Home Left

ହସ୍ପିଟାଲରେ ଅଗ୍ନିକାଣ୍ଡ: ଡାକ୍ତର ଦମ୍ପତିଙ୍କ ସମେତ ୫ ମୃତ

ରାଞ୍ଚି,୨୮।୧: ହସ୍ପିଟାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଡାକ୍ତର ଦମ୍ପତିଙ୍କ ସମେତ ୫ଜଣଙ୍କ ମୃତ୍ୟୁ ହୋଇଛି। ଝାଡଖଣ୍ଡର ଧାନବାଡା ଅଞ୍ଚଳର ଏକ ଘରୋଇ ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

କାର୍‌ ଉପରେ ପଡ଼ିଗଲା ଗଛ

ପାଟଣା,୨୮।୧(ସ୍ବ. ପ୍ର.): ଦୁର୍ଘଟଣା ଏମିତି ବି ହୁଏ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଘଟଣାଟି ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଛକ ନିକଟ ପ୍ରମିଳା ଜୁଏଲାରୀ ନିକଟରେ। ଶୁକ୍ରବାର ରାତିରେ ପାଟଣାର ଅକ୍ଷୟ କୁମାର ସାହୁଙ୍କ ୦୨ଟି-୦୫ ୮୬ ନମ୍ବର ବିଶିଷ୍ଟ…

ଡିଜେଏସ୍‌ଆଇ ବିଶ୍ୱ ମାନ୍ୟତାରେ ବେଦାନ୍ତ ୨ୟ

ଭୁବନେଶ୍ୱର,୨୮।୧: ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ବେଦାନ୍ତ ଆଲୁମିନିୟମ ୨୦୨୧-୨୨ ଆର୍ଥତ୍କ ବର୍ଷରେ ଆଲୁମିନିୟମ ଶିଳ୍ପ ପାଇଁ ଏସ୍‌ ଆଣ୍ଡ ପି ଡାଓ ଜୋନ୍‌ସ ସଷ୍ଟେନେବିଲିଟି ଇଣ୍ଡେକ୍ସ (ଡିଜେଏସ୍‌ଆଇ) ବିଶ୍ୱ ମାନ୍ୟତାରେ ୨ତମ ସ୍ଥାନକୁ ଉନ୍ନୀତ ହୋଇଛି। ଏପରିକି ଡିଜେଏସ୍‌ଆଇ ସ୍ଥିରତା…

୭ ଦିନରେ ଠିକ୍‌ ତାଲିକା ପ୍ରସ୍ତୁତ କର ନଚେତ୍‌ ବ୍ଲକ ଆଗରେ ବିକ୍ଷୋଭ: କଂଗ୍ରେସ

ଭୁବନେଶ୍ବର,୨୮।୧(ବ୍ୟୁରୋ): ଅବାସ ଯୋଜନାର ହିତାଧିକାରୀ ଚୟନରେ ରାଜ୍ୟ ସରକାର ଯେଉଁଭଳି ଭାବେ ନିଜ ଦଳୀୟ ଭିତିରେ ହିତାଧିକାରୀ ଚୟନ କରୁଛନ୍ତି ସେଥିରୁ ନିବୃତ ରୁହନ୍ତୁ। ପ୍ରକୃତ ବାସହୀନଙ୍କୁ କିଭଳି ଘର ମିଳିବ ସେଥିପ୍ରତି ସରକାର ଧ୍ୟାନ ଦିଅନ୍ତୁ। ହିତାଧିକାରୀ ଚୟନ କ୍ଷେତ୍ରରେ…

ଆଇଡିଏଫ୍‌ସି ଏଏମ୍‌ସିରେ ଯୋଗଦେଲେ ମନୀଷ

ନୂଆଦିଲ୍ଲୀ,୨୮।୧: ଦେଶର ପ୍ରମୁଖ ଏଏମ୍‌ସି ସଂସ୍ଥା ଆଇଡିଏଫ୍‌ସି ଆସେଟ୍‌ ମ୍ୟାନେଜ୍‌ମେଣ୍ଟ କମ୍ପାନୀ ଲିମିଟେଡ୍‌ (ଆଇଡିଏଫ୍‌ସି ଏଏମ୍‌ସି)ର ଇକ୍ୱିଟିଜ୍‌ ବିଭାଗର ମୁଖ୍ୟ ମନୀଷ ଗୁନ୍‌ୱାନିଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଛି। ଏପରିକି ଗୁନ୍‌ୱାନି ଉକ୍ତ ଫଣ୍ଡ୍‌ ହାଉସ୍‌ ପାଇଁ ଇକ୍ୱିଟି ପାଣ୍ଠି ପରିଚାଳନାର ସାମଗ୍ରିକ…

କନ୍ୟା ସନ୍ତାନଙ୍କ ସଂଖ୍ୟା କମୁଛି

ସୋନପୁର,୨୮।୧(ନି.ପ୍ର.): ନ୍ୟାଶନାଲ ଫ୍ୟାମିଲି ହେଲ୍‌ଥ ସର୍ଭେ୫ (ଏନ୍‌ଏଫ୍‌ଏଚ୍‌ଏସ୍‌) ରିପୋର୍ଟ ୨୦୨୦-୨୦୨୧ ଅନୁସାରେ ଝିଅ ଜନ୍ମ ଅନୁପାତ ଉଦ୍‌ବେଗଜନକ ରହିଛି। ଏହି ରିପୋର୍ଟ ଅନୁସାରେ ଭାରତରେ ୧୦୦୦ ପୁଅରେ ୯୨୯, ଓଡିଶାରେ ୮୯୪ ଓ ସୁବର୍ଣ୍ଣପୁର ଜିଲାରେ ୯୭୪ ଝିଅ ଜନ୍ମ ହୋଇଛନ୍ତି।…

୧୬ ବର୍ଷ ପରେ ମିଳିଲା ନ୍ୟାୟ

ଭବାନୀପାଟଣା,୨୮।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବାଦଲଦେଇ ଗ୍ରାମର ୪ଜଣ ଆଦିବାସୀ ୧୬ବର୍ଷ ପରେ ସରକାରୀ ଜମି ଫେରିପାଇଛନ୍ତି। ଏହି ଜମିରେ ଏବେ ସେମାନେ ପନିପରିବା ଚାଷ କରୁଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଖୁସି ଦେଖିବାକୁ ମିଳିଛି। ପ୍ରକାଶ ଯେ,…

ପୂର୍ବତନ ଆରଆଇଙ୍କୁ ୨ବର୍ଷ ଜେଲ

ବଲାଙ୍ଗୀର ଅଫିସ, ୨୮ା୧: ଲାଞ୍ଚ ମାମଲାରେ ଅଭିଯୁକ୍ତ ଥିବା ବଲାଙ୍ଗୀର ଆଗଲପୁର ତହସିଲ ଅନ୍ତର୍ଗତ ଭରସୁଜା ପୂର୍ବତନ ରାଜସ୍ବ ନିରୀକ୍ଷକ ସିଦ୍ଧେଶ୍ୱର ମେହେରଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଜଜ୍‌ ଦୋଷୀ ସାବ୍ୟସ୍ତ କରି ୨ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି। ଏଥିସହ ୫ହଜାର…

୧୬୯ ସମ୍ପ୍ରଦାୟକୁ ଏସ୍‌ଟି ତାଲିକାରେ ଅନ୍ତର୍ଭୁକ୍ତ ନ କଲେ ଆନ୍ଦୋଳନ: ବିଜେଡି

ଭୁବନେଶ୍ବର,୨୮।୧(ବ୍ୟୁରୋ): ରାଜ୍ୟ ସରକାର ଆଦିବାସୀଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିବାବେଳେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ସର୍ବଦା ଓଡ଼ିଶାର ଆଦିବାସୀ ସମ୍ପ୍ରଦାୟକୁ ଅବହେଳା କରିଆସୁଛି। ୧୬୯ଟି ଅନୁସୂଚିତ ଜନଜାତି ସମ୍ପ୍ରଦାୟକୁ ଏସ୍‌ଟି ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ବାରମ୍ବାର ଦାବି କରାଯାଉଥିଲେ…

ଦୁର୍ଘଟଣା: ସ୍ତ୍ରୀ ମୃତ, ସ୍ବାମୀ ଆହତ

ଝାରସୁଗୁଡ଼ା ଅଫିସ,୨୮ା୧: ବଡମାଲ ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସ୍‌ ଓ୍ବେର ସାପଡା ନିକଟରେ ଏକ ଅଜଣା ଗାଡି ବାଇକ୍‌କୁ ଧକ୍କାଦେଇ ଫେରାର୍‌ ହୋଇଯାଇଛି। ଏଥିରେ ବାଇକ୍‌ରେ ଥିବା ସ୍ତ୍ରୀ ମୃତବରଣ କରିଥିବାବେଳେ ସ୍ବାମୀ ଆହତ ହୋଇ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ମୃତା…

ଆଜି ମାଘ ସପ୍ତମୀ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

କୋଣାର୍କ,୨୮।୧(ଡି.ଏନ.ଏ.): ଆଜି ପବିତ୍ର ମାଘ ସପ୍ତମୀ। ଭୋର୍‌ରୁ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲେ। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ…

ମହିମାଗାଦି ବିବାଦର ସ୍ଥାୟୀ ସମାଧାନ ହେଉ

ଢେଙ୍କାନାଳ ଅଫିସ, ୨୮।୧: କୌପୀନଧାରୀ ମହିମା ସମାଜର ଉପାସନାସ୍ଥଳୀ ଉଚ୍ଛେଦ ପରେ ଯୋରନ୍ଦା ମହିମାଗାଦିରେ ସୃଷ୍ଟି ହୋଇଛି ଅପ୍ରୀତିକର ସ୍ଥିତି। ଏହାର ସ୍ଥାୟୀ ସମାଧାନ କରିବା ଲାଗି ଶୁକ୍ରବାର ଅଞ୍ଚଳବାସୀ, ମହିମା ଅନୁଗାମୀଙ୍କ ସମେତ ବହୁ ସାଧୁସନ୍ଥ ଦାବି କରିଛନ୍ତି। ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri