Home Left

ମଦ ଧରିବାକୁ ଯାଇ ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହେଲେ ଅଧିକାରୀ

ସାରସକଣା,୧୯ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ପାକଟିଆ ଗ୍ରାମର ଦିଘି କଲୋନୀ ସାହିଠାରେ ଅବକାରୀ ବିଭାଗ ମଦ ଚଢ଼ାଉ କରିବାକୁ ଯାଇଥିବା ସମୟରେ ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହୋଇଥିବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଗୁରୁବାର ପାକଟିଆ ଗ୍ରାମ…

ଭାରତ-ଚାଇନା ମଧ୍ୟରେ ସମ୍ପର୍କ ଖରାପ କରୁଛି ନାଟୋ: ରୁଷିଆ ବୈଦେଶିକ ମନ୍ତ୍ରୀ

ମସ୍କୋ,୧୯।୧: ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେ ଲାଭ୍ରୋଭ ଗୁରୁବାର ନାଟୋ ବିରୋଧରେ ଏକ ବଡ ଅଭିଯୋଗ କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଭାରତ ଏବଂ ଚାଇନା ମଧ୍ୟରେ ସମସ୍ୟା ସୃଷ୍ଟି କରିବାକୁ ନାଟୋ ଭାରତକୁ ଉତ୍ତେଜିତ କରୁଛି। ୨୦୨୨ରେ…

ମମତାଙ୍କ ଉପରେ ବର୍ଷିଲେ ନଡ୍ଡା

ନଦିଆ,୧୯ ।୧: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ଏହି ସମୟରେ ସେ ନଦିଆ ଜିଲାରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଖୁବ୍ ବର୍ଷିଛନ୍ତି…

କ୍ରୀଡ଼ା ମନ୍ତ୍ରଣାଳୟ ଅଧିକାରୀଙ୍କ ସହ ରେସଲରଙ୍କ ବୈଠକ ଶେଷ

ନୂଆଦିଲ୍ଲୀ,୧୯।୧: ଭାରତୀୟ କୁସ୍ତିରେ ହଠାତ୍‌ ଝଡ ସୃଷ୍ଟି ହୋଇଛି। ବିନେଶ ଫୋଗତ, ବଜରଙ୍ଗ ପୁନିଆ ସମେତ ପ୍ରାୟ ୩୦ ରେସଲର ରେସଲିଂ ଫେଡେରେସନ ଅଫ ଇଣ୍ଡିଆ ଅଧ୍ୟକ୍ଷ ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଦିଲ୍ଲୀର ଯନ୍ତରମନ୍ତରରେ ଧାରଣାରେ ବସିଛନ୍ତି। ବର୍ତ୍ତମାନ କ୍ରୀଡ଼ା…

ଶୁବମନ ଗିଲଙ୍କୁ ରାତିରେ ଶୁଆଇ ଦେଉନାହାନ୍ତି ଏହି କ୍ରିକେଟର୍‌

ହାଇଦ୍ରାବାଦ୍‌,୧୯।୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଟିମ ଇଣ୍ଡିଆର ବିଜୟରେ ଯୁବ ଓପନର୍‌ ଶୁବମାନ ଗିଲ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ୨୦୮ ରନ ରେକର୍ଡ ଇନିଂସ ଖେଳି ଗିଲ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ୩ ମ୍ୟାଚ ବିଶିଷ୍ଟ ଦିନିକିଆ…

ସରକାରୀ ବିଦ୍ୟାଳୟରେ ସାମାଜିକ ନାଟକ ଉଦ୍‌ଘାଟନ କରି ବିବାଦରେ ବିଧାୟିକା

ବେଗୁନିଆପଡ଼ା,୧୯ା୧(ଡି.ଏନ୍‌.ଏ.): ସରକାର କୋଟି କୋଟି ଟଙ୍କା ଶିକ୍ଷା କ୍ଷେତ୍ରରେ ଖର୍ଚ୍ଚ କରୁଛନ୍ତି। ବିଦ୍ୟାଳୟଗୁଡ଼ିକର ପରିଚାଳନା ପାଇଁ ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନ୍‌ ମଧ୍ୟ ପ୍ରଚଳନ କରିଛନ୍ତି। ତେବେ ଖୋଦ୍‌ ସରକାରୀ ଦଳର ନେତାମାନେ ଖୋଲାଖୋଲି ଶିକ୍ଷା ଆଇନର ଉଲ୍ଲଂଘନ କରୁଥିବା ଅଭିଯୋଗ କରିଛି ଭାଜପା।…

