Home Left

ଏସବୁ ଜିଲା ପାଇଁ ନୂଆ ସଭାପତି ଘୋଷଣା କଲା ବିଜେଡି, ଏମାନଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭୁବନେଶ୍ୱର,୪।୮: ବିଜୁ ଜନତା ଦଳ (ବିଜେଡି) ଓଡ଼ିଶାର ଚାରିଟି ଜିଲା ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ କଳାହାଣ୍ଡି ପାଇଁ ନୂଆ ଜିଲା ସଭାପତିଙ୍କ ନାମ ଘୋଷଣା କରିଛି। ଏହି ନିଯୁକ୍ତି ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଓ ୨୦୨୪...

ଓଭାଲ ଟେଷ୍ଟରେ ଭାରତର ଐତିହାସିକ ବିଜୟ ପରେ ବିରାଟ କୋହଲିଙ୍କ ପ୍ରତିକ୍ରିୟା ଭାଇରାଲ

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳ ଓଭାଲରେ ଇଂଲଣ୍ଡ ବିପକ୍ଷରେ ଏକ ରୋମାଞ୍ଚକର ୬ ରନ୍‌ରେ ବିଜୟ ହାସଲ କରି ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୨ରେ ବରାବର କରିଛି। ଶୁଭମନ ଗିଲ୍‌ଙ୍କ ନେତୃତ୍ୱରେ ଭାରତ ଏହି ମ୍ୟାଚକୁ ପରାଜୟର...

ଆନ୍ଧ୍ରପ୍ରଦେଶ ପଥର ଖଦାନରେ ବିସ୍ଫୋରଣ: ଗାଁରେ ପହଞ୍ଚିଲା ଶ୍ରମିକଙ୍କ ମୃତଦେହ, ସମବେଦନା ଜଣାଇଲେ ମନ୍ତ୍ରୀ

ଧରାକୋଟ,୪।୮: ଦାଦନ ଦୁଃଖରେ ପୁଣି ପେଶି ହୋଇଛନ୍ତି ଧରାକୋଟ ବ୍ଲକର ଢଉଗାଁ ପଞ୍ଚାୟତ ବାହାଡାଗୁଡା ଗାଁର ମୁସା ଜେନା ଏବଂ ଓଳମ୍ବା ପଞ୍ଚାୟତ କସେଇ ଗାଁର ସନ୍ତୋଷ ଗୌଡ଼ଙ୍କ ପରିବାର । କାମ କରିବାକୁ ଯାଇ ଆନ୍ଧ୍ରପ୍ରଦେଶର ବାଲିକୁରଭା ମଣ୍ଡଳର...

ଏଥର ୭୮ତମ ନା ୭୯ତମ ସ୍ୱାଧୀନତା ଦିବସ ପାଳନ ହେବ ? ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା

ଭାରତ ୧୯୪୭ ମସିହା ଅଗଷ୍ଟ ୧୫ରେ ବ୍ରିଟିଶ ଔପନିବେଶିକ ଶାସନରୁ ଦୀର୍ଘ ସଂଘର୍ଷ ପରେ ସ୍ୱାଧୀନତା ହାସଲ କରିଥିଲା। ଏହି ଦିନଟି ସ୍ୱାଧୀନତା ସଂଗ୍ରାମୀ ଓ ସାଧାରଣ ଭାରତୀୟଙ୍କ ଏକତାର ପ୍ରୟାସକୁ ସ୍ମରଣ କରାଯାଏ, ଯେଉଁମାନେ ଦେଶକୁ ବ୍ରିଟିଶମାନଙ୍କଠାରୁ ମୁକ୍ତ...

ଜମିରେ କାମ କରୁଥିଲେ, ମାରିଲା ଘଡ଼ଘଡ଼ି…

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର-ବାସୁଦେବପୁର ଗ୍ରାମ ନିକଟ ଚାଷ ଜମିରେ କାମ କରୁଥିବା ବେଳେ ସୋମବାର ଅପରାହ୍ନରେ ବଜ୍ରପାତ ଯୋଗୁ ଗୋକର୍ଣ୍ଣପୁର ଗ୍ରାମ ବସଷ୍ଟାଣ୍ଡ ସାହିର ଚିନ୍ନାରି. ଏରାମା ପାତ୍ର (୫୫) ନାମ୍ନୀ ମହିଳା...

ଆସିଲା ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ: ଦିଲ୍ଲୀ ଯିବେ ଲକ୍ଷପତି ଦିଦି ଏସ ଜ୍ୟୋତି, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର,୪।୮ (ଦିଲ୍ଲୀପ ସାମଲ): ଅଗଷ୍ଟ ୧୫ ତଥା ସ୍ବାଧିନତା ଦିବସରେ ଦିଲ୍ଲୀରେ ଆୟୋଜିତ ସ୍ବତନ୍ତ୍ରକାର୍ଯ୍ୟକ୍ରମରେ ଯୋଗଦେବେ ଗଞ୍ଜାମ ଜିଲାର ଲକ୍ଷପତି ଦିଦି ତଥା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ କାଳିଆବାଲି ଗ୍ରାମର ଏସ. ଜ୍ୟୋତି ରେଡ୍ଡୀ । ଏଥିଲାଗି ତାଙ୍କୁ ରାଷ୍ଟ୍ରପତି ଭବନରୁ...

