Home Left

ୟୁକ୍ରେନ୍‌କୁ ୨୭.୫ ବିଲିୟନ୍‌ ଡଲାର ସାମରିକ ସହାୟତା ଦେଲାଣି ଆମେରିକା

ଓ୍ବାଶିଂଟନ୍‌,୨୧।୧: ୨୦୨୨ ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ ପ୍ରଥମ ଆକ୍ରମଣ କରିଥିଲା। ଏହି ଯୁଦ୍ଧକୁ ଶୁକ୍ରବାର ୩୩୧ ଦିନ ପୂରିଥିବାବେଳେ ଆମେରିକା ଆଉ ୨.୫ ବିଲିୟନ୍‌ ଡଲାର ସାମରିକ ସହାୟତା ଘୋଷଣା କରିଛି। ଏହାକୁ ମିଶାଇ କିଭ୍‌କୁ ଆମେରିକାର ମୋଟ…

ଜନସମସ୍ୟା ନେଇ ଆନ୍ଦୋଳନ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୧ା୧: ଗଞ୍ଜାମ ଜିଲା ସିପିଆଇର ବୈଠକ ଶୁକ୍ରବାର ବ୍ରହ୍ମପୁରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତିର କଡ଼ା ସମାଲୋଚନା କରାଯାଇଥିଲା। ଜିଲାର ମୌଳିକ ସମସ୍ୟା ସମାଧାନରେ ସରକାରଙ୍କ ବିଫଳତାକୁ ନିନ୍ଦା କରାଯିବା…

୧୦୦୨ ହିତାଧିକାରୀଙ୍କୁ ଦିଆଗଲାଣି ପ୍ରାପ୍ୟ

କଟକ ଅଫିସ,୨୧ା୧: କଟକ ଜିଲା ଚୌଦ୍ୱାରସ୍ଥିତ ଓଡ଼ିଶା ଟେକ୍ସଟାଇଲ୍‌ ମିଲ୍ସ (ଓଟିଏମ୍‌) ପୁନରୁଦ୍ଧାର ମାମଲାରେ ଅଦ୍ୟାବଧି ୧୦୦୨ ହିତାଧିକାରୀଙ୍କୁ ବକେୟା ଅର୍ଥ ପ୍ରଦାନ କରାଯାଇଥିବା ନେଇ ଅଫିସିଆଲ ଲିକ୍ୟୁଡେଟର ଶୁକ୍ରବାର ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। ବିଚାରପତି ବିଶ୍ୱନାଥ ରଥଙ୍କ ଖଣ୍ଡପୀଠ ମାମଲାର…

ବିହାର ଜାତିଗତ ଜନଗଣନା: ହସ୍ତକ୍ଷେପ କରିବେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୧(ପି.ଟି.): ବିହାରରେ ଜାତିଭିତ୍ତିକ ଜନଗଣନା ଲାଗି ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ଆବେଦନଗୁଡ଼ିକ ଶୁଣାଣି ଯୋଗ୍ୟ ନୁହେଁ କହି ଜଷ୍ଟିସ୍‌ ବି.ଆର୍‌. ଗଭାଇ ଏବଂ ବିକ୍ରମ ନାଥଙ୍କ ଖଣ୍ଡପୀଠ…

ବୋହୂଙ୍କୁ ଧର୍ମ ପରିବର୍ତ୍ତନ ପାଇଁ ବାଧ୍ୟ କରାଯାଇନାହିଁ

କଟକ ଅଫିସ,୨୧ା୧: କାଉନ୍‌ସେଲିଂ ପରେ କଟକ ମହିଳା ଥାନା ବାହାରକୁ ଆସି ପରସ୍ପରକୁ ଆକ୍ଷେପ-ପ୍ରତିଆକ୍ଷେପ କରିଥିବା ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମାମଲା ଶୁକ୍ରବାର ଟିକେ ଅଲଗା ଅଲଗା ଲାଗିଛି। ହ୍ୟୁମାନ ଓ ତାଙ୍କ ମା’ ଶେଫାଳୀ ସୁନା ବୋହୂ ଶ୍ରୀୟା…

ବହୁବିବାହ, ନିକା ହଲାଲାକୁ ଚ୍ୟାଲେଞ୍ଜ: ସାମ୍ବିଧାନିକ ପୀଠରେ ଶୁଣାଣି ହେବ

ନୂଆଦିଲ୍ଲୀ,୨୧।୧(ପି.ଟି.): ମୁସଲମାନଙ୍କ ବହୁବିବାହ ଏବଂ ନିକା ହଲାଲା ପ୍ରଥାର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକର ଶୁଣାଣି ପାଇଁ ସୁପ୍ରିମକୋର୍ଟ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ କରିବେ ବୋଲି ଶୁକ୍ରବାର କହିଛନ୍ତି। ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟଙ୍କ ପକ୍ଷରୁ ଦାଏର…

ଆମେରିକାର ନୂଆ ନେତା ହୋଇପାରିବି

ଓ୍ବାଶିଂଟନ,୨୧ା୧: ଆଗଧାଡ଼ିର ଭାରତୀୟ ବଂଶୋଦ୍ଭବ ରିପବ୍ଲିକାନ୍‌ ନେତ୍ରୀ ନିକ୍କି ହାଲି ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରେ ସାମିଲ ହେବାକୁ ଯାଉଛନ୍ତି। ଫକ୍ସ ନ୍ୟୁଜ୍‌କୁ ସାକ୍ଷାତ୍‌କାର ଦେବାବେଳେ ୫୧ ବର୍ଷୀୟା ନିକ୍କି ନିଜେ ଏନେଇ ସଙ୍କେତ ଦେଇଛନ୍ତି। ଦେଶକୁ ଏକ ନୂଆ ଦିଗରେ…

ମମତାଙ୍କ କାର୍ଟୁନ୍‌: ୧୧ ବର୍ଷ ପରେ ପ୍ରଫେସର ଦୋଷମୁକ୍ତ

କୋଲକାତା,୨୧।୧: ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ ଏବଂ ଦଳୀୟ ନେତା ମୁକୁଲ ରାୟଙ୍କ ବ୍ୟଙ୍ଗଚିତ୍ର ଶେୟାର କରିଥିବା ଯାଦବପୁର ୟୁନିଭର୍ସିଟି ପ୍ରଫେସର ଅମ୍ବିକେଶ ମହାପାତ୍ର ୧୧ ବର୍ଷର ଆଇନଗତ ଲଢ଼େଇ ପରେ ଦୋଷମୁକ୍ତ ହୋଇଛନ୍ତି। କାର୍ଟୁନ ଶେୟାର କରି ମର୍ଯ୍ୟାଦା…

‘ପୁଟିନ୍‌ ଜୀବିତ ଥିବା ସନ୍ଦେହ’

ଡାଭୋସ୍‌,୨୧।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଜୀବିତ କି ମୃତ ଜଣାନାହିଁ ବୋଲି ୟୁକ୍ରେନ୍‌ ପ୍ରତିପକ୍ଷ ଭୋଲୋଡିମିର ଜେଲେନ୍‌ସ୍କି ପ୍ରକାଶ କରିଛନ୍ତି। ରୁଷିଆ ଓ ପୁଟିନ୍‌ ନ ରହନ୍ତୁ ବୋଲି ୟୁକ୍ରେନୀୟ ରାଷ୍ଟ୍ରପତି ଚାହୁଁଥିବା ଏହାର ଜବାବରେ ରୁଷୀୟ ନେତାମାନେ କହିଛନ୍ତି।…

ଡାକ୍ତରଙ୍କ କ୍ୱାର୍ଟର୍ସରେ ଚାଲିଛି ରୋଗୀସେବା

ଫୁଲବାଣୀ ଅଫିସ,୨୧ା୧: ଡାକ୍ତରଙ୍କ କ୍ୱାର୍ଟର୍ସରେ ଚାଲିଛି ରୋଗୀସେବା। ରୋଷେଇ ଘରେ ପରୀକ୍ଷାଗାର । ଆଡମିଶନ ହେବାକୁ ନାହିଁ ବେଡ । ନାହାନ୍ତି ଆବଶ୍ୟକ ଡାକ୍ତର। ଏଭଳି ଚାଲିଛି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା। ଏହି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଖଜୁରୀପଡା…

ଆର୍ଜେଣ୍ଟିନାର କାର୍ଡେବାରୁ ୫୧୭ କିଲୋମିଟର ଉତ୍ତରରେ ଶକ୍ତିଶାଳୀ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୫

କାର୍ଡେବା,୨୧ ।୧: ଆର୍ଜେଣ୍ଟିନାର କାର୍ଡେବାରୁ ୫୧୭ କିଲୋମିଟର ଉତ୍ତରରେ ଶନିବାର ଭୋର ୩ଟା ୩୯ରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୬.୫ । ନ୍ୟାଶନାଲ ସିସ୍ମୋଲୋଜି ପକ୍ଷରୁ ଏହି ସୂଚନା ଦିଆଯାଇଛି…

୨୯ ଫୁଟ୍‌ ମୋବାଇଲ ଟାଓ୍ବାର ଚୋରି

ପାଟନା,୨୧।୧: ବିହାରର ପାଟନାରେ ଏକ ଡକାୟତ ଗ୍ୟାଙ୍ଗ୍‌ ନିଜକୁ ଟେଲିକମ୍‌ କମ୍ପାନୀର କର୍ମଚାରୀ ପରିଚୟ ଦେଇ ୨୯ ଫୁଟ୍‌ ଉଚ୍ଚତାର ଏକ ମୋବାଇଲ ଟାଓ୍ବାରକୁ ଚୋରିକରି ନେଇଯାଇଛି। ଚୋରି ସମ୍ପର୍କରେ କେହି କୌଣସି ଆଭାସ ପାଇ ନ ଥିଲେ। ୫ଜି ସେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri