧ୍ୟମରେ ୨୫୦ ମିଲିୟନ ଡଲାର ସଂଗ୍ରହ

ନୂଆଦିଲ୍ଲୀ,୧।୨: ଦେଶର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦନକାରୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ନିକଟରେ ଇଣ୍ଟରନ୍ୟାଶନାଲ ବ୍ୟାଙ୍କରୁ ସଷ୍ଟେନେବିଲିଟି ଲିଙ୍କ୍‌ଡ ଲୋନ୍‌ (ଏସ୍‌ଏଲ୍‌ଏଲ୍‌) ମାଧ୍ୟମରେ ୨୫୦ମିଲିୟନ ଡଲାର ସଂଗ୍ରହ କରିଛି। ବିଶେଷକରି କମ୍ପାନୀ ତା’ର କ୍ୟାପେକ୍ସ ପଦକ୍ଷେପକୁ ଆର୍ଥତ୍କ ସହାୟତା ଦେବା ତଥା କାର୍ବନ…

ଆଜିଠୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର,୧।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ସକାଳ ୯ଟା ୩୦ରୁ ଛାତ୍ରୀଛାତ୍ରମାନେ ଲାବ୍‌ ମଧ୍ୟକୁ ପ୍ରବେଶ କରିବେ। ପ୍ରଥମ ସିଟିଂ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri