Home Left

‘ମାଇଁ ହେଲ୍‌ଥ କେୟାର ପ୍ଲାନର ଶୁଭାରମ୍ଭ’

ନୂଆଦିଲ୍ଲୀ,୩୦।୧: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ବଜାଜ ଆଲିଆଞ୍ଜ ଜେନେରାଲ ଇନ୍‌ସ୍ୟୁରାନ୍ସର ମଡ୍ୟୁଲାର ହେଲଥ ଇନ୍‌ସ୍ୟୁରାନ୍ସ ପ୍ରଡକ୍ଟ ‘ମାଇଁ ହେଲଥ କେୟାର ପ୍ଲାନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ମାଇଁ ହେଲଥ କେୟାର ପ୍ଲାନ ୫କୋଟି ପର୍ଯ୍ୟନ୍ତ ସମ୍‌…

‘ଦେଶ ପ୍ରଗତିରେ କଷ୍ଟ୍‌ ଆକାଉଣ୍ଟାଣ୍ଟ୍‌ସଙ୍କ ଭୂମିକା ଅତୁଳନୀୟ’

କଟକ,୩୦।୧: ଭାରତୀୟ କଷ୍ଟ୍‌ ଆକାଉଣ୍ଟାଣ୍ଟ୍‌ସ ପ୍ରତିଷ୍ଠାନର ପୂର୍ବ ଭାରତ ଆଞ୍ଚଳିକ ପରିଷଦ ଏବଂ କଟକ-ଜଗତ୍‌ସିଂହପୁର-କେନ୍ଦ୍ରାପଡ଼ା ଚାପ୍ଟର ଆନୁକୂଲ୍ୟରେ ୪୨ତମ ରିଜିଓନାଲ କଷ୍ଟ୍‌ କନ୍‌ଫରେନ୍ସ-୨୦୨୩ର ଆୟୋଜନ କରାଯାଇଥିଲା। ଏପରିକି ଏକ ୨ଦିନିଆ ଜାତୀୟ କର୍ମଶାଳା ସ୍ଥାନୀୟ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଉଦ୍‌ଘାଟିତ…

ବ୍ରଜରାଜନଗରରେ କ୍ରାଇମ୍‌ବ୍ରାଞ୍ଚ ଡିଜି

ଝାରସୁଗୁଡ଼ା ଅଫିସ୍‌, ୩୦ା୧:ବ୍ରଜରାଜନଗର ଗାନ୍ଧୀଛକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଉପରକୁ ପୋଲିସ୍‌ ଏଏସ୍‌ଆଇଙ୍କ ଗୁଳିମାଡ଼ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ଦେଇଛନ୍ତି। ଘଟଣାର ୭ଘଣ୍ଟା ପରେ କ୍ରାଇମବ୍ରାଞ୍ଚ ଡିଜି ଅରୁଣ ବୋଥ୍ରା ବ୍ରଜରାଜନଗର…

ମଣ୍ଡପରେ କନ୍ୟାଙ୍କ ଡ୍ୟାନ୍ସ ଦେଖି ହସ ରୋକି ପାରିଲେନି ବର, ଭିଡିଓ ଦେଖିଲେ…

ଆମ ଦେଶରେ ବିବାହ, ଭୋଜି ଏବଂ ବ୍ୟାଣ୍ଡ ବାଜା ପରେ ବି ବିବାହ ଜମେ ନାହିଁ ଯେପର୍ଯ୍ୟନ୍ତ ବର ଆଉ ବରଯାତ୍ରୀ ଡ୍ୟାନ୍ସ କରି ନ ଥାନ୍ତି। ବରଯାତ୍ରୀ ଡ୍ୟାନ୍ସ ନ ଥିଲେ ବିବାହ ଯେମିତି ଅସମ୍ପୂର୍ଣ୍ଣ ଲାଗେ। ବର୍ତ୍ତମାନ ଏମିତି…

ନେପାଳରୁ ଆସିଲା ଦୁଇଟି ବିଶାଳ ଶିଳା, ଆଜି ପହଞ୍ଚିବ ଅଯୋଧ୍ୟା

କାଠମାଣ୍ଡୁ,୩୦ ।୧: ଅଯୋଧ୍ୟାରେ ଆରମ୍ଭ ହୋଇଥିବା ରାମ ମନ୍ଦିରରେ ଭଗବାନ ରାମଲଲାଙ୍କ ବାଲ୍ୟ ରୂପକୁ ସ୍ଥାପନ କରିବାକୁ କାଲିଗଣ୍ଡକି ନଦୀରୁ ଆସୁଥିବା ଦୁଇଟି ବିଶାଳ ଶିଳା(ପଥର) ଜନକପୁରଧାମରୁ ସୋମବାର ଅଯୋଧ୍ୟା ଅଭିମୁଖେ ଯାତ୍ରା ଆରମ୍ଭ କରିବ । ଏହି ଶିଳା ଶନିବାର…

ବିଧାନସଭାରେ ଶେଷ ଦର୍ଶନ କଲେ ବାଚସ୍ପତି, ମନ୍ତ୍ରୀ, ବିଧାୟକ

ଭୁବନେଶ୍ବର,୩୦ା୧(ବ୍ୟୁରୋ):କ୍ୟାପିଟାଲ ହସ୍ପିଟାଲରେ ରବିବାର ରାତିରେ ମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ହେବା ପରେ ସେଠାରୁ ପାର୍ଥିବ ଶରୀର ବିଧାନସଭା ଅଣାଯାଇଥିଲା। ସେଠାରେ ବାଚସ୍ପତିଙ୍କଠାରୁ ଆରମ୍ଭ କରି ବହୁ ବିଧାୟକ, ମନ୍ତ୍ରୀ ଓ ପୂର୍ବତନ ବିଧାୟକମାନେ ନବଙ୍କ ମରଶରୀର ଦର୍ଶନ କରିବା…

