ହଠାତ୍ ଭୋକ ଲାଗିବା ବନ୍ଦ ହୋଇଯାଉଛି କି? ସାବଧାନ! ହୋଇପାରେ ଗମ୍ଭୀର ରୋଗର ଲକ୍ଷଣ
କିଛି ଲୋକଙ୍କର ହଠାତ୍ ସ୍ୱାଭାବିକ ଭୋକ କମିଯାଏ । ଏହାକୁ ପ୍ରାୟତଃ ଥକ୍କାପଣ, ପାଗ କିମ୍ବା ଦିନଚର୍ଯ୍ୟାରେ ପରିବର୍ତ୍ତନ ବୋଲି ଖାରଜ କରାଯାଏ । ଭୋକ ଆମ ଶରୀରର ଆବଶ୍ୟକତା ଏବଂ ଆଭ୍ୟନ୍ତରୀଣ ସନ୍ତୁଳନକୁ ସୂଚିତ କରେ। ଯେତେବେଳେ ଶରୀରକୁ ଶକ୍ତିର…
T20 World Cupରେ ଇତିହାସ ରଚିଲା ଶ୍ରୀଲଙ୍କା, ଓମାନକୁ…
ନୂଆଦିଲ୍ଲୀ,୧୨।୨: ଟି-୨୦ ବିଶ୍ୱକପର ପ୍ରଥମ ମ୍ୟାଚରେ ଶ୍ରୀଲଙ୍କା ଓମାନକୁ ୧୦୫ ରନରେ ପରାସ୍ତ କରିଛି। ଗୁରୁବାର ଅନୁଷ୍ଠିତ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୨୦ ଓଭରରେ ୨୨୫ ରନର ବିଶାଳ ସ୍କୋର କରିଥିଲା, ଯାହା ଏହି ସଂସ୍କରଣରେ ଏପର୍ଯ୍ୟନ୍ତ…
୪ ଦିନ ପରେ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ, ଚପଲ ଭାସିବା ପରେ….
ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ବାଟେଣି ପୋଖରୀରେ ମୃତଦେହ ଭାସୁଥିବା ଦେଖାଯାଇଛି । ନିଖୋଜର ୪ଦିନ ପରେ ଗୁରୁବାର ମିଳିଲା ମୃତଦେହ । ମୃତକ ହେଲେ ବାଟେଣୀ ଗାଁର ରବୀନ୍ଦ୍ର ପ୍ରଧାନ । ଖବର ଅନୁସାରେ, ଦଶପଲ୍ଲା ଥାନା…
ବଲାଙ୍ଗୀର ବନ୍ଦ ସଫଳ କରିବାକୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ବଲାଙ୍ଗୀର,୧୨ା୨(ସୁନିଲ କୁମାର ମହାନ୍ତି): ଏଆଇଟିୟୁସିର ପକ୍ଷରୁ ଭାରତ ବନ୍ଦ ପରିପ୍ରେକ୍ଷୀରେ ବଲାଙ୍ଗୀରରେ କୋଶଳ କଳା ମଣ୍ଡଳ ପଡ଼ିଆରୁ ଗୁରୁବାର ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରାଯିବା ସହ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କେନ୍ଦ୍ରୀୟ ଟ୍ରେଡ…
ଚମତ୍କାର ଅଭିନୟ ପରେ MBBS ଡିଗ୍ରୀ ହାସଲ କଲେ ଏହି ଅଭିନେତ୍ରୀ: ଚାରିଆଡ଼ୁ ପ୍ରଶଂସା
‘ପୁଷ୍ପା-୨’ର ଆଇଟମ ଗୀତଟି ବହୁତ ହିଟ ହୋଇଥିଲା। ଏଥିରେ ଅଭିନୟ କରିଥିବା ନାୟିକା ରାତାରାତି ନ୍ୟାଶନାଲ କ୍ରଶ୍ ପାଲଟିଯାଇଥିଲେ। ଏହି ସୁନ୍ଦରୀ ଆଉ କେହି ନୁହଁନ୍ତି, ସେ ହେଉଛନ୍ତି ଶ୍ରୀଲୀଲା। ତାଙ୍କର ସୁନ୍ଦର ଲୁକ ଏବଂ ଚମତ୍କାର ଅଭିନୟ ବ୍ୟତୀତ, ଶ୍ରୀଲୀଲା…
ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍ପିନ୍ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ
ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍ ଟିମ୍ ଚଢ଼ାଉ କରିଛି। କିଙ୍ଗ୍ପିନ୍ ସମେତ ୩ ଦେହଜୀବୀ, ୪ଜଣ…
ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ, ୩ ମାସ ମଧ୍ୟରେ…
କଟକ,୧୨।୨: ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ନେଇ ହାଇକୋର୍ଟ ଆଜି ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦିଆଯାଇଛି…
ପ୍ରେମ ପାଇଁ ନିଜ ଧର୍ମ ଛାଡିଲେ ପ୍ରେମିକା, ମୁସଲିମ୍ ଯୁବତୀ ହେଲେ ହିନ୍ଦୁ ଘରର ବୋହୂ
ଭୁବନେଶ୍ୱର,୧୨।୨: ପ୍ରେମ ଋତୁରେ ବିବାହ ବନ୍ଧନରେ ଆବଦ୍ଧ ହେଲେ ପ୍ରେମୀ ଯୁଗଳ । ପ୍ରେମ ପାଇଁ ପ୍ରେମିକା ଛାଡିଲେ ନିଜ ଧର୍ମ । ଆପଣାଇଲେ ସନାତନ ଧର୍ମ । ବୈଦିକ ରୀତି ନୀତିରେ ସମ୍ପନ୍ନ ହେଲା ଦୁହିଁଙ୍କ ବାହାଘର । ଏଭଳି…
ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…
ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି। କେନ୍ଦ୍ର ସରକାରଙ୍କ ଶ୍ରମିକ ସ୍ବାର୍ଥ…
ଛତ୍ରପୁରରେ ବନ୍ଦର ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ପୂର୍ବତନ ବିଧାୟକ ଗିରଫ
ଛତ୍ରପୁର,୧୨।୨(ଦିଲ୍ଲୀପ ସାମଲ) : ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । ଫଳରେ ଶ୍ରମ କୋଡ଼ ପ୍ରତ୍ୟାହାର ଦାବିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମିଳିତ…
ଶେଷ ହେବ ରାହୁଲଙ୍କ ଲୋକସଭା ସଦସ୍ୟତା! ନୋଟିସ ଦେଲେ ଭାଜପା ଏମ୍ପି
ନୂଆଦିଲ୍ଲୀ,୧୨।୨: ଭାଜପା ଏମ୍ପି ନିଶିକାନ୍ତ ଦୁବେ ଲୋକସଭାରେ କଂଗ୍ରେସ ଏମ୍ପି ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସଂସଦରେ ସଦସ୍ୟତା ସମାପ୍ତ କରିବାକୁ ଦାବି କରି ଏକ ପ୍ରସ୍ତାବ ଆଗତ କରିଛନ୍ତି। ଭାରତ-ଆମେରିକା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଏବଂ କେନ୍ଦ୍ରୀୟ…
ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି। ନିଆଁକୁ ସ୍ଥାନୀୟ ବାସିନ୍ଦା ଆୟତ୍ତ କରିବାକୁ ପ୍ରୟାସ କରିଥିଲେ ସୁଦ୍ଧା ବିପଦ ପରିସ୍ଥିତି…
Archives


