ମିଶନ ଶକ୍ତି ମିଲେଟ୍ ଆଉଟଲେଟ୍ ଉଦ୍ଘାଟିତ
ଛତ୍ରପୁର,୨।୫( ଡିଏନଏ ): ଗଞ୍ଜାମ ଜ଼ିଲା ହେଡକ୍ୱାର୍ଟର ଛତ୍ରପୁର ଠାରେ ପ୍ରଥମ କରି ମିଶନ ଶକ୍ତି ମିଲେଟ୍ ଆଉଟଲେଟ୍ ଓ ମିଶନ ଶକ୍ତି କାଫେ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି। ଏହାକୁ ଗଞ୍ଜାମ ଜ଼ିଲାପାଳ ଦିବ୍ୟଜ୍ୟୋତି ପରିଡା ଉଦ୍ଘାଟନ କରିଛନ୍ତି। ମିଲେଟ୍ ଆଉଟଲେଟ୍ରେ…
ଶ୍ରମିକ ଦିବସକୁ କଳାଦିବସ ଭାବେ ପାଳିଲେ ରାଜ୍ୟ କେନ୍ଦୁପତ୍ର କର୍ମଚାରୀ ସଂଘ
କେନ୍ଦୁଝର,୨।୫(ସ୍ବ.ପ୍ର.): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ତୋଳାଳି, ବନ୍ଧେଇ ଶ୍ରମିକ ଓ ସିଜିନାଲ କର୍ମଚାରୀମାନେ ଶ୍ରମିକ ଦିବସକୁ ମଙ୍ଗଳବାର କଳା ଦିବସ ଭାବେ ପାଳିଛନ୍ତି। ସୂଚନା ମୁତାବକ ଶ୍ରମିକ ଦିବସ ଅବସରରେ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର ବିଭିନ୍ନ ସମସ୍ୟା ପୂରଣ…
ଦିଲ୍ଲୀ ମଦ ଦୁର୍ନୀତି ମାମଲା: ଇଡିର ଚାର୍ଜସିଟରେ ରାଘବ ଚଡ୍ଡାଙ୍କ ନାଁ
ନୂଆଦିଲ୍ଲୀ,୨।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟିର ସମସ୍ୟା ଥମିବାର ନାଁ ନେଉନାହିଁ। ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଏକ ସପ୍ଲିମେଣ୍ଟାରୀ ଚାର୍ଜସିଟ ଦାଖଲ କରାଯାଇଛି। ଇଡିର ଏହି ଚାର୍ଜସିଟରେ ଅନେକ ବଡ଼ ଖୁଲାସା ହୋଇଛି।…
ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଷ୍ଟେଶନ-କେନ୍ଦୁଝର ଟ୍ରାଫିକ ପୋଲିସ ଷ୍ଟେଶନକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ୱର, ୨।୫: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେଶନ ଭାବେ ଉନ୍ନୀତ କରାଯାଇଛି। ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ…
ଯୋଗୀ ସରକାରଙ୍କ ଉପରେ ପୁଣି ବର୍ଷିଲେ ଓୱାଇସି କହିଲେ, ଯଦି ଗୁଳିର ଜବାବ ଗୁଳିରେ ଦିଆଯାଏ ତେବେ…
ଲକ୍ଷ୍ନୌ,୨।୫: ଉତ୍ତରପ୍ରଦେଶର ମୋରାଦାବାଦରେ ହେବାକୁ ଥିବା ନଗର ନିଗମ ନିର୍ବାଚନରେ ପ୍ରଚାର କରିବା ପାଇଁ ଏଆଇଏମଆଇଏମ୍ର ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଉମ୍ରି କାଲା ନାଗର ପଞ୍ଚାୟତରେ ପହଞ୍ଚିଛନ୍ତି। ସେଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ଓୱାଇସି ଅତିକ୍ -ଅଶ୍ରଫଙ୍କ…
ବିଲାଓ୍ବଲ ଭୁଟ୍ଟୋଙ୍କ ଭଉଣୀ ନିକାହ ପରେ କରାଚି ହିନ୍ଦୁ ମନ୍ଦିରରେ କଲେ ଦର୍ଶନ, ସୋସିଆଲ ମିଡିଆରେ ହଇଚଇ
କରାଚି,୨।୫: ଲେଖକ, ସମାଜିକ କର୍ମୀ ଓ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଜୁଲଫିକାର ଅଲି ଭୁଟ୍ଟୋଙ୍କ ନାତୁଣୀ ଫାତିମା ଭୁଟ୍ଟୋ ନିକାହ ପରେ ହିନ୍ଦୁ ମନ୍ଦିର ଦର୍ଶନ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଫାତିମାଙ୍କ ଏଭଳି ପଦକ୍ଷେପକୁ ନେଇ ସୋସିଆଲ…
କାନାଡା ପୋଲିସର ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ସାମିଲ ହେଲେ ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାଡ
ଚଣ୍ଡିଗଡ଼,୨।୫: ପଞ୍ଜାବି ସିଙ୍ଗର ସିଦ୍ଧୁ ମୁସଓ୍ବୋଲା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାଡଙ୍କ ସମସ୍ୟା ବଢିବାରେ ଲାଗିଛି। କାନାଡା ପୋଲିସ ଦ୍ୱାରା ଜାରି କରାଯାଇଥିବା ୨୫ ମୋଷ୍ଟ ଓ୍ବାଣ୍ଟେଡ ଅଭିଯୁକ୍ତଙ୍କ ସୂଚିରେ ଗୋଲ୍ଡି ବରାଡଙ୍କ ନାମ ସାମିଲ କରାଯାଇଛି। ସେ…
ଟ୍ରଲର ପଛରେ ଧକ୍କା ଦେଲା ଅଙ୍ଗୁର ବୋଝେଇ ଟ୍ରକ: ଜଣେ ମୃତ
ପାଟଣା,୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରଲରକୁ ଅଙ୍ଗୁର ବୋଝେଇ ଟ୍ରକ ଧକ୍କା ଦେଇଛି। ଟ୍ରଲର କଡ଼ରେ…
ଆସୁଛନ୍ତି ରାଷ୍ଟ୍ରପତି: ୪ ଓ ୫ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ
ବାରିପଦା ଅଫିସ,୨।୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ତେବେ ରାଷ୍ଟ୍ରପତିଙ୍କ…
ଓଡ଼ିଶାରୁ ଗୁଜରାଟକୁ ହେଉଥିଲା ଚାଲାଣ, ଧରିଲା ପୋଲିସ
କୋରାପୁଟ,୨/୫(ସ୍ବ.ପ୍ର.): ମାଛକୁଣ୍ଡ ପୋଲିସ ପକ୍ଷରୁ ମଙ୍ଗଳବାର ଚଢାଉ କରାଯାଇ ୫୦୨ କେଜି ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି। ଏନେଇ ମାଛକୁଣ୍ଡ ଥାନାରେ ୫୯/୨୦୨୩ରେ ଏକ ଏନଡିପିଏସ ରୁଜୁ କରାଯାଇ ଘଟଣାର ଅଧିକ ତଦନ୍ତ କରାଯାଉଛିା ଏହି ଚଢାଉବେଳେ ଗଞ୍ଜେଇ ମାଫିଆମାନେ ଘଟଣାସ୍ଥଳରୁ…
ତିହାର ଜେଲରେ ଗ୍ୟାଙ୍ଗଷ୍ଟର ଟିଲୁଙ୍କୁ ହତ୍ୟା
ନୂଆଦିଲ୍ଲୀ,୨।୫: ଦିଲ୍ଲୀର ରୋହିଣୀ କୋର୍ଟରେ ଗୁଳିମାଡ଼ ଘଟଣାରେ ତିହାର ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଟିଲୁ ତାଜପୂରିୟା ଓରଫ ସୁନୀଲ ମାନକୁ ମଙ୍ଗଳବାର ସକାଳେ ହତ୍ୟା କରାଯାଇଛି। ସୂଚନାଯୋଗ୍ୟ, ଜେଲ ଭିତରେ ଥିବା ଟିଲୁଙ୍କ ବିପକ୍ଷ ଗୋଷ୍ଠୀର ସଦସ୍ୟମାନେ ତାଙ୍କୁ ଲୁହା ରଡ୍ରେ…
କର୍ନାଟକ ନିର୍ବାଚନ: ଘୋଷଣାପତ୍ର ଜାରି କଲା କଂଗ୍ରେସ
ବେଙ୍ଗାଲୁରୁ,୨।୫: କର୍ନାଟକ ବିଧାନସଭା ନିର୍ବାଚନ ଆଉ ଅଳ୍ପ ଦିନ ବାକି ଅଛି। ଏଥିନେଇ ରାଜନୀତି ସରଗରମ ରହିଛି। ତେବେ ଭାଜପା ପରେ ବର୍ତ୍ତମାନ କଂଗ୍ରେସ ମଧ୍ୟ ନିଜର ଘୋଷଣାପତ୍ର ଜାରି କରିଛି। କଂଗ୍ରେସ ଏହାର ଘୋଷଣାପତ୍ରରେ ଗୃହ ଜ୍ୟୋତି, ଗୃହ ଲକ୍ଷ୍ମୀ,…