ବୁଲେଟ୍‌ ପ୍ରୁଫ୍‌ ଗାଡ଼ି ଚଢ଼ନ୍ତି ବଲିଉଡ୍‌ର ଏସବୁ ଷ୍ଟାର୍‌

ମୁମ୍ବାଇ: ବଲିଉଡ୍‌ର କିଛି ଅଭିନେତା ବୁଲେଟ୍‌ ପ୍ରୁଫ୍‌ ଗାଡ଼ି ଚଢ଼ିଥାନ୍ତି। ଅଭିନେତା ସନି ଦେଓଲଙ୍କ ନିକଟରେ ଅଡି ଏ -୮ ଗାଡ଼ି ଅଛି। ଯାହାକି ସମ୍ପୂର୍ଣ୍ଣ ବୁଲେଟ୍‌ ପ୍ରୁଫ୍‌ ଅଟେ। ସେହିପରି ଅମିର ଖାନ୍‌ଙ୍କ ନିକଟରେ ମଧ୍ୟ ଏକ ବୁଲେଟ୍‌ ପ୍ରୁଫ୍‌…

ଢୋଲ ବଜାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କର୍ନାଟକର କୋଡାକାଲରେ ଜଳସେଚନ, ପାନୀୟ ଜଳ ଏବଂ ଜାତୀୟ ରାଜପଥ ବିକାଶ ପ୍ରକଳ୍ପ ସହ ଜଡିତ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇଛନ୍ତି। ଚଳିତ ମାସରେ ଏହା ହେଉଛି ମୋଦିଙ୍କର ଦ୍ୱିତୀୟ କର୍ନାଟକ ଗସ୍ତ।…

ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ବିବାହ କରିବେ କିଆରା-ସିଦ୍ଧାର୍ଥ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଚାଲିଛି। ୨୦୨୩ରେ ଏହି ଯୋଡ଼ି ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। କୁହାଯାଉଛି ଏହି ଲଭ୍‌ ବାର୍ଡ ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ବିବାହ କରିବେ।…

ରାଖୀ ସାଓ୍ବନ୍ତ ଗିରଫ

ବଲିଉଡ ଅଭିନେତ୍ରୀ ରାଖୀ ସାୱନ୍ତଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଗୁରୁବାର ଆମ୍ବୋଲି ପୋଲିସ ରାଖୀଙ୍କୁ ଗିରଫ କରିଛି। ଅଭିନେତ୍ରୀ ଶାର୍ଲିନ ଚୋପ୍ରାଙ୍କ ଅଭିଯୋଗ ପରେ ପୋଲିସ ରାଖୀଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କିଛି ସମୟ ପରେ ପୋଲିସ…

ବିଡିଓଙ୍କ ବିରୋଧରେ ଗର୍ଜିଲେ କନକ ବର୍ଦ୍ଧନ

ବଲାଙ୍ଗୀର ଅଫିସ,୧୯ା୧: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକର ଦୁଇ ଜଣ ଜିଲା ପରିଷଦ ସଦସ୍ୟାଙ୍କୁ ଅଣଦେଖା ଓ ବିଡିଓଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ଧାରଣାରେ ବସିଥିଲେ। ଏହି ପ୍ରସଙ୍ଗକୁ ନେଇ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…

ଅଭିନେତ୍ରୀଙ୍କ ବିବାହକୁ ନେଇ ହେବ ଶୋ’: ଓଟିଟିରେ ପ୍ଲାର୍ଟଫର୍ମରେ ହେବ ଉପଲବ୍ଧ

ମୁମ୍ବାଇ: ଦକ୍ଷିଣରୁ ବଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ହଂସିକା ମୋଟଓ୍ବାନି ନିକଟରେ ତାଙ୍କର ଦୀର୍ଘ ଦିନର ପ୍ରେମିକାଙ୍କୁ ବିବାହ କରିଛନ୍ତି। ୪ ଡିସେମ୍ବରରେ ଦୁହେଁ ରାଜସ୍ଥାନରେ ରାଜକୀୟ ଢଙ୍ଗରେ ବିବାହ କରିଥିଲେ। ଏବେ ଦୁହେଁ ନିଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri