ଶିଶୁଙ୍କୁ ଅଣ୍ଡା ବଦଳରେ ବଣଭୋଜି ବାସି ତରକାରି
ମହାକାଳପଡ଼ା,୧୮।୧(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳ ଶିଶୁଙ୍କ କୁପୋଷଣ, ମୃତ୍ୟୁହାର ହ୍ରାସ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ଗର୍ଭସ୍ଥ ଶିଶୁର ବିକାଶ ପାଇଁ ପୁଷ୍ଟିକର ଭିଟାମିନ୍ ଖାଦ୍ୟ ଯୋଗାଇ ଦେଉଛନ୍ତି। ତେବେ କୋମଳମତି ଶିଶୁମାନଙ୍କୁ ପୁଷ୍ଟିକର ଖାଦ୍ୟ ଅଣ୍ଡା ଦେବା…
ଭିଏଟ୍ନାମ ରାଷ୍ଟ୍ରପତିଙ୍କ ଇସ୍ତଫା
ବ୍ୟାଙ୍କକ୍,୧୮।୧: ଭିଏଟ୍ନାମ ରାଷ୍ଟ୍ରପତି ଗୁଏନ୍ ଜୁଆନ୍ ଫୁକ୍ ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଦେଶରେ ଅନେକ ଦୁର୍ନୀତି ମାମଲା ଲାଗି ତାଙ୍କୁ ଦାୟୀ କରାଯାଉଥିଲା। ଶାସକ କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟି ବୈଠକରେ ଗୁଏନ୍ କହିଥିଲେ, ସେ ରାଷ୍ଟ୍ରପତି ପଦରେ…
ପାଣି ନ ପଡ଼ିଲେ ଧୂଳି, ପାଣି ପଡ଼ିଲେ ଦୁର୍ଘଟଣା
ଯୋଡା,୧୭।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଦେଇ ରାଜ୍ୟ ରାଜପଥ ନଂ.୨ରେ ନିର୍ମାଣାଧୀନ ଫ୍ଲାଏ ଓଭର କାର୍ଯ୍ୟ ଚାଲିଛି। ତେବେ ସହରରେ ଥିବା ସର୍ଭିସ ରୋଡ୍ଗୁଡ଼ିକ ଠିକ୍ ଭାବେ ନିର୍ମାଣ ହେଉ ନ ଥିବା ଏବଂ ରାସ୍ତା ନିର୍ମାଣରେ ବିଳମ୍ବ…
ପଙ୍କଜ ସିଂ ଡେପୁଟି ଏନ୍ଏସ୍ଏ
ନୂଆଦିଲ୍ଲୀ,୧୮।୧(ପି.ଟି.): ସୀମା ସୁରକ୍ଷା ବଳ (ବିଏସ୍ଏଫ୍)ର ଅବସରପ୍ରାପ୍ତ ମହାନିର୍ଦ୍ଦେଶକ ପଙ୍କଜ କୁମାର ସିଂଙ୍କୁ ଜାତୀୟ ସୁରକ୍ଷା ଉପପରାମର୍ଶଦାତା (ଡେପୁଟି ଏନ୍ଏସ୍ଏ) ନିଯୁକ୍ତ କରାଯାଇଛି। ୧୯୮୮ ବ୍ୟାଚ୍ର ରାଜସ୍ଥାନ କ୍ୟାଡରର ଏହି ଆଇପିଏସ୍ ଅଫିସର ଏହି ପଦବୀରେ ୨ ବର୍ଷ ରହିବେ। ସେ…
ଏହି ଅଭିନେତ୍ରୀଙ୍କୁ ମୋଟି, କାଳି କହିଥିଲେ ଶଶି କପୁର: ଆଉ ତା ପରେ …
ଏଭରଗ୍ରୀନ ଅଭିନେତ୍ରୀ ରେଖାଙ୍କୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ସ୍ଥାନଟିଏ ପାଇଁ କଠିନ ପରିଶ୍ରମ ସହ ଅନେକ ସମାଲୋଚନାର ସମ୍ମୁଖୀନ ହେବାକୁ ପଡିଥିଲା। ୧୪ ବର୍ଷ ବୟସରୁ, ରେଖା ଚଳଚ୍ଚିତ୍ର ଜଗତରେ ପ୍ରବେଶ କରିଥିଲେ। ସେହି ସମୟରେ ସେ କଳା ଥିଲେ ଏବଂ ତାଙ୍କର…
ସୁବର୍ଣ୍ଣପୁର ଓଡ଼ିଆ ଭାଷା, ଲିପିର ଅନ୍ତୁଡ଼ିଶାଳ
ଓଡ଼ିଆ ଭାଷା ଓ ସଂସ୍କୃତିକୁ ସୁବର୍ଣ୍ଣପୁର ରାଜ ଦରବାରର ବହୁତ ବଡ ଅବଦାନ ରହିଛି। ଏହି ମାଟିର ଶାସକ ମହାରାଜା ବୀର ମିତ୍ରୋଦୟ ସିଂହଦେଓ ସଂସ୍କୃତ, ଓଡ଼ିଆ, ବଙ୍ଗଳା ଓ ଇଂଲିଶ ଭାଷାରେ ଲିଖିତ ଶତାଧିକ ପୁସ୍ତକ ପ୍ରକାଶନ କରି ଭାଷା…
ବୃଦ୍ଧଙ୍କୁ ସ୍କୁଟରରେ ଘୋଷାଡ଼ିଲେ
ବେଙ୍ଗାଲୁରୁ, ୧୮।୧: ମଙ୍ଗଳବାର ବେଙ୍ଗାଲୁରୁର ଜନଗହଳି ସଡ଼କରେ ଜଣେ ବୃଦ୍ଧଙ୍କୁ ସ୍କୁଟର ଚାଳକ ଘୋଷାଡ଼ି ନେଇ ଗିରଫ ହୋଇଛନ୍ତି। ସ୍କୁଟର ଚଲାଉଥିବା ସାହିଲ ଏକ କାର୍ ସହ ପିଟି ହୋଇଥିଲେ। ଏହାପରେ ୭୧ ବର୍ଷୀୟ ମୁଟ୍ଟାପା କାର୍ରୁ ବାହାରି ସ୍କୁଟର ପାଖକୁ…
୨୩ ଲକ୍ଷ ଟଙ୍କା ବିଲ୍ ନ ଦେଇ ଗ୍ରାହକ ଚମ୍ପଟ
ନୂଆଦିଲ୍ଲୀ,୧୮।୧: ଜଣେ ବ୍ୟକ୍ତି ନିଜକୁ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ) ବାସିନ୍ଦା ଏବଂ ଆବୁଧାବୀ ରାଜପରିବାରର କର୍ମଚାରୀ ପରିଚୟ ଦେଇ ଦିଲ୍ଲୀର ଲୀଲା ପ୍ୟାଲେସ୍ ହୋଟେଲରେ ପ୍ରାୟ ୪ ମାସ ରହିଥିଲେ। ସେ ହୋଟେଲର ୨୩ ଲକ୍ଷ ଟଙ୍କା ବିଲ୍ ପୈଠ…
କାଠଫାଳିଆରେ ପିଟି ସାଙ୍ଗଙ୍କୁ ହତ୍ୟା
ଭୁବନେଶ୍ୱର,୧୮।୧(ବ୍ୟୁରୋ):: ପୂର୍ବଶତ୍ରୁତା ଓ ଚିକେନ ଖାଇବାକୁ ନେଇ ହୋଇଥିବା ଗଣ୍ଡଗୋଳରୁ ୨ ସମ୍ପର୍କୀୟ ଭାଇ ଜଣେ ଯୁବକଙ୍କୁ କାଠଫାଳିଆରେ ପିଟି ହତ୍ୟା କରିଛନ୍ତି। ମୈତ୍ରୀବିହାର ଥାନା ଅନ୍ତର୍ଗତ ଇଡ୍କୋ ବସ୍ତିର ଆଦିବାସୀ ସାହିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ…
ପ୍ରଚଣ୍ଡଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ
କାଠମାଣ୍ଡୁ,୧୮।୧(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ମଙ୍ଗଳବାର ତାଙ୍କ କ୍ୟାବିନେଟର ପ୍ରଥମ ସମ୍ପ୍ରସାରଣ କରିଛନ୍ତି। ଏଥିରେ ୧୨ ଜଣଙ୍କୁ ମନ୍ତ୍ରୀ ଏବଂ ୩ ଜଣଙ୍କୁ କନିଷ୍ଠ ମନ୍ତ୍ରୀ କରାଯାଇଛି। ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବାର ୩ ସପ୍ତାହରୁ…
ଆସିଲା ବ୍ୟବଚ୍ଛେଦ ରିପୋର୍ଟ
ଖୁଣ୍ଟୁଣୀ, ୧୮ା୧(ଡି.ଏନ୍.ଏ.): ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମଙ୍ଗଳବାର ଗୁରୁଡିଝାଟିଆ ପୋଲିସର ହସ୍ତଗତ ହୋଇଛି। ହେଲେ ଏହି ରିପୋର୍ଟରେ ଥିବା ତଥ୍ୟକୁ ପୋଲିସ ଉପସ୍ଥାପନ କରିନାହିଁ। କିଭଳି ଓ କେଉଁ ପରିସ୍ଥିତିରେ ରାଜଶ୍ରୀଙ୍କର ମୃତ୍ୟୁ ଘଟିଲା, ତାହା…
ଅନୁପ ଗୁପ୍ତା ଚଣ୍ଡିଗଡ଼ ମେୟର ନିର୍ବାଚିତ
ଚଣ୍ଡିଗଡ଼,୧୮।୧: ଆମ୍ ଆଦ୍ମୀ ପାର୍ଟି (ଏଏପି) ପ୍ରାର୍ଥୀ ଯଶବୀର ସିଂଙ୍କୁ ମାତ୍ର ଗୋଟିଏ ଭୋଟରେ ପରାସ୍ତ କରି ଭାଜପାର ଅନୁପ ଗୁପ୍ତା ମଙ୍ଗଳବାର ଚଣ୍ଡିଗଡ଼ର ନୂଆ ମେୟର ନିର୍ବାଚିତ ହୋଇଛନ୍ତି। ଗୁପ୍ତାଙ୍କୁ ୧୫ ଭୋଟ ମିଳିଥିବାବେଳେ ଏଏପି ପ୍ରାର୍ଥୀ ୧୪ଟି ଭୋଟ…
Archives


