Home Left

ଜାପାନ ଦଳରୁ ଖେଳିଲେ ୧୨ ଜଣ

ଭୁବନେଶ୍ୱର,୧୮।୧ (କ୍ରୀଡ଼ା ପ୍ରତିନିଧି): ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଜାପାନ ବନାମ ଦକ୍ଷିଣ କୋରିଆ ହକି ବିଶ୍ୱକପ୍‌ ମ୍ୟାଚରେ ଏକ ବିରଳ ଘଟଣା ଦେଖିବାକୁ ମିଳିଥିଲା। ଜାପାନ ୧-୨ ଗୋଲରେ ପଛୁଆ ରହିଥିବାରୁ ମ୍ୟାଚର ଶେଷ ୩ ମିନିଟ ଅଲ୍‌ଆଉଟ ଖେଳିଥିଲା।…

ଭାରତୀୟ ଦଳର ଜୋରଦାର ଅଭ୍ୟାସ

ଭୁବନେଶ୍ୱର, ୧୮।୧ (କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍‌ରେ ନିଜର ପ୍ରଥମ ୨ଟି ମ୍ୟାଚ ରାଉରକେଲାର ବିର୍ସା ମୁୁଣ୍ଡା ଷ୍ଟାଡିୟମରେ ଖେଳିଥିବା ଭାରତୀୟ ଦଳ ସୋମବାର ଭୁବନେଶ୍ୱରରେ ପହଞ୍ଚତ୍ଥିବାବେଳେ ମଙ୍ଗଳବାର ଜୋରଦାର ଅଭ୍ୟାସ କରିଛି। ଭାରତୀୟ ଦଳ ଏହାର ପ୍ରଥମ ମ୍ୟାଚରେ…

ଟିଭିରେ ପ୍ରସାରିତ ହେବ ସୁପରହିଟ୍‌ ଫିଲ୍ମ ‘କାନ୍ତାରା’

ମୁମ୍ବାଇ: ଅଭିନେତା ଋଷବ ଶେଟ୍ଟୀଙ୍କ ଫିଲ୍ମ ‘କାନ୍ତାରା’ ୨୦୨୨ର ସବୁଠାରୁ ବଡ ବ୍ଲକବଷ୍ଟର ମଧ୍ୟରୁ ଅନ୍ୟତମ। ଏହି ଫିଲ୍ମଟି କେବଳ କନ୍ନଡ଼ରେ ନୁହେଁ ହିନ୍ଦୀରେ ଏବଂ ଅନ୍ୟ ଭାଷାରେ ମଧ୍ୟ ହିଟ୍‌ ମଧ୍ୟ ହୋଇଥିଲା। ପ୍ରେକ୍ଷାଳୟ ପରେ ଫିଲ୍ମଟି ଓଟିଟିରେ ମଧ୍ୟ…

ବନ୍ଧୁକ ଦେଖାଇ ୮୦,୦୦୦ ଲୁଟ୍‌

କାମାକ୍ଷାନଗର, ୧୮।୧(ଡି.ଏନ୍‌.ଏ.): ବାଇକ୍‌ରେ ଆସିଲେ। ବନ୍ଧୁକ ମୁନରେ ଭୟଭୀତ କରାଇ ଆଖି ପିଛୁଳାକେ ଛଡ଼ାଇନେଲେ ୮୦,୦୦୦ ଟଙ୍କା। ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଧୋବାବାହାଳି ଛକ ନିକଟରେ ମଙ୍ଗଳବାର ଏଭଳି ଫିଲ୍ମ ଷ୍ଟାଇଲ୍‌ରେ ଲୁଟ୍‌ ହୋଇଛି। ଲୁଟ୍‌ର ଶିକାର…

ଆମ୍ରି ହସ୍ପପିଟାଲରେ ବିରଳ ଅସ୍ତ୍ରୋପ୍ରଚାର

ଭୁବନେଶ୍ୱର,୧୮।୧: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଆମ୍ରି ହସ୍ପିଟାଲ ଭୁବନେଶ୍ୱରରେ ଏକ ବିରଳ ରୋଗର ସଫଳ ଅସ୍ତ୍ରୋପ୍ରଚାର କରାଯାଇଛି। ଏପରିକି ଆମ୍ରି ହସ୍ପପିଟାଲର ହୃଦରୋଗ ବିଶେଷଜ୍ଞ ଡା. ଦିବ୍ୟାରଞ୍ଜନ ବେହେରାଙ୍କ ନେତୃତ୍ୱରେ ଉକ୍ତ ରୋଗୀ ଓ ରୋଗର ସଫଳ ଅସ୍ତ୍ରୋପ୍ରଚାର କରାଯାଇଥିଲା।…

ସ୍ପାଇସ୍‌ମନିର ଉଦ୍ୟମ ସେବା

ନୂଆଦିଲ୍ଲୀ,୧୮।୧: ଦେଶର ପ୍ରମୁଖ ଘରୋଇ ଆଇଟି ସଂସ୍ଥା ଡିଜିସ୍ପେସ୍‌ ଟେକ୍ନୋଲୋଜିସ୍‌ର ସହାୟକ କମ୍ପାନୀ ସ୍ପାଇସ୍‌ମନିର ଉଦ୍ୟମ ସେବାର ଶୁଭାରମ୍ଭ କରାଯାଇଛି। ଏହା ଜରିଆରେ ଗ୍ରାମୀଣ ଭାରତରେ ବାସ କରୁଥିବା ଲୋକମାନଙ୍କ ପାଖରେ ସରକାରୀ ସେବାଗୁଡ଼ିକୁ ପହଞ୍ଚାଇବାର ଉଦ୍ୟମ ଜାରି ରଖାଯାଇଛି। ଏପରିକି…

ରୟାଲ ଏନ୍‌ଫିଲ୍ଡର ନୂଆ ସୁପର ମିଟିଅର ୬୫୦ ଉନ୍ମୋଚିତ

ନୂଆଦିଲ୍ଲୀ,୧୮।୧: ଦେଶର ପ୍ରମୁଖ ପ୍ରିମିୟମ ବାଇକ୍‌ ବ୍ରାଣ୍ଡ୍‌ ରୟାଲ ଏନ୍‌ଫିଲ୍ଡର ନୂଆ ସୁପର ମିଟିଅର ୬୫୦ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏ ସମ୍ପର୍କରେ ରୟାଲ ଏନ୍‌ଫିଲ୍ଡର ସିଇଓ ବି. ଗୋବିନ୍ଦରାଜନ୍‌ କହିଛନ୍ତି,ଆମ ପୋର୍ଟଫୋଲିଓରେ ଥଣ୍ଡର ବାର୍ଡକୁ ରିପ୍ଲେସ୍‌ କରିଥିବା ରୟାଲ…

ବିଭୋର କରୁଛି ବନ୍ୟଜୀବନ

ଢେଙ୍କାନାଳ ଅଫିସ,୧୮।୧: ଢେଙ୍କାନାଳ ଜିଲା ବନ ବିଭାଗ ପକ୍ଷରୁ କପିଳାସ ଅଭୟାରଣ୍ୟରେ ଆରମ୍ଭ ହୋଇଛି ଜଙ୍ଗଲ ସଫାରି। ପର୍ଯ୍ୟଟକଙ୍କୁ ପ୍ରକୃତି ଏବଂ ବନ୍ୟଜୀବନ ସହିତ ଯୋଡ଼ିବା ଲାଗି ୩ଦିନ ହେଲା ପରୀକ୍ଷାମୂଳକ ଭାବେ ଏହାର ଶୁଭାରମ୍ଭ ହୋଇଥିବାବେଳେ ଆସନ୍ତା ୭ଦିନ ମଧ୍ୟରେ ଏହା…

୩ୟ ତ୍ରୈମାସରେ ବିଓଆଇର ୧୧୫୧ କୋଟି ଲାଭ

ନୂଆଦିଲ୍ଲୀ,୧୮।୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ)ର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ଡିସେମ୍ବର ଶେଷ ସୁଦ୍ଧା ବ୍ୟାଙ୍କର କାରବାର ୨୦% ବୃଦ୍ଧି ଘଟି କ୍ରମାଗତ ଲାଭରେ ୧୧୫୧ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର ଅପରେଟିଂ…

ରୋମାଞ୍ଚ ଭରିଲେ ଶାନ

ବ୍ରହ୍ମପୁର ଅଫିସ,୧୮।୧: ସିଲ୍କ ସିଟି ଫେଷ୍ଟ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଶେଷ ସନ୍ଧ୍ୟାରେ ମୁଖ୍ୟ ଅତିଥି ରୂପେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ମହୋତ୍ସବ ମାଧ୍ୟମରେ ଗଞ୍ଜାମ ଜିଲାର ଲୋକ କଳା, ସଂସ୍କୃତିର ପ୍ରଚାରପ୍ରସାର ହୋଇପାରିଛି।…

ବିଓଏମ୍‌ର ୩ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୧୮।୧: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨ ଡିସେମ୍ବର ଶେଷ ସୁଦ୍ଧା ବିଓଏମ୍‌ର ନେଟ୍‌ ସୁଧ ଆୟରେ ବୃଦ୍ଧି ଘଟି ୧୩୮.୭୬% ଅଭିବୃଦ୍ଧି ହାରରେ ୭୭୫ କୋଟି ଟଙ୍କାର ନେଟ୍‌ ଲାଭ…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧୮।୧: ଦିନକ ପରେ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ହୋଇଛି। ବିଶେଷକରି ଷ୍ଟକ୍‌ ବଜାରର ନିବେଶକମାନେ ଆଶା ଓ ଆଶଙ୍କା ମଧ୍ୟରେ ଥିଲାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri