ଭାରତରେ ଇଜିପ୍ଟ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫ା୧: ଇଜିପ୍ଟ ରାଷ୍ଟ୍ରପତି ଅବ୍ଦେଲ ଫତ୍ତହ ଏଲ୍-ସିସି ମଙ୍ଗଳବାର ୩ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ନୂଆଦିଲ୍ଲୀ ଏୟାରପୋର୍ଟରେ ତାଙ୍କୁ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଜକୁମାର ରଞ୍ଜନ ସିଂ ଭବ୍ୟ ସ୍ବାଗତ କରିଥିଲେ। ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ରୂପେ ଯୋଗଦେବାକୁ ଥିବା…
ରିଲିଜ୍ ହେଲା ‘ପଠାନ’: ଜବରଦସ୍ତ ଲୁକ୍ରେ ନଜର ଆସିଲେ ଶାହାରୁଖ
ମୁମ୍ବାଇ: ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ରିଲିଜ୍ ହେଲା ଫିଲ୍ମ ‘ପଠାନ’। ଏହି ଫିଲ୍ମ ମାଧ୍ୟମରେ ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ୪ ବର୍ଷ ପରେ ପରଦାକୁ ଫେରିଛନ୍ତି। ଯାହାକୁ ଦେଖିବାକୁ ଦର୍ଶକ ବହୁଦିନ ହେବ ଅପେକ୍ଷା କରି ରହିଥିଲେ। ଫିଲ୍ମଟି…
ଚାଷୀ ଅସନ୍ତୋଷ, ଟୋକନ୍ ଲ୍ୟାପ୍ସ ଚିନ୍ତା ଘାରିଛି
ଛତ୍ରପୁର,୨୫।୧(ଡି.ଏନ.ଏ): ଗଞ୍ଜାମ ଜିଲାରେ ଧାନକିଣା ଧିମାରେ ଚାଲିଛି। ମଣ୍ଡି ସମସ୍ୟା ଓ ଟୋକନ୍ ଲ୍ୟାପ୍ସ ଆଶଙ୍କା ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି ା ବିଭିନ୍ନ ବ୍ଲକ, ତହସିଲଠାରୁ ଆରମ୍ଭ କରି ଜିଲାପାଳ ଓ ଜିଲା ଯୋଗାଣ କାର୍ଯ୍ୟାଳୟ ସମ୍ମୁଖରେ…
ଆଜି ‘ପଠାନ୍’ ରିଲିଜ୍
ମୁମ୍ବାଇ: ବହୁ ବାଦବିବାଦ ପରେ ବୁଧବାର ରିଲିଜ୍ ହେଉଛି ବଲିଉଡ୍ର ଚର୍ଚ୍ଚିତ ଫିଲ୍ମ ‘ପଠାନ୍’। ଲୋକପ୍ରିୟ ଅଭିନେତା ଶାହରୁଖ୍ ଖାନ୍ଙ୍କ ହାଇବଜେଟ୍ ସିନେମା ପାଇଁ ମଙ୍ଗଳବାର ୪.୧୯ ଲକ୍ଷ ଆଡଭାନ୍ସ ଟିକେଟ ବିକ୍ରି ହୋଇଛି। ଫିଲ୍ମଟି ମୋଟ ୫, ୦୦୦ ପ୍ରେକ୍ଷାଳୟରେ…
‘ନ୍ୟାୟପାଳିକାରେ କେନ୍ଦ୍ରର ହସ୍ତକ୍ଷେପ ବିପଜ୍ଜନକ’
ମହୀଶୂର,୨୫ା୧(ଆଇଏଏନ୍ଏସ୍): ବିଚାରପତି ନିଯୁକ୍ତି ଏବଂ ନ୍ୟାୟିକ ବ୍ୟବସ୍ଥାରେ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଠିକ୍ ନୁହେଁ। ଏହା ବିପଜ୍ଜନକ ବୋଲି କର୍ନାଟକର ପୂର୍ବତନ ଲୋକାୟୁକ୍ତ ତଥା ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଏନ୍. ସନ୍ତୋଷ ହେଗଡେ ମଙ୍ଗଳବାର କହିଛନ୍ତି। ଗଣମାଧ୍ୟମ ସହ ଏକ ଆଲୋଚନା…
ପୁଣି ଅଟକିଲା ଦିଲ୍ଲୀ ମେୟର ନିର୍ବାଚନ: ଅନିର୍ଦ୍ଦିଷ୍ଟ କାଳ ଗୃହ ମୁଲତବୀ
ନୂଆଦିଲ୍ଲୀ,୨୫ା୧: ଆମ୍ ଆଦ୍ମୀ ପାର୍ଟି (ଏଏପି) ଏବଂ ଭାଜପା କାଉନ୍ସିଲରଙ୍କ ମଧ୍ୟରେ ହଟ୍ଟଗୋଳ ଯୋଗୁ ମଙ୍ଗଳବାର ହେବାକୁ ଥିବା ଦିଲ୍ଲୀ ମେୟର ନିର୍ବାଚନ ଦ୍ୱିତୀୟ ଥର ପାଇଁ ଅଟକିଛି। ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍ସିଡି) ହାଉସ୍କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ…
ମେଶିନରେ କାମ, ଶ୍ରମିକ ହତାଶ
ବଇଣ୍ଡା, ୨୫।୧(ଡି.ଏନ୍.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏସ୍) ମାଧ୍ୟମରେ ଶ୍ରମିକଙ୍କୁ କାମ ଯୋଗାଇଦେବାର ସୁବିଧା କରିଛନ୍ତି କେନ୍ଦ୍ର ସରକାର। ହେଲେ ଗ୍ରାମାଞ୍ଚଳରେ ଶ୍ରମିକଙ୍କ ବଦଳରେ ମେଶିନରେ କାମ କରି ଅର୍ଥ ହରିଲୁଟ୍ କରାଯାଉଛି। ଫଳରେ ଶ୍ରମିକମାନେ…
ପରଲୋକରେ ଅଭିନେତା ମିହିର ଦାସଙ୍କ ସାନପୁଅ ଅକ୍ଲାନ୍ତ ଦାସ
ଭୁବନେଶ୍ୱର,୨୫।୧(ବ୍ୟୁରୋ): ଲୋକପ୍ରିୟ ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଅକ୍ଲାନ୍ତଙ୍କ ଲିଭରରେ ସମସ୍ୟା ଯୋଗୁ ସେ ଚିକିତ୍ସାଧୀନ ଥିଲେ। କଟକ ସତୀଚଉରା ଶ୍ମଶାନରେ ଅକ୍ଲାନ୍ତଙ୍କ ଶେଷକୃତ୍ୟ…
ଏହି ଅଭିନେତ୍ରୀଙ୍କୁ ଚାପୁଡା ମାରିଥିଲେ ଇଶା
ବଲିଉଡ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀମାନଙ୍କ ମଧ୍ୟରେ ଝଗଡା ସାଧାରଣ କଥା। ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ଛୋଟଛୋଟ ମନୋମାଳିନ୍ୟ ଲାଗି ଚର୍ଚ୍ଚାକୁ ଆସିଥାନ୍ତି। ୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ପ୍ୟାରେ ମୋହନ’ରେ ଇଶା ଏବଂ ଅମୃତାଙ୍କୁ ଏକାଠି ଦେଖିବାକୁ ମିଳିଥିଲା।…
ନୂତନ ପର୍ଯ୍ୟଟନ ନୀତି
ଯେକୌଣସି ରାଷ୍ଟ୍ରର ଉନ୍ନତିରେ ପର୍ଯ୍ୟଟନ ଶିଳ୍ପର ଭୂମିକା ପ୍ରଣିଧାନଯୋଗ୍ୟ। ଅନ୍ୟ ସମସ୍ତ ନିବେଶ କ୍ଷେତ୍ରରେ ପରିବେଶକୁ ଧୂଆଁ ନିର୍ଗତ ହେଉଥିବା ସ୍ଥଳେ, ପର୍ଯ୍ୟଟନ ଶିଳ୍ପକୁ ଧୂମବିହୀନ ଶିଳ୍ପର ମାନ୍ୟତା ଦିଆଯାଏ। ଆରୁବା, ବ୍ରିଟିଶ ଉପଦ୍ୱୀପ, ମାଳଦ୍ୱୀପ, ସେଚିଲସ, ବାହାମସ ଆଦି ଅର୍ଥନୀତିରେ…
ଚେତିଲା ଏନ୍ଏଚ୍ଏଆଇ: ଦୁର୍ଘଟଣାସ୍ଥଳରେ ଲାଗିଲା ସାଇନେଜ୍
ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ସଦର ଥାନା ୫୫ନଂ. ଜାତୀୟ ରାଜପଥର ପଞ୍ଚୁପଟିଠାରେ ସୋମବାର ଭୋର୍ ସମୟରେ ଏକ ପିକ୍ନିକ୍ ବସ୍ ଦୁର୍ଘଟଣାଗସ୍ତ ହୋଇ ୨ ମହିଳା ଯାତ୍ରୀଙ୍କୁ ମୃତ୍ୟୁ ଘଟିଥିଲା। ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଡାଇଭର୍ସନ କିମ୍ବା ସାଇନେଜ୍…
‘ଯୋଗ୍ୟଙ୍କୁ ଆବାସ ନ ମିଳିବା ଯାଏ ଆନ୍ଦୋଳନ’
ଧାମନଗର, ୨୫।୧ (ଡି.ଏନ.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଚଞ୍ଚକତା ପ୍ରତିବାଦରେ ମଙ୍ଗଳବାର ଭାଜପା ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଛି। ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କ ନେତୃତ୍ୱରେ ଦଳୀୟ କର୍ମୀ ଓ ଆବାସ ତାଲିକାରୁ ବାଦ୍ ପଡ଼ିଥିବା…
Archives


