ପରିତ୍ୟକ୍ତ ପୋଖରୀ ସାଜିଛି ମଶାଙ୍କ ଅନ୍ତୁଡ଼ିଶାଳ
ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ରାଜରାଜୁଡା ଅମଳରୁ କୁମ୍ଭାରପଡ଼ା ଗ୍ରାମରେ ଥିବା ଜଗନ୍ନାଥ ପୋଖରୀଟି ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁଷ୍କରିଣୀଟି ମଶା, ମାଛି, ଡାଉଁଶଙ୍କ ଅନ୍ତୁଡ଼ିଶାଳ ପାଲଟିଛି। ମଶାବଂଶ ବୃଦ୍ଧି ଘଟିଲେ ଡେଙ୍ଗୁ ରୋଗ ବ୍ୟାପିବାର ଆଶଙ୍କା ପ୍ରକାଶ ପାଇଛି। ଏକଦା ଉକ୍ତ ପୁଷ୍କରିଣୀର…
ସମସ୍ତ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ମନସୁଖ ମାଣ୍ଡଭିଆ
ନୂଆଦିଲ୍ଲୀ,୨୩।୧୨: ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଶୁକ୍ରବାର ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କରିବେ। ଅପରାହ୍ନ ୩ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ଏହି…
ଗାଡ଼ି ଚୋରି କରି ବନ୍ଧାହେଲେ ଯୁବକ
ପାଟଣା,୨୩ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ଏକ ବାଇକ୍, ସ୍କୁଟି ଓ ମୋବାଇଲ ଚୋରି ଅଭିଯୋଗରେ ପଲାଣଘାଟି ଗ୍ରାମର ସୁଶାନ୍ତ ଲୋହାର(୨୨)ଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ଡିସେମ୍ବର ୧୪ରେ ପାଟଣା ପିପିଳିଆ ରାସ୍ତାର ଗୁଲଦୀପଶି ଛକ ନିକଟ ଏକ…
ବିମାନବନ୍ଦର ଉଡାଇ ଦେବାକୁ ଧମକ ଦେଇଥିବା ଛାତ୍ର ଗିରଫ
ବେଙ୍ଗାଲୁରୁ,୨୩।୧୨: ବେଙ୍ଗାଲୁରୁ ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡ (ବିଏଲ) ପୋଲିସର ମିଳିତ ଟିମ କେମ୍ପେଗୋଡା ଅନ୍ତର୍ଜାତୀୟ ବିମାନବନ୍ଦର ବିସ୍ଫୋରଣ କରିବାକୁ ଟୁଇଟ୍ ଯୋଗେ ଧମକ ଦେଇଥିବା ୨୦ ବର୍ଷ ବୟସ୍କ ଇଞ୍ଜିନିୟରିଂ ଛାତ୍ରଙ୍କୁ ଗିରଫ କରିଥିବା ଜଣାପଡିଛି। ଆହ୍ଲାବାଦର ମୋତିଲାଲ ନେହେରୁ ନ୍ୟାଶନାଲ…
ମର୍ମନ୍ତୁଦ ଦୁର୍ଘଟଣା: ୪ ମୃତ
ଜୟପୁର,୨୩।୧୨: ରାଜସ୍ଥାନର ଅଜମେରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ କାର୍ ଟ୍ରେଲର୍ ଉପରେ ଚଢିଯିବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଗୁରୁବାର ସନ୍ଧ୍ୟାରେ ବନ୍ଦନଓ୍ବାରା ସହର ନିକଟ ଭିଲୱାରା-ଅଜମେର ରାଜପଥରେ ଏହି ଦୁର୍ଘଟଣା ଘଟିଛି। ସେମାନେ ଭିଲୱାରାଠାରୁ…
ପଲ୍ଲିଶ୍ରୀ ମେଳା ପାଇଁ ୨୫୦ ଷ୍ଟଲ
ଗୋପାଳପୁର,୨୩ା୧୨(ଡି.ଏନ୍.ଏ):ଗୋପାଳପୁର ବେଳାଭୂମି ମହୋତ୍ସବ ଆସନ୍ତା ଶନିବାରଠାରୁ ଆରମ୍ଭ ହେବ। ୫ ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବର ମଞ୍ଚ ଗଞ୍ଜାମ ଜିଲା ସମେତ ଜାତୀୟ ଓ ରାଜ୍ୟସ୍ତରୀୟ କଳାକାରଙ୍କ ଦ୍ୱାରା ଦୁଲୁକିବ। ଏ ନେଇ ଲଗାତାର ଜିଲା ପ୍ରଶାସନ ପକ୍ଷରୁ…
ଅଧରାତିରେ ଅଟକୁଛି ଆମ୍ବୁଲାନ୍ସ
ଅନୁଗୋଳ ଅଫିସ, ୨୩ା୧୨: କେତେବେଳେ ଢେଙ୍କାନାଳରୁ ତ ପୁଣି କେବେ ଦେବଗଡ଼ ଜିଲାରୁ ଗୁରୁତର ରୋଗୀ ଆସୁଛନ୍ତି ଅନୁଗୋଳକୁ। ହେଲେ ଆମ୍ବୁଲାନ୍ସରେ ରାତି ଅଧରେ ଆସୁଥିବା ଏହି ରୋଗୀ ଜିଲା ମୁଖ୍ୟ ଚିକିତ୍ସାଳୟ ପଛ ପାର୍ଶ୍ୱ ଫାଟକ ଠାରେ ପହଞ୍ଚିଲେ ସେମାନଙ୍କୁ…
ପ୍ରିଣ୍ଟିଂ କାର୍ଯ୍ୟରେ ଠିକା ସଂସ୍ଥାକୁ ଅନୁକମ୍ପା ଅଭିଯୋଗ ଘଟଣା: ପହଞ୍ଚିଲାନି ତଦନ୍ତ ରିପୋର୍ଟ
ଅନୁଗୋଳ ଅଫିସ,୨୩ା୧୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର କେତେଜଣ ଅଧିକାରୀ ଟିକେଟ୍, ଫର୍ମ, ବ୍ୟାନର ଆଦି ପ୍ରିଣ୍ଟିଂ କାର୍ଯ୍ୟ ପ୍ରଦାନରେ ଏକ ଠିକା ସଂସ୍ଥାକୁ ଅହେତୁକ ଅନୁକମ୍ପା ଦେଖାଉଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗତ ୧୩ ତାରିଖରେ ‘ଧରିତ୍ରୀ’ରେ ଖବର…
ଖଣ୍ଡେ ଶାଢ଼ି, ହଜାରେ ଟଙ୍କା ବଦଳରେ ଯାଆଁଳା ଶିଶୁ ଶିଶୁ ବିକ୍ରି
ମୋରଡ଼ା,୨୩ା୧୨ (ଡି.ଏନ୍.ଏ.): ଦାରିଦ୍ର୍ୟର ତାଡ଼ନାରେ ଜଣେ ଆଦିବାସୀ ମହିଳା ହଜାରେ ଟଙ୍କା ଆଉ ଖଣ୍ଡେ ଶାଢ଼ି ବଦଳରେ ନବଜାତ ଯାଆଁଳା ଶିଶୁଙ୍କୁ ଦୁଇ ବ୍ୟକ୍ତିଙ୍କୁ ବିକିଦେବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତର ଡାକୋଇ ଅମଣନାମା…
ବଡ଼ବଡ଼ିଆଙ୍କୁ ଉଚ୍ଛେଦ କରିପାରୁନି ବିଏମ୍ସି
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଭୁବନେଶ୍ୱରରେ ଅନେକ ସରକାରୀ ଜମି ଲୋକଙ୍କ କବ୍ଜାରେ ରହିଛି। ଏହା ଉପରେ ଜବରଦଖଲ କରି କେତେଜଣ ଲୋକ ବ୍ୟବସାୟ ପ୍ରତିଷ୍ଠାନ ଗଢି ଲାଭବାନ୍ ହେଉଛନ୍ତି। ତେବେ ସରକାରୀ ଜମିକୁ ଜିଏ ବିଭାଗ ବିଏମ୍ସିକୁ ହସ୍ତାନ୍ତର କରିବା ପରେ ବି ସମ୍ପୃକ୍ତ…
ଉତ୍ତର ପ୍ରଦେଶ, କର୍ନାଟକ, ମୁମ୍ବାଇରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
ନୂଆଦିଲ୍ଲୀ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ଭାରତକୁ ଏହାର ଭୟ ଫେରିଛି । ଚାଇନାରେ ଓମିକ୍ରନର ସବ ଭାରିଏଣ୍ଟ ବିଏଫ.୭ ସ୍ଥିତିକୁ ଏକବାର ବିଗାଡି ଦେଇଛି । ଏବେ ଏହି ସଂକ୍ରମଣକୁ ରୋକିବାକୁ ଭାରତ ପ୍ରସ୍ତୁତ…
ଚକ୍ମକ୍ ଧଉଳିର ଅବହେଳିତ ଐତିହ୍ୟ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ନୂଆ ରୂପ ପାଇଛି ଶାନ୍ତିସ୍ତୂପ। ପୀଠର ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ନାନାଦି ପଦକ୍ଷେପ ଗ୍ରହଣ କରାଯାଇଛି। ଲାଇଟ୍ ଆଣ୍ଡ୍ ସାଉଣ୍ଡ୍ ଶୋ’ ଏହି ବୌଦ୍ଧ କୀର୍ତ୍ତିରାଜିର ଇତିହାସ ବଖାଣୁଛି। ହେଲେ ବଦଳିନି ଚକ୍ମକ୍ ଧଉଳିର ଅନେକ ଐତିହ୍ୟର…
Archives


