ପୁଣି ୟୁକ୍ରେନ୍ ଉପରେ ମିଶାଇଲ ଆକ୍ରମଣ କଲା ରୁଷିଆ: କିଭ୍ରେ ଜଣେ ମୃତ, ଅନେକ ଅଞ୍ଚଳରେ ବ୍ଲାକ୍ ଆଉଟ୍
କିଭ୍,୨୬।୧: ରୁଷିଆ ପୁଣି ଥରେ ୟୁକ୍ରେନ୍ ଉପରେ ମିଶାଇଲ୍ ଆକ୍ରମଣ କରିଛି। ଗୁରୁବାର ସକାଳେ ରାଜଧାନୀ କିଭ୍ରେ ରୁଷିଆ ସୈନ୍ୟ ମିଶାଇଲ୍ ଆକ୍ରମଣ କରିଥିଲେ। ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ ପରେ କିଭ୍ର କେତେକ ଅଞ୍ଚଳରେ ବଦ୍ୟୁତ୍…
ରାଜ୍ୟର ୩୪ ଜଣଙ୍କୁ ମିଳିଲା ପୋଲିସ ମେଡାଲ
ଭୁବନେଶ୍ବର,୨୬।୧(ବ୍ୟୁରୋ) : କର୍ମକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ରାଜ୍ୟର ୩୪ ଜଣ ପୋଲିସ ମେଡାଲ ପ୍ରଦାନ କରାଯାଇଛି। ଟୁଇନ୍ ସିଟି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ସିକ୍ୟୁରିଟି ୱିଙ୍ଗ ଏସପି ସରୋଜ କୁମାର ମହାପାତ୍ରଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିଛି।…
ସାଧାରଣତନ୍ତ୍ର ଦିବସରେ ଭାରତକୁ ଶୁଭେଚ୍ଛା ଜଣାଇଲେ ରୁଷିଆ ରାଷ୍ଟ୍ରପତି
ମସ୍କୋ/ନୂଆଦିଲ୍ଲୀ,୨୬।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଗୁରୁବାର ସାଧାରଣତନ୍ତ୍ର ଦିବସ ଅବସରରେ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ୭୪ତମ ସାଧାରଣତନ୍ତ୍ର ଦିବସରେ ଭାରତକୁ ଅନେକ ଶୁଭେଚ୍ଛା। ଅର୍ଥନୈତିକ, ସାମାଜିକ, ବୈଜ୍ଞାନିକ, ବୈଷୟିକ ଓ ଅନ୍ୟାନ୍ୟ କ୍ଷେତ୍ରରେ ଭାରତର ସଫଳତା ବିଷୟରେ…
ଅମୃତ ସରୋବରରେ ନୌକା ବିହାର ଉଦଘାଟନ୍ କଲେ ମନ୍ତ୍ରୀ
ଟିଟିଲାଗଡ଼,୨୬।୧(ଡି.ଏନ୍.ଏ.): ଟିଟିଲାଗଡ଼ ବ୍ଳକ ଅନ୍ତର୍ଗତ ଖୋଲାଣ ଅମୃତ ସରୋବରରେ ନୌକା ବିହାର ଯୋଜନାକୁ ଗଣତନ୍ତ୍ର ଦିବସ ଅବସରରେ ରାଜ୍ୟ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଉଦ୍ଘାଟନ କରିଛନ୍ତ। ବ୍ଲକ ଅନ୍ତର୍ଗତ କୌଣସି ସରୋବରରେ ଏଭଳି ନୌକା ବିହାର…
ବେକାରୀ ଯୁବତୀ ଯୁବକଙ୍କୁ ମିଳିବ ମାସିକ ଭତ୍ତା
ରାୟପୁର,୨୬।୧: ରାଜ୍ୟରେ ବେକାରୀ ଯୁବତୀ ଯୁବକଙ୍କୁ ମିଳିବ ମାସିକ ଭତ୍ତା। ଚଳିତ ବର୍ଷ ହେବାକୁ ଥିବା ଛତିଶଗଡ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ସାଧାରଣତନ୍ତ୍ର ଦିବସ ଅବସରରେ ଗୁରୁବାର ଏହି ବଡ଼ ଘୋଷଣା କରିଛନ୍ତି। ଲାଲବାଗ ପରେଡ୍ ପଡିଆରେ…
ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମକୁ ଅଣଦେଖା: ଲୋକେ ଅସନ୍ତୁଷ୍ଟ
ପଟ୍ଟାଙ୍ଗି,୨୬।୧(ଡି.ଏନ୍.ଏ.): ଗଣତନ୍ତ୍ର ଦିବସରେ ସାଧାରଣ ସ୍ଥଳରେ ହେଉଥିବା ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମକୁ ଅଣଦେଖା। ଏଭଳି ଘଟଣା ଘଟିଛି କୋରାପୁଟ ଜିଲା ପଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ମିନିଷ୍ଟାଡିୟମ ପରିସରରେ। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଜନଅସନ୍ତୋଷ ଦେଖାଦେବା ସହ ବ୍ଲକ…
ଜାତୀୟ ପତାକାକୁ ଅସମ୍ମାନ, ଅପରାହ୍ନ ଯାଏ ତଳେ…
ମାଲକାନଗିରି,୨୬।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ପାଙ୍ଗାମ ସରକାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ପତାକାକୁ ଅସମ୍ମାନ କରାଯାଇଛି । ସ୍କୁଲରେ ଜାତୀୟ ପତାକା ଉତ୍ତୋଳନ ପରେ ପତାକାଟି ତଳକୁ ଖସି ଆସିଥିଲା । ତେବେ ଦାୟିତ୍ୱହୀନତା ଯୋଗୁ ଏଭଳି ଘଟିଥିବା ସାଧାରଣରେ ଚର୍ଚ୍ଚା…
ଏସ୍ସିଓ ବୈଠକରେ ସାମିଲ ହେବାକୁ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିବ ଭାରତ
ନୂଆଦିଲ୍ଲୀ,୨୬।୧: ଚଳିତ ବର୍ଷ ମେ’ରେ ହେବାକୁ ଥିବା ସାଂଘାଇ କୋପରେଶନ ଅର୍ଗାନାଇଜେଶନ(ଏସ୍ସିଓ)ରେ ସାମିଲ ହେବାକୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କୁ ନିମନ୍ତ୍ରଣ କରିବ ଭାରତ। ଦିନକ ପୂର୍ବରୁ ଗୋଆରେ ଅନୁଷ୍ଠିତ ହେବାକୁ ହେବାକୁ ଥିବା ଏସ୍ସିଓ ସମ୍ମିଳନୀ ପାଇଁ ପାକିସ୍ତାନ ବୈଦେଶିକ…
୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତୀୟ ଯବାନ ପାକିସ୍ତାନ ରେଞ୍ଜର୍ସଙ୍କୁ ଦେଲେ ମିଠା
ଅମୃତଶର,୨୬।୧: ପଞ୍ଜାବର ଅମୃତସରରେ ଅଟାରୀ-ୱାଘା ସୀମାରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ଏହି ଅବସରରେ ସୀମାରେ ଦେଶଭକ୍ତିର ବାତାବରଣ ସୃଷ୍ଟି ହୋଇଥିବା ବେଳେ ସୀମା ସୁରକ୍ଷାବାହିନୀ (ବିଏସ୍ଏଫ) ପାକିସ୍ତାନୀ ରେଞ୍ଜର୍ସଙ୍କୁ ମିଠା ପ୍ରଦାନ କରିଥିଲେ। ଜିରୋ ଲାଇନ ଏବଂ ପାକିସ୍ତାନ…
‘ପଠାନ୍’ ପାଇଁ ଷ୍ଟାର୍କାଷ୍ଟ୍ ନେଇଛନ୍ତି ମୋଟା ଅଙ୍କର ଟଙ୍କା
ମୁମ୍ବାଇ: ୟଶ ରାଜ ବ୍ୟାନରରେ ନିର୍ମିତ ଫିଲ୍ମ ‘ପଠାନ୍’ ବହୁ ବିବାଦ ପରେ ବୁଧବାର ମୁକ୍ତିଲାଭ କରିଛି। ଯାହା ନୂଆ ରେକର୍ଡ ମଧ୍ୟ ସୃଷ୍ଟି କରିଛି। ଫିଲ୍ମଟି ପ୍ରଥମ ଦିନରେ ବକ୍ସ ଅଫିସରେ ୫୫ କୋଟିରୁ ଅଧିକ ଆୟ କରିବାରେ ସଫଳ…
ସ୍ବାଭିମାନ ଅଞ୍ଚଳରେ ଗଣତନ୍ତ୍ର ଦିବସ ପାଳନ କଲେ ପୋଲିସ ଉଚ୍ଚ ପଦାଧିକାରୀ
ମାଲକାନଗିରି,୨୬।୧(ଡି.ଏନ.ଏ.): ମାଲାକନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ଜଡାମ୍ବ ଥାନାରେ ପୋଲିସ ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ରହି ଗୁରୁବାର ୭୪ତମ ଗଣତନ୍ତ୍ର ଦିବସ ପାଳନ କରିଛନ୍ତି। ଏଥିସହ ୨୦୨୦ ଜାନୁୟାରୀ ୨୫ରେ ଏହି ଅଞ୍ଚଳବାସୀ ମାଓ କବଳରୁ ମୁକ୍ତ ପାଇଥିବା…
ଆତ୍ମସମର୍ପଣ କଲେ ୩ ହାଡକୋର ମାଓବାଦୀ
ମାଲକାନଗିରି,୨୬।୧(ଡି.ଏନ.ଏ.): ମାଲକାନଗିରି ମୁଖ୍ୟ ପୋଲିସ କାର୍ଯ୍ୟାଳୟ ପରିସରରେ ତିନିଜଣ ହାଡକୋର ମାଓବାଦୀ ଗୁରୁବାର ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ଗୁଇନ୍ଦା ନିର୍ଦେଶକ ସଞ୍ଜୀବ କୁମାର ପଣ୍ଡା, ଅତିରିକ୍ତ ନିର୍ଦେଶକ ଅପରେଶନ ଅମିତାଭ ଠାକୁର, ଡିଆଇଜି ସ୍ବତନ୍ତ୍ର ଗୁଇନ୍ଦା ସଂସ୍ଥା ଅନିରଧ ସିଂ,…
Archives


