Home Left

ବିର୍ସା ମୁଣ୍ଡାରେ ମ୍ୟାଚ ଦେଖିଲେ ଭିନ୍ନକ୍ଷମ ଛାତ୍ରୀଛାତ୍ର

ରାଉରକେଲା ଅଫିସ, ୨୧।୧: ଭୁବନେଶ୍ୱରର ବିଭିନ୍ନ ଭିନ୍ନକ୍ଷମ ବିଦ୍ୟାଳୟରୁ ୧୬ ଜଣ ଛାତ୍ରୀଛାତ୍ର ଶୁକ୍ରବାର ରାଉରକେଲା ଆସି ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ବିଶ୍ୱକପ୍‌ ମ୍ୟାଚ ଦେଖିଛନ୍ତି। ସେମାନେ ବିମାନ ଯୋଗେ ଆସିଥିଲେ ଏବଂ ବେଶ୍‌ ଉତ୍ସାହିତ ଥିଲେ। ଏହି ସୁଯୋଗ…

ଭାରତ ପାଇଁ କଷ୍ଟସାଧ୍ୟ ପଥ

(ତପନ ସ୍ବାଇଁ) ଭୁବନେଶ୍ୱର, ୨୧।୧: ଭୁବନେଶ୍ୱରର କଳିଙ୍ଗ ଏବଂ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ଶୁକ୍ରବାର ଶେଷ ହୋଇଛି। ଆରମ୍ଭରୁ ମାନ୍ଦା ଖେଳ ପାଇଁ ଘରୋଇ ଭାରତର ପଥ କଷ୍ଟସାଧ୍ୟ ହୋଇଯାଇଛି। ୧୯୭୫…

କ୍ରସ୍‌ ଓଭରରେ ଆର୍ଜେଣ୍ଟିନା, ଫ୍ରାନ୍ସ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ବିର୍ସା ମୁଣ୍ଡା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଆର୍ଜେଣ୍ଟିନା-ଫ୍ରାନ୍ସ ହକି ବିଶ୍ୱକପ୍‌ ମ୍ୟାଚ ୫-୫ ଗୋଲରେ ଡ୍ର ରହିଛି। ଆର୍ଜେଣ୍ଟିନା (୯ମ) ତୁଳନାରେ ଫ୍ରାନ୍ସ (୧୧ଶ) ର଼୍ୟାଙ୍କିଙ୍ଗ୍‌ରେ ନିମ୍ନରେ ଥିଲେ ହେଁ ଏହି ମ୍ୟାଚରେ କଡ଼ା…

ହୋହଲ୍ଲା, ପ୍ରତିବାଦରେ ସରିଲା ‘ଦିଶା’ କମିଟି ବୈଠକ

ବଲାଙ୍ଗୀର ଅଫିସ,୨୧ା୧: ସ୍ଥାନୀୟ ସର୍କିଟ ହାଉସଠାରେ ଶୁକ୍ରବାର ଜିଲା ଉନ୍ନୟନ, ସମନ୍ବୟ ଏବଂ ପର୍ଯ୍ୟବେକ୍ଷଣ (ଦିଶା) କମିଟି ବୈଠକ ବଲାଙ୍ଗୀର ଲୋକସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପ୍ରାରମ୍ଭରୁ ହୋ ହଲ୍ଲା, ବିରୋଧ, ପ୍ରତିବାଦ…

କୋରିଆକୁ ୭-୨ରେ ହରାଇଲା ଜର୍ମାନୀ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ହକି ବିଶ୍ୱକପର ଶେଷ ଗ୍ରୁପ୍‌ ମ୍ୟାଚରେ ଶୁକ୍ରବାର ଦକ୍ଷିଣ କୋରିଆକୁ ୭-୨ ଗୋଲରେ ଜର୍ମାନୀ ପରାସ୍ତ କରିଛି। ମାତ୍ର ଏହି ବଡ଼ ବିଜୟ ଜର୍ମାନୀକୁ ସିଧାସଳଖ କ୍ୱାର୍ଟର ଫାଇନାଲ ଯୋଗ୍ୟତା ଦେଇ ପାରିନାହିଁ। ପୁଲ୍‌…

ବୁନ୍‌ଙ୍କ ୫ ଗୋଲ: କ୍ୱାର୍ଟରରେ ବେଲଜିୟମ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ଗତଥରର ଚାମ୍ପିୟନ ବେଲଜିୟମ ଏଥର ମଧ୍ୟ ପ୍ରଭାବୀ ପ୍ରଦର୍ଶନ ଜାରି ରଖି ହକି ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ପୁଲ୍‌ ‘ବି’ର ଏକ ମ୍ୟାଚରେ ଏହି ଦଳ…

କ୍ୱାକ୍‌ଙ୍କ ହାତରେ ସ୍ବାସ୍ଥ୍ୟସେବା

ସୋନପୁର,୨୦।୧(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଉପଯୁକ୍ତ ଡିଗ୍ରୀ ବା ଶିକ୍ଷାଗତ ଯୋଗ୍ୟତା ନ ଥିବା ବ୍ୟକ୍ତି ଡାକ୍ତର ଭାବେ ରୋଗୀ ସେବା କରୁଛନ୍ତି। ଏହି ଦରପାଠୁଆ ଡାକ୍ତର ବା କ୍ୱାକ୍‌ଙ୍କ ପ୍ରାଦୁର୍ଭାବ ଜିଲାର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବଢିଚାଲିଛି। କେତେଜଣ ବ୍ୟକ୍ତି କ୍ଲିନିକ୍‌…

କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ତିନିଥର ଚାମ୍ପିୟନ ଓ ଦୁଇଥର ରନରଅପ୍‌ ଅଷ୍ଟ୍ରେଲିଆ ପ୍ରଭାବୀ ପ୍ରଦର୍ଶନ ବଜାୟ ରଖି ଚଳିତ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ପୁଲ୍‌ ‘ଏ’ର…

ଉତ୍ତରପ୍ରଦେଶ, ହିମାଚଳରେ ଭୂକମ୍ପ

ଲକ୍ଷ୍ନୌ,୨୧।୧: ଉତ୍ତରପ୍ରଦେଶର ସହାରନପୁରରେ ଭୂକମ୍ପ ଝଟକା। ଶନିବାର ସକାଳ ପ୍ରାୟ ୭.୪୩ ମିନିଟ୍‌ରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୨.୯ ଥିବା ବେଳେ ଏହାର ୧୦ କିଲୋମିଟର ଥିବା ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର…

ରିଲାଏନ୍ସ ଜିଓର ୩ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ଦୂରସଞ୍ଚାର କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ଅକ୍ଟୋବରରୁ ଡିସେମ୍ବର ଶେଷ ସୁଦ୍ଧା କମ୍ପାନୀର ନେଟ୍‌ ଲାଭ ଗତ ବର୍ଷ…

ଜେଏସ୍‌ଏଲ୍‌ ପକ୍ଷରୁ ମୁମ୍ବାଇ ମେଟ୍ରୋ ପ୍ରକଳ୍ପକୁ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଯୋଗାଣ

ନୂଆଦିଲ୍ଲୀ,୨୧।୧: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ପକ୍ଷରୁ ମୁମ୍ବାଇ ମେଟ୍ରୋ ରେଳ ପ୍ରକଳ୍ପକୁ ଆବଶ୍ୟକ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଯୋଗାଣ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତ ସରକାରଙ୍କ ‘ମେକ୍‌ ଇନ୍‌ ଇଣ୍ଡିଆ’ ପଦକ୍ଷେପକୁ ଉତ୍ସାହ ପ୍ରଦାନ କରି ପ୍ରଧାନମନ୍ତ୍ରୀ ମୁମ୍ବାଇ ମେଟ୍ରୋ…

ଦନ୍ତା ହାତୀ ଆକ୍ରମଣରେ ଚାଲିଗଲା ୨ ଜୀବନ

ପରଜଙ୍ଗ,୨୧।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ପରଜଙ୍ଗ ଅଞ୍ଚଳରେ ଶନିବାର ଏକ ଅଘଟଣ ଘଟିଛି। ପୃଥକ ଦୁଇଟି ସ୍ଥାନରେ ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖାଲପାଳ ଗ୍ରାମର ଅଲେଖ ନାୟକ ଏବଂ ପରଜଙ୍ଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri