Home Left

ଜେଲରୁ ଭିଡିଓ ଜାରି କଲେ ଲସ୍କର ନେତା ମକ୍କି, କହିଲେ ଅଲକାଏଦା ଅବା ଆଇଏସ ସହ ନାହିଁ କୌଣସି ସମ୍ପର୍କ

ଲାହୋର,୨୦ ।୧: ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଙ୍ଗଠନ ଲସ୍କର-ଏ-ତୋଏବା(ଏଲଟିଇ)ର ଉପ ନେତା ଅବଦୁଲ ରହମାନ ମକ୍କି ଗୁରୁବାର ଲାହୋରର କୋଟ ଲଖପତ ଜେଲରୁ ଏକ ଭିଡିଓ ଜାରି କରିଛନ୍ତି । ଏହି ଭିଡିଓରେ ମକ୍କି ଦାବି କରିଛନ୍ତି ଯେ ତାଙ୍କର ଅଲକାଏଦ…

ମାଡ଼ିଗଲା ଟ୍ରାକ୍ଟର: ଚାଲିଗଲା ଜେଜେ, ନାତିଙ୍କ ଜୀବନ

କୁଆଁରମୁଣ୍ଡା,୧୯।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଟାଙ୍ଗରାଣୀ ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଜେଜେ ଏବଂ ନାତି ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ବେଳେ ଏକ ଟ୍ରାକ୍ଟର(ନଂ.ଓଆର୍‌ ୧୪ ଆର୍‌ ୪୮୪୫) ହଠାତ୍‌…

ଶଙ୍କରଙ୍କ ଉପରେ ବ୍ୟାନ୍‌ ଲଗାଇଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୧: ଗତବର୍ଷ ନଭେମ୍ବର ୨୬ରେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ବୃଦ୍ଧା ସହଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଶଙ୍କର ମିଶ୍ରାଙ୍କ ଉପରେ ଏୟାରଲାଇନ୍ସ ବ୍ୟାନ୍‌ ଲଗାଇଛି। ସେ ୪ ମାସ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରିପାରିବେ ନାହିଁ।…

ସମୟ ପୂର୍ବରୁ ଛାଡ଼ିଦେଲା ବିମାନ: ରହିଗଲେ ଯାତ୍ରୀ

ଅମୃତସର,୧୯।୧: ଅମୃତସରରୁ ସିଙ୍ଗାପୁର ଯିବାକୁ ଥିବା ସ୍କୁଟ୍‌ ଏୟାରଲାଇନ୍ସର ଏକ ବିମାନର ଉଡ଼ାଣ ସମୟକୁ ପରିବର୍ତ୍ତନ କରିଦିଆଯିବାରୁ ୩୨ ଜଣ ଯାତ୍ରୀ ଯାଇପାରି ନ ଥିଲେ। ଏହି ଘଟଣାରେ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଏୟାରଲାଇନ୍ସକୁ ରିପୋର୍ଟ ମାଗିଛି। ଖରାପ ପାଗ…

୨୭ରୁ ବୁଦ୍ଧଖୋଲ ମହୋତ୍ସବ

ବୁଗୁଡ଼ା,୧୯ା୧(ଡି.ଏନ୍‌.ଏ.): ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତଥା ଐତିହାସିକ ଶୈବପୀଠ ବୁଦ୍ଧଖୋଲ ପାଦଦେଶରେ ଜାନୁୟାରୀ ୨୭, ୨୮, ୨୯ ତାରିଖ ୩ ଦିନ ଧରି ବୁଦ୍ଧଖୋଲ ମହୋତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଅନ୍ତିମ ପ୍ରସ୍ତୁତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ…

ମହିଳାଙ୍କୁ ଗଣବଳାତ୍କାର

କେନ୍ଦୁଝର,୧୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ ୩୭ ବର୍ଷୀୟ ମହିଳାଙ୍କୁ ୩ ଯୁବକ ଗଣ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ତଦନ୍ତ କରୁଛି। ସୂଚନା ଅନୁଯାୟୀ, ମହିଳାଙ୍କ…

ପିଏଲ୍‌ଏଫ୍‌ଆଇର ପୋଡ଼ାଜଳା

ସୁନ୍ଦରଗଡ଼/ନୂଆଗାଁ,୧୯।୧(ଡି.ଏନ୍‌.ଏ.): କିଛିମାସ ବନ୍ଦ ରହିବା ପରେ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ପୁଣି ପିଏଲ୍‌ଏଫ୍‌ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ୍‌ ଅଫ୍‌ ଇଣ୍ଡିଆ) ସଙ୍ଗଠନର କାର୍ଯ୍ୟକଳାପ ଆରମ୍ଭ ହୋଇଛି। ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନାଠାରୁ ୧୦ କିଲୋମିଟର ଦୂର ଝାଡ଼ଖଣ୍ଡ ରାଜ୍ୟ ସିମଡେଗା…

ଦାଣ୍ଡରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କୁ ଅପହରଣ

ଔପଦା,୧୯।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ଥାନା ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ଗ୍ରାମରୁ ୧୭ ତାରିଖରେ ୧ ବର୍ଷ ୮ ମାସର ଶିଶୁପୁତ୍ରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।…

ପରୀକ୍ଷା ବେଳେ ଶିକ୍ଷକଙ୍କୁ ଛାତ୍ରଙ୍କ ଛୁରାମାଡ଼

ନୂଆଦିଲ୍ଲୀ,୧୯।୧: ଦିଲ୍ଲୀର ଏକ ସରକାରୀ ସ୍କୁଲ୍‌ରେ ଗୁରୁବାର ପରୀକ୍ଷା ଚାଲିଥିବା ବେଳେ ଜଣେ ଛାତ୍ର ଶିକ୍ଷକଙ୍କୁ ଏକାଧିକ ଥର ଛୁରି ଭୁସିଛନ୍ତି। ଦିଲ୍ଲୀର ଇନ୍ଦରପୁରୀ ଅଞ୍ଚଳରେ ଏହି ଆକ୍ରମଣ ହୋଇଛି। ସ୍କୁଲରେ ପ୍ରାକ୍ଟିକାଲ ପରୀକ୍ଷା ଚାଲିଥିବା ବେଳେ ଶିକ୍ଷକ ଭୁଦେବ ଇନ୍‌ଭିଜିଲେଟର…

ଭାରତ ଯୋଡ଼ୋ ଯାତ୍ରାରେ ଯୋଗଦେବେ ଫାରୁକ୍‌

ଜମ୍ମୁ,୧୯।୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲା ଭାରତ ଯୋଡ଼ୋ ଯାତ୍ରାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ସାମିଲ ହେବେ। ପଦଯାତ୍ରାରେ ଥିବା ରାହୁଲଙ୍କୁ ସ୍ବାଗତ କରିବା ଲାଗି ଗୁରୁବାର ସେ ଜମ୍ମୁ-କଶ୍ମୀରର କଠୁଆ…

ମହଙ୍ଗା ପଡ଼ିଲା ଟ୍ରେନ୍‌ରେ କଇଁଛ ଧରି ଯିବା: ଫଟୋ ଶେୟାର ପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୧୯ା୧: ବେଆଇନ ଭାବେ ବିରଳ ପ୍ରଜାତିର ପ୍ରାଣୀ କିମ୍ବା ପକ୍ଷୀଙ୍କୁ ରଖିବା ଦଣ୍ଡନୀୟ ଅପରାଧ। ଏଭଳି ପରିସ୍ଥିତିରେ ଏକ କଇଁଛକୁ ଧରି ପାଳିବା ପାଇଁ ଘରକୁ ନେଉଥିବା ବେଳେ ପଶ୍ଚିମବଙ୍ଗ ଛବିଶପ୍ରଗଣା ଜିଲାର ତପନ ମଣ୍ଡଳଙ୍କୁ ମହଙ୍ଗା ପଡିଛି। ଟ୍ରେନ୍‌ରେ…

ପାରମ୍ପାରିକ ରୀତିନୀତିରେ ହେଲା ଅନନ୍ତ-ରାଧିକାଙ୍କ ନିର୍ବନ୍ଧ

ମୁମ୍ବାଇ: ରିଲାଏନ୍ସ ଗ୍ରୁପ୍‌ ମାଲିକ ଅନୀଲ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ଗୁରୁବାର ଶେଷ ହୋଇଛି। ମୁମ୍ବାଇ ସ୍ଥିତ ଅନୀଲ ଅମ୍ବାନୀଙ୍କ ଘର ଆଣ୍ଟିଲିଆରେ ଏନେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ପରିବାର ସମେତ କେତେଜଣ ବିଶେଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri