ପେଟ ପାଇଁ ମହିଳା, ଶିଶୁ ବିଡ଼ି ମୋଡୁଛନ୍ତି
କେନ୍ଦ୍ରାପଡ଼ା ଅଫିସ,୩।୫: କେନ୍ଦ୍ରାପଡ଼ା ଜିଲାରେ ସୋମବାର ବିଶ୍ୱ ଶ୍ରମିକ ଦିବସ ପାଳନ ହୋଇଯାଇଛି। ଶ୍ରମିକଙ୍କ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ କଥା ସଭାସମିତିରେ ଉଠାଯାଇଛି। ତେବେ ଅଣସଙ୍ଗଠିତ ହୋଇ ରହିଥିବା ଜିଲାର ୧୦ ହଜାରରୁ ଊର୍ଦ୍ଧ୍ୱ ବିଡ଼ି ଶ୍ରମିକଙ୍କ ଦୁଃଖକୁ…
ଭଡ଼ାଘରେ ସେକ୍ସ ରାକେଟ୍
ଢେଙ୍କାନାଳ ଅଫିସ, ୩।୫: ଢେଙ୍କାନାଳ ସହର ଆନନ୍ଦନଗର କାଠଗଡ଼ା ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ରାକେଟ୍ର ରହସ୍ୟ ଉନ୍ମୋଚନ କରିଛି ଟାଉନ ଥାନା ପୋଲିସ। ଏହି ଘଟଣାରେ ରାଣୀ ମହୁମାଛିଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି। ଉଦ୍ଧାର ବଙ୍ଗୀୟ…
ସ୍ବାଧୀନ ଗଣମାଧ୍ୟମ ଗଣତନ୍ତ୍ରର ଜୀବନ
ଆଧୁନିକ ଗଣତନ୍ତ୍ରର ଅସ୍ତିତ୍ୱର ପ୍ରମାଣ ଓ ପ୍ରତୀକ ହେଉଛି ସ୍ବାଧୀନ ଓ ମୁକ୍ତ ଗଣମାଧ୍ୟମ। ଯେଉଁ ଦେଶର ଗଣମାଧ୍ୟମ ଯେତେ ମୁକ୍ତ ଓ ସ୍ବାଧୀନ, ସେ ଦେଶର ଗଣତନ୍ତ୍ର ସେତେ ସମୃଦ୍ଧ। ସେହି ଦୃଷ୍ଟିରୁ ଦେଖିଲେ ଆମ ଦେଶର ଅବସ୍ଥା ଅତ୍ୟନ୍ତ…
ସମ୍ବଲପୁରରେ ହିଂସା ହେଲେ ଭାଜପା ଦାୟୀ ରହିବ: ବିଜେଡି
ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସା ଘଟଣା ଦୁର୍ଭାଗ୍ୟଜନକ। ଏହା ସମସ୍ତଙ୍କୁ ବ୍ୟଥିତ କରିଥିଲା। ପୋଲିସ ଓ ଜିଲା ପ୍ରଶାସନ ସହିତ ଜନସାଧାରଣଙ୍କ ସହଯୋଗରେ ସହରରେ ଶାନ୍ତି ଫେରିଆସିଛି। ଏହି ଘଟଣାରେ ପୋଲିସ ଅନେକଙ୍କୁ ଗିରଫ କରି…
ଖଣ୍ଡାର ତୀକ୍ଷ୍ଣ ଧାରରେ ପ୍ରେସ୍
‘ଗଣମାଧ୍ୟମ’ ଏକ ଶବ୍ଦ ନୁହେଁ, ଏକ କର୍ତ୍ତବ୍ୟ । ଗଣମାଧ୍ୟମ ଗଣତାନ୍ତ୍ରିକ ମୂଳଦୁଆକୁ ମଜଭୁତ କରିଥାଏ। ଏହାର ଭୂମିକା ଅତ୍ୟନ୍ତ ସୁଦୂସୁଦୂରପ୍ରଚାରୀ ଏବଂ ପ୍ରଭାବଶାଳୀ। ଗଣମାଧ୍ୟମର ସ୍ବାଧୀନତା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ସକାଶେ ପ୍ରତିବର୍ଷ ମେ’ ୩ରେ ବିଶ୍ବ ପ୍ରେସ…
ବିଜେଡିର ତୁଷ୍ଟୀକରଣ ନୀତି: ଭାଜପା ସଂସଦୀୟ କମିଟି
ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଥିଲା। ଶୋଭାଯାତ୍ରା ସମୟରେ ପଥରମାଡ଼, ଆକ୍ରମଣ ସହ ଜେହାଦୀ ନାରା ଦିଆଯାଇଥିଲା, ଯାହାର ଭିଡିଓ ଭାଇରାଲ ହୋଇଥିଲା। ରାଜ୍ୟ ସରକାରଙ୍କ ତୁଷ୍ଟୀକରଣ ନୀତି…
୫ ଜିଲାର ୪୪୯ ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, ୩।୫(ବ୍ୟୁରୋ): ୫-ଟି ସ୍କୁଲ ରୂପାନ୍ତର ଆମ ସ୍କୁଲର ପରିବେଶକୁ ସୁନ୍ଦର କରିବା ସହିତ ଆଧୁନିକ ଶିକ୍ଷାର ବ୍ୟବସ୍ଥା କରିଛି। ଏହା ଭିତରେ ସବୁଠାରୁ ଭଲ କଥା ହେଉଛି, ଝିଅମାନଙ୍କ ପାଇଁ ସ୍ବଚ୍ଛ, ସୁନ୍ଦର ଓ ସ୍ବତନ୍ତ୍ର ପାଇଖାନା ବ୍ୟବସ୍ଥା କରାଯାଇଛି।…
ପଡ଼ିଆ ହେଉ କି ରାସ୍ତା, ଝଗଡ଼ା ଗ୍ରହଣୀୟ ନୁହେଁ
ଭୁବନେଶ୍ବର,୩।୫(ବ୍ୟୁରୋ): ଆଇପିଏଲ୍ ମ୍ୟାଚ୍ ସମୟରେ ସୋମବାର ଇଣ୍ଡିଆ ଟିମ୍ର ଦୁଇ ଖେଳାଳିଙ୍କ ମଧ୍ୟରେ ଦେଖାଦେଇଥିବା ବାକ୍ଯୁଦ୍ଧକୁ ନେଇ ଏବେ ଏହା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା। ଭାରତୀୟ ଟିମ୍ର ପୂର୍ବତନ କ୍ୟାପ୍ଟେନ ତଥା ବ୍ୟାଟସ୍ମ୍ୟାନ ବିରାଟ କୋହଲି ଏବଂ ପୂର୍ବତନ ଖେଳାଳି ଗୌତମ…
ଏକାଧିକ ପ୍ଲଟ୍ ଆବଣ୍ଟନ ଉପରେ ହାଇକୋର୍ଟଙ୍କ ରୋକ
କଟକ ଅଫିସ,୩।୫: ରାଜ୍ୟର ବିଭିନ୍ନ ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ ଏକାଧିକ ପ୍ଲଟ୍ ନେବା ଉପରେ ଓଡ଼ିଶା ହାଇକୋର୍ଟ ରୋକ ଲଗାଇଛନ୍ତି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଙ୍କଠାରୁ ଏକାଧିକ ପ୍ଲଟ୍ ନେବା ନିମନ୍ତେ ଦାଏର ମାମଲାର ବିଚାର କରି ବିଚାରପତି ବିଶ୍ୱନାଥ ରଥ ଜଣେ…
ଖରାଛୁଟି ପାଠପଢ଼ା ପାଇଁ ଟୋଲ୍ ଫ୍ରି ନମ୍ବର ଜାରି
ଭୁବନେଶ୍ୱର,୩।୫(ବ୍ୟୁରୋ): ଖରାଛୁଟିରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଟୋଲ୍ ଫ୍ରି ନମ୍ବର ଜାରି କରାଯାଇଛି। ମେ’ ୧ ତାରିଖରୁ ଏହି ନମ୍ବର କାର୍ଯ୍ୟକାରୀ ହୋଇଛି। କାର୍ଯ୍ୟକ୍ରମର ସଫଳ ରୂପାୟନ…
ଜେସିବିରେ କନ୍ୟାଘରକୁ ଆସିଲେ ବର
ଖଣ୍ଡପଡ଼ା,୩।୫(ସ୍ବ.ପ୍ର.): ଦିନଥିଲା ବିବାହ ପାଇଁ ବର କନ୍ୟାଘରକୁ ବରଯାତ୍ରୀ ନେଇ ଶଗଡ଼, ପାଲିଙ୍କି କିମ୍ବା ଘୋଡ଼ା ଗାଡ଼ିରେ ବସି ଆସୁଥିଲେ। ଏପରି କି ନଦୀକୂଳିଆ ଲୋକମାନେ ଡଙ୍ଗାରେ ବର ନେଇ ବିବାହ ପାଇଁ କନ୍ୟାଘରେ ପହଞ୍ଚୁଥିଲେ। ହେଲେ ଆଜିର ସଭ୍ୟ ସମାଜରେ…
କମ୍ପାନୀ କବଳରେ କୁକୁଡ଼ାଚାଷୀ
କେନ୍ଦ୍ରାପଡ଼ା ଅଫିସ/ଯାଜପୁର ଅଫିସ, ୩।୫: କୁକୁଡ଼ା ଦର ନିୟନ୍ତ୍ରଣରେ ପ୍ରଶାସନର କୌଣସି ଭୂମିକା ରହୁନାହିଁ। ଫଳରେ କମ୍ପାନୀ କର୍ତ୍ତୃପକ୍ଷ ମନଇଚ୍ଛା ଲାଭ ଉଠାଉଥିବା କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଇନ୍ଦୁପୁରର କାଳିଆ ସାମନ୍ତରାୟ, କଂସାର ଗ୍ରାମର ଶୁଭାଶିଷ ଜେନା, ପାଖଡ଼ ଗ୍ରାମର ରମାକାନ୍ତ…