ଓଭାଲରେ ଭାରତ ବିଜୟର ୫ ବଡ଼ କାରଣ, ଜାଣନ୍ତୁ କିପରି ଆସିଲା ୬ ରନର ଐତିହାସିକ ବିଜୟ

ନୂଆଦିଲ୍ଲୀ,୪।୮: ଭାରତ ଓଭାଲ ଟେଷ୍ଟକୁ ୬ ରନର ନିକଟତମ ବ୍ୟବଧାନରେ ଜିତିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଭାରତର ସବୁଠାରୁ କମ ବ୍ୟବଧାନରେ ବିଜୟ। ଆଣ୍ଡରସନ-ତେନ୍ଦୁଲକର ଟ୍ରଫି ୨-୨ ଡ୍ରରେ ଶେଷ ହୋଇଥିଲା। ପ୍ରଥମ ଇନିଂସ ମାତ୍ର ୨୨୪ ରନରେ...

ଟଙ୍କା ଜମା କରିବାକୁ ଯାଇଥିଲେ: ବାଟରୁ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ଜଳେଶ୍ୱର,୪।୮: ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ ଦୁଡ଼ପଳ ଗାଁ ନିକଟରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଏକ କଳା ବାଇକ୍‌ରେ ୨ଜଣ ଦୁବୃର୍ତ୍ତ ଆସି ୨ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ,...

କେନ୍ଦୁ କାଠ ବୋଝେଇ ପିକଅପ ଗାଡ଼ିକୁ ମାଡିବସିଲା ବନବିଭାଗ, କାଠର ମୂଲ୍ୟ ହେବ…

ପଦ୍ମପୁର,୪।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗ ଦ୍ୱାରା ରବିବାର ରାତିରେ ପଦ୍ମପୁର ପାଟନାଗଡ ରାସ୍ତା ଦହିତାଠାରେ ଏକ କେନ୍ଦୁ କାଠ ବୋଝେଇ ପିକଅପ ଗାଡି (ଓଆର ୦୫ଏଇ ୮୩୨୫)କୁ ବନ ବିଭାଗ ଜବତ କରିଛି । ଜବତ କାଠର ମୂଲ୍ୟ...

ଅନ୍ୟତ୍ର ବିବାହ ପାଇଁ ପ୍ରେମିକାର ତଣ୍ଟି ଚିପି ହତ୍ୟା: ଯୁବତୀ ଶୌଚ ପାଇଁ ଜିତିବା ବେଳେ…

ନବରଙ୍ଗପୁର,୪।୮: ନବରଙ୍ଗପୁର ଜିଲାର କୋଷାଗୁମୁଡ଼ା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କ ବିଭତ୍ସ ହତ୍ୟା ଘଟଣାର ରହସ୍ୟ ଉନ୍ମୋଚନ କରିଛି ପୋଲିସ। ଅତିରିକ୍ତ ଏସ୍‌ପିଙ୍କ ସୂଚନା ଅନୁଯାୟୀ, ଯୁବତୀଙ୍କୁ ତାଙ୍କ ପୁରୁଷ ବନ୍ଧୁ ତଣ୍ଟି ଚିପି ହତ୍ୟା କରିଥିଲେ ଏବଂ ପ୍ରମାଣ...

ଆନ୍ଧ୍ର ପଥର ଖଣି ବିସ୍ଫୋରଣ ଘଟଣା : ଗାଁ ରେ ପହଞ୍ଚିଲା ଜଣଙ୍କ ପରେ ଜଣଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟିପଡ଼ୁଛି…

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର) : ଆନ୍ଧ୍ରପ୍ରଦେଶ ବାପତଲା ଜିଲା ବାଲି କୁରାଭା ନିକଟରେ ଥିବା ଏକ ଘରୋଇ ଗ୍ରାନାଇଟ ଖଣିରେ ରବିବାର ପଥର ବିସ୍ଫୋରଣ ଘଟିଥିଲା। ଏଥିରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାଙ୍ଗରଡ଼ା ଗ୍ରାମର ବନମାଳୀ...

ପାର୍କିଂରେ ଠିଆ ହୋଇଥିଲା କାର୍‌: ହଠାତ୍‌ ଲାଗିଗଲା ନିଆଁ

ସମ୍ବଲପୁର,୪।୮: ସମ୍ବଲପୁର ଚର୍ଚ୍ଚ ଛକରେ ସୋମବାର ଏକ ଅଘଟଣ ସାମ୍ନାକୁ ଆସିଛି। ପାର୍କିଂରେ ଠିଆ ହୋଇଥିବା ବେଳେ ଏକ କାର୍‌ରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ନିଆଁ ଏତେ ଜୋର ଥିଲା ଯେ, କାର୍‌ଟି ହୁତୁ ହୁତୁ ହୋଇ ସମ୍ପୂର୍ଣ୍ଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri