ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି: ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଜିଲାପାଳ
ଛତ୍ରପୁର,୨୬।୧୦(ଦିଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଏବଂ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ଆର୍ଯ୍ୟପଲ୍ଲୀ ମତ୍ସ୍ୟଜେଟି, ଗୋପାଳପୁର ପୋର୍ଟ ପରିସର ଏବଂ…
କୋଟିଆ ସମସ୍ୟାର ସମାଧାନ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ, ସାମିଲ ହେଲେ ବିଧାୟକ
କୋରାପୁଟ, ୨୬।୧୦ (ଅମିତାଭ ବେହେରା): କୋଟିଆ ସମସ୍ୟାର ସମାଧାନ ଦିଗରେ କୋରାପୁଟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଜିଲାପାଳଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ କୋରାପୁଟ ଏସ୍ପି ରୋହିତ ବର୍ମାଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, କୋରାପୁଟ…
IPL 2027 ମିନି ନିଲାମ: ଏହି ଖେଳାଳିଙ୍କ ଉପରେ ହେବ ଟଙ୍କା ବର୍ଷା
ନୂଆଦିଲ୍ଲୀ,୨୬।୧୨:ଆଇପିଏଲ ୨୦୨୭ ପାଇଁ ଖେଳାଳିଙ୍କ ମିନି ନିଲାମ ଡିସେମ୍ବର ୧୬ରେ ଗୋଆରେ ଆୟୋଜିତ ହେବ। ଏହି ଦିନ ବେଙ୍ଗାଲୁରୁରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ ମଧ୍ୟ ଖେଳାଯିବାର କାର୍ଯ୍ୟସୂଚୀ ରହିଛି। ନିଲାମ ପୂର୍ବରୁ ସମସ୍ତ ୧୦ଟି ଫ୍ରାଞ୍ଚାଇଜକୁ…
୫୫ ବର୍ଷ ପରେ କ୍ରିକେଟ୍ରେ ଘଟିଲା ଚମତ୍କାର: ବଡ଼ କାରନାମା କଲେ ଏହି କ୍ରିକେଟର୍
ଲାହୋର,୨୬।୧୦: ଖରାପ ଫର୍ମ ଦେଇ ଗତି କରୁଥିବା ପାକିସ୍ତାନ କ୍ରିକେଟ ଦଳକୁ ଟ୍ରାଇ ସିରିଜ୍ରେ ମିଳିଛି ବଡ଼ ଆଶ୍ୱସ୍ତି। ସୋମବାର ଖେଳାଯାଇଥିବା ମୁକାବିଲାରେ ପାକିସ୍ତାନ ଇଂଲଣ୍ଡକୁ ମାତ୍ର ୧ ଉଇକେଟ୍ରେ ପରାସ୍ତ କରିଛି। ଏହି ରୋମାଞ୍ଚକର ବିଜୟର ନାୟକ ସାଜିଛନ୍ତି ଶାଦାବ…
ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ, ୮ ଟ୍ରେନ୍ ବାତିଲ କଲା SCoR
ଭୁବନେଶ୍ୱର, ୨୬ା୧୦: ବାତ୍ୟା ‘ଅର୍ଣ୍ଣବ’ ପାଇଁ ୮ଟି ଟ୍ରେନ ବାତିଲ କରାଯାଇଛି । ସେହିପରି ୨ଟି ଟ୍ରେନର ଗତିପଥ ବଦଳାଇ ଦିଆଯାଇଛି । ଏନେଇ ସାଉଥ୍ କୋଷ୍ଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି । ବିଶାଖାପାଟଣା-କିରଣ୍ଡୁଲ୍ NE ୨୯ରୁ ୪ ଯାଏ…
ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରଶଂସା ପୋତିପକାଇଲେ ଶୁଭେନ୍ଦୁ ଅଧିକାରୀ: କଲେ ଏମିତି ଅନୁରୋଧ
କୋଲକାତା,୨୬।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଖୋଲାଖୋଲି ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ରେଳମନ୍ତ୍ରୀ କେବଳ କଥାରେ ନୁହେଁ, ବରଂ କାମରେ ବିଶ୍ୱାସ କରନ୍ତି। ପୂର୍ବ ସରକାରଙ୍କ ସମୟରେ ରେଳବିଭାଗର ଅନେକ କାର୍ଯ୍ୟ ଅଟକି ରହିଥିଲା। କିନ୍ତୁ…
ଦୁର୍ଭାଗ୍ୟଶାଳୀ ଏହି ୩ ଭାରତୀୟ ବ୍ୟାଟର: ୧୦ ବର୍ଷ ମଧ୍ୟରେ ୩ ଥର ଘଟିଛି ଏଭଳି ଘଟଣା
ନୂଆଦିଲ୍ଲୀ,୨୬।୧୦:ଭାରତ-ଏ ଓ ନ୍ୟୁଜିଲାଣ୍ଡ-ଏ ମଧ୍ୟରେ ପ୍ରଥମ ଅନୌପଚାରିକ ଟେଷ୍ଟ ମ୍ୟାଚ ଖେଳାଯାଉଛି। ନ୍ୟୁଜିଲାଣ୍ଡ ମାଟିରେ ଚାଲିଥିବା ଏହି ମୁକାବିଲାରେ ଭାରତୀୟ ବ୍ୟାଟର ଦେବଦତ୍ତ ପଡିକଲ ଦ୍ୱିଶତକଠାରୁ ମାତ୍ର ଗୋଟିଏ ରନ ଦୂରରେ ଥାଇ ଆଉଟ ହୋଇଯାଇଛନ୍ତି। ସେ ୧୯୯ ରନ କରିଥିବା…
E100 ଇନ୍ଧନକୁ ସରକାରଙ୍କ ମଞ୍ଜୁରୀ, ଏହି ଗାଡ଼ିରେ ହେବ ବ୍ୟବହାର
ନୂଆଦିଲ୍ଲୀ,୨୬।୧୦: ଭାରତରେ ଇଥାନଲ୍ ମିଶ୍ରିତ ଇନ୍ଧନର ବ୍ୟବହାରକୁ ଆହୁରି ବଢ଼ାଇବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ସୋମବାର କେନ୍ଦ୍ରୀୟ ମୋଟର ଯାନ ନିୟମରେ ସଂଶୋଧନ ଘୋଷଣା କରାଯାଇଛି ।…
ମହିଳା କର୍ମଚାରୀଙ୍କ ଏମିତି କଥା ଶୁଣି ହସିଲେ ମୋଦି: କହିଲେ, ଯୋଗୀ ଜୀଙ୍କୁ ଧନ୍ୟବାଦ ଦିଅ’, ଜାଣନ୍ତୁ କ’ଣ ଘଟିଲା
ବାରାଣସୀ,୨୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ବାରାଣସୀ ଗସ୍ତରେ ଯାଇ ଅରବିନ୍ଦ ଲିମିଟେଡ୍ର ନୂତନ ପୋଷାକ ନିର୍ମାଣ ୟୁନିଟ୍ର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ସମୟରେ ପିଏମ ମୋଦି ସେଠାରେ…
ରାୟଗଡ଼ାରେ ଜନନୀ ଯନ୍ତ୍ରଣା, ମୃତ ସନ୍ତାନ ଜନ୍ମ ଦେଲେ ପ୍ରସୂତି
କାଶୀପୁର,୨୬।୧୦(ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ୫ଦିନ ମଧ୍ୟରେ ୨ଟି ଘଟଣା ଜିଲାର ସ୍ବାସ୍ଥ୍ୟ ସେବାର ଚିତ୍ରକୁ ସ୍ପଷ୍ଟ କରୁଛି। ଶିଳ୍ପରେ ଭରା କାଶୀପୁର ବ୍ଲକର ସ୍ବାସ୍ଥ୍ୟ ସେବାକୁ ସତେ ଯେମିତି ସମସ୍ତେ…
୪ ହଜାର କୋଟି ଟଙ୍କାର ଫିଲ୍ମ କରିବାକୁ ଏମିତି ପନ୍ଥା ଆପଣାଇଥିଲେ ସାଇ ପଲ୍ଲବୀ: ଖୋଲିଲେ ସିକ୍ରେଟ୍
ନୂଆଦିଲ୍ଲୀ,୨୬।୧୦: ପାଖାପାଖି ୪ ହଜାର କୋଟି ବଜେଟ୍ରେ ନିର୍ମିତ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ମାତା ସୀତାଙ୍କ ଚରିତ୍ରରେ ନଜର ଆସିବେ ଅଭିନେତ୍ରୀ ସାଇ ପଲ୍ଲବୀ। ଏହି ଭୂମିକାକୁ ନେଇ ସେ ନିଜର ଅନୁଭୂତି ବଖାଣିଛନ୍ତି। ସୀତାଙ୍କ ଚରିତ୍ରରେ ଅଭିନୟ କରିବା ସମୟରେ…
ବଲାଙ୍ଗୀର ପାଇଁ ଗର୍ବ: ରଣଜୀ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି, ବିଧାୟକ କହିଲେ….
ବଲାଙ୍ଗୀର,୨୬।୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି ରଣଜୀ କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି । ଏହା ବଲାଙ୍ଗୀର ଜିଲା ପାଇଁ ଏକ ଗର୍ବ ଓ ଗୌରବର ବିଷୟ ହୋଇଛି । ଭୁବନେଶ୍ୱର କିଟ୍ ପଡିଆ…

