Home Left

ବାଇକ୍‌ରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ, ପରେ ଯାହା ଘଟିଲା, ଭିଡିଓ ଦେଖିଲେ ବିଶ୍ୱାସ କରିବେ

ଦୁନିଆରେ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରୁଥିବା ଲୋକମାନଙ୍କର କୌଣସି ଅଭାବ ନାହିଁ। ସୋସିଆଲ ମିଡିଆରେ ଏକାଧିକ ଷ୍ଟଣ୍ଟମ୍ୟାନ୍‌ଙ୍କ ଚମତ୍କାରିତା ଦେଖିବାକୁ ମିଳିଥାଏ। ବେଳେବେଳେ ଷ୍ଟଣ୍ଟ୍‌ କରୁକରୁ ଅସାବଧାନତା ଯୋଗୁ ଅଘଟଣ ଘଟିଥାଏ। ଏବେ ସେମିତି ଏକ ଭିଡିଓ ଦେଖିବାକୁ ମିଳିଛି। ଯେଉଁଥିରେ ଜଣେ…

ପାନାମା ମାମଲାରେ ନୱାଜ ଶରିଫଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପାଇଁ ବାଜୱା ଦାୟୀ: ଇମ୍ରାନ

ଇସଲାମାବାଦ,୨୩ ।୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଲଗାତାର ନୱାଜ ଶରିଫ ଓ ତାଙ୍କ ଦଳକୁ ଟାର୍ଗେଟ କରି ଚାଲିଛନ୍ତି । ଏଥିପାଇଁ ସେ କୌଣସି ଗୋଟିଏ ବି ସୁଯୋଗ ହାତଛଡା କରୁ ନାହାନ୍ତି । ଶନିବାର ଇମ୍ରାନ ପୂର୍ବତନ…

ଏଭର୍‌ଗ୍ରୀନ କଣ୍ଠଶିଳ୍ପୀଙ୍କ ସୁପରହିଟ୍‌ ପ୍ରଦର୍ଶନ

୯୦ଦଶକର ଗୀତ ଆଜିବି ସୁପରିହିଟ୍‌ ହୋଇ ରହିଛି। ଏସବୁ ଗୀତକୁ ନେଇ ଡଟ୍‌ଫେଷ୍ଟର ସପ୍ତମ ସନ୍ଧ୍ୟାରୁ ରାତି ମତୁଆଲା ହୋଇଉଠିଥିଲା। ବଲିଉଡ୍‌ର ଦୁଇ ଲୋକପ୍ରିୟ କଣ୍ଠଶିଳ୍ପୀ ଉଦିତ୍‌ ନାରାୟଣ ଓ ଅଲ୍‌କା ୟାଗ୍‌ନିକ୍‌ଙ୍କ ଉପସ୍ଥିତି ଭୁବନେଶ୍ୱର ଲାଇଭ୍‌କୁ ଆହୁରି ରଙ୍ଗିନ କରିଦେଇଥିଲା।…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡି କରିବେ ପୁରୁଷ

ଭୁବନେଶ୍ୱର, ୨୩।୧(ବ୍ୟୁରୋ):ରାଜ୍ୟର ପ୍ରଥମ ଓ ଏକମାତ୍ର ମହିଳା ବିଶ୍ୱବିଦ୍ୟାଳୟ ରମାଦେବୀରେ ପୁରୁଷଙ୍କୁ ଏବେ ପିଏଚ୍‌ଡି କରିବାର ସୁଯୋଗ ଦିଆଯିବ। ପୁଣି ବିଶ୍ୱବିଦ୍ୟାଳୟର ପୁରୁଷ ଅଧ୍ୟାପକମାନେ ହିଁ ଗାଇଡ୍‌ କରିବେ। ଏହାକୁ ନେଇ ଏବେ ଛାତ୍ରୀ ଓ ଶିକ୍ଷାବିତ୍‌ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।…

ଡିଗ୍ରୀ କଲେଜର ଏକାଡେମିକ୍‌ ଅଡିଟ୍‌ ହେବ

ଭୁବନେଶ୍ୱର, ୨୩।୧(ବ୍ୟୁରୋ):ରାଜ୍ୟରେ ଖୁବ୍‌ଶୀଘ୍ର ଡିଗ୍ରୀ କଲେଜରେ ଏକାଡେମିକ୍‌ ଅଡିଟ୍‌ ଆରମ୍ଭ ହେବ। ସରକାରୀ, ଅନୁଦାନପ୍ରାପ୍ତ କଲେଜ ସମେତ ସ୍ବୟଂଶାସିତ କଲେଜଗୁଡ଼ିକରେ ଏହି ଅଡିଟ୍‌ କରାଯାଇ ୩ ମାସ(ଏପ୍ରିଲ ଶେଷ ସୁଦ୍ଧା) ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ…

ୟୁଟ୍ୟୁବ୍‌ ଦେଖାଇଲା ରୋଜଗାର ବାଟ

ପିପିଲି,୨୩।୧(ଡି.ଏନ୍‌.ଏ.):ନିମାପଡ଼ା ଅଞ୍ଚଳର ଯୁବଚାଷୀ ପରେଶ ଗୁରୁ। ସେ ଜଣେ ଡ୍ରାଇଭର ହୋଇଥିବାବେଳ ୟୁଟ୍ୟୁବ ଦେଖି ଚାଷକୁ ପେସା ଭାବରେ ଗ୍ରହଣ କରି ସ୍ବାବଲମ୍ବୀ ହୋଇପାରିଛନ୍ତି। ସେ ଅଳ୍ପ ଜମିରେ କିଭଳି ଚାଷ କରାଯାଇ ପାରିବ, ସେନେଇ ପରୀକ୍ଷାମୂଳକ ଭାବରେ କଞ୍ଚା କଳା…

ଗ୍ଲୋରି କୁଇନ୍‌ ମୁକୁଟ ପିିନ୍ଧିଲେ ପୂଜା ବିଶ୍ବାସ

ପୁରୀ ଅଫିସ,୨୩ା୧:ଶ୍ରୀକ୍ଷେତ୍ରର ଯୁବ ସାଂସ୍କୃତିକ ଅନୁଷ୍ଠାନ ଜାତୀୟ ଯୁବ ସମନ୍ବିତ କେନ୍ଦ୍ର ଆନୁକୂଲ୍ୟରେ ୩ଦିନ ଧରି ବେଳାଭୂମିରେ ଚାଲିଥିବା ‘ଗ୍ଲୋରି ଫେଷ୍ଟ-୨୦୨୩’ ରବିବାର ଉଦ୍‌ଯାପିତ ହୋଇଛି। ଉଦ୍‌ଯାପନୀ ଉତ୍ସବରେ ଅତିଥି ଭାବେ ମନ୍ତ୍ରୀ ରୀତା ସାହୁ, ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ କାର୍ଯ୍ୟକାରୀ…

ହାଡଭଙ୍ଗା ଶୀତ ପରେ ଏବେ ବର୍ଷା ସାଙ୍ଗକୁ ତୁଷାରପାତ, ବଦଳୁଛି ଉତ୍ତର ଭାରତର ପାଣିପାଗ

ନୂଆଦିଲ୍ଲୀ,୨୩ ।୧: ଉତ୍ତର ପଶ୍ଚିମ ଭାରତର କିଛି ସ୍ଥାନରେ ଆଗାମୀ କିଛିଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାରି ଭିତରେ ପଶ୍ଚିମ ହିମାଳୟ ଅଞ୍ଚଳରେ ତୁଷାରପାତ ବି ହୋଇପାରେ । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୪…

ପିଚୁ କଲେ, ଖୋଳିଦେଲେ

ଭୁବନେଶ୍ୱର,୨୩।୧(ବ୍ୟୁରୋ):ରବି ଟକିଜ୍‌ରୁ ଭାସ୍କରେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଯାଇଥିବା ରାସ୍ତା ଦୀର୍ଘଦିନ ଧରି ଅସଜଡ଼ା ହୋଇ ପଡ଼ିରହିଥିଲା। ବର୍ଷ ବର୍ଷ ଧରି ଖାଲଖମା, ଧୂଳି ଭିତରେ ଲୋକେ ଯିବା ଆସିବା କରୁଥିଲେ ମଧ୍ୟ ପ୍ରଶାସନ ନିଦାବିଷ୍ଣୁ ସାଜିଥିଲା। ହେଲେ ହକି ବିଶ୍ୱକପ୍‌ ପାଇଁ…

ସହର ଗଳିରେ ଆବର୍ଜନା ଦୁର୍ଗନ୍ଧ

ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦଯର୍‌ୟକରଣକୁ ଗୁରୁତ୍ୱ ଦିଆଯାଉଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ କୁହାଯାଉଛି। ସହରର ବାସ୍ତବ ଚିତ୍ର କିନ୍ତୁ କିଛି ଭିନ୍ନ କଥା ବଖାଣୁଛି। ରାଜଧାନୀର ପ୍ରମୁଖ ରାସ୍ତା ଓ ଛକଗୁଡ଼ିକୁ ବାଦ୍‌ଦେଲେ ଅଧିକାଂଶ ସ୍ଥାନରେ…

ଏପଟେ ଝଲସୁଛି, ସେପଟେ ଅନ୍ଧାର

ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍‌କୁ ନେଇ କଳିଙ୍ଗ ଷ୍ଟାଡିୟମ୍‌ ଓ ଆଖପାଖ ଅଞ୍ଚଳ ରଙ୍ଗିନ ଆଲୋକମାଳାରେ ଝଲସୁଛି। ସେପଟେ ଡଟ୍‌ଫେଷ୍ଟ ଆୟୋଜିତ ହେଉଥିବା ୟୁନିଟ୍‌-୩ ଅଞ୍ଚଳର ଆଲୋକୀକରଣ ଆଖି ଝଲସେଇ ଦେଉଛି। ତେବେ ଆଲୋକର ଆବଶ୍ୟକତା ରହିଥିବା ସହରର ଅନେକ ଅଞ୍ଚଳ ଏବେ ବି…

ଗାଁ ଗଣ୍ଡାରେ ସରକାର ବିରୋଧରେ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ବର,୨୩ା୧(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ନିକଟରେ ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ଉପରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ତେବେ ଏଠାରେ ସରକାରକୁ କିଏ ଚଳାଉଛି ଜଣାପଡୁ ନାହିଁ ବୋଲି ନଡ୍ଡା ନିକଟରେ ଓଡ଼ିଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri