Home Left

ଡେଲିଭରି ତାଲିମ,ନିଯୁକ୍ତି କାର୍ଯ୍ୟକ୍ରମର ଶୁଭାରମ୍ଭ

ନୂଆଦିଲ୍ଲୀ,୨୬।୧: ଦେଶର ସର୍ବବୃହତ୍‌ ତଥା ସମ୍ପୂର୍ଣ୍ଣ ସମନ୍ବିତ ଲଜିଷ୍ଟିକ୍ସ କମ୍ପାନୀ ଡେଲିଭରି ପକ୍ଷରୁ ଲଜିଷ୍ଟିକ୍ସ ଶିଳ୍ପରେ କ୍ୟାରିୟର ଗଠନ କରିବା ଲାଗି ଯୁବପିଢ଼ିଙ୍କୁ ସଶକ୍ତ କରିବା ନିମନ୍ତେ ଡେଲିଭରି ତାଲିମ ଓ ନିଯୁକ୍ତି କାର୍ଯ୍ୟକ୍ରମ ନାମକ ଏକ ସ୍ବତନ୍ତ୍ର ଅଭିଯାନର ଶୁଭାରମ୍ଭ…

ମନୋଜ ଶର୍ମା ପୂର୍ବତଟ ରେଳପଥର ନୂଆ ଜିଏମ୍‌

ଭୁବନେଶ୍ୱର,୨୬।୧: ଭାରତୀୟ ରେଳ ଇଞ୍ଜିନିୟରିଂ ସେବା(ଆଇଆର୍‌ଏସ୍‌ଇ)ର ବରିଷ୍ଠ ଅଧିକାରୀ ମନୋଜ ଶର୍ମା ନିକଟରେ ପୂର୍ବତଟ ରେଳପଥର ନୂତନ ମହାପ୍ରବନ୍ଧକ (ଜିଏମ୍‌) ଭାବେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇ କେନ୍ଦ୍ରୀୟ ରେଳପଥର ମୁଖ୍ୟ ପ୍ରଶାସନିକ ଅଧିକାରୀ (ନିର୍ମାଣ) ଭାବେ କାର୍ଯ୍ୟ…

ନିଜ ଦଳରୁ ବିରୋଧ ସମ୍ମୁଖୀନ ହେଲେ ସୁନକ

ଲଣ୍ଡନ,୨୫ା୧: ଏସୀୟ ବଂଶୋଦ୍ଭବ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଶାସକ କଞ୍ଜରଭେଟିଭ୍‌ ପାର୍ଟିରୁ ପୁଣି ବିରୋଧର ସମ୍ମୁଖୀନ ହୋଇଛନ୍ତି। ବିତର୍କିତ ଅନ୍‌ଲାଇନ୍‌ ସେପ୍ଟି ବିଲ୍‌ ଜରିଆରେ ଦେଶରେ ଏକ ନୂଆ ଆଇନ ପ୍ରଣୟନ ପାଇଁ ଯୋଜନା ଚାଲିଛି, ଯାହାକି ୬ ମାସ…

ଗୁଜରାଟ ଦଙ୍ଗା: ୨୨ ଅଭିଯୁକ୍ତ ଖଲାସ

ଗୋଧ୍ରା,୨୫ା୧:ଗୁଜରାଟର ଗୋଧ୍ରାରେ ଘଟିଥିବା ଦଙ୍ଗା ମାମଲାରେ ହାଲୋଲସ୍ଥିତ ଏକ କୋର୍ଟ ବୁଧବାର ପ୍ରମାଣ ଅଭାବରୁ ୨୨ ଅଭିଯୁକ୍ତଙ୍କୁ ଖଲାସ କରିଛନ୍ତି। ୨୦୦୨ ଫେବୃୟାରୀ ୨୮ରେ ଏକ ସଂଖ୍ୟାଲଘୁ ପରିବାରର ୧୭ ସଦସ୍ୟଙ୍କୁ ହତ୍ୟା କରାଯାଇଥିଲା। ପ୍ରମାଣ ଲିଭାଇବା ପାଇଁ ସେମାନଙ୍କ ମୃତଦେହଗୁଡ଼ିକୁ…

୪୧୨ ଜଣଙ୍କୁ ଦିଆଯିବ ବୀରତା ପୁରସ୍କାର

ନୂଆଦିଲ୍ଲୀ,୨୫।୧: ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ବୁଧବାର ବୀରତା ପୁରସ୍କାର ଘୋଷଣା କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ରାଷ୍ଟ୍ରପତି ସାଧାରଣତନ୍ତ୍ର ଦିବସ ଅବସରରେ ୪୧୨ ଜଣଙ୍କୁ ବୀରତା ପୁରସ୍କାର ପ୍ରଦାନ କରାଯିବ। ଏଥିମଧ୍ୟରେ ୬ ଜଣଙ୍କୁ କୀର୍ତ୍ତିଚକ୍ର (୪ ଜଣଙ୍କୁ ମରଣୋତ୍ତର),…

ବଳାତ୍କାର ପୀଡ଼ିତାଙ୍କୁ ପୋଲିସ ଭ୍ୟାନ୍‌ରେ ଦୀର୍ଘ ଘଣ୍ଟା ଅପେକ୍ଷା କରିବା ଘଟଣା: ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ

କେନ୍ଦୁଝର,୨୫ା୧(ସ୍ବ.ପ୍ର.): ସୋସୋ ଥାନା ଅଞ୍ଚଳରେ ଘଟିଥିବା ଜଣେ ୩୭ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର ଘଟଣାକୁ ନେଇ ଜାତୀୟ ମାନାବାଧିକାର କମିଶନ ନିକଟରେ ଅଭିଯୋଗ ହୋଇଛି। ଗତ ଜାନୁୟାରୀ ୧୮ତାରିଖରେ ଏହି ଘଟଣା ଘଟିଥିବାବେଳେ ୧୯ ତାରିଖରେ ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ପାଇଁ…

ଭାଲୁ ଆକ୍ରମଣରେ ୧୦ ଆହତ

କେନ୍ଦୁଝର,୨୫ା୧(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବାଲବନ୍ଧ ସେକ୍ସନ ନହବେଡା, ତୁଳସୀପୁର ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ପଳାଶପଙ୍ଗା ସେକ୍ସନରୁ ବାଲିବନ୍ଧ ସେକ୍ସନକୁ ଯାଉଥିବାବେଳେ ଅତର୍କିତ ବାଟରେ ଯାହାକୁ ପାରିଲା ତାକୁ କାମୁଡ଼ିଛି ଭାଲୁ। ଭୟରେ ବହୁ ଲୋକେ ଧାଇଁ ପଳାଉଥିଲେ ମଧ୍ୟ ଭାଲୁ ହାବୁଡ଼ରେ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦାବି

କୋକସରା,୨୫ା୧(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲା କୋକସରା ମଣ୍ଡଳ ଭାରତୀୟ ଜନତା ପାର୍ଟି ପକ୍ଷରୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସଭାପତି ଦୁର୍ଗା ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ କୋକସରା ଗୋଷ୍ଠୀ ଉନ୍ନୟନ…

ଚଳନ୍ତା ବସ୍‌ରେ ଯାତ୍ରୀଙ୍କ ମୃତଦେହ

ଆନନ୍ଦପୁର,୨୫ା୧(ସ୍ବ.ପ୍ର.): ଘଟଗାଁରେ ମା’ ତାରିଣୀଙ୍କ ଦର୍ଶନ ସାରି ଫେରିବା ସମୟରେ ଘଟିଛି ଅଘଟଣ। ଚଳନ୍ତା ବସ୍‌ରୁ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ଭୁବନେଶ୍ୱର ଫୁଲନଖରା ଅଞ୍ଚଳର କିଛି ପର୍ଯ୍ୟଟକ ମା’ ତାରିଣୀଙ୍କ ଦର୍ଶନ ସାରି ଫେରୁଥିବାବେଳେ ୨୦ ନଂ…

ବାହାଘରରେ ନାଚୁଥିବା ବେଳେ ଟଳିପଡ଼ିଲେ ଯୁବକ

ଆନନ୍ଦପୁର,୨୫ା୧(ସ୍ବ.ପ୍ର.): ବାହାଘରରେ ନାଚୁ ଥିବାବେଳେ ହଠାତ୍‌ ଆସିଲା ମୃତ୍ୟୁ। ଗାଁରେ ସୃଷ୍ଟି ହେଲା ଶୋକାକୁଳ ପରିବେଶ। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଟୋଲଙ୍କପଡ଼ା ଗ୍ରାମରେ ବୁଧବାର ଘଟିଛି ଏଭଳି ଅଭାବନୀୟ ଘଟଣା। ଗାଁରେ ଜନୈକ ବ୍ୟକ୍ତିଙ୍କ ଝିଅ ବାହାଘର ସମୟରେ ବରଯାତ୍ରୀ…

ଅଷ୍ଟ୍ରେଲିଆର ଓପନ ଫାଇନାଲ୍‌ରେ ସାନିଆ-ବୋପାନ୍ନା

ସିଡନୀ,୨୫।୧: ଅଷ୍ଟ୍ରେଲିଆର ଓପନର ମିକ୍ସ ଡବଲ୍ସ ଫାଇନାଲରେ ପହଞ୍ଚିଛନ୍ତି ଭାରତର ସାନିଆ ମିର୍ଜା ଏବଂ ରୋହନ ବୋପାନ୍ନା। ସେମିଫାଇନାଲରେ ଭାରତୀୟ ଯୋଡି ଗ୍ରେଟ ବ୍ରିଟେନର ନିଲ ସ୍କୁପ୍ସ୍କି ଏବଂ ଆମେରିକାର ଡେସେରିଆ କ୍ରାଉଜିକ ଯୋଡିଙ୍କୁ ୭-୬ (୫) ୬-୭ (୫) ୧୦-୬…

ପଠାନରେ ଦେଖିବାକୁ ମିଳିଲା ‘କିସି କା ଭାଇ କିସି କି ଜାନ୍‌’

ମୁମ୍ବାଇ: ସଲମାନଙ୍କ ପ୍ରଶଂସକଙ୍କ ପାଇଁ ଆଜି ଦିନଟି ସବୁଠୁ ଖୁସି ଆଉ ସ୍ବତନ୍ତ୍ର ଦିନ। ଶାହାରୁଖଙ୍କ ପରେ ଆକ୍ସନ ଅବତାର ପରେ ଭାଇଜାନ୍‌ଙ୍କୁ ଦେଖିବାକୁ ମିଳିଛି। ଭାଇଜାନଙ୍କ ଫିଲ୍ମ ‘କିସି କା ଭାଇ କିସି କି ଜାନ୍‌’ର ଟିଜର ରିଲିଜ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri