Home Left

ଅବ୍ୟବସ୍ଥାରେ ଜୁନାଗଡ଼ ଏସ୍‌ବିଆଇ ମୁଖ୍ୟ ଶାଖା

ଭବାନୀପାଟଣା,୨୧।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ସହର କଲମପୁର ଛକରେ ଥିବା ଏସ୍‌ବିଆଇ ମୁଖ୍ୟ ଶାଖା ଏବେ ଅବ୍ୟବସ୍ଥାରେ ଚାଲିଥିବା ଦେଖିବାକୁ ମିଳିଛି। ଫଳରେ ଏହି ବ୍ୟାଙ୍କ ଉପରେ ନିର୍ଭର କରୁଥିବା ହଜାର ହଜାର ହିତାଧିକାରୀ, ଗ୍ରାହକ ଏବେ ନାହଁି ନ ଥିବା…

ଆଜିଠାରୁ ସ୍ମାର୍ଟ ବଜାରରେ ‘ଫୁଲ୍‌ ପୈସା ବସୁଲ୍‌ ସେଲ୍‌’

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ସହଯୋଗୀ କମ୍ପାନୀ ରିଲାଏନ୍ସ ସ୍ମାର୍ଟ ବଜାରରେ ଶନିବାରଠାରୁ ‘ଫୁଲ୍‌ ପୈସା ବସୁଲ୍‌ ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସ୍ବତନ୍ତ୍ର ସେଲ୍‌ ଚଳିତ ଜାନୁୟାରୀ ୨୧ରୁ ୨୬ ତାରିଖ ପର୍ଯ୍ୟନ୍ତ…

ଫକ୍ସୱାଗନ୍‌ର ନୂଆ ସେଲ୍‌ସ ଆଣ୍ଡ ସର୍ଭିସ୍‌ ଟଚ୍‌ ପଏଣ୍ଟ

ଭୁବନେଶ୍ୱର,୨୧।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଫକ୍ସୱାଗନ୍‌ ପାସେଞ୍ଜର କାର୍‌ସ ଇଣ୍ଡିଆର ସ୍ବୀକୃତିପ୍ରାପ୍ତ ଡିଲର ଓଏସ୍‌ଏଲ୍‌ ଆନୁକୂଲ୍ୟରେ ସ୍ଥାନୀୟ ପାହାଳଠାରେ ନୂତନ ସେଲ୍‌ସ ଟଚ୍‌ ପଏଣ୍ଟ ଏବଂ ଏପରିକି ଭାଣପୁରଠାରେ ସର୍ଭିସ ଟଚ୍‌ ପଏଣ୍ଟର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଫକ୍ସୱାଗନ୍‌…

କୁହଲ୍‌ ଷ୍ଟାଇଲିଶ୍‌ ଫ୍ୟାନ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ଘରୋଇ କମ୍ପାନୀ କେଣ୍ଟ ଆର୍‌ଓ ସିଷ୍ଟମ୍ସ ଲିମିଟେଡ୍‌ର ନୂତନ ଉତ୍ପାଦ କୁହଲ୍‌ ଷ୍ଟାଇଲିଶ ଫ୍ୟାନ୍‌ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି ବିଏଲ୍‌ଡିସି ସିଲିଂ ଫ୍ୟାନ୍‌ ବ୍ରାଣ୍ଡ୍‌ ଅଧୀନରେ କୁହଲ୍‌ ଷ୍ଟାଇଲିଶ ଫ୍ୟାନ୍ସ ବ୍ରାଣ୍ଡ୍‌ର ବଜାର ପ୍ରବେଶ ହୋଇଥିବା…

ବିଓବି ସମ୍ବଲପୁର କ୍ଷେତ୍ର ପକ୍ଷରୁ ସ୍ବଚ୍ଛତା ପକ୍ଷ

ଭୁବନେଶ୍ୱର,୨୧।୧: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ସ୍ବଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏପରିକି ବିଓବି ସମ୍ବଲପୁର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ସୁରେନ୍ଦ୍ର…

ସ୍ବଚ୍ଛତା ପକ୍ଷରେ ସ୍ବାସ୍ଥ୍ୟସେବା ଶିବିର

ଭୁବନେଶ୍ୱର,୨୧।୧: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ବର ମଣ୍ଡଳ ପକ୍ଷରୁ ନିକଟରେ ସ୍ବଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଫେଇ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ଉକ୍ତ କାର୍ଯ୍ୟକ୍ରମରେ ଷ୍ଟେଟ ବ୍ୟାଙ୍କର ନବନିଯୁକ୍ତ ସୁରକ୍ଷା କର୍ମୀ ଓ ସ୍ଥାନୀୟ…

ପୁରୀରେ ଏୟାରଟେଲ୍‌ ୫ଜି ପ୍ଲସ୍‌ ସେବାର ଶୁଭାରମ୍ଭ

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଭାରତୀ ଏୟାରଟେଲ୍‌ ପକ୍ଷରୁ ପୁରୀରେ ଏୟାରଟେଲ ୫ଜି ପ୍ଲସ୍‌ ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପୁରୀରେ ଅଲ୍‌ଟ୍ରାଫାଷ୍ଟ୍‌ ଏୟାରଟେଲ୍‌ ୫ଜି ପ୍ଲସ୍‌ ସେବା ଉପଲବ୍ଧ ବୋଲି ଏୟାରଟେଲ୍‌ ପକ୍ଷରୁ କୁହାଯାଇଛି। ବିଶେଷକରି…

ଜମିପଟ୍ଟା ଦିଅ, ନଚେତ୍‌ ବିସ୍ଥାପନ କର

ବରଗଡ଼ ଅଫିସ୍‌,୨୧।୧: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ କର୍ଲା ପଞ୍ଚାୟତ ଅନ୍ତର୍ଗତ ଦେଚୁଆଁ ଗ୍ରାମବାସୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି। ଏପର୍ଯ୍ୟନ୍ତ ସେମାନଙ୍କ ପାଖକୁ ମୌଳିକ ସୁବିଧା ସୁଯୋଗ ମିଳିନାହିଁ। ଏଭଳି ଅଭିଯୋଗ ନେଇ ଶୁକ୍ରବାର ଗ୍ରାମବାସୀ ବରଗଡ଼…

ଓଡ଼ିଶା ଦେଶର ଖଣି ରାଜଧାନୀ

ଭୁବନେଶ୍ୱର,୨୧।୧:  ଦେଶର ଭୌଗୋଳିକ ମାନଚିତ୍ରକୁ ଭଲ ଭାବେ ଅଧ୍ୟୟନ କଲେ ସ୍ପଷ୍ଟ ଭାବେ ଭାରତର ଖଣିଜ ସମ୍ପଦର ବିସ୍ତୃତ ମାନଚିତ୍ର ଦେଖାଯାଉଛି। ଏପରିକି ଖଣିଜ ସମ୍ପଦର କଥା ପଡ଼ିଲେ ଓଡ଼ିଶାର କଥା ଆଗ ଉଠିଥାଏ। କାରଣ ଓଡ଼ିଶା ଦେଶର ଖଣି ରାଜଧାନୀ…

ଜିଲାପାଳ ସ୍ବାଗତ କଲେନି ବୋଲି ରାଗିଗଲେ ଏମ୍‌ପି

ବଲାଙ୍ଗୀର ଅଫିସ,୨୧।୧: ଜିଲାପାଳ ସ୍ବାଗତ କଲେନି ବୋଲି ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ରାଗିଯିବା ଏବଂ ଦିଶା କମିଟି ବୈଠକ ସ୍ଥାନ ପରିବର୍ତ୍ତନ କରିବା ଚର୍ଚ୍ଚାର ବିଷୟ ହୋଇଛି। ଜିଲା ଉନ୍ନୟନ, ସମନ୍ବୟ ଏବଂ ପର୍ଯ୍ୟବେକ୍ଷଣ (ଦିଶା) କମିଟି ବୈଠକ…

୨୪ ପାଇଁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ପାଟଣା,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍‌ ମଲାରପଦା ପଞ୍ଚାୟତର ଖୁଣ୍ଟାପିଙ୍ଗୁଠାରେ ଭାଜପାର ବୁଥ୍‌ସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬ ବୁଥ୍‌ର ଏକ ହଜାରରୁ ଊର୍ଦ୍ଧ୍ୱ ଭାଜପା କର୍ମୀ ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଆଦିବାସୀ କଲ୍ୟାଣ…

ତୀରନ୍ଦାଜୀରେ ଯୁଯୁମୁରାର ଭଉଣୀଭାଇଙ୍କ ସଫଳତା

ସମ୍ବଲପୁର,୨୧। ୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ବିଶାଖାପଟନମଠାରେ ଆୟୋଜିତ ବାଳିକା ଓ ବାଳକ ତୀରନ୍ଦାଜୀ ପ୍ରତିଯୋଗିତାରେ ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକର ଭଉଣୀଭାଇଙ୍କ ସମେତ ୩ଜଣ ସଫଳତା ହାସଲ କରିଛନ୍ତି। ସେମାନେ ହେଲେ ରିକର୍ଭ ରାଉଣ୍ଡରେ ୭୨୦ ପଏଣ୍ଟରୁ ୬୭୭ ହାସଲ କରିଥିବା ଅର୍ଣବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri