Home Left

କୁମ୍ଭୀର ଭୟରେ ନଦୀକୂଳିଆ ଆତଙ୍କିତ

ଯାଜପୁର ଟାଉନ,୮ା୫(ଡି.ଏନ.ଏ.): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଖରସ୍ରୋତା ନଦୀର ରାଜଘାଟଠାରୁ ତନ୍ତିଘାଇ ମଧ୍ୟରେ ଏକ କୁମ୍ଭୀର ଭୟରେ ନଦୀକୂଳିଆ ଗ୍ରାମବାସୀଙ୍କ ମନରେ ଆତଙ୍କ ସୃଷ୍ଟି ହୋଇଛି। ଗତ କିଛି ଦିନ ହେବ କୁମ୍ଭୀରଟି ନଦୀ ପଠାରେ ଗୋରୁ ଶବ ଖାଉଥିବାବେଳେ କୁକୁରଙ୍କୁ…

ବସୁନ୍ଧରା ଯୋଜନାରେ ଦୁର୍ନୀତି

ବିଞ୍ଝରପୁର,୮ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ କାର୍ଯ୍ୟାଳୟରେ ବସୁନ୍ଧରା ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏହି ଦୁର୍ନୀତିର ତଦନ୍ତକରି ଅଯୋଗ୍ୟ ହିତାଧିକାରୀଙ୍କ ଜମି ପଟ୍ଟା ବାତିଲ କରିବାସହ ସେମାନଙ୍କଠାରୁ ଦଖଲ ଉଚ୍ଛେଦ କରିବାକୁ ଉପଜିଲାପାଳ ବିଞ୍ଝାରପୁର ତହସିଲ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ…

ଜେସିବିରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ

କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ନଡ଼ିଆବରେଇ ପଞ୍ଚାୟତ ଡାହାଳପୁର ଗ୍ରାମର ଗୋଚର ଜମିରେ ଜେସିବି ଲଗାଇ ପୋଖରୀ ଖୋଳା ଯାଉଛି। ଏହି କାର୍ଯ୍ୟ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବୋଲି ଗ୍ରାମବାସୀ…

ଚାଷ ଜମିରେ ବେଣାବୁଦା

କେନ୍ଦ୍ରାପଡ଼ା ଅଫିସ, ୮ା୫: କେନ୍ଦ୍ରାପଡ଼ା ଜିଲାର ୭ ନଦୀ, ୨୭ ନାଳରେ ଜଳ ପ୍ରବାହିତ ହେଉଛି। ଧାନ ସହ ମାଛ ଚାଷ ଜିଲାର ଅର୍ଥନୀତିକୁ ବଞ୍ଚାଇ ରଖିଛି। ଏହାସତ୍ତ୍ୱେ ଜିଲାର ଉପାନ୍ତ ଅଞ୍ଚଳରେ ଥିବା ୫ଟି ବ୍ଲକର ୫୧ ପ୍ରତିଶତ ପରିବାରର…

ବୃଦ୍ଧାଙ୍କୁ ଗଣବଳାତ୍କାର

ଢେଙ୍କିକୋଟ,୮ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଭଗାମୁଣ୍ଡା ସାପ୍ତାହିକ ହାଟରୁ ଫେରୁଥିବା ଜଣେ ୬୦ ବର୍ଷୀୟା ଆଦିବାସୀ ବୃଦ୍ଧାଙ୍କୁ ଗଣବଳାତ୍କାର ହୋଇଛି। ଏ ନେଇ ହରିଚନ୍ଦନପୁର ଥାନାରେ ବୃଦ୍ଧା ଜଣଙ୍କ ଶନିବାର ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନେ ଫେରାର ହୋଇଯାଇଥିବା…

ଷ୍ଟୁଡେଣ୍ଟ ପୋଲିସ କ୍ୟାଡେଟ୍‌: ଲକ୍ଷ୍ୟ ବହୁ ଦୂର

ଭୁବନେଶ୍ୱର,୮।୫(ବ୍ୟୁରୋ): କେରଳରେ ୨୦୧୦ରେ ପ୍ରଥମେ ଷ୍ଟୁଡେଣ୍ଟ ପୋଲିସ କ୍ୟାଡେଟ ଯୋଜନା ଆରମ୍ଭ ହୋଇଥିଲା। ଏହାର ସଫଳତା ଦେଖିବା ପରେ ଦେଶବ୍ୟାପୀ ଏହାକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିଲେ। ୨୦୧୮ ଜୁଲାଇ ୨୧ରେ ତତ୍କାଳୀନ ସ୍ବରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂ ଏହି…

ବଲିଉଡ୍‌ର ସବୁଠୁ ଅଧିକ ପାଠ ପଢ଼ିଥିବା କଳାକାର

ମୁମ୍ବାଇ: ବଲିଉଡ୍‌ ସେଲିବ୍ରିଟିମାନଙ୍କ ମଧ୍ୟରୁ କିଛି ସେଲିବ୍ରିଟି ବହୁତ ପାଠ ପଢ଼ିଥିଲେ ମଧ୍ୟ ଅଭିନୟକୁ ନିଜର କ୍ୟାରିୟର ଭାବେ ବାଛିନେଇଛନ୍ତି। ସେ ବିଗ୍‌ ବି ହୁଅନ୍ତୁ କି ଶାହାରୁଖ। ଉଚ୍ଚ ଶିକ୍ଷାର ଅଧିକାରୀ ହୋଇ ମଧ୍ୟ ଚାକିରି ପ୍ରତି ଗୁରୁତ୍ୱ ନ…

ଏସ୍‌ଟିଏଫ୍‌ ଜାଲରେ ଉଚ୍ଚଶିକ୍ଷିତ ଠକ

ଭୁବନେଶ୍ୱର,୮।୫(ବ୍ୟୁରୋ): କେତେବେଳେ ଚାକିରି ଦେବାକୁ କହି ଫସାଉଥିଲେ ତ ଆଉ କେତେବେଳେ ଭିଜିଲାନ୍ସ ଅଧିକାରୀ ପରିଚୟରେ ବ୍ଲାକ୍‌ମେଲ କରି ଟଙ୍କା ଲୁଟୁଥିଲେ। ଏକାଧିକ ଚାକିରି ଆଶାୟୀ, ସରକାରୀ ଅଧିକାରୀ ଓ କଣ୍ଟ୍ରାକ୍ଟରଙ୍କୁ ଠକେଇ କରିଥିବା ଜଣେ ଉଚ୍ଚଶିକ୍ଷିତ ଠକଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ…

ଭତ୍ତା ହିତାଧିକାରୀଙ୍କ ଦୁଃଖ ବଢୁଛି

ରସୁଲପୁର,୮ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ୨୮ ପଞ୍ଚାୟତରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଯୋଜନା ବାଟବଣା ହୋଇପଡ଼ିଛି। ଏଠାରେ ବୟସାଧିକ ଭତ୍ତା ହିତାଧିକାରୀ ସେମାନଙ୍କ ଭତ୍ତା ରାଶି ପାଇବାରେ ନାନା ସମସ୍ୟାର ସମ୍ମୁଖିନ ହେଉଛନ୍ତି। ସେମାନଙ୍କ ଦୁଃଖ ବଢ଼ିବାରେ…

ତାଲିକାରେ ୫ ନାମ: ସମୁଦ୍ରକୁ ଶଙ୍ଖେ

ଯାଜପୁର ଅଫିସ,୮ା୫: ସମଗ୍ର ଶିକ୍ଷା, ଯାଜପୁର ଜିଲା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଜାଲ୍‌ ପ୍ରମାଣପତ୍ର ଆଧାରରେ ଚାକିରି କରିଥିବା ୫ଜଣ ନକଲି ଶିକ୍ଷକଙ୍କ ତାଲିକା ପ୍ରକାଶ ହୋଇଛି। ଏଥିରେ ୩ ଜଣ ଓଟିଇଟି ଏବଂ ଜଣେ ଲେଖାଏ ମାଟ୍ରିକ ଓ ବିଏଡ୍‌…

ହିଡ୍‌ମାଙ୍କ ସହଯୋଗୀଙ୍କୁ ଏନ୍‌କାଉଣ୍ଟର

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଭଦ୍ରାଦ୍ରି କୋଥାଗୁଡେମ୍‌ ଜିଲାରେ ରବିବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନେ ହେଲେ କମାଣ୍ଡର ଏରାୟା ଓରଫ ରାଜେଶ ଏବଂ ଅନ୍ୟ ଜଣେ ମିଲେସିଆ…

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ: ୭ରେ ପହଞ୍ଚିଲା ଗିରଫ ସଂଖ୍ୟା

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଅରଣପୁରରେ ଏପ୍ରିଲ୍‌ ୨୬ରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ୧୧ ଜଣ ଯବାନ ଶହୀଦ ହୋଇଥିଲେ। ଏହି ଘଟଣାରେ ଆଉ ୪ଜଣ ମାଓବାଦୀଙ୍କୁ ଦାନ୍ତେୱାଡା ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?