Home Left

ଲାଗି ହେଲା ୧୦୦୮ ପ୍ରକାର ପ୍ରସାଦ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ସହର ଉପକଣ୍ଠ କୁରୁଡ଼ା ନିକଟସ୍ଥ ଶ୍ରୀ ଶ୍ରୀ ପୀତାମ୍ବରା ସିଦ୍ଧ ମହାଶକ୍ତି ପୀଠରେ ମା’ ବଗଳାମୁଖୀଙ୍କ ଜନ୍ମୋତ୍ସବ ଓ ନବମ ବାର୍ଷିକ ଉତ୍ସବ ପାଳିତ ହୋଇଛି। କୋଭିଡ୍‌ କଟକଣା ଯୋଗୁ ଦୀର୍ଘ ୨ ବର୍ଷ ଧରି ଏହି…

ଆଜି କ୍ୟାବିନେଟ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଶନିବାର ପୂର୍ବାହ୍ନ ୧୧ଟା ୧୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ପଞ୍ଚାୟତିରାଜ, ଉଚ୍ଚଶିକ୍ଷା,…

ଏଲ୍‌ଏସିରେ ଯୁଦ୍ଧ ପ୍ରସ୍ତୁତି ଦେଖିଲେ ଜିନ୍‌ପିଙ୍ଗ୍‌

ବେଜିଂ,୨୧ା୧: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ପୂର୍ବ ଲଦାଖ ସଂଲଗ୍ନ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି)ରେ ନିଜ ସୈନ୍ୟଙ୍କ ଯୁଦ୍ଧ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ପିପୁଲ୍ସ ଲିବରେଶନ୍‌ ଆର୍ମି (ପିଏଲ୍‌ଏ)ର ବେଜିଂ ମୁଖ୍ୟାଳୟରୁ ସେ ଭାରତ-ଚାଇନା ସୀମାରେ…

ସରିଲା ମକରମେଳା

ଗୋପବନ୍ଧୁ ନଗର/ବୈଶିଙ୍ଗା,୨୧ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ଖଡିକାପଦା ଆଖଣ୍ଡଳମଣି ପୀଠରେ ଅନୁଷ୍ଠିତ ମକର ମେଳା ଉଦ୍‌ଯାପିତ ହୋଇଯାଇଛି। ପୂଜକ ରଶ୍ମି ରଞ୍ଜନ ହୋତା ଓ ଦିବ୍ୟ ସାଗର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ରୁଦ୍ରାଭିଷେକ, ରୁଦ୍ର…

ଇଡିରେ ହାଜର ହେଲେ ତାଳଚେର ବିଧାୟକ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ସେ ନୟାପଲ୍ଲୀସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଅଧିକାରୀମାନେ ତାଙ୍କୁ ଜେରା କରିଥିଲେ। ତେବେ ଏନେଇ…

ଯୋଗ୍ୟ ହିତାଧିକାରୀ ଉଭାନ

ଖଇରା, ୨୧।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକର ୩୭ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ଯୋଗ୍ୟ ତାଲିକା ପ୍ରକାଶ ପାଇଛି । ହେଲେ ବହୁ ଯୋଗ୍ୟ ବ୍ୟକ୍ତି ବାଦ୍‌ ପଡିବା ନେଇ ବିରୋଧର ସ୍ବର ଶୁଣିବାକୁ ମିଳୁଛି । ବିଭିନ୍ନ ପଞ୍ଚାୟତ…

ଓଡ଼ିଶା କଳା, ହସ୍ତଶିଳ୍ପର ଚମତ୍କାର ରାଜ୍ୟ: ମୁଖ୍ୟମନ୍ତ୍ରୀ

ଯାଜପୁର ଅଫିସ/ଯାଜପୁର ରୋଡ୍‌,୨୧ା୧: ଯାଜପୁର ଜିଲା ବ୍ୟାସନଗରର ଚାନ୍ଦମା ପଡ଼ିଆରେ ଶୁକ୍ରବାର ଅନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ପ୍ଲାଟ୍‌ଫର୍ମରେ ଉଦ୍‌ଘାଟନ କରି ଏହି ଅବସରକୁ ଏକ ଐତିହାସିକ ଘଟଣା ବୋଲି ଅଭିହିତ କରିଛନ୍ତି।…

ଭୀମକୁଣ୍ଡରେ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ପାଟଣା/ଠାକୁରମୁଣ୍ଡା,୨୧ା୧(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ବାଲିଯୋଡ଼ି ମୌଜାସ୍ଥିତ ପ୍ରାଚୀନ ପର୍ଯ୍ୟଟନସ୍ଥଳ ଭୀମକୁଣ୍ଡଠାରେ ସାନ୍ତାଳୀ ସମ୍ପ୍ରଦାୟର ଦାମୋଦର ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ତହସିଲ ଓ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ୍‌ ଅଧୀନ…

୯୮ ବର୍ଷରେ କପିଳ ମୁନି ମହୋତ୍ସବ

ପଦ୍ମପୁର,୨୧ା୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ୍‌ ବିଦେଇପୁର ପଞ୍ଚାୟତର କପିଳ ମୁନି ପଡ଼ିଆରେ ପାଳନ ହେଉଥିବା କପିଳମୁନି ମହୋତ୍ସବ ୯୮ ବର୍ଷରେ ପଦାର୍ପଣ କରିଛି। ଚଳିତ ବର୍ଷ ଗତ ୧୩ ତାରିଖରୁ ନବରାତ୍ର ନାମଯଜ୍ଞ ଆରମ୍ଭ ହୋଇ କଳସ ଶୋଭାଯାତ୍ରା, ଅଧିବାସ,…

ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧ା୧: ଯୌନ ଉତ୍ପୀଡ଼ନ ଓ ହତ୍ୟା ଧମକ ଅଭିଯୋଗ ଭାଜପା ଏମ୍‌ପି ତଥା ରେସଲିଂ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଅଧ୍ୟକ୍ଷ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆଗତ ଅଭିଯୋଗଗୁଡ଼ିକର ତଦନ୍ତ ପାଇଁ ଶୁକ୍ରବାର ଏକ…

କଲେଜିୟମ-କେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୧।୧: ବିଚାରପତି ନିଯୁକ୍ତିକୁ ନେଇ କିଛି ମାସ ହେଲା କେନ୍ଦ୍ର ସରକାର ଏବଂ ସୁପ୍ରିମକୋର୍ଟ କଲେଜିୟମ ମଧ୍ୟରେ ଟଣାଓଟରା ଲାଗିରହିଛି। ବିଚାରପତି ନିଯୁକ୍ତି ଲାଗି କଲେଜିୟମଙ୍କ ସୁପାରିସକୁ ସରକାର ଅନେକ ସମୟରେ କାର୍ଯ୍ୟକାରୀ ନ କରି ଫାଇଲ ଫେରାଇ ଦେଉଛନ୍ତି। କଲେଜିୟମରେ…

କାଙ୍ଗାଳ ପଥରେ ଥିବା ପାକିସ୍ତାନର ସହାୟତା ଲାଗି ଆଗକୁ ଆସିଲା ୟୁଏଇ

ଇସଲାମାବାଦ,୨୦।୧: ଡିଫଲ୍ଟର ପଥରେ ଥିବା ପାକିସ୍ତାନକୁ ସାହାଯ୍ୟ କରିବାକୁ ଆଗେଇ ଆସିଛି ବନ୍ଧୁ ଦେଶ ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)। ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହେବାକୁ ଯାଉଛି। ଏଥିଲାଗି ପାକିସ୍ତାନ ଋଣ ନେଇପାରୁନାହିଁ କି କିସ୍ତି ପରିଶୋଧ କରିବାରେ ସକ୍ଷମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri