Home Left

ଖଣିଜପାଣ୍ଠିକୁ ଯେପରି ଟିକସ ଯିବା କଥା ସେଭଳି ଯାଉନି: ଅପରାଜିତା

ଭୁବନେଶ୍ବର,୨୫ା୧(ବ୍ୟୁରୋ): ଦୀର୍ଘ ଦଶନ୍ଧି ପରେ ଓଡ଼ିଶାରେ ପୁଣିଥରେ ଲକ୍ଷାଧିକ କୋଟି ଟଙ୍କାର ଖଣି ଦୁର୍ନୀତି ଓ ଅନିୟମିତତା ହୋଇଛି। ରାଜ୍ୟ ସରକାର ଏହି ଅନିୟମିତତାକୁ ସ୍ବୀକାର କରିବା ସହ ରାଜ୍ୟ ଖଣି ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ସହ ତଦନ୍ତ…

ତୁଟୁନି ବିଜେଡି-ଭାଜପା କଳି

ଭୁବନେଶ୍ବର,୨୫ା୧(ବ୍ୟୁରୋ): ବିଜେଡି ଏବଂ ଭାଜପା ମଧ୍ୟରେ ଆବାସ ତାଲିକା ପ୍ରସ୍ତୁତି ଏବଂ ଘର ବଣ୍ଟନକୁ ନେଇ ମୁହାଁମୁହିଁ ପରିସ୍ଥିତି ଜାରି ରହିଛି। ମଙ୍ଗଳବାର ରାଜ୍ୟର କେତୋଟି ବ୍ଲକରେ ଭାଜପା ଆନ୍ଦୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କ ଜରିଆରେ ସ୍ମାରକପତ୍ର ପ୍ରଦାନ…

୨୮ରୁ ପୁଣି ପଦଯାତ୍ରା ଆରମ୍ଭ କରିବେ ଶର୍ମିଲା

ହାଇଦ୍ରାବାଦ,୨୫ା୧: ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷା ଓ୍ବାଇ.ଏସ୍‌. ଶର୍ମିଲାଙ୍କ ପ୍ରଜା ପ୍ରସ୍ଥାନମ୍‌ ପଦଯାତ୍ରା ଦୁଇ ମାସ ବନ୍ଦ ରହିବା ପରେ ଆସନ୍ତା ୨୮ ତାରିଖରୁ ପୁଣିଥରେ ତେଲଙ୍ଗାନାରେ ଆରମ୍ଭ ହେବାକୁ ଯାଉଛି। ରାଜ୍ୟ ସରକାର ଯେଉଁଠାରେ ତାଙ୍କ ପଦଯାତ୍ରାକୁ ରୋକିଥିଲେ, ସେହିଠାରୁ…

ଜରୁରୀକାଳୀନ ଅବତରଣ କଲା ରବିଶଙ୍କରଙ୍କ ବିମାନ…

ଚେନ୍ନାଇ,୨୫।୧ : ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବି ଶଙ୍କରଙ୍କର ବିମାନ ତାମିଲନାଡୁର ଏରୋଡରେ ଜରୁରୀକାଳୀନ ଅବତରଣ କରିଛି। ସୂଚନାନୁସାରେ, ଖରାପ ପାଣିପାଗ କାରଣରୁ ତାଙ୍କ ଚପର ଜରୁରୀକାଳୀନ ଅବତରଣ କରିଛି। ରବି ଶଙ୍କରଙ୍କ ବ୍ୟତୀତ ଅନ୍ୟ ଚାରି ଜଣ ମଧ୍ୟ…

ଆଜି ଇଂଲଣ୍ଡ-ଜର୍ମାନୀ, ନେଦରଲାଣ୍ଡ୍ସ-କୋରିଆ

ଭୁବନେଶ୍ୱର, ୨୫ା୧(କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍‌ର ତୃତୀୟ ଓ ଚତୁର୍ଥ କ୍ୱାର୍ଟର ଫାଇନାଲ ବୁଧବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ତୃତୀୟ କ୍ୱାର୍ଟରରେ ଇଂଲଣ୍ଡକୁ ଭେଟିବ ଜର୍ମାନୀ। ଚତୁର୍ଥ କ୍ୱାର୍ଟର ଫାଇନାଲରେ ନେଦରଲାଣ୍ଡ୍ସ ଓ ଦକ୍ଷିଣ କୋରିଆ ମଧ୍ୟରେ ମୁକାବିଲା…

ୱେଷ୍ଟ ଷ୍ଟାଣ୍ଡରେ ଅଷ୍ଟ୍ରେଲିଆ ଦର୍ଶକ, ଟମ୍‌ଙ୍କ ପରିବାର

ଭୁବନେଶ୍ୱର, ୨୫ା୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଅଷ୍ଟ୍ରେଲିଆ ଓ ସ୍ପେନ୍‌ ମଧ୍ୟରେ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ୱେଷ୍ଟ ଷ୍ଟାଣ୍ଡରେ ବ୍ୟାନର ଧରି ଉପସ୍ଥିତ ଥିଲେ ଅଷ୍ଟ୍ରେଲିଆ ଦର୍ଶକ। ସେମାନଙ୍କ ମଧ୍ୟରେ ଅଷ୍ଟ୍ରେଲିଆ ଦଳର…

ସେମିରେ ଅଷ୍ଟ୍ରେଲିଆ, ବେଲ୍‌ଜିୟମ

ଭୁବନେଶ୍ୱର, ୨୫ା୧(କ୍ରୀଡ଼ା ପ୍ରତିନିଧି): ତିନିଥର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଗତ ସଂସ୍କରଣର ଟାଇଟଲ ବିଜେତା ବେଲଜିୟମ ଚଳିତ ହକି ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଅନୁୁଷ୍ଠିତ ପ୍ରଥମ କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆ ୪-୩ ଗୋଲରେ ସ୍ପେନ୍‌କୁୁ ହରାଇଥିବାବେଳେ…

ପ୍ରଥମ ଦିନରେ ଓଡ଼ିଶା ୯୬/୨

ଭୁବନେଶ୍ୱର,୨୫ା୧(ସ୍ପୋଟର୍‌ସ ବ୍ୟୁରୋ):କୋଲକାତାର ଇଡେନ ଗାର୍ଡେନରେ ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି ମୁକାବିଲାରେ ଓଡ଼ିଶା ୨ ଉଇକେଟ ହରାଇ ୯୬ ରନ୍‌ ସଂଗ୍ରହ କରିଛି। ଖରାପ ଆଲୋକ କାରଣରୁ ଦିନରେ ମାତ୍ର ୩୫ ଓଭର ଖେଳ ସମ୍ଭବ ହୋଇଥିଲା। ଓଡ଼ିଶା ଏହି ମ୍ୟାଚରେ…

ଭାଜପା ଛାଡ଼ିଲେ ଗମାଙ୍ଗ ବାପା-ପୁଅ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଗମାଙ୍ଗ ବାପା-ପୁଅ ଭାଜପା ଛାଡ଼ିଛନ୍ତି। ବୁଧବାର ଉଭୟ ବାପା ଗିରିଧର ଗମାଙ୍ଗ ଓ ପୁଅ ଶିଶିର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ସେ ଭାଜପାର ପ୍ରାଥମିକ ସଦସ୍ୟ ପଦ…

ସରକାରଙ୍କ ନିଷ୍ପତ୍ତି ଉପରେ ରେସ୍‌ଲରଙ୍କ ଅସନ୍ତୋଷ

ନୂଆଦିଲ୍ଲୀ, ୨୫ା୧(ପି.ଟି.): ଭାରତୀୟ ହକି ମହାସଂଘ (ଡବ୍ଲ୍ୟୁଏଚ୍‌ଆଇ) ସଭାପତି ବ୍ରିଜ ଭୂଷଣ ଶରନ ସିଂ ଯୌନ ନିର୍ଯାତନା ଦେବା ସହ ଧମକଚମକ ଦେଇଛନ୍ତି ବୋଲି ହୋଇଥିବା ଅଭିଯୋଗର ତଦନ୍ତ ପାଇଁ ସରକାର ବିନା ପରାମର୍ଶରେ ନିରୀକ୍ଷଣ କମିଟି ଗଠନ କରିଥିବାରୁ ପ୍ରତିବାଦକାରୀ…

ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଭାରତ

ଇଷ୍ଟ ଲଣ୍ଡନ(ଦକ୍ଷିଣ ଆଫ୍ରିକା), ୨୫ା୧(ପି.ଟି.): ସ୍ମୃତି ମନ୍ଧାନା ଓ ଅଧିନାୟିକା ହରମନପ୍ରୀତ କୌରଙ୍କ ଚମତ୍କାର ଅର୍ଦ୍ଧଶତକ ବଳରେ ଭାରତ ଏଠାରେ ଚାଲିଥିବା ଅନ୍ତର୍ଜାତୀୟ ମହିଳା ଟି୨୦ ସିରିଜର ଏକ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୫୬ ରନରେ ପରାସ୍ତ କରିଛି। ମ୍ୟାଚରେ ଟସ୍‌ ଜିତି…

ଭାରତ ବିଦାୟ ପଛରେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ

ଭୁବନେଶ୍ୱର,୨୫ା୧(ସ୍ପୋଟର୍‌ସ ବ୍ୟୁରୋ): ଲଗାତର ଦ୍ୱିତୀୟଥର ପାଇଁ ଘରୋଇ ମାଟିରେ ବିଶ୍ୱକପ୍‌ ଖେଳୁଥିବା ଭାରତୀୟ ହକି ଦଳର କ୍ୱାର୍ଟର ଫାଇନାଲ ସମ୍ଭାବନାକୁ ଶେଷ କରି ଦେଇଥିଲା ନ୍ୟୁଜିଲାଣ୍ଡ। ରବିବାର କ୍ରସ୍‌ଓଭର ମ୍ୟାଚ୍‌ରେ ସଡନ୍‌ ଡେଥ୍‌ରେ ନ୍ୟୁଜିଲାଣ୍ଡ ମ୍ୟାଚ୍‌ ଜିତିଥିବା ବେଳେ ଦଳ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri