Home Left

ଆଦାନୀଙ୍କ କ୍ଷତି ୨.୮୩ ଲକ୍ଷ କୋଟି

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୧: ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକାର ଆକ୍ଟିଭିଷ୍ଟ ଇନ୍‌ଭେଷ୍ଟର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ରିପୋର୍ଟ ପ୍ରଘଟ ପରେ କମ୍ପାନୀ ମୁଖ୍ୟ ଗୌତମ ଆଦାନୀ ବିଶ୍ୱର ଧନୀ ତାଲିକାରେ ତୃତୀୟରୁ ସପ୍ତମ ସ୍ଥାନକୁ ଖସିଯାଇଛନ୍ତି। ଆଦାନୀ ଗ୍ରୁପ୍‌ ଅଧୀନ କମ୍ପାନୀଗୁଡ଼ିକର ମାର୍କେଟ କ୍ୟାପିଟାଲାଇଜେଶନ୍‌…

ନିବେଶକ ହରାଇଲେ ୧୦.୭୩ ଲକ୍ଷ କୋଟି

ମୁମ୍ବାଇ,୨୮।୧: ଆଦାନୀ ଗ୍ରୁପ୍‌ ଅଧୀନ କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟରେ ହ୍ରାସ ଯୋଗୁ ଅନ୍ୟ କମ୍ପାନୀଗୁଡ଼ିକ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏଥିଯୋଗୁ ପୁଞ୍ଜିବଜାର ଲଗାତର ଦ୍ୱିତୀୟ ଦିନ ଧରି ନିମ୍ନଗାମୀ ହୋଇଛି। ଶୁକ୍ରବାର ସେନ୍‌ସେକ୍ସ ୮୭୪ ପଏଣ୍ଟ ହ୍ରାସ ପାଇ ୫୯,୩୩୧ରେ ରହିଛି।…

ବଳାତ୍କାର ପରେ ମହିଳାଙ୍କୁ ପଥର ଛେଚି ହତ୍ୟା

ଯୋଡ଼ା,୨୮ା୧(ଡି.ଏନ.ଏ) : କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ମହିଳାଙ୍କୁ ବଳାତ୍କାର ପରେ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ…

ମାଘ ସପ୍ତମୀ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ସମାଗମ

କୋଣାର୍କ,୨୮।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ କୁଡ଼ିଆ ତିଆରି କରି ବିଶ୍ରାମ ନେଇଛନ୍ତି। ସେମାନେ ମାଟିହାଣ୍ଡିରେ ରୋଷେଇ ସାରି କୁଡ଼ିଆରେ…

ତୁର୍କୀ ଆକାଶରେ ବିଚିତ୍ର ବାଦଲ

ଅଙ୍କାରା,୨୮।୧: ତୁର୍କୀ ଏବଂ ବୁର୍ସା ଆକାଶରେ ଏକ ବିରଳ ବାଦଲ ସୃଷ୍ଟି ହୋଇଛି, ଯାହା ଅଜଣା ଉଡ଼ନ୍ତା ବସ୍ତୁ (ୟୁଏଫ୍‌ଓ) ସଦୃଶ ଦେଖାଯାଉଛି। ଗୁରୁବାର ସକାଳେ ଆଖି ସଦୃଶ ଏହି ବିଚିତ୍ର ବାଦଲକୁ ଦେଖିବା ପରେ ଇଣ୍ଟରନେଟରେ ଏହାକୁ ନେଇ ଜୋର୍‌ଦାର…

୩ ମେଶିନ ଗାଡ଼ିକୁ ଅଟକାଇଲେ ଗ୍ରାମବାସୀ

ବାରଙ୍ଗ,୨୮ା୧(ଡି.ଏନ୍‌.ଏ.): ଦାରୁଠେଙ୍ଗ ଡମ୍ପିଂୟାର୍ଡକୁ ନେଇ ପୁଣି ବିବାଦ ଦେଖାଦେଇଛି। ଗୁରୁବାର ଭୋରୁ ବିଏମ୍‌ସି ପକ୍ଷରୁ ଭୁଆସୁଣୀ ଡମ୍ପିଂୟାର୍ଡରେ ବାୟୋମାଇନିଂ ପ୍ଲାଣ୍ଟ ନିର୍ମାଣ ନିମନ୍ତେ ୫ଟି ଗାଡ଼ିରେ ମେଶିନ ଆଣି ରଖାଯାଇଥିଲା। ତେବେ ପ୍ଲାଣ୍ଟ ନିର୍ମାଣ ଉପରେ ବିନା ଆଲୋଚନାରେ ମେଶିନ ଗାଡ଼ି…

ଆଜିଠୁ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଐତିହ୍ୟ ଖଣ୍ଡଗିରି ପାହାଡ଼ରେ ପ୍ରସିଦ୍ଧ ନବ ଦିନାମତ୍କ କୁମ୍ଭମେଳା ଶନିବାରଠାରୁ ଆରମ୍ଭ ହେଉଛି। ଇତିମଧ୍ୟରେ ସମସ୍ତ ପ୍ରସ୍ତୁତି ସରିଥିବାବେଳେ ସାଧୁସନ୍ଥଙ୍କ ମନ୍ତ୍ରଧ୍ୱନି ସହ ଭଜନକୀର୍ତ୍ତନରେ ପୂରା ଅଞ୍ଚଳ ଆଧ୍ୟାତ୍ମିକତାରେ ଗୁଞ୍ଜରିତ ହେବ। ଶୁକ୍ରବାର ସନ୍ଧ୍ୟାସୁଦ୍ଧା ପ୍ରାୟ ୧୦୦ଜଣ ସାଧୁ ପହଞ୍ଚତ୍…

ରାହୁଲଙ୍କ ସୁରକ୍ଷାକୁ ନେଇ ବିବାଦ, ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇପାରନ୍ତି ମେହେବୁବା, ପ୍ରିୟଙ୍କା

ଜମ୍ମୁ-କଶ୍ମୀର,୨୮ ।୧: ଏବେ ଜମ୍ମୁ-କଶ୍ମୀରରେ ଚାଲିଛି କଂଗ୍ରେସର ଭାରତ ଯୋଡୋ ଯାତ୍ରା । ଶନିବାର ଏହି ଯାତ୍ରାରେ ପ୍ରିୟଙ୍କା ଗାନ୍ଧୀ ଯୋଗ ଦେଇ ପାରନ୍ତି ବୋଲି ଜଣାପଡିଛି । ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ବିକାର ରସୁଲୱାନି କହିଛନ୍ତି, କଂଗ୍ରେସ ମହାସଚିବ ପ୍ରିୟଙ୍କା…

ଡୁଙ୍ଗ୍‌ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାଇ ଚର୍ଚ୍ଚାରେ ଆନନ୍ଦ

ନବରଙ୍ଗପୁର,୨୮।୧(ବି.ପ୍ର.): ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀଙ୍କ ସର୍ବପୁରାତନ ପାରମ୍ପରିକ ବାଦ୍ୟଯନ୍ତ୍ର ଡୁଙ୍ଗ୍‌ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାନକରି ଏବେ ଚର୍ଚ୍ଚାରେ ନବରଙ୍ଗପୁର ସହରର ଆନନ୍ଦ କୁମାର ଦାଶ। ଆନନ୍ଦଙ୍କ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ସେ ଆଦିବାସୀ ବେଶ…

ପଞ୍ଚଲିଙ୍ଗେଶ୍ୱର, କୁଲଡ଼ିହାରେ ବିଦେଶୀ ପର୍ଯ୍ୟଟକ

ନୀଳଗିରି,୨୮ା୧(ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ନୀଳଗିରିର ପଞ୍ଚଲିଙ୍ଗେଶ୍ୱର ଓ କୁଲଡିହା ଅଭୟାରଣ୍ୟର ଅପରୂପ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କ ସୁଅ ଛୁଟିଥାଏ। ଚଳିତବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ଆଗମନକୁ ଦେଖି ସ୍ଥାନୀୟ…

ଜାନୁୟାରୀରୁ ଅସମ୍ଭାଳ ହେଲାଣି

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଜାନୁୟାରୀ ଶେଷ ହୋଇନି। ଶୀତ ଗାଏବ। ବିନା ପଙ୍ଖାରେ ଆଉ ଶୋଇବା ସମ୍ଭବ ହେଉନାହିଁ। ଗତ ୩/୪ ଦିନ ଭିତରେ ଦିନ ତାପମାତ୍ରା ୪ରୁ ୫ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱରରେ ସର୍ବୋଚ୍ଚ ତାପମାତ୍ରାରେ…

ରାଷ୍ଟ୍ରପତିଙ୍କ ଘର ଆଗରେ ରାସ୍ତାରୋକୋ

ରାଇରଙ୍ଗପୁର,୨୮ା୧(ଡି.ଏନ.ଏ.): ପାନୀୟ ଜଳ ସମସ୍ୟା ନେଇ ଉତ୍ତ୍ୟକ୍ତ ବସ୍ତି ବାସିନ୍ଦା ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁଙ୍କ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ବାସଗୃହ ସମ୍ମୁଖ ରାସ୍ତା ଅବରୋଧ କରିବା ଚର୍ଚ୍ଚାର ବିଷୟ ହୋଇଛି। ଖବରପାଇ ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ୍‌ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri