କର୍ନାଟକ ବିଧାନସଭା ନିର୍ବାଚନ: ଆଜି ପ୍ରଚାର ଶେଷ
ବେଙ୍ଗାଲୁରୁ,୮।୫: ମେ’୧୦ ତାରିଖରେ କର୍ନାଟକ ବିଧାନସଭା ନିର୍ବାଚନ। ଏନେଇ ରାଜନୈତିକ ଦଳ ପକ୍ଷରୁ ଜୋରସୋରରେ ପ୍ରଚାର କରାଯାଉଛି। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ସୋମବାର ପ୍ରଚାରର ଶେଷ ଦିନ। ସମସ୍ତ ରାଜନୈତିକ ଦଳ ସନ୍ଧ୍ୟା ୫ଟା ସୁଦ୍ଧା ପ୍ରଚାର…
ଉପକାରୀ ଗ୍ରୀନ୍ ମଟର
ଗ୍ରୀନ ମଟର ସ୍ବାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ଏଥିରେ ପ୍ରୋଟିନ୍, ଆଇରନ୍, ଫସ୍ଫରସ୍, ଭିଟାମିନ୍-ଏ, ଭିଟାମିନ୍-କେ, ଭିଟାମିନ୍-ସି ଭରି ରହିଛି। ଏହା ମେଦ ବହୁଳତାକୁ କମାଇବାରେ ସାହାଯ୍ୟ କରିଥାଏ ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀମାନେ ଏକ ସର୍ଭେରୁ ଜାଣିପାରିଛନ୍ତି। ଏଥିରେ କ୍ୟାଲୋରୀ…
ସମୁଦ୍ରରେ ଜଳପ୍ରପାତ, ଯାହା ଆଗରୁ କେବେ ଦେଖି ନ ଥିବେ, ଭିଡିଓ ଦେଖିଲେ…
ଦୁନିଆରେ ଅନେକ ସୁନ୍ଦର ଜଳପ୍ରପାତ ଅଛି, ଯାହା ମନକୁ ଆକର୍ଷିତ କରିଥାଏ। ପ୍ରତିବର୍ଷ ଲକ୍ଷ ଲକ୍ଷ ପର୍ଯ୍ୟଟକ ଏପରି ସ୍ଥାନରେ ପହଞ୍ଚିଥାନ୍ତି। କିନ୍ତୁ ଆପଣ କେବେ ଏପରି ଜଳପ୍ରପାତ ବିଷୟରେ ଶୁଣିଛନ୍ତି, ଯାହା ଜଳ ଭିତରେ ଅଛି? ଆଜି ଏମିତି ଏକ…
ମନୋବଳ ବଢ଼ାଇବ ରୋବୋ
ଆଜିକାଲି ବିଭିନ୍ନ କ୍ଷେତ୍ରରେ ରୋବୋର ବ୍ୟବହାର କରାଯାଉଛି। ନିକଟରେ ଜାପାନର ବୈଜ୍ଞାନିକମାନେ ଏଭଳି ଏକ ରୋବୋ ପ୍ରସ୍ତୁତ କରିଛନ୍ତି, ଯାହା ଚିନ୍ତାଗ୍ରସ୍ତ ବ୍ୟକ୍ତିଙ୍କ ପାଇଁ ବେଶ୍ ଲାଭପ୍ରଦ ସାବ୍ୟସ୍ତ ହେବ। ଅର୍ଥାତ୍, ଯଦି ଜଣେ ବ୍ୟକ୍ତି ନକାରାତ୍ମକ ମାନସିକତା ଭିତରେ ଅଛନ୍ତି…
ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ: ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି
ଜୟପୁର,୮।୫: ରାଜସ୍ଥାନର ହନୁମାନଗଡରେ ଭାରତୀୟ ବାୟୁସେନା(ଆଇଏଏଫ୍)ର ମିଗ୍ -୨୧ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ତେବେ ପାଇଲଟ ସାମାନ୍ୟ ଆହତ ହୋଇଥିବା ଆଇଏଏଫ୍ କହିଛି। ଦୁର୍ଘଟଣାର କାରଣ କ’ଣ ସେନେଇ ତଦନ୍ତ ଆରମ୍ଭ କରାଯାଇଛି।…
ଥାଲାସିମିଆ
ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍ ପରିବହନକାରୀ ହେମୋଗ୍ଲାବିନର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା। ଆପଣମାନଙ୍କ ମଧ୍ୟରୁ…
ନ୍ୟାୟ ପାଇଁ ଏସ୍ପି ଅଫିସ ଆଗରେ ଧାରଣାରେ ବସିଲେ ମା’-ଝିଅ
ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲା ପୀରହାଟ ଥାନା ଅର୍ଜୁନବିନ୍ଧା ଗ୍ରାମର କନକଲତା ବେହେରା ଓ ତାଙ୍କ ଝିଅଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସ୍ପି ଅଫିସ୍ ଆଗରେ ଧାରଣାରେ ବସିଛନ୍ତି। ଗତ ୧ ତାରିଖରେ ଭଦ୍ରକ କଚେରି ବଜାରରେ ମା-ଝିଅ…
ଆଇପିଏଲ୍ରେ ଚହଲଙ୍କ ରେକର୍ଡ
ଜୟପୁର,୭ା୫: ଆଇପିଏଲ୍ର ସର୍ବାଧିକ ଉଇକେଟ ନେବାରେ ୟୁଜବେନ୍ଦ୍ର ଚହଲ ରେକର୍ଡ ସୃଷ୍ଟି କରିଛନ୍ତି । ଚହଲ ୧୪୩ ମ୍ୟାଚ୍ରୁ ୧୮୩ ଉଇକେଟ ନେଇଛନ୍ତି। ଆଇପିଏଲରେ ଅଧିକ ଉଇକେଟ ନେବାରେ ଡ୍ବେନ୍ ବ୍ରାଭୋଙ୍କ ସମକକ୍ଷ ହୋଇଛନ୍ତି ଚହଲ। ଉଭୟ ଖେଳାଳିଙ୍କ ମଧ୍ୟରେ ଚହଲ…
ଯବାନ-ମାଓବାଦୀ ଗୁଳିବିନିମୟ, ୨ ମାଓବାଦୀ ମୃତ
ମାଲକାନଗିରି,୮ା୫(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ସୁକୁମା ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳି ବିନିମୟରେ ଜଣେ ହାର୍ଡକୋର ମାଓବାଦୀଙ୍କ ସମେତ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ସୁକୁମା ଜିଲା ଭେଜି ଥାନା ଅନ୍ତର୍ଗତ ଦନ୍ତେଶ୍ୱର…
ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ, ଥାନାରେ ମାମଲା
ବରୀ,୮ା୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ଖବରଦାତା ସୁରେଶ ଚନ୍ଦ୍ର କରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସୂଚନାଥାଉକି, ଶ୍ରୀ କର ବାଇଁଶିରିଆ ପଞ୍ଚାୟତକୁ ସରକାରଙ୍କ ତରଫରୁ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଆସୁଥିବା ଅନୁଦାନ ସଦୁପଯୋଗ ହେଉ ନ ଥିବା ଘଟଣାକୁ ଖବର…
ପ୍ରଥମ ଦଳ ଭାବେ ପ୍ଲେ ଅଫ୍ରେ ଗୁଜରାଟ
ଅହମଦାବାଦ,୮ା୫: ଆଇପିଏଲ୍-୨୦୨୩ରେ ପ୍ରଥମ ଦଳ ଭାବେ ପ୍ଲେ ଅଫ୍ ବର୍ଥ ସୁରକ୍ଷିତ କରିଛି ଗୁଜରାଟ ଟାଇଟନ୍ସ। ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୫୬ ରନ୍ରେ ପରାସ୍ତ କରିଥିଲା। ୧୧ତମ ମ୍ୟାଚ୍ରୁ ଅଷ୍ଟମ ବିଜୟ ସହିତ ପ୍ରଥମ ଦଳ ଭାବେ…
ପ୍ରଥମ ସ୍ତ୍ରୀ ଥାଇ ଦ୍ୱିତୀୟ ବିବାହ କରୁଥିଲେ, ବରଙ୍କୁ ଉଠାଇ ଆଣିଲା ପୋଲିସ
ପାଟଣା,୮ା୫(ସ୍ବ.ପ୍ର.): ପ୍ରଥମ ସ୍ତ୍ରୀ ଓ ପୁଅ ଥାଇ ଜଣେ ବିବାହିତ ଯୁବକ ଲୁଚାଛପାରେ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରୁଥିବା ସମୟରେ ମନ୍ଦିରରୁ ପୋଲିସ ଉଠାଇ ଆଣିଛି। ଦିତୀୟ ବିବାହ କରୁଥିବା ଯୁବକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଯଶିପୁର ଥାନା…

