Home Left

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ କରାଯାଉଛି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଡଲଫିନ୍‌ର ମୃତଦେହ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ ଏକ୍ସପାଏରୀ ଡେଟ୍ ଲେଖିବା ବାଧ୍ୟତାମୂଳକ ହେବ । ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ। ରବିବାର ରାତିରେ SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଟ୍ରମା କେୟାର…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ ଆଜିର…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି ଭୁତାଣୁ ଜନିତ ରୋଗ ପାଇଁ ବିଜ୍ଞାନ ଯୁଗରେ ଅନେକ ପ୍ରକାର ପ୍ରତିଷେଧକ ଟିକାକରଣ…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ ନୌସେନା ନିସନ୍ଦେହରେ ଏହାର ୮୭ ନାବିକଙ୍କ ମୃତ୍ୟୁର ପ୍ରତିଶୋଧ ନେବ। ଏହି ଆକ୍ରମଣ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର ଏବଂ ଏୟାର କଣ୍ଡିସନର ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଅନ୍ତର୍ଭୁକ୍ତ। ଏହି ସାମଗ୍ରୀ…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସାହା ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ ଧକ୍କା ଦେଇ ରାସ୍ତାରେ ଠିଆ ହୋଇଥିବା ବସ୍‌କୁ ପଛ ପଟୁ ଧକ୍କା ଦେଲା…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ସୁଜିତ୍‌ କୁମାର(ଭାଜପା), ସଂତୃପ୍ତ ମିଶ୍ର(ବିଜେଡି) ଏବଂ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି ଯେ ଇରାନର ବିଶ୍ୱ ତୈଳ ଯୋଗାଣରେ ବାଧା ସୃଷ୍ଟି କରିବାର କୌଣସି ଉଦ୍ଦେଶ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri