୨୭ରୁ ବୁଦ୍ଧଖୋଲ ମହୋତ୍ସବ
ବୁଗୁଡ଼ା,୧୯ା୧(ଡି.ଏନ୍.ଏ.): ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତଥା ଐତିହାସିକ ଶୈବପୀଠ ବୁଦ୍ଧଖୋଲ ପାଦଦେଶରେ ଜାନୁୟାରୀ ୨୭, ୨୮, ୨୯ ତାରିଖ ୩ ଦିନ ଧରି ବୁଦ୍ଧଖୋଲ ମହୋତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଅନ୍ତିମ ପ୍ରସ୍ତୁତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ…
ମହିଳାଙ୍କୁ ଗଣବଳାତ୍କାର
କେନ୍ଦୁଝର,୧୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ ୩୭ ବର୍ଷୀୟ ମହିଳାଙ୍କୁ ୩ ଯୁବକ ଗଣ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ତଦନ୍ତ କରୁଛି। ସୂଚନା ଅନୁଯାୟୀ, ମହିଳାଙ୍କ…
ପିଏଲ୍ଏଫ୍ଆଇର ପୋଡ଼ାଜଳା
ସୁନ୍ଦରଗଡ଼/ନୂଆଗାଁ,୧୯।୧(ଡି.ଏନ୍.ଏ.): କିଛିମାସ ବନ୍ଦ ରହିବା ପରେ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ପୁଣି ପିଏଲ୍ଏଫ୍ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ) ସଙ୍ଗଠନର କାର୍ଯ୍ୟକଳାପ ଆରମ୍ଭ ହୋଇଛି। ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନାଠାରୁ ୧୦ କିଲୋମିଟର ଦୂର ଝାଡ଼ଖଣ୍ଡ ରାଜ୍ୟ ସିମଡେଗା…
ଦାଣ୍ଡରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କୁ ଅପହରଣ
ଔପଦା,୧୯।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ଥାନା ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ଗ୍ରାମରୁ ୧୭ ତାରିଖରେ ୧ ବର୍ଷ ୮ ମାସର ଶିଶୁପୁତ୍ରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।…
ପରୀକ୍ଷା ବେଳେ ଶିକ୍ଷକଙ୍କୁ ଛାତ୍ରଙ୍କ ଛୁରାମାଡ଼
ନୂଆଦିଲ୍ଲୀ,୧୯।୧: ଦିଲ୍ଲୀର ଏକ ସରକାରୀ ସ୍କୁଲ୍ରେ ଗୁରୁବାର ପରୀକ୍ଷା ଚାଲିଥିବା ବେଳେ ଜଣେ ଛାତ୍ର ଶିକ୍ଷକଙ୍କୁ ଏକାଧିକ ଥର ଛୁରି ଭୁସିଛନ୍ତି। ଦିଲ୍ଲୀର ଇନ୍ଦରପୁରୀ ଅଞ୍ଚଳରେ ଏହି ଆକ୍ରମଣ ହୋଇଛି। ସ୍କୁଲରେ ପ୍ରାକ୍ଟିକାଲ ପରୀକ୍ଷା ଚାଲିଥିବା ବେଳେ ଶିକ୍ଷକ ଭୁଦେବ ଇନ୍ଭିଜିଲେଟର…
ଭାରତ ଯୋଡ଼ୋ ଯାତ୍ରାରେ ଯୋଗଦେବେ ଫାରୁକ୍
ଜମ୍ମୁ,୧୯।୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍ଫରେନ୍ସ ଅଧ୍ୟକ୍ଷ ଫାରୁକ୍ ଅବଦୁଲ୍ଲା ଭାରତ ଯୋଡ଼ୋ ଯାତ୍ରାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ସାମିଲ ହେବେ। ପଦଯାତ୍ରାରେ ଥିବା ରାହୁଲଙ୍କୁ ସ୍ବାଗତ କରିବା ଲାଗି ଗୁରୁବାର ସେ ଜମ୍ମୁ-କଶ୍ମୀରର କଠୁଆ…
ମହଙ୍ଗା ପଡ଼ିଲା ଟ୍ରେନ୍ରେ କଇଁଛ ଧରି ଯିବା: ଫଟୋ ଶେୟାର ପରେ କାର୍ଯ୍ୟାନୁଷ୍ଠାନ
ବ୍ରହ୍ମପୁର ଅଫିସ,୧୯ା୧: ବେଆଇନ ଭାବେ ବିରଳ ପ୍ରଜାତିର ପ୍ରାଣୀ କିମ୍ବା ପକ୍ଷୀଙ୍କୁ ରଖିବା ଦଣ୍ଡନୀୟ ଅପରାଧ। ଏଭଳି ପରିସ୍ଥିତିରେ ଏକ କଇଁଛକୁ ଧରି ପାଳିବା ପାଇଁ ଘରକୁ ନେଉଥିବା ବେଳେ ପଶ୍ଚିମବଙ୍ଗ ଛବିଶପ୍ରଗଣା ଜିଲାର ତପନ ମଣ୍ଡଳଙ୍କୁ ମହଙ୍ଗା ପଡିଛି। ଟ୍ରେନ୍ରେ…
ପାରମ୍ପାରିକ ରୀତିନୀତିରେ ହେଲା ଅନନ୍ତ-ରାଧିକାଙ୍କ ନିର୍ବନ୍ଧ
ମୁମ୍ବାଇ: ରିଲାଏନ୍ସ ଗ୍ରୁପ୍ ମାଲିକ ଅନୀଲ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ଗୁରୁବାର ଶେଷ ହୋଇଛି। ମୁମ୍ବାଇ ସ୍ଥିତ ଅନୀଲ ଅମ୍ବାନୀଙ୍କ ଘର ଆଣ୍ଟିଲିଆରେ ଏନେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ପରିବାର ସମେତ କେତେଜଣ ବିଶେଷ…
୪ମାସ ଯାଏ ଶଙ୍କର ମିଶ୍ରାଙ୍କ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୧୯।୧: ଗତବର୍ଷ ନଭେମ୍ବର ୨୬ରେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ବୃଦ୍ଧା ସହଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଶଙ୍କର ମିଶ୍ରାଙ୍କ ଉପରେ ଏୟାରଲାଇନ୍ସ ପ୍ରତିବନ୍ଧକ ଲଗାଇଛି। ସେ ୪ମାସ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରିପାରିବେ ନାହିଁ। ଗତ…
୨୦ ଏକର ଜମିରେ କୋଟିଆରେ ଷ୍ଟ୍ରବେରି ଚାଷ
କୋରାପୁଟ,୧୯ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ଅଞ୍ଚଳରେ ଥଣ୍ଡା ଜଳବାୟୁ ଓ ଉତ୍ତମ ପରିବେଶ ଯୋଗୁ ଷ୍ଟ୍ରବେରି ଚାଷ ବେଶ୍ ଭଲ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଗତ ୨ ବର୍ଷ ହେଲା ଉକ୍ତ ଅଞ୍ଚଳରେ…
ସେମିଷ୍ଟାର ପରୀକ୍ଷା ଦେବେ ଅର୍ଚ୍ଚନା
ଭୁବନେଶ୍ୱର,୧୯।୧(ବ୍ୟୁରୋ): ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗ ଇଣ୍ଟିଗ୍ରେଟେଡ୍ ଲ’ର ସପ୍ତମ ସେମିଷ୍ଟାର ପରୀକ୍ଷା ଦେବେ। ତେବେ ଅର୍ଚ୍ଚନାଙ୍କୁ ଫର୍ମଫିଲପ୍ ପାଇଁ କୋର୍ଟ ଅନୁମତି ଦେଇଛନ୍ତି। ବୁଧବାର ଅର୍ଚ୍ଚନାଙ୍କ ଓକିଲ ଏନେଇ କୋର୍ଟରେ ଆବେଦନ କରିଥିଲେ।
କାରଖାନା ପାଇଁ ଜମି ଛାଡିବାକୁ ଅମଙ୍ଗ, ତହସିଲ ଘେରାଉ
କେନ୍ଦୁଝର,୧୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ତହସିଲ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ବିରକିଶୋରପୁର ଗ୍ରାମରେ ସରକାରୀ ଜମିର କିସମ ପରବର୍ତ୍ତନ ପାଇଁ ଗ୍ରାମବାସୀଙ୍କୁ ନୋଟିସ କରାଯାଇଛି। ଏହି ଜମିକୁ ଇଡକୋ ମାଧ୍ୟମରେ ଅଧିଗ୍ରହଣ ପରେ ଏକ ଇସ୍ପାତ କାରଖାନା ପାଇଁ ହସ୍ତାନ୍ତର କରାଯିବ।…
Archives


