Home Left

ଆରମ୍ଭ ହେଲା ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳ: ଭକ୍ତିମୟ କଲା ସାଧୁସନ୍ଥ, ଶ୍ରଦ୍ଧାଳୁଙ୍କ ସମାଗମ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ତପୋଭୂମି ଖଣ୍ଡଗିରି ପାହାଡ଼ରେ ଆରମ୍ଭ ହୋଇଛି ନବଦିନାତ୍ମକ ପବିତ୍ର କୁମ୍ଭମେଳା। ରାଜ୍ୟ ତଥା ବାହାରୁ ଯୋଗ ଦେଇଥିବା ସାଧୁ ସନ୍ନ୍ୟାସୀଙ୍କ ମନ୍ତ୍ର ଧ୍ୱନିରେ ଗୁଞ୍ଜରିତ ହେଉଛି ସାରା ଅଞ୍ଚଳ। ଏଥିସହ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମରେ ଭକ୍ତିମୟ ହୋଇପଡିଛି ଏହି…

ଏଥର ଆୟ ସହ ବ୍ୟୟ ବଢ଼ାଇବାକୁ ଲକ୍ଷ୍ୟ

ଭୁବନେଶ୍ୱର, ୨୯।୧ (ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବିଏମ୍‌ସି ପକ୍ଷରୁ ପ୍ରାୟ ୬୯୦ କୋଟି ୨ଲକ୍ଷ ଟଙ୍କାର ବଜେଟ ଚିଠା ପ୍ରସ୍ତୁତ କରାଯାଇଛି। ଗତ ବର୍ଷ ତୁଳନାରେ ଏଥର ବଜେଟ୍‌ ଅଟକଳ ବୃଦ୍ଧି ପାଇଛି। ସେହିପରି ପୂର୍ବ ବର୍ଷ ଅପେକ୍ଷା…

୩ ମାସରେ ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ ଅଫିସ,୨୯।୧: ଶ୍ରୀକ୍ଷେତ୍ରରେ ଚାଲିଥିବା ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଜୋରସୋର୍‌ରେ ଚାଲିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଐତିହ୍ୟ ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ…

ଅପରାଜିତାଙ୍କ ଗସ୍ତଙ୍କୁ ନେଇ ଚର୍ଚ୍ଚା

କେନ୍ଦ୍ରାପଡ଼ା ଅଫିସ,୨୯।୧: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶନିବାର କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ। ସହରର ତିନିମୁହାଣୀଠାରୁ ଇଚ୍ଛାପୁରସ୍ଥିତ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପର୍ଯ୍ୟନ୍ତ ସେ ପଦଯାତ୍ରା କରିଥିଲେ ା ତାଙ୍କର ଏହି ଗସ୍ତ କାର୍ଯ୍ୟକ୍ରମରେ ଜିଲା ଭାଜପାର ଅନେକ ନେତାଙ୍କ ଅନୁପସ୍ଥିତିକୁ…

ବ୍ରୋଞ୍ଜ ପାଇଁ ଲଢ଼ିବେ ଅଷ୍ଟ୍ରେଲିଆ-ନେଦରଲାଣ୍ଡ୍ସ

ଭୁବନେଶ୍ୱର, ୨୯।୧: ହକି ବିଶ୍ୱକପର ବ୍ରୋଞ୍ଜ ପଦକ ପାଇଁ ରବିବାର ଅଷ୍ଟ୍ରେଲିଆ ଓ ନେଦରଲାଣ୍ଡ୍ସ ମଧ୍ୟରେ ଲଢ଼େଇ ହେବ। କଳିଙ୍ଗ ଷ୍ଟାଡିୟମରେ ଅପରାହ୍ନ ୪ଟା ୩୦ରେ ଏହି ମ୍ୟାଚ ଆରମ୍ଭ ହେବ। ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ ୩-୪ ଗୋଲରେ ଜର୍ମାନୀ ନିକଟରୁ…

ଆଜି ଦ୍ୱିତୀୟ ଟି୨୦: ଜାଣନ୍ତୁ କେବେ, କେଉଁଠି, କେତେବେଳେ ଦେଖିବେ ମ୍ୟାଚ୍‌…

ଲକ୍ଷ୍ନୌ,୨୯ା୧: ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜର ପ୍ରଥମ ଟି୨୦ ମ୍ୟାଚ ପରାଜିତ ହେବା ପରେ ଦ୍ୱିତୀୟ ଟି୨୦ରେ ଭାରତ ପାଇଁ କର ବା ମର ସ୍ଥିତି ସୃଷ୍ଟି ହୋଇଛି। ସିରିଜରେ ଜୀବନ୍ତ ରହିବା ପାଇଁ ଭାରତକୁ ନିଶ୍ଚିତ ବିଜୟ ଆବଶ୍ୟକ ଥିବାବେଳେ…

ପୁରୁଣା କନ୍‌ଭେୟର ବେଲ୍ଟଲାଇନ ଆବଦ୍ଧରୁ ପ୍ଲାଷ୍ଟର ଖସୁଛି

ପାରାଦୀପ,୨୯।୧(ସ୍ବ.ପ୍ର.): ପାରାଦୀପର ସବୁଠାରୁ ପୁରୁଣା, ଶକ୍ତ କନ୍‌ଭେୟର ବେଲ୍ଟଲାଇନକୁ ଆବଦ୍ଧ କରିଥିବା କଂକ୍ରିଟ୍‌ରୁ ସିମେଣ୍ଟ ପ୍ଲାଷ୍ଟର କିଛିଦିନ ହେଲା ଖସିବାରେ ଲାଗିଛି, ଯାହାକୁ ନେଇ ଉକ୍ତ ବେଲ୍ଟଲାଇନ ତଳେ ଥିବା ବସ୍ତିର ଲୋକମାନେ ଅଭିଯୋଗ କରିଥିଲେ। ଏପରି ଅଭିଯୋଗ ଉଠିବା ପରେ…

‘୬୦ ଦିନ ଭିତରେ ୱେବ୍‌ସାଇଟ୍‌ ଅପ୍‌ଡେଟ୍‌ କର’

ଜଗତ୍‌ସିଂହପୁର ଅଫିସ, ୨୯।୧: କୌଣସି ନାଗରିକଙ୍କୁ ସୂଚନା ଅଧିକାରରୁ ବଞ୍ଚତ୍ତ କରାଯାଇପାରିବ ନାହିଁ । ତେଣୁ ନିର୍ଦ୍ଦେଶ ପାଇବାର ୬୦ ଦିନ ଭିତରେ ଅଫିସିଆଲ ୱେବ୍‌ସାଇଟ୍‌ ଅପ୍‌ଡେଟ୍‌ କର। ଜଗତ୍‌ସିଂହପୁର ପୌର ପରିଷଦକୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସୂଚନା କମିଶନର…

ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନା ଘରେ ଘରେ ପହଞ୍ଚାଅ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ୨୦୨୪ ପାଇଁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀରେ ପ୍ରସ୍ତୁତ ୨ସୂତ୍ରୀ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଏବଂ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଶନିବାର ସମସ୍ତ ସାଙ୍ଗଠନିକ ଜିଲାରେ ଗୋଟିଏ ଦିନରେ କାଯର୍‌ୟକାରିଣୀ ବୈଠକ ଅନୁଷ୍ଠିତ…

କେନ୍ଦ୍ର, ରାଜ୍ୟରେ ଜନବିରୋଧୀ ସରକାର ଚାଲିଛି: ଶରତ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ୨୦୨୨ ଅକ୍ଟୋବର ୩୧ରୁ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡୋ ପରିବର୍ତ୍ତନ ଯାତ୍ରା ଶେଷ ହୋଇଛି। ସାରା ଓଡ଼ିଶାର ପାଖାପାଖି ୨୦୦୦ କି.ମି.ରୁ ଅଧିକ ଅତିକ୍ରାନ୍ତ କରି ଶନିବାର ଭୁବନେଶ୍ୱର ଶିଶୁ ଭବନ ଛକଠାରେ ଅପରାହ୍ନ ୫ଟା ୩୦ରେ ପହଞ୍ଚିବା…

ରାଜ୍ୟ ସ୍ବାର୍ଥ ପ୍ରସଙ୍ଗକୁ ଜୋରଦାର କରିବାକୁ ନବୀନଙ୍କ ପରାମର୍ଶ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଆସନ୍ତା ୩୧ ତାରିଖରେ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାର ଅବ୍ୟବହିତ ପୂର୍ବରୁ ବିଜେଡି ରଣନୀତି ପ୍ରସ୍ତୁତ କରିଛି। ରାଜ୍ୟର ସ୍ବାର୍ଥ ସମ୍ବଳିତ ଦାବିକୁ ଦଳ ଦିଲ୍ଲୀରେ ଜୋରଦାର କରିବ। ଶନିବାର ନବୀନ ନିବାସଠାରେ ବିଜେଡି ସଂସଦୀୟ…

ଚାଲିଛି ବେଆଇନ ମାଙ୍କଡ଼ା ଖାଦାନ

ଚଣ୍ଡିଖୋଲ,୨୯।୧(ଡି.ଏନ୍‌.ଏ.):ଯାଜପୁର ଜିଲା ଦର୍ପଣ ତସହିଲ ଅନ୍ତର୍ଗତ ପଶ୍ଚିମ ବଡ଼ଚଣା କୁହାଯାଉଥିବା ସମିଆ, ଶାଳପଡ଼ା ଓ ବୈରୀ ପଞ୍ଚାୟତରେ ବ୍ୟାପକ ଭାବରେ ବେଆଇନ ମାଙ୍କଡ଼ା ଖାଦାନ ଚାଲିଛି। ଏଥିରୁ କୌଣସି ଗୋଟିଏ ବି ଖାଦାନକୁ ଲିଜ୍‌ ଦିଆ ଯାଇ ନ ଥିଲେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri