Home Left

କେବଳ ପ୍ରଧାନମନ୍ତ୍ରୀ ଲାଗୁଛିି, ଆମ ଜମି ଚାଇନା ଅକ୍ତିଆର କରିନାହିଁ: ରାହୁଲ

ଶ୍ରୀନଗର,୨୯।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚାଇନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଭାରତର ପ୍ରଧାନମନ୍ତ୍ରୀ ହେଉଛନ୍ତି ଏକମାତ୍ର ବ୍ୟକ୍ତି ଯିଏ ଅନୁଭବ କରୁଛନ୍ତି ଯେ, ଚାଇନା ଭାରତରୁ କୌଣସି ଜମି ନେଇ ନାହିଁ। ନିକଟରେ…

ମନ୍ତ୍ରୀଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଭୁବନେଶ୍ବର,୨୯।୧(ବୁରୋ): ଗୁଳିମାଡ଼ରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଛି। ମନ୍ତ୍ରୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏଥିସହ ରାଜ୍ୟପାଳ ଗଣେଶୀ ଲାଲା, କଂଗ୍ରେସର ବରିଷ୍ଠ ନେତା ନରସିଂହ…

ଦୁବାଇରୁ ଆସିଲା ଶ୍ରମିକଙ୍କ ମୃତଦେହ

ଛତ୍ରପୁର,୨୯ା୧(ଡି.ଏନ.ଏ.): ଦୁବାଇରୁ ଶ୍ରମିକଙ୍କ ମୃତଦେହ ରବିବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସୁନ୍ଦରପୁର ପଞ୍ଚାୟତ ଅଧୀନ ପାଇତାରି ଗାଁରେ ଆସି ପହଞ୍ଚିଛି। ସେ ହେଲେ ସନ୍ତୋଷ ବେହେରା(୪୧)। ଗତ ୧୮ତାରିଖରେ ଦୁବାଇରେ ଏକ ସଡ଼କ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ…

ଇତିହାସ ରଚିଲା ଭାରତ

ପୋଶ୍ଚେଫଷ୍ଟ୍ରୁମ୍‌,୨୯।୧: ଭାରତ ଅଣ୍ଡର-୧୯ ମହିଳା ଟି-୨୦ ବିଶ୍ୱକପ ୨୦୨୩ ଟାଇଟଲ ହାସଲ କରିଛି। ଶେଫାଳି ବର୍ମାଙ୍କ ନେତୃତ୍ୱଧୀନ ଭାରତୀୟ ଦଳ ଫାଇନାଲରେ ଇଂଲଣ୍ଡକୁ ୭ ଉଇକେଟରେ ପରାସ୍ତ କରିଛି। ଟିମ ଇଣ୍ଡିଆ ଏହି ବିଶ୍ୱକପର ପ୍ରଥମ ସଂସ୍କରଣ ଜିତି ଇତିହାସ ସୃଷ୍ଟି…

ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଆଇଆଇଏମ୍‌ ନୂତନ କ୍ୟାମ୍ପସ

ସମ୍ବଲପୁର,୨୯ା୧(ବ୍ୟୁରୋ): ସମ୍ବଲପୁରର ଭାରତୀୟ ପ୍ରବନ୍ଧନ ସଂସ୍ଥାନ (ଆଇଆଇଏମ୍‌)ର ନିଜସ୍ବ ସ୍ଥାୟୀ କ୍ୟାମ୍ପସ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ। ଏ ନେଇ ଆଇଆଇଏମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ୨୦୧୫ରୁ ଅସ୍ଥାୟୀ ଭାବେ ସମ୍ବଲପୁରରେ ପାଠପଢା ହେଉଛି। ନୂତନ ଅତ୍ୟାଧିନିକ କ୍ୟାମ୍ପସ…

୧ରୁ ପୋର୍ଟ ଟ୍ରକ୍‌ ମାଲିକ ସଂଘର ଆନ୍ଦୋଳନ

ଛତ୍ରପୁର,୨୯ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଥିବା ବିଭିନ୍ନ ଶିଳ୍ପାନୁଷ୍ଠାନଗୁଡିକୁ ମାଲ ପରିବହନ ନେଇ ବ୍ୟବସ୍ଥା କରିବାକୁ ଗୋପାଳପୁର ପୋର୍ଟ ଟ୍ରକ ମାଲିକ ସଂଘ ପକ୍ଷରୁ ଦାବି କରାଯାଇଛି ା ଅନ୍ୟପକ୍ଷରେ ସଂଘର ଅନ୍ୟାନ୍ୟ ଦାବି ସମ୍ପର୍କରେ ଗତ ୨୧ ତାରିଖରେ…

ଅଷ୍ଟ୍ରେଲିଆକୁ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଲା ନେଦରଲାଣ୍ଡ୍ସ

ଭୁବନେଶ୍ବର,୨୯।୧(ବ୍ୟୁରୋ): ହକି ବିଶ୍ୱକପର ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ରବିବାର ନେଦରଲାଣ୍ଡ୍ସ ୩-୧ ଗୋଲ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି। ଫଳରେ ଚଳିତ ବିଶ୍ୱକପ୍‌ରେ ନେଦରଲାଣ୍ଡ୍ସ ୩ ନମ୍ବରରେ ରହି ନିଜ ଅଭିଯାନ ଶେଷ କରିଛି। ପ୍ରଥମ କ୍ବାର୍ଟରର ୧୨ ମିନିଟରେ ଏକ ପେନାଲ୍ଟିରେ…

ବାଲେଶ୍ୱରରେ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା ହେଉ

ବାଲେଶ୍ୱର ଅଫିସ,୨୯।୧: ବାଲେଶ୍ୱର ଜିଲାର କୃଷି ଓ କୃଷକଙ୍କ ସ୍ବାର୍ଥରକ୍ଷା ନିମନ୍ତେ କୃଷି ମହାବିଦ୍ୟାଳୟ ଓ ଗବେଷଣା କ୍ଷେତ୍ର ପ୍ରତିଷ୍ଠା ପାଇଁ ଦାବି ଜୋର ଧରିଛି। ଜିଲାବାସୀଙ୍କୁ ସଙ୍ଗଠିତ କରିବା ସକାଶେ ଗଠିତ କ୍ରିୟାନୁଷ୍ଠାନ ସମିତି ପକ୍ଷରୁ ରବିବାର ସହରର ଏଡିଏମ୍‌…

ଆୟୁଷ ଡାକ୍ତରଙ୍କୁ ନିୟମିତ ନିଯୁକ୍ତି ଦାବି ତେଜିଲା

ରୂପ୍‌ସା,୨୯ା୧(ଡି.ଏନ୍‌.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ଆୟୁଷ ଡାକ୍ତର ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ମେଡିକାଲ ଅଫିସର ଡା. ବିନୟ କୁମାର ଦାସ ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଅଲ୍‌ ଓଡ଼ିଶା ଆୟୁଷ ଡାକ୍ତର…

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ

ଲକ୍ଷ୍ନୌ,୨୯।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ସିରିଜର ଦ୍ୱିତୀୟ ଟି୨୦ ମ୍ୟାଚ ଆଜି ଲକ୍ଷ୍ନୌରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ପରିବର୍ତ୍ତନ କରିଛି, ୟୁଜବେନ୍ଦ୍ର…

‘ଅମୃତ ଉଦ୍ୟାନ ଉତ୍ସବ-୨୦୨୩’ ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୯।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ‘ଅମୃତ ଉଦ୍ୟାନ ଉତ୍ସବ-୨୦୨୩’ ଉଦ୍‌ଘାଟନ କରିଛନ୍ତି। ପରେ ରାଷ୍ଟ୍ରପତି ‘ଅମୃତ ଉଦ୍ୟାନ’ ପରିଦର୍ଶନ କରିଥିଲେ। ଏଠାରେ ଲାଗିଥିବା ଫୁଲ ଦେଖି ଉପଭୋଗ କରିବା ସହ ଫଟୋ ମଧ୍ୟ ଉଠାଇଥିଲେ। ଏହି ଉଦ୍ୟାନ ସାଧାରଣ ଲୋକଙ୍କ…

ପାକିସ୍ତାନରେ ପେଟ୍ରୋଲ ୨୪୯, ଡିଜେଲ ୨୬୨ ଟଙ୍କାରେ ପହଞ୍ଚିଲା

ଇସ୍‌ଲାମାବାଦ,୨୯।୧: ଦରବୃଦ୍ଧି ସାଙ୍ଗକୁ ଖାଦ୍ୟ ସଙ୍କଟ ମଧ୍ୟରେ ଗତି କରୁଛି ପାକିସ୍ତାନ। ଏଭଳି ସ୍ଥିତିରେ ଶେହବାଜ ସରିଫ ସରକାର ରବିବାର ପେଟ୍ରୋଲିୟମର ନୂତନ ମୂଲ୍ୟ ଘୋଷଣା କରିଛନ୍ତି। ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୩୫ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri