Home Left

‘ମିଶନ ମଜନୁ’ର ରିଲିଜ୍‌ ଡେଟ୍‌ ଘୋଷଣା: ର’ ଏଜେଣ୍ଟ ଚରିତ୍ରରେ ନଜର ଆସିବେ ସିଦ୍ଧାର୍ଥ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସିଦ୍ଧାର୍ଥ ମଲହୋତ୍ରାଙ୍କ ବହୁ ପ୍ରତିକ୍ଷୀତ ଅପ୍‌କମିଂ ଫିଲ୍ମ ‘ମିଶନ ମଜନୁ’ର ପ୍ରଶଂସକ ପାଇଁ ଏକ ଖୁସି ଖବର। ମଙ୍ଗଳବାର ଏହି ଫିଲ୍ମର ରିଲିଜ୍‌ ଡେଟ୍‌ ଘୋଷଣା ହୋଇଛି। ଶାନ୍ତନୁ ବାଗଚିଙ୍କ ନିର୍ଦ୍ଦେଶିତ ଏହି ସ୍ପାଏ, ଥ୍ରିଲର ଫିଲ୍ମ…

ରୋହିତଙ୍କ ସ୍ଥାନରେ ଓପନିଂ କରିବେ ଶୁଭମନ , ରଣନୀତି ରହିବ କିଛି ଏଭଳି…

ନୂଆଦିଲ୍ଲୀ,୧୩।୧୨: ବାଲାଂଦେଶ ବିପକ୍ଷ ଦିନିକିଆ ସିରିଜରେ ପରାଜିତ ହେବା ପରେ ଏବେ ଟେଷ୍ଟ ସିରିଜ ଲାଗି ଅଣ୍ଟା ଭିଡିଲାଣି ଟିମ୍‌ ଇଣ୍ଡିଆ। ନିୟମିତ ଅଧିନାୟକ ରୋହିତ ଶର୍ମା ଆହତ ହୋଇଥିବା କାରଣରୁ କେ.ଏଲ୍‌. ରାହୁଲ ସିରିଜରେ ଦଳର ନେତୃତ୍ୱ ନେବେ। ତେବେ…

ନୂଆବର୍ଷରେ ଦିଲ୍ଲୀବାସୀଙ୍କୁ କେଜ୍‌ରିଓ୍ବାଲଙ୍କ ଭେଟି

ନୂଆଦିଲ୍ଲୀ,୧୩।୧୨: ନୂଆବର୍ଷରେ ରାଜ୍ୟ ସରକାର ଦିଲ୍ଲୀବାସୀଙ୍କୁ ଏକ ବଡ଼ ଭେଟି ଦେବାକୁ ଯାଉଛନ୍ତି। ଲୋକଙ୍କୁ ଭଲ ସ୍ବାସ୍ଥ୍ୟ ସେବା ଓ ମାଗଣା ଚିକିତ୍ସା ଯୋଗାଇଦେବା ପାଇଁ ସରକାର ଚିନ୍ତା କରିବା ସହ ଏକ ଭଲ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂଆ ବର୍ଷରୁ…

ଝାରସୁଗୁଡା ଗୁଳିକାଣ୍ଡ ଘଟଣାରେ ୪ ଫେରାର ଅଭିଯୁକ୍ତ ଗିରଫ

ଝାରସୁଗୁଡା ଅଫିସ,୧୩।୧୨: ଝାରସୁଗୁଡା ସହରରେ ଗତ ୪ ତାରିଖରେ ଗୁଳିକାଣ୍ଡ ଘଟାଇ ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ। ଏହି ଘଟଣାର ପର୍ଦ୍ଦାଫାସ କରି ପୋଲିସ ୧ ସପ୍ତାହ ପରେ ସୁଦୂର କୋଲକାତାରୁ ଫେରାର ୪ ଅଭିଯୁକ୍ତଙ୍କୁ ଗିରଫକରି ମଙ୍ଗଳବାର କୋର୍ଟ ଚାଲାଣ କରିଛି।…

ଅନୁଭୁତି ଶେୟାର କଲେ ରିଦ୍ଧି

ମୁମ୍ବାଇ: ଅଭିନେତ୍ରୀ ରିଦ୍ଧି ଡୋଗରା ଅଭିନୟ କରିଥିବା କିଛି ପ୍ରୋଜେକ୍ଟ ଏବେ କେବଳ ରିଲିଜ୍ ଅପେକ୍ଷାରେ ରହିଛି । ତେଣୁ କୁହାଯାଉଛି ୨୦୨୩ ରିଦ୍ଧିଙ୍କ ପାଇଁ ଖୁବ୍ ରୋମାଞ୍ଚକର ରହିବ । ଟେଲିଭିଜନ ପରଦାରେ କିଛି ବଡ ବଡ ଧାରାବାହିକରେ ଅଭିନୟ…

ଅର୍ଚ୍ଚନାଙ୍କୁ ଗିରଫ କଲା ଇଡି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ମଙ୍ଗଳବାର ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଅର୍ଚ୍ଚନା ନାଗଙ୍କୁ ଗିରଫ କରିଛି। ପୂର୍ବରୁ ଇଡି ଅର୍ଚ୍ଚନାଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କୁ ଗିରଫ କରିଥିଲା। ଗତ ୬ ତାରିଖରେ ଅର୍ଚ୍ଚନାଙ୍କୁ ଇଡି ୭ ଦିନିଆ ରିମାଣ୍ଡରେ ନେଇଥିଲା। ସୋମବାର…

ବାପାଙ୍କୁ ୩୨ ଖଣ୍ଡ କଲେ ପୁଅ

ବେଙ୍ଗାଲୁରୁ, ୧୩।୧୨: ଦିଲ୍ଲୀର ଶ୍ରଦ୍ଧା ହତ୍ୟା ମାମଲା ଭଳି ଆଉ ଏକ ଘଟଣା ସାମ୍ନାକୁ ଆସିଛି। କର୍ନାଟକର ବାଗାଲକୋଟରେ ଜଣେ ବ୍ୟକ୍ତି ତାଙ୍କ ବାପାଙ୍କୁ ହତ୍ୟା କରି ଶରୀରରକୁ ୩୨ ଖଣ୍ଡରେ କାଟି ଦେଇଥିବା ଅଭିଯୋଗ ହୋଇଛି। ପୋଲିସର ସୂଚନାନୁସାରେ, ଅଭିଯୁକ୍ତ…

ଚାଇନାର ସାଇବର ଆକ୍ରମଣ ମଧ୍ୟରେ ଆଲର୍ଟରେ ସରକାର: କର୍ମଚାରୀଙ୍କ ପାଇଁ ଜାରି କଲେ ଏସ୍‌ଓପି

ନୂଆଦିଲ୍ଲୀ,୧୩।୧୨: ଚାଇନା କେବଳ ସୀମାରେ ନୁହେଁ, ସାଇବର ଆକ୍ରମଣ ମାଧ୍ୟମରେ ବି ଭାରତକୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛି। ନିକଟରେ ଦିଲ୍ଲୀ ଏମ୍ସରେ ସର୍ଭର ହ୍ୟାକର ଖବର ସାମ୍ନାକୁ ଆସିଥିଲା। କ୍ରମାଗତ ଭାବେ ସାଇବର ଆକ୍ରମଣ ମାମଲା ଆସିବା ପରେ ବର୍ତ୍ତମାନ…

ପ୍ରଧାନମନ୍ତ୍ରୀ କି ମୁଖ୍ୟମନ୍ତ୍ରୀ ହେବାର ଇଚ୍ଛା ନାହିଁ, ତେଜସ୍ୱୀଙ୍କୁ ଆଗକୁ ବଢାଇ ଭାଜପାକୁ ହରାଇବାର ରହିଛି ଲକ୍ଷ୍ୟ: ନୀତୀଶ

ପାଟନା, ୧୩ ।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ମହାମେଣ୍ଟର ସମସ୍ତ ଦଳର ବିଧାୟକ ଓ ବିଧାନ ପରିଷଦର ବୈଠକରେ ଏକ ବଡ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉପ ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କ ଆଡକୁ ଇସାରା…

କଲେଜ ସ୍ତରରେ ଆସିବ ଷ୍ଟାର୍ଟଅପ ନୀତି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): କଲେଜ ସ୍ତରରେ ଆସିବ ଷ୍ଟାର୍ଟଅପ ନୀତି। ଉଭୟ ଯୁକ୍ତ ତିନି ଓ ପିଜିରେ ଆଣିବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଏ ନେଇ ମଙ୍ଗଳବାର ଲୋକସେବା ଭାବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କ ଅଧ୍ୟକ୍ଷତାରେ ପ୍ରାଥମିକ ବୈଠକ ବସିଥିଲା। ବୈଠକରେ…

କ୍ଷମତାଠାରୁ ଅଧିକ ଯାତ୍ରୀ ନେବା ହେଲା କାଳ

କାଠମାଣ୍ଡୁ,୧୩।୧୨: ନେପାଳର ଜାଜରକୋଟ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୧ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଏକ ବୋଲେରୋ ଜିପ୍‌ ଚେଡାଗାର୍ଡ ପୌରାଞ୍ଚଳର ଲଓ୍ବୋ ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ ୨୦୦…

କୋର୍ଟରେ ପହଞ୍ଚିଲେ ଜଗବନ୍ଧୁ, ୧୫ ଦିନିଆ ରିମାଣ୍ଡ ଆବେଦନ କଲା ଇଡି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବହୁ ଚର୍ଚ୍ଚିିିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ମଙ୍ଗଳବାର ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଭୁବନେଶ୍ୱର କୋର୍ଟରେ ହାଜର ହୋଇଛନ୍ତି। ତେବେ ଜଗବନ୍ଧୁଙ୍କୁ ୧୫ ଦିନିଆ ରିମାଣ୍ଡରେ ନେବାକୁ ଇଡି କୋର୍ଟରେ ଆବେଦନ କରିଛି। ଅନ୍ୟପଟେ, ୭ ଦିନିଆ ରିମାଣ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri