ନେପାଳ ବିମାନ ଦୁର୍ଘଟଣାରେ ସିଙ୍ଗର ନିରା ଛନ୍ତୟାଲଙ୍କ ନିଧନ
କାଠମାଣ୍ଡୁ,୧୬ ।୧: ରବିବାର ନେପାଳରେ ହୋଇଥିବା ଦୁଃଖଦ ବିମାନ ଦୁର୍ଘଟଣାରେ ୭୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ଏବେ ପର୍ଯ୍ୟନ୍ତ ୬୮ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏବେ ସୂଚନା ମିଳିଛି କି ଏହି ଦୁର୍ଘଟଣାରେ ନେପାଳର ନାମୀ…
୧୭ରେ ଏହି ସବୁ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ୧୭ ଏବଂ ୧୮ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୧୭ ତାରିଖରେ ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡା, ଜଗତ୍ସିଂହପୁର,…
ପକେଟ ମନିପାଇଁ ମଡଲିଂ ଆରମ୍ଭ କରିଥିଲେ ସିଦ୍ଧାର୍ଥ
ମୁମ୍ବାଇ: ବଲିଉଡ ଶେରଶାହ ସିଦ୍ଧାର୍ଥ ମାଲହୋତ୍ରା ସୋମବାର ତାଙ୍କର ୩୮ ତମ ଜନ୍ମଦିନ ପାଳନ କରିଛନ୍ତି । ଏବେ ସିଦ୍ଧାର୍ଥ ବଲିଉଡର ଜଣେ ଆଗଧାଡିର ଅଭିନେତା । ସେ ୨୦୧୨ରେ ବରୁଣ ଧୱନ ଓ ଆଲିଆ ଭଟ୍ଟଙ୍କ ସହ ବଲିଉଡ ମୁଭି…
କଣ୍ଟାବାଞ୍ଜି ବିଧାୟକଙ୍କ ଆଚରଣ ପ୍ରତିବାଦରେ ଓଏଏସ ସଂଘ ସଦସ୍ୟ ପିନ୍ଧିଲେ କଳାବ୍ୟାଚ
ବଲାଙ୍ଗୀର ଅଫିସ, ୧୬।୧: ବଲାଙ୍ଗୀର ଜିଲା ପରିଷଦ ବୈଠକ ଚାଲିଥିବା ବେଳେ ଗତ ୧୨ ତାରିଖରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ବଲାଙ୍ଗୀର ଜିଲାପାଳ ଏବଂ ଜିଲା ପରିଷଦ ଉନ୍ନୟନ ଅଧିକାରୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରିଥିବା ଅଭିଯୋଗ…
ପୁଣି ସାକ୍ସେନାଙ୍କୁ ଟାର୍ଗେଟ୍ କଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏବଂ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଦିଲ୍ଲୀର ସରକାରୀ ଶିକ୍ଷକମାନଙ୍କୁ ଫିନଲ୍ୟାଣ୍ଡକୁ ତାଲିମ ପାଇଁ ପଠାଇବା ପ୍ରସଙ୍ଗରେ ଏବେ ପୁଣି ଥରେ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲ ସାକ୍ସେନାଙ୍କୁ ଟାର୍ଗେଟ୍ କରିଛନ୍ତି। କେଜ୍ରିଓ୍ବାଲ…
ଚଳଚ୍ଚିତ୍ରରେ କାମ କରିବା ପୂର୍ବରୁ ସଂଘର୍ଷ କରିଥିଲେ ଅଭିନେତା, ସେଲ୍ସମ୍ୟାନ୍ରୁ ଆଜି ସୁପରଷ୍ଟାର୍
ମୁମ୍ବାଇ: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତା ବିଜୟ ସେଥୁପଥି ଆଜି ତାଙ୍କର ୪୪ତମ ଜନ୍ମଦିନ ପାଳନ କରୁଛନ୍ତି। ବିଜୟ ୧୬ ଜାନୁୟାରୀ ୧୯୭୮ରେ ତାମିଲନାଡୁରେ ରାଜପାଲାୟମଠାରେ ଜନ୍ମଗ୍ରହଣ କରିଥିଲେ। କୁହାଯାଏ ଯେ, ଜଣେ ସଫଳ ଅଭିନେତାଙ୍କ ପଛରେ ବହୁତ ସଂଘର୍ଷ…
ଖଣ୍ଡାଧାରରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼
କେନ୍ଦୁଝର,୧୬ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଅନ୍ୟତମ ପ୍ରସିଦ୍ଧ ବାଂଶପାଳ ବ୍ଲକର ଖଣ୍ଡାଧାର ଜଳପ୍ରପାତରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଜମୁଛି। ଏଠାରେ ଏବେ ମକର ମେଳା ଚାଲିଥିବାରୁ ପର୍ଯ୍ୟଟକମାନେ ଜଳପ୍ରପାତ ବୁଲି ଦେଖିବା ସହ ଭୋଜି ଭାତ କରି ମଜା ନେଉଛନ୍ତି। ମେଳାରେ ମୀନାବଜାର…
୨ ବର୍ଷର ଝିଅକୁ କଚାଡ଼ି ମାରିଲେ ବାପା
ଦେବଗଡ଼,୧୬ା୧(ଡି.ଏନ୍.ଏ.): ଦୁଇ ବର୍ଷର ଝିଅକୁ କଚାଡ଼ି ମାରିଛନ୍ତି ବାପା। ଏପରି ଅମାନବୀୟ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ଜଲା ନବଗଠିତ ଲଇମୁରା ଥାନା ଅନ୍ତର୍ଗତ ଲମ୍ବଡୁରା ଗ୍ରାମରେ। ବାପା ବିଜୁ କିଷାନଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ତିଳେଇବଣି…
୨୪ରେ ଦିଲ୍ଲୀ ମେୟର ନିର୍ବାଚନ
ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍ସିଡି) ମେୟର ନିର୍ବାଚନ ନେଇ ସୋମବାର ପୁଣି ତାରିଖ ଘୋଷଣା ହୋଇଛି। ଜାନୁଆରୀ ୨୪ରେ ମେୟର ନିର୍ବାଚନ ହେବା ନେଇ ସୂଚନା ଦିଆଯାଇଛି। ଉପରାଜ୍ୟପାଳ ଭିକେ ସାକ୍ସେନାଙ୍କ ଅନୁମତି କ୍ରମେ ନବ ନିର୍ବାଚିତ କାଉନସିଲଙ୍କ ବୈଠକ ବସିବ।…
ଜାଣନ୍ତି କି ଜୟା ଏବଂ ରେଖାଙ୍କ ମଧ୍ୟରୁ କିଏ ଅଧିକ ଧନୀ, କାହା ପାଖରେ ଅଛି କେତେ କାର୍ ଆଉ ବଙ୍ଗଳା
ମୁମ୍ବାଇ: ବଲିଉଡ୍ର ବରିଷ୍ଠ ଅଭିନେତ୍ରୀ ଜୟା ବଚ୍ଚନ ଏବଂ ରେଖାଙ୍କର ଆଜି ବି ଅନେକ ପ୍ରଶଂସକ ରହିଛନ୍ତି। ପ୍ରଶଂସକମାନେ ଏହି ଦୁଇ ଅଭିନେତ୍ରୀଙ୍କ ବିଷୟରେ ଅଧିକ ଜାଣିବା ପାଇଁ ସବୁବେଳେ ଚାହିଁଥାନ୍ତି। ତେବେ ଜାଣନ୍ତି କି ଏହି ଦୁଇ ଅଭିନେତ୍ରୀଙ୍କ ମଧ୍ୟରୁ…
ପ୍ରସିଦ୍ଧ ସ୍କ୍ରିପ୍ଟରାଇଟର୍ଙ୍କ ପରଲୋକ
ଲୋକପ୍ରିୟ ତାମିଲ-ତେଲୁଗୁ ସ୍କ୍ରିପ୍ଟରାଇଟର୍୍ ଶ୍ରୀ ବାଲାମୁରୁଗାନଙ୍କ ଦେହାନ୍ତ ହୋଇଛି। ୮୬ ବର୍ଷ ବୟସରେ ସେ ଦୁନିଆରୁ ବିଦାୟ ନେଇଛନ୍ତି। ସେ ଗତ କିଛି ବର୍ଷ ଧରି ଅସୁସ୍ଥ ଥିଲେ। ବାଲାମୁରୁଗାନ ‘ଧର୍ମଦଥା’, ‘ଅଲୁମାଗାଲୁ’, ‘ସାଭାସାଗାଲୁ’ ଏବଂ ‘ଜୀବନ ତରଙ୍ଗାଲୁ’ ପରି ଅନେକ…
୧୬ ବର୍ଷ ତଳେ ବିମାନ ଦୁର୍ଘଟଣାରେ ସ୍ବାମୀଙ୍କୁ ହରାଇଥିଲେ, ଏବେ ନିଜେ ଚାଲିଗଲେ
କାଠମାଣ୍ଡୁ,୧୬।୧: ନେପାଳରେ ବିମାନ ଦୁର୍ଘଟଣାରେ ୬୮ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପାଞ୍ଚ ଜଣ ଭାରତୀୟ ମଧ୍ୟ ଅଛନ୍ତି। ଦୁର୍ଘଟଣାଗ୍ରସ୍ତ ୟେତି ଏୟାରଲାଇନ୍ସ ବିମାନ ଏଟିଆର୍-୭୨ର ସହ-ପାଇଲଟ ଅଞ୍ଜୁ ଖାତିୱାଡା ମଧ୍ୟ ପ୍ରାଣ ହରାଇଛନ୍ତି। କିଛି ଦିନ ମଧ୍ୟରେ ଅଞ୍ଜୁ…
Archives