ମନ୍ତ୍ର ଧ୍ୱନିରେ ଗୁଞ୍ଜରିତ ଖଣ୍ଡଗିରି, ଜମୁଛି ବେପାର

ଭୁବନେଶ୍ୱର, ୩୦।୧ (ବ୍ୟୁରୋ):ପବିତ୍ର କୁମ୍ଭମେଳାର ଦ୍ୱିତୀୟ ଦିନରେ ମନ୍ତ୍ରଧ୍ୱନି, ପାରାୟଣ, ପ୍ରବଚନ ଓ ଭଜନ କୀର୍ତ୍ତନରେ ଖଣ୍ଡଗିରି ପାହାଡ଼ ପ୍ରକମ୍ପିତ ହେଉଛି। ସକାଳରୁ ରାତି ଯାଏ ଭକ୍ତମାନେ ବାରଭୂଜା ପୀଠରେ ରାମଚରିତ ମାନସ ପାଠ ଶୁଣୁଛନ୍ତି। ସାରା ଦେଶରୁ ସାଧୁ ଓ…

ସରିଲା ରଙ୍ଗାରଙ୍ଗ ଡଟ୍‌ଫେଷ୍ଟ

ଭୁବନେଶ୍ୱର, ୩୦।୧ (ବ୍ୟୁରୋ):ହକି ବିଶ୍ୱକପ୍‌ ସହ ରବିବାର ଶେଷ ହୋଇଛି ଡଟ୍‌ ଫେଷ୍ଟର ଦ୍ୱିତୀୟ ସଂସ୍କରଣ। ଇଡ୍‌କୋ ପ୍ରଦର୍ଶନୀ ପଡିଆରେ ଚାଲିଥିବା ଏହି ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ଅଂଶ ଭାବେ ସହରର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ସାଂସ୍କୃତିକ, ସଙ୍ଗୀତ, ନୃତ୍ୟ, ଖାଦ୍ୟ ଏବଂ…

ଶିଶିର ସରସ ମେଳାରେ ୨୪ କୋଟିରୁ ଉର୍ଦ୍ଧ୍ୱ ବେପାର

ଭୁବନେଶ୍ୱର,୩୦।୧(ବ୍ୟୁରୋ):ବରମୁଣ୍ଡାସ୍ଥିତ ବିଜୁପଟ୍ଟନାୟକ ଖେଳ ପଡ଼ିଆରେ ଚାଲିଥିବା ଶିଶିର ସରସ ମେଳା ରବିବାର ଶେଷ ହୋଇଛି। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମୀଣ ବିକାଶ ଏବଂ ମାର୍କେଟିଂ ସୋସାଇଟି ପକ୍ଷରୁ ଗ୍ରାମୀଣ କାରିଗର ଓ ସ୍ବୟଂସହାୟକ…

ସତ୍ତା ହରାଇଲା ମୁକ୍ତାକାଶ ଭାସ୍କର୍ଯ୍ୟ ସଂଗ୍ରହାଳୟ

ଭୁବନେଶ୍ୱର, ୨୯।୧ (ବ୍ୟୁରୋ):ଭୁବନେଶ୍ୱରକୁ ଏକ ନିଆରା ସହର ଭାବେ ଗଢି ତୋଳିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ହେଲେ ସମନ୍ବୟ ଓ ରକ୍ଷଣାବେକ୍ଷଣା ଅଭାବରୁ ଅନେକ…

ପୋଲିସ ହାତରେ ହତ୍ୟା କରାଇ ପାଗଳ କହୁଛନ୍ତି

ଭୁବନେଶ୍ୱର,୩୦।୧(ବ୍ୟୁରୋ):ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ନବ କିଶୋର ଦାସଙ୍କୁ ଜଣେ ପୋଲିସ କର୍ମଚାରୀ ସର୍ଭିସ ବନ୍ଧୁକରେ ଗୁଳି କରି ସର୍ବସମ୍ମୁଖରେ ହତ୍ୟା କରିଛନ୍ତି। ଏହା ଦୁଃଖଦ ଘଟଣା। ଏହି ଘଟଣାରେ ବ୍ୟକ୍ତିଗତ ଭାବେ ଶୋକବ୍ୟକ୍ତ କରିବା ସହ…

ହିଂସା ଗ୍ରହଣୀୟ ନୁହେଁ

ଭୁବନେଶ୍ୱର,୩୦।୧(ବ୍ୟୁରୋ):ଯେକୌଣସି ହିଂସା ଗ୍ରହଣୀୟ ନୁହେଁ। ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ମୁଁ ନିନ୍ଦା କରୁଛି। ଏହାଦ୍ୱାରା ରାଜ୍ୟରେ ଆଇନଶୃଙ୍ଖଳା ବୋଲି କିଛି ନାହିଁ, ଏହା ପ୍ରମାଣିତ ହୋଇଛି। ଓଡ଼ିଶାରେ କୌଣସି ମନ୍ତ୍ରୀ ଉପରେ ଗୁଳିମାଡ଼ ଘଟଣା, ତାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri