ଆମେରିକାରୁ ଏଲ୍ପିଜି ଆମଦାନୀ କରିବ ଭାରତ
ନୂଆଦିଲ୍ଲୀ,୧୮ା୧୧: ଆମେରିକା ସହ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମା ପାଇଁ ଭାରତ ବୁଝାମଣା ଚଳାଇଥିବାବେଳେ ଭାରତୀୟ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ଆସନ୍ତାବର୍ଷରୁ ସେଠାରୁ ବାର୍ଷିକ ୨.୨ ନିୟୁତ ଟନ୍ (ଏମ୍ଟିପିଏ) ତରଳୀକୃତ ପେଟ୍ରୋଲିୟମ୍ ଗ୍ୟାସ୍ (ଏଲ୍ପିଜି) ଆମଦାନୀ କରିବାକୁ ଯାଉଛନ୍ତି। ଏଥିପାଇଁ ଏକବର୍ଷିଆ…
୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଡ଼ଭଙ୍ଗା ଶୀତ: ଏହି ସବୁ ଜିଲାକୁ ଶୀତ ଲହରି ଆଲର୍ଟ
ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ସମଗ୍ର ରାଜ୍ୟରେ ଏବେ ଶୀତର ପ୍ରକୋପ ଜାରି ରହିଥିବାବେଳେ ଭୁବନେଶ୍ୱରରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ରବିବାର ଭୁବନେଶ୍ୱରର ସର୍ବନିମ୍ନ ରାତି ତାପମାତ୍ରା ୧୨.୯ ଡିଗ୍ରୀ ସେଲ୍ସିୟସ ରେକର୍ଡ ହୋଇଥିବାବେଳେ ଏହା ଗତ ୨୫ ବର୍ଷର ରେକର୍ଡ ଭାଙ୍ଗିଛି।…
ଖୁବ୍ କମ୍ ସମୟରେ ଘରେ ଘରେ ହୋଇଥିଲେ ପରିଚିତ, ଦେଖନ୍ତୁ ଏସବୁ ଭାଇରାଲ ଗୀତ
ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଅନ୍ୟତମ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ଏକ ସକ୍ରିୟ ସ୍ୱର ନିରବି ଯାଇଛି। ଖୁବ୍ କମ୍ ବୟସରେ ଘରେ ଘରେ ପରିଚିତ ହୋଇଥିବା ଏହି ତାରକା କଣ୍ଠଶିଳ୍ପୀଙ୍କୁ ହରାଇ ତାଙ୍କ ପ୍ରଶଂସକମାନେ…
ଛାତ୍ରୀ ଅସଦାଚରଣ ମାମଲାର ରାୟ ପ୍ରକାଶ: ପ୍ରଧାନଶିକ୍ଷକଙ୍କୁ ମିଳିଲା…
ଭବାନୀପାଟଣା, ୧୭।୧୧: (ଉତ୍ତମ କୁମାର ଦାଶ): ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ଥାନା ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର। ଗତ ସେପ୍ଟେମ୍ବର ୨ରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ…
‘ହେ ନବୀନ ବାବୁ…’ ଗୀତ ଗାଇଥିଲେ ହ୍ୟୁମାନ, ଟୁଇଟ୍ କରି ନବୀନ ଲେଖିଲେ ଏମିତି…
ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍ କରି…
ଦୂରେଇ ପାରିଲାନି ଛାଡ଼ପତ୍ର: ଧାଇଁଆସିଥିଲେ ସ୍ତ୍ରୀ, ହେଲେ ବଞ୍ଚିଲେନି…
ଭୁବନେଶ୍ୱର,୧୭।୧୧: ଆଉ ଶୁଭିବନି, ହ୍ୟୁମାନଙ୍କ ସ୍ବର, ସେ ରୋମାନ୍ସ, ସେ ଦୁଃଖ ସେ ଦମ୍ଦାର ଭଜନ। କାରଣ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଚିର ନିଦ୍ରାରେ ଶୋଇଯାଇଛନ୍ତି।ଏ ଓଡ଼ିଶାବାସୀ ମୁଣ୍ଡ ବାଡେଇ କାନ୍ଦିଲେ ବି ସେ ଆଉ ଉଠିବେନି, ଆଉ…
ହୋମିଓପାଥି ଚିକିତ୍ସକଙ୍କ ପରଲୋକ
ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ବୟସାଧିକ କାରଣରୁ ସେ ଗତ କିଛି ଦିନ ଧରି…
ଗାଇଥିଲେ ‘ମଦରେ ତୁ ସାହାରା’, ଛାଡପତ୍ର ପରେ…
ଭୁବନେଶ୍ୱର,୧୭ା୧୧: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ଗତ କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା। ସେ ମୁଖ୍ୟତଃ ଲିଭର୍ ଓ…
ଏହି ସବୁ ରୋଗରେ ପୀଡିତ ଥିଲେ ହ୍ୟୁମାନ, ଶେଷରେ ହସ୍ପିଟାଲରେ ଆଖି ବୁଜିଲେ…
ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କର ‘ମଲ୍ଟି ଅର୍ଗାନ ଡିସଫଙ୍କସନ ସିଣ୍ଡ୍ରୋମ’ (MODS) ସହ ଏନସେଫାଲୋପାଥି (ମସ୍ତିଷ୍କ ସମସ୍ୟା), ଶ୍ୱାସକ୍ରିୟାରେ ବିଫଳତା,…
କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୭ା୧୧: ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।…
ଦକ୍ଷିଣ ଓଡ଼ିଶା ପର୍ଯ୍ୟଟନର ମୁଖଶାଳା ହେବ ତପ୍ତପାଣି: ଉପ ମୁଖ୍ୟମନ୍ତ୍ରୀ
ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ତଥା ପ୍ରକୃତିଦତ ଆରୋଗ୍ୟ କ୍ଷେତ୍ର ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାଶର୍ବିକ ଭିତ୍ତିଭୂମିର ବିକାଶ ସହ ଜନଜାତି ଲୋକଙ୍କ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର…
ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ କଲେ ପରିବାରବର୍ଗ
ଜୁନାଗଡ଼,୧୭।୧୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଲିକପୁର ନିକଟରେ ରବିବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିଲେ। ମୃତ ଛାତ୍ରଙ୍କ ନାମ ଲୋସନ ବେମାଲ(୧୮) ହୋଇଥିବାବେଳେ ଗୁରୁତର ଥିବା ଛାତ୍ରଙ୍କ…
Archives


