ସମସ୍ତ ଉଠାଦୋକାନୀଙ୍କୁ ଥଇଥାନ କରାଯିବ : ମେୟର
ଭୁବନେଶ୍ୱର,୨୧।୧(ବ୍ୟୁରୋ): ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ଓ ଭେଣ୍ଡିଂଜୋନ୍ ସୁରକ୍ଷା ଟ୍ରଷ୍ଟ, ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ଓ ଜାତୀୟ ଉଠାଦୋକାନୀ ମହାସଂଘ ପକ୍ଷରୁ ଜାତୀୟ ଉଠାଦୋକାନୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ହଜାର ହଜାର ଉଠାଦୋକାନୀ ମାଷ୍ଟର…
ଏଣିକି ପରିମଳ ଦାୟିତ୍ୱ ବୁଝିବେ ଡେପୁଟି କମିଶନର
କଟକ ଅଫିସ, ୨୧ା୧: ଏଣିକି ସହରର ପରିମଳ ଦାୟିତ୍ୱ ବୁଝିବେ କଟକ ମହାନଗର ନିଗମ(ସିଏମ୍ସି)ର ଡେପୁଟି କମିଶନର। ସିଏମ୍ସି ସ୍ବାସ୍ଥ୍ୟ ଅଧିକାରୀ ଡା. ସତ୍ୟବ୍ରତ ମହାପାତ୍ରଙ୍କୁ ଏହି ଦାୟିତ୍ୱରୁ ହଟାଯାଇ ଡେପୁଟି କମିଶନର (ପରିମଳ) ସଞ୍ଜୀବିତା ରାୟଙ୍କୁ ଦାୟିତ୍ୱ ହସ୍ତାନ୍ତର କରାଯାଇଛି।…
ଯାଯାବର, ମନ ମୋର..
ଅନୁଗୋଳ ଅଫିସ, ୨୧ା୧: ଯାଯାବର, ମନ ମୋର.., ଏକ୍ ହୋ ଗୟେ ହମ୍ ଔର ତୁମ୍.., ଟିକ୍ ଟିକ୍ ହୁଏ ମୋ ଛାତି.., କମଲି କମଲି..। ଓଲିଉଡ୍ କଣ୍ଠଶିଳ୍ପୀଙ୍କ କଣ୍ଠରୁ ଝରିପଡ଼ିଥିବା ଏହିସବୁ ଚିର ସବୁଜ ଗୀତ ଶୁକ୍ରବାର ଅନୁଗୋଳ ଷ୍ଟାଡିୟମରେ…
ସୂଚନା ଅଧିକାର ଆଇନରେ ତଥ୍ୟ ମିଳୁନି
ରସୁଲପୁର,୨୧ା୧(ଡି.ଏନ.ଏ.): ରସୁଲପୁର ତହସିଲ କାର୍ଯ୍ୟାଳୟରେ ସୂଚନା ଅଧିକାର ଆଇନ-୨୦୦୫କୁ ଉଲ୍ଲଂଘନ କରାଯାଉଛି। ଏହି ଆଇନକୁ ତହସିଲଦାର ନିରଞ୍ଜନ ସାହୁ ଠିକ ଭାବରେ ଅନୁପାଳନ କରୁନାହାନ୍ତି। ସୂଚନା ଅଧିକାର କର୍ମୀଙ୍କୁ ନିର୍ଦ୍ଧାରିତ ସମୟ ସୀମା ଭିତରେ ସୂଚନା ପ୍ରଦାନ କରୁ ନ ଥିବା…
ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ଅନିୟମିତତା
ରାଜନଗର,୨୧ା୧(ଡି.ଏନ.ଏ.): ଗାଁ ଗହଳିରେ ମୁଣ୍ଡ ଗୁଞ୍ଜିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ ା ଏଥିପାଇଁ ଗତ ସାଢେ ୩ ବର୍ଷ ହେବ ଲୋକେ ସରକାରଙ୍କ ଆବାସ ତାଲିକାକୁ ଚାହିଁ ରହିଥିଲେ। ସରକାର ଘର ଦେବେ, ମାଟି ଘର ଭାଙ୍ଗିବୁ,…
କଟକ-ଚାନ୍ଦବାଲି ରାସ୍ତା ବୃକ୍ଷଶୂନ୍ୟ
କେନ୍ଦ୍ରାପଡ଼ା ଅଫିସ, ୨୧ା୧: ଜାନୁୟାରୀ ଅଧାରୁ ଶୀତ ଉଭାନ ହୋଇଛି ା ଆଗକୁ ଆସୁଛି ଖରାଦିନ ା ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସରେ ପହଞ୍ଚତ୍ବା ଏକ ସାଧାରଣ ଘଟଣା ା ଏହା ଜାଣିବା ସତ୍ତ୍ୱେ କଟକ ଚାନ୍ଦବାଲି ରାଜ୍ୟ…
୧୦ ବର୍ଷ ଧରି ଗୋପନରେ ସହାୟତା
ଓ୍ବାଶିଂଟନ,୨୧।୧: ଆମେରିକାର ଆଲବାମାସ୍ଥିତ ଛୋଟ ସହର ଗେରାଲ୍ଡାଇନ୍ରେ ଜଣେ କୃଷକ ବର୍ଷ ବର୍ଷ ଧରି ଗୋପନରେ ଲୋକଙ୍କ ବିଲ୍ ପଇଠ କରିଚାଲିଥିଲେ। ଅସହାୟ ଲୋକଙ୍କୁ ଔଷଧ କିଣିବା ପାଇଁ କୃଷକ ହୋଡି ବୁଫୋର୍ଡ ଚିଲ୍ଡ୍ରେସ୍ ଅନେକ ହଜାର ଡଲାର ଦାନ କରିଥିଲେ।…
‘ଭିଡିଓ କ୍ଲିପ୍ ବିକ୍ରି ନେଇ ତଦନ୍ତ କରାଯିବ’
ପୁରୀ ଅଫିସ, ୨୧ା୧: ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍ରେ ଡ୍ରୋନ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଏହି କ୍ଲିପ୍ ଦେବା ପାଇଁ ଟଙ୍କା ମାଗିବା ଘଟଣାରେ ଅଭିଯୁକ୍ତ ବଙ୍ଗୀୟ ୟୁଟ୍ୟୁବର ଅନିମେଷ ଚକ୍ରବର୍ତ୍ତୀଙ୍କୁ ଗତ ୧୮ ତାରିଖରେ ପୁରୀ…
ଇଜିପ୍ଟ ରାଷ୍ଟ୍ରପତିଙ୍କ ଗସ୍ତ ବେଳେ ୬ ଚୁକ୍ତି ସ୍ବାକ୍ଷର ହେବ
ନୂଆଦିଲ୍ଲୀ,୨୧।୧: ଆସନ୍ତା ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ରୂପେ ଇଜିପ୍ଟ ରାଷ୍ଟ୍ରପତି ଅବ୍ଦେଲ ଫତ୍ତାହ ଏଲ୍-ସିସି ଯୋଗଦେବେ। ସେ ଜାନୁୟାରୀ ୨୪ରେ ନୂଆଦିଲ୍ଲୀରେ ପହଞ୍ଚତ୍ବେ। ଭାରତର ସାଧାରଣତନ୍ତ୍ର ଦିବସରେ ଯୋଗଦେବାରେ ଅଲ୍-ସିସି ହେଉଛନ୍ତି ଇଜିପ୍ଟର ପ୍ରଥମ ରାଷ୍ଟ୍ରପତି ତଥା ମଧ୍ୟପ୍ରାଚ୍ୟର ପଞ୍ଚମ…
ବସ୍ଷ୍ଟାଣ୍ଡରେ ୪ ଦୁର୍ଦ୍ଦାନ୍ତ ମାଓବାଦୀ ନେତାଙ୍କ ପୋଷ୍ଟର ମାରିଲା ଏନ୍ଆଇଏ
କୋରାପୁଟ,୨୧ା୧(ସ୍ବ.ପ୍ର.) କୋଲକାତାସ୍ଥିତ ଏନ୍ଆଇଏ ପକ୍ଷରୁ ଶୁକ୍ରବାର ୪ ଦୁର୍ଦ୍ଦାନ୍ତ ମାଓବାଦୀ ନେତାଙ୍କୁ ଧରାଇଦେବା ପାଇଁ କୋରାପୁଟ ବସଷ୍ଟାଣ୍ଡରେ ପୋଷ୍ଟରମାନ ମରାଯାଇଛି। ସେମାନେ ହେଲେ ଗଜରଲା ରବି, ଖିଲୋ ରଞ୍ଜୁ, ମେଦୁରୁ ଜଗାରାଓ ଏବଂ ଜେ. ଶ୍ରୀନୁବାବୁ। ଏମାନେ ସମସ୍ତେ ଆନ୍ଧ୍ର ପ୍ରଦେଶର…
କାର୍ ବନେଟ୍ରେ ୧ କି.ମି. ଘୋଷାଡ଼ିଲେ ମହିଳା
ନୂଆଦିଲ୍ଲୀ,୨୧।୧: ଦୁର୍ଘଟଣା ପରେ ଯାତ୍ରୀଙ୍କୁ ଗାଡ଼ିରେ ଘୋଷାଡ଼ିନେବା ଘଟଣା ଗତ କିଛିଦିନ ହେଲା ବାରମ୍ବାର ଘଟିଚାଲିଛି। ବେଙ୍ଗାଲୁରୁରେ ଶୁକ୍ରବାର ଜଣେ ମହିଳା ତାଙ୍କ କାର୍ ବନେଟରେ ଜଣେ ବ୍ୟକ୍ତିଙ୍କୁ ଝୁଲାଇ ୧ କିଲୋମିଟର ପର୍ଯ୍ୟନ୍ତ ନେଇଯିବା ଘଟଣାରେ ଉତ୍ତେଜନା ପ୍ରକାଶ ପାଇଛି।…
ହକି ଟିକେଟ ବ୍ଲାକ୍: ଆଉ ୪ ଗିରଫ
ଭୁବନେଶ୍ୱର,୨୧ା୧(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି ସ୍ଥିତିରେ ଦଲାଲଙ୍କ ହାତରେ ପୁଳାପୁଳା ଟିକେଟ ଦେଖିବାକୁ ମିଳୁଛି। ସେମାନେ ଟିକେଟ ବ୍ଲାକ୍ରେ…
Archives


