ଅବକାରୀ ବିଭାଗକୁ ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ବଚ୍ଛତା, ସମୟାନୁବର୍ତ୍ତିତା, ଅନ୍ଲାଇନ ସେବା ତଥା ‘ଇ-ଅବକାରୀ’ ନୀତି ପାଇଁ ରାଜ୍ୟ ଅବକାରୀ ବିଭାଗକୁ ସମ୍ମାନଜନକ ‘ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର’ ନିମନ୍ତେ ଚୟନ କରାଯାଇଛି। ୨୦୨୩ ଜାନୁୟାରୀ ୭ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିବେ…
ମେଟ୍ରୋ ଏଜିର ଇଣ୍ଡିଆ ବ୍ୟବସାୟକୁ ଅଧିଗ୍ରହଣ କରିବ ଆର୍ଆର୍ଏଲ୍
ନୂଆଦିଲ୍ଲୀ,୨୩।୧୨:ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍ (ଆର୍ଆଇଏଲ୍) ଗ୍ରୁପ୍ର ପ୍ରମୁଖ କମ୍ପାନୀ ରିଲାଏନ୍ସ ରିଟେଲ ଲିମିଟେଡ୍ (ଆର୍ଆର୍ଏଲ୍) ଆଉ ଏକ ଜାତୀୟସ୍ତରର ବ୍ରାଣ୍ଡ୍କୁ ଅଧିଗ୍ରହଣ କରିବାକୁ ଯାଉଛି। ବିଶେଷକରି ଅନ୍ତଃରାଷ୍ଟ୍ରୀୟ ବାଣିଜି୍ୟକ ସଂସ୍ଥା ତଥା ମେଟ୍ରୋ ଏଜି ଗ୍ରୁପ୍ର…
ଆମେ ଶାନ୍ତି ଚାହୁଁ: ଜେଲେନ୍ସ୍କି
ଓ୍ବାଶିଂଟନ୍, ୨୩।୧୨: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣକୁ ୧୦ ମାସରୁ ଊର୍ଦ୍ଧ୍ୱ ଦିନ ବିତିଯାଇଥିବାବେଳେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ବୁଧବାର ଆମେରିକା ଗସ୍ତ କରିଛନ୍ତି। ଜେଲେନ୍ସ୍କି ଆମେରିକା କଂଗ୍ରେସକୁ ସମ୍ବୋଧିତ କରି କହିଛନ୍ତି, ଆମେ ଶାନ୍ତି ଚାହୁଁ। ଶାନ୍ତି ପ୍ରତିଷ୍ଠା…
ଇସ୍ରାଏଲ୍ରେ ନୂଆ ସରକାର ଗଢ଼ିଲେ ନେତାନ୍ୟାହୁ
ଜେରୁଜେଲମ୍,୨୩ା୧୨:ଇସ୍ରାଏଲ୍ର ବରିଷ୍ଠ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ନୂଆ ସରକାର ଗଢ଼ିବାରେ ସଫଳ ହୋଇଛନ୍ତି। ଏ ସମ୍ପର୍କରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ସେ ବୁଧବାର ରାଷ୍ଟ୍ରପତି ଆଇଜାକ୍ ହେର୍ଜୋଗ୍ଙ୍କ ସହ ସରକାର ଗଠନ ନେଇ…
ଯୋଡ଼ିହେଲା ଯୁବତୀଙ୍କ କଟାହାତ
ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ଲାଷ୍ଟିକ ସର୍ଜରି କ୍ଷେତ୍ରରେ ଭୁବନେଶ୍ୱର ଏମ୍ସକୁ ମିଳିଛି ଆଉ ଏକ ସଫଳତା। ସ୍ବତନ୍ତ୍ର ଡାକ୍ତରୀ ଟିମ୍ ୧୦ ଘଣ୍ଟାର ଅପରେଶନ ପରେ ଜଣେ ଯୁବତୀଙ୍କ ସମ୍ପୂର୍ଣ୍ଣ କଟା ହାତକୁ ଯୋଡିବାରେ ସକ୍ଷମ ହୋଇଛନ୍ତି। ଡିସେମ୍ବର ୯ ତାରିଖ ଅପରାହ୍ନ…
ବିକିନି କିଲରଙ୍କୁ ମୁକ୍ତ କରିବାକୁ ମନାକଲା ଜେଲ
କାଠମାଣ୍ଡୁ,୨୨ା୧୨:ବିକିନି କିଲର ଭାବେ ପରିଚିତ ସିରିଏଲ୍ କିଲର ଚାର୍ଲସ ଶୋଭରାଜଙ୍କୁ ମୁକ୍ତ କରିଦେବା ଲାଗି ନେପାଳ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ତାଙ୍କୁ ଛାଡ଼ିବା ଲାଗି ଜେଲ କର୍ତ୍ତୃପକ୍ଷ ମନା କରିଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ରାୟ ଅସ୍ପଷ୍ଟ। କେଉଁ ମାମଲାରେ ତାଙ୍କୁ ମୁକ୍ତ କରାଯିବ,…
କାନ୍ଦୁଛନ୍ତି ଆଫଗାନ୍ ଛାତ୍ରୀ
କାବୁଲ, ୨୩।୧୨:ଆଫଗାନିସ୍ତାନରେ ତାଲିବାନ ଶାସକ ଲୋକଙ୍କ ପାଇଁ ବୋଝ ସାଜିଛନ୍ତି। ବିଶେଷକରି ମହିଳା ଓ ଝିଅମାନଙ୍କ କ୍ଷେତ୍ରରେ ଏହି କଠୋରପନ୍ଥୀ ସରକାର ଅଧିକ କଡ଼ା ନିୟମ ଲାଗୁ କରି ସେମାନଙ୍କୁ ନିର୍ଯାତିତ କରିବାରେ ଲାଗିଛନ୍ତି। ଗତ ମଙ୍ଗଳବାର ଆଫଗାନ୍ ଉଚ୍ଚଶିକ୍ଷା ମନ୍ତ୍ରଣାଳୟ…
ଗୋପବନ୍ଧୁ ମିଶ୍ରଙ୍କୁ ସଂସ୍କୃତ ଅନୁବାଦ ପୁରସ୍କାର
ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ରଫେସର ଗୋପବନ୍ଧୁ ମିଶ୍ର କଥାକାର ମନୋଜ ଦାସଙ୍କ ଉପନ୍ୟାସ ‘ଅମୃତ ଫଳ’ର ସଂସ୍କୃତ ଅନୁବାଦ ‘ଅମୃତ ଫଳମ୍’ ପାଇଁ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ସେ ନୟାଗଡ଼ ଜିଲାର ବିରୁଡ଼ା ଗ୍ରାମରେ ଜନ୍ମ ଗ୍ରହଣ କରିଛନ୍ତି। ଗୋପବନ୍ଧୁ ବର୍ତ୍ତମାନ…
ଜୈବବିବିଧତାର ସ୍ବଦେଶୀ ରକ୍ଷକ: ନାଜାଲ ଟିକାକୁ ମଞ୍ଜୁରୀ
ନୂଆଦିଲ୍ଲୀ,୨୩ା୧୨:ବିଶ୍ୱରେ କୋଭିଡ୍ ମହାମାରୀ ପୁଣିଥରେ ଭୟ ସୃଷ୍ଟି କରିଥିବାବେଳେ ନାଜାଲ ଭାକ୍ସିନ୍କୁ ଭାରତ ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହା ଦେଶରେ କୋଭିଡ୍ ଟିକାକରଣ ଅଭିଯାନକୁ ଆଗେଇ ନେବାରେ ସହାୟକ ହେବ। ଇଞ୍ଜେକଶନରେ ଦିଆଯାଉଥିବା ଭାକ୍ସିନ ତୁଳନାରେ ନାଜାଲ ଟିକା ଭଲ…
ଡ୍ରେସ୍ଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ସବୁ ଗୋଲାପୀ
ସାଧାରଣତଃ ପ୍ରତ୍ୟେକ ଝିଅ ବାର୍ବି ଡଲ୍କୁ ବହୁତ ପସନ୍ଦ କରନ୍ତି। ଏପରିକି ସେମାନେ ବାର୍ବି ଡଲ୍ ପରି ହେବାକୁ ସ୍ବପ୍ନ ବି ଦେଖିଥାନ୍ତି। କିନ୍ତୁ ବୟୟ ବଢ଼ିବା ସହିତ ସେମାନଙ୍କର ଖାଦ୍ୟ, ପୋଷାକ ଏବଂ ରୁଚି ବଦଳି ଯାଇଥାଏ। କିନ୍ତୁ ଆଜି…
ଓ୍ବାର୍ଡର ପରୀକ୍ଷାରେ ପ୍ରବଳ ବିଶୃଙ୍ଖଳା
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):ରାଜ୍ୟର ୪୦୩ ଜେଲ ଓ୍ବାର୍ଡର ପଦବୀ ଲାଗି ଗୁରୁବାରଠାରୁ ପରୀକ୍ଷା ଆରମ୍ଭ ହୋଇଛି। ଏହି ପରୀକ୍ଷା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି। ହେଲେ ପରୀକ୍ଷା ଆରମ୍ଭ ଦିନରୁ ହିଁ ବିଭ୍ରାଟ ଦେଖାଦେଇଛି। ପରୀକ୍ଷାର୍ଥୀଙ୍କୁ ସକାଳ ୮ଟା ସମୟରେ ରିପୋର୍ଟିଂ…
ଭୟଭୀତ ନ ହେବାକୁ ପରାମର୍ଶ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):କିଛି ମାସ ବିରାମ ପରେ ପୁଣି କୋଭିଡ୍-୧୯ ସଂକ୍ରମଣ ଭୟ ଘାରିଲାଣି। ଓମିକ୍ରନର ସବ୍ଭାରିଆଣ୍ଟ ବିଏଫ୍.୭ ଯୋଗୁ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଓଡ଼ିଶାରେ ମଧ୍ୟ ଏହି ଭୂତାଣୁ ସଂକ୍ରମିତ ଚିହ୍ନଟ ହେଲେଣି। ଆଗାମୀ ଦିନରେ ଯେପରି ଏହି…
Archives


