Home Left

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଘଟଣା: କଂଗ୍ରେସ ନେତା ଗିରଫ

ଭୋପାଳ,୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମଧ୍ୟପ୍ରଦେଶର ପୂର୍ବତନ ମନ୍ତ୍ରୀ ରାଜା ପଟେରିଆଙ୍କୁ ପାନ୍ନା ପୋଲିସ ଗିରଫ କରିଛି। ମଙ୍ଗଳବାର ସକାଳେ ଦାମୋହ ଜିଲାର ହଟାରେ ଥିବା ପାଟେରିଆଙ୍କ ବାସଭବନରୁ ପୋଲିସ ତାଙ୍କୁ ଗିରଫ କରିଥିଲା। ଏହାପୂର୍ବରୁ…

ରୁଷିଆ ଏବେ ସେହି ମିଶାଇଲରେ ୟୁକ୍ରେନ୍ ଉପରେ କରୁଛି ଆକ୍ରମଣ ଯାହାକୁ ୧୯୯୦ରେ ସୋଭିଏତ ସଂଘରୁ ଅଲଗା ହେବା ପରେ ଦେଇଥିଲା ୟୁକ୍ରେନ୍‌

କ୍ୱିଭ,୧୩ ।୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଏବେ ଏକ ଅଜବ ସ୍ଥିତିରେ ପହଞ୍ଚିଛି । ୟୁକ୍ରେନର ଡେପୁଟି ଇଣ୍ଟଲିଜେନ୍ସ ମୁଖ୍ୟ ଜେନରାଲ ୱାଦିମ ସ୍କିବିତ୍ସକି କହିଛନ୍ତି ଅକ୍ଟୋବର ପରେ ରୁଷିଆ ୟୁକ୍ରେନ୍ ଉପରେ ସେହି ମିଶାଇଲରେ ଆକ୍ରମଣ କରୁଛି, ଯାହାକୁ ୧୯୯୦ରେ ସୋଭିଏତ…

ଓଡ଼ିଶାର ତରୁଣଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୩ା୧୨ (ସ୍ପୋଟର୍‌ସ ବ୍ୟୁରୋ): ଥାଇଲାଣ୍ଡର ଫୁକେଟଠାରେ ୧୩ତମ ଓ୍ବାଲର୍‌ଡ ବଡି ବିଲ୍‌ଡିଂ ଓ ଫିଜିକ୍‌ ସ୍ପୋଟର୍‌ସ ଚାମ୍ପିୟନଶିପ୍‌-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ସୁନ୍ଦରସ୍ବାସ୍ଥ୍ୟ ସଂଘର ସଭାପତି ସୁମିତ୍ରା ତ୍ରିପାଠୀଙ୍କ ନେତୃତ୍ୱରେ ଓଡ଼ିଶାର ଏକ ୬ ଜଣିଆ ଦଳ ଅଂଶଗ୍ରହଣ…

ସତର୍କ ରହିବା ଜରୁରୀ

ଡିଏଗୋ ମାରାଡୋନା ଯାହା କରି ଦେଖାଇଥିଲେ ତାହା ଲିଓନେଲ ମେସି ଯଦି କରି ଦେଖାଇଦିଅନ୍ତି ତେବେ ଆର୍ଜେଣ୍ଟିନା ତୃତୀୟଥର ବିଶ୍ୱକପ୍‌ ହାସଲ କରିପାରିବ। ଏହି ଲକ୍ଷ୍ୟ ହାସଲ କରିବାକୁ ହେଲେ ଆଗକୁ ଦୁଇଟି ମ୍ୟାଚ୍‌ ଜିତିବାକୁ ହେବ। ପ୍ରଥମେ ଟୁର୍ନାମେଣ୍ଟରେ ସ୍ଥିର…

ସେମିଫାଇନାଲ ପାଇଁ ‘ଅଲ ହିଲ୍ମ’

ଦୋହା,୧୩ା୧୨ : ଫିଫା ବିଶ୍ୱକପ ୨୦୨୨ ସେମି ଫାଇନାଲ ପାଇଁ ନୂତନ ବଲ ଉନ୍ମୋଚନ କରିଛି ଆଦିଦାସ। ଏହି ବଲର ନାମ ଅଲ ହିଲ୍ମ ରଖାଯାଇଛି॥ ପୂର୍ବରୁ କ୍ୱାର୍ଟର ଫାଇନାଲ ଯାଏ ବଲ ଅଲ ରିହଲା ବ୍ୟବହାର କରାଯାଉଥିବା ବେଳେ ସେମି…

ମେସିଙ୍କ ସ୍ବପ୍ନ ଭାଙ୍ଗିବା ଲକ୍ଷ୍ୟରେ କ୍ରୋଏସିଆ

ଅଲ ଖୋର,୧୩ା୧୨: କ୍ୱାର୍ଟର ଫାଇନାଲରେ ବ୍ରାଜିଲ ସୁପର ଷ୍ଟାର ନେମାରଙ୍କ ବିଶ୍ୱକପ୍‌ ସ୍ବପ୍ନକୁ ଶେଷ କରିବା ପରେ ଆଉ ଏକ ବିପର୍ଯ୍ୟୟ ସୃଷ୍ଟି କରିବା ଲକ୍ଷ୍ୟରେ ରହିଛି କ୍ରୋଏସିଆ। ଚଳିତ ବିଶ୍ୱକପ୍‌ରେ ବିପର୍ଯ୍ୟୟ ପରେ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପ୍ରଥମେ ନେମାର…

୨୪% ବୃଦ୍ଧି ପାଇଛି ପ୍ରତ୍ୟକ୍ଷ କର ସଂଗ୍ରହ

ନୂଆଦିଲ୍ଲୀ,୧୩।୧୨: ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ନଭେମ୍ବର ଶେଷ ସୁଦ୍ଧା ପ୍ରତ୍ୟକ୍ଷ କର ସଂଗ୍ରହ ୨୪% ବୃଦ୍ଧି ଘଟି ୮.୭୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ବାର୍ଷିକ ବଜେଟ ଅନୁମାନଠାରୁ ପ୍ରାୟ…

ସିବିଆଇର ୩୪ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଅନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି.କେ. ମିଶ୍ର ଯୋଗଦେଇ କହିଲେ, ଦୁର୍ନୀତି ରୂପକ ଅପରାଧ ରୋକିବା ସମସ୍ତଙ୍କ ଅଧିକାର…

ଜିପିଆର୍‌୧୪୧ ପ୍ରୋଟିନ ସ୍ତନ କର୍କଟ ବଢ଼ାଏ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ବିଶ୍ୱରେ ଏବେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେବଳ ରୋଗୀ ସଂଖ୍ୟା ନୁହେଁ, ରୋଗୀଙ୍କ ମୃତ୍ୟୁ ମଧ୍ୟ ବୃଦ୍ଧି ପାଉଛି। ତେଣୁ ଏଭଳି ଏକ ମାରାତ୍ମକ ରୋଗକୁ କିପରି ନିରାକାରଣ କରାଯାଇପାରିବ ସେନେଇ ଗବେଷଣା ଜାରି ରହିଛି।…

ସପ୍ତାହବ୍ୟାପୀ ସଚେତନତା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୩।୧୨: ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ୟୁନିଟ୍‌ ପକ୍ଷରୁ ବିଶ୍ୱ ଏଡ୍‌ସ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ସମାନତା’ ବିଷୟବସ୍ତୁ ଆଧାରରେ ଏକ ସପ୍ତାହବ୍ୟାପୀ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା। ଏପରିକି ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ…

ମୋ ବସ୍‌ରେ ଯାତ୍ରୀ ଅସୁରକ୍ଷିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):କିଛିଦିନର ବ୍ୟବଧାନ ପରେ ରାଜଧାନୀରେ ପୁଣିଥରେ ମୋ ବସ୍‌ରୁ ଚୋରି ହୋଇଛି। ଏଥର ଚୋରିର ଶିକାର ହୋଇଛନ୍ତି ଦମ୍ପତି। ମୋ ବସ୍‌ରେ ଯାତ୍ରା କରୁଥିବା ବେଳେ କେହି ଦୁର୍ବୃତ୍ତ ସେମାନଙ୍କଠାରୁ ୪୨ ହଜାର ଟଙ୍କା ନେଇଯାଇଥିବା ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଛି।…

ଭୁବନେଶ୍ୱର ହେବ ସ୍ଲମ ଫ୍ରି ସିଟି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ଆହୁରି ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ବିଏମ୍‌ସି ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରୁଛି। ନିକଟରେ ସ୍ବେରେଜ, ସେଫ୍‌ଟେଜ ଓ ଫିକଲ୍‌ ମ୍ୟାନେଜମେଣ୍ଟ କ୍ଷେତ୍ରରେ ବିଏମ୍‌ସିକୁ ଜାତୀୟ ସ୍ତରରେ ପୁରସ୍କାର ମିଳିବା ପଛରେ ଭୁବନେଶ୍ୱରବାସୀଙ୍କ ସହଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri