ମୋପା ବିମାନ ବନ୍ଦରରୁ ନନ ଷ୍ଟପ ଉଡିବ ୨୦୦ରୁ ଅଧିକ ବିମାନ
ପଣଜୀ,୧୧ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ବିମାନ ସେବାକୁ ଆହୁରି ମଜଭୁତ କରିବାକୁ ଯାଇ ରବିବାର ଗୋଆର ମୋପା ଅନ୍ତର୍ଜାତୀୟ ବିମାନ ବନ୍ଦରର ଉଦଘାଟନ କରିବେ । ଇଣ୍ଡିଗୋ ଓ ଗୋଫର୍ସ୍ଟ ଭଳି ଏୟାର ଲାଇନ୍ସ ପୂର୍ବରୁ ଜାନୁୟାରୀରୁ ନୂଆ…
ରୋମାଣ୍ଟିକ୍ ହେଲେ କୋହଲି
ନୂଆଦିଲ୍ଲୀ,୧୧।୧୨: ଭାରତୀୟ ପୂର୍ବତନ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଆଜି ୫ମ ବିବାହବାର୍ଷିକୀ ପାଳନ କରୁଛନ୍ତି। ଏହି ଅବସରରେ ସେ ସୋସିଆଲ ମିଡିଆରେ ସ୍ତ୍ରୀ ଅନୁଷ୍କାଙ୍କ ସହ ଫଟୋ ଶେୟାର କରି ଏକ ବିଶେଷ ବାର୍ତ୍ତା ଲେଖିଛନ୍ତି। କୋହଲି…
‘ଶମ୍ଭୁ’ରୁ ଶୁଭମ
ଓଡ଼ିଆ ସିନେମାର ନବାଗତ ନାୟକ ତାଲିକାରେ ଆଉ ଜଣେ ନିଜ ନାମକୁ ସାମିଲ କରିଛନ୍ତି। ସେ ହେଲେ ଶୁଭମ। ନିର୍ମିତ ହେଉଥିବା ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଶମ୍ଭୁ’ରୁ ସେ ନାୟକ ଭାବରେ ଦେଖାଦେବେ। ଅନୁପମା ମୁଭିଜ୍ ଦ୍ୱାରା ପ୍ରସ୍ତୁତ, ବିଭୁତି ଜେନା…
ଭଜନ ଦେଇଛି ପରିଚୟ
ପିଲାଦିନରୁ ସେ ଗୀତ ଗାଇବାକୁ ଖୁବ୍ ଭଲ ପାଉଥିଲେ। ଗାଁରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ହେଉ କି ସ୍କୁଲ ଉତ୍ସବ ସବୁଠି ଭଜନ ଗାଇ ସମସ୍ତଙ୍କ ପାଖରେ ପ୍ରଶଂସିତ ହୁଅନ୍ତି । ଯାହା ପରବର୍ତ୍ତୀ ସମୟରେ ତାଙ୍କୁ ଗାୟିକାର ପରିଚୟ ଦେଲା।…
ଭାଜପା ଅଧ୍ୟକ୍ଷ ଆଦେଶ ଗୁପ୍ତା ଦେଲେ ଇସ୍ତଫା…
ନୂଆଦିଲ୍ଲୀ,୧୧।୧୨ : ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ ଗୁପ୍ତା ଏମସିଡି ନିର୍ବାଚନରେ ଦଳର ପରାଜୟ ପରେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଭାରତୀୟ ଜନତା ଦଳର ବରିଷ୍ଠ ନେତାମାନେ ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଦିଲ୍ଲୀ ଭାଜପା ଉପାଧ୍ୟକ୍ଷ ବିରେନ୍ଦ୍ର ସଚଦେବାଙ୍କୁ…
ମୋ ପରିବାରକୁ ଭଲ ପାଉଥିବା ଝିଅ ହେବ ମୋ ଲାଇଫ ପାର୍ଟନର୍
ପିଲାଦିନ ପିଲାଦିନେ ମୁଁ ବେଶି ଦୁଷ୍ଟ ନ ଥିଲି। କିନ୍ତୁ ମୁଁ ଯୋଉଠିକୁ ଯାଉଥିଲି ପଡ଼ିଯାଉଥିଲି ଅବା କୋଉଠି ବାଡ଼େଇ ହୋଇ ଖଣ୍ଡିଆ ଖାବରା ହେଉଥିଲି। ସେଥିପାଇଁ ମା’ ମତେ ଅଥର୍ବା ବୋଲି ଡାକୁଥିଲେ। ମତେ ଏକୁଟିଆ ଛାଡ଼ିବାକୁ ସେମାନେ ଡରୁଥିଲେ।…
ଶୀତ ମହୋତ୍ସବ
ଉତ୍ସବ ତ ଅନେକ ଦେଖିଥିବେ ଆଉ ପାଳନ କରିଥିବେ, କିନ୍ତୁ ଏଠାରେ ଯେଉଁ ଶୀତୋତ୍ସବ କଥା କୁହାଯାଉଛି, ତାହା ଟିକେ ନିଆରା ହେବା ସହ ଆକର୍ଷଣୀୟ ମଧ୍ୟ ହୋଇଥାଏ । ଫଳରେ ଏହାକୁ ଦେଖିବାକୁ ଆଉ ସେହି ଖୁସିରେ ସାମିଲ ହେବାକୁ…
ମୂଳାର ଉପକାରିତା
ମୂଳା ଖାଇବା ଦ୍ୱାରା ଶରୀରକୁ ଅନେକ ଉପକାର ମିଳେ। କାରଣ ଏଥିରେ ଭରି ରହିଥାଏ ଭିଟାମିନ୍ ସି ସମେତ ଅନେକ ଉପକାରୀ ପୋଷଣ ତତ୍ତ୍ୱ; ଯଦ୍ଦ୍ବାରା ଏହାକୁ ଖାଇଲେ ଶରୀରରେ ରୋଗପ୍ରତିରୋଧକ ଶକ୍ତି ବଢିବାରେ ସହାୟକ ହୋଇଥାଏ। କୋଷ୍ଠକାଠିନ୍ୟ ରୋଗରେ ପୀଡିତ…
କ୍ରଶର ପାଇଁ ବଢୁଛି ପ୍ରଦୂଷଣ
ଖଡ଼ିଆଳ,୧୧।୧୨(ଡି.ଏନ.ଏ.): ପଥର ଖାଦାନଗୁଡିକୁ ଗାଇଡ଼ ଲାଇନ ନ ମାନି ନିୟମ ଉଲ୍ଲଘଂନ କରି ମାଫିଆ ହାତକୁ ଟେକି ଦେଇଥିବା ଅଭିଯୋଗ ହୋଇଛି। ଐତିହାସିକ କୀର୍ତିରାଜି ଲୀନ ହେବା ସାଙ୍ଗକୁ ପରିବେଶ ପ୍ରଦୂଷଣ ବଢୁଛି। ଏହାକୁ ନେଇ ବାରମ୍ବାର ଅଭିଯୋଗ କଲେ ହେଁ…
ମଣ୍ଡିରୁ ଉଠୁନାହିଁ ଧାନ
ନୂଆପଡ଼ା ଅଫିସ୍,୧୧।୧୨: ନୂଆପଡ଼ା ଜିଲାରେ ମଣ୍ଡି ଖୋଲିବାର ୧୦ଦିନ ବିତି ଯାଇଥିଲେ ମଧ୍ୟ ଧାନ ଉଠାଯାଇ ନାହିଁ। ନୂଆପଡ଼ା ସଦର ବ୍ଲକ ସାରାବଙ୍ଗ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ମୋହରାଡିହି ମଣ୍ଡିରେ ୮୫ଜଣ ଚାଷୀଙ୍କ ୧୦ହଜାରରୁ ଊର୍ଦ୍ଧ୍ୱ ବସ୍ତା ଧାନ…
ଡିଏଫ୍ଓଙ୍କୁ ପଥର ମାଫିଆଙ୍କ ମରଣାନ୍ତକ ଆକ୍ରମଣ
ଢେଙ୍କାନାଳ ଅଫିସ,୧୧ା୧୨: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି କୁରମଟାଙ୍ଗର ଗ୍ରାମରେ ନିକଟରେ ଶନିବାର ବିଳମ୍ବିତ ରାତିରେ ପଥର ମାଫିଆମାନେ ଜିଲା ବନଖଣ୍ଡ ଅଧିକାରୀ ତଥା ଡିଏଫ୍ଓ ଡ. ପ୍ରକାଶ ଚାନ୍ଦ ଗୋଗିନେନିଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ତାଙ୍କ ମୁଣ୍ଡର…
ଦୃଷ୍ଟି ଆଢୁଆଳରେ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା
କୋକସରା,୧୧ା୧୨(ଡି.ଏନ.ଏ.): ଆଉ ଦିନ କେଇଟା ପରେ ନୂଆବର୍ଷ। ଏହାକୁ ଧୁମଧାମରେ ମନାଇବା ପାଇଁ ସମସ୍ତଙ୍କ ମନରେ ଭରି ରହିଛି ଉତ୍କଣ୍ଠା। ବିଶେଷ କରି ବଣଭୋଜି କରିବା ପାଇଁ ଦରକାର ପଡେ ଏମିତି ଏକ ସ୍ଥାନ ଯେଉଁଠି ବଣଭୋଜି ସହିତ ପ୍ରକୃତି ରାଣୀ…
Archives


