ବାଲି ସଇରାତ ନ ଥାଇ ବେଆଇନ ବାଲି ଉଠାଣ
ମାହାଙ୍ଗା ୭ା୧୨(ସ୍ବ.ପ୍ର.): ମାହାଙ୍ଗା ତହସିଲରେ ବେଆଇନ୍ ବାଲି ଉଠାଣ ଦିନକୁ ଦିନ ବଢ଼ି ଚାଲିଛି। ମାତ୍ର ତହସିଲ ଅବା ପୋଲିସ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ମାହାଙ୍ଗାର ବିଭିନ୍ନ ବାଲିଘାଟରୁ ବାଲି ଉଠାଯାଇ ଟ୍ରିପ ଟ୍ରିପ ବାହାର ଜିଲାକୁ ଚାଲାଣ…
ଓଡ଼ିଶା ପୋଲିସକୁ ୨ ବ୍ରୋଞ୍ଜ ପଦକ
କଟକ ଅଫିସ,୭ା୧୨: ୭୧ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିୟନଶିପ୍ରେ ଓଡ଼ିଶା ପୋଲିସର ମହିଳା ଓ ପୁରୁଷ ଟିମ୍ ଦଳଗତ ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଓଡ଼ିଶା ପୋଲିସର ପୁରୁଷ ଟିମ୍ ସିଆଇଏସଏଫ୍କୁ ୬-୪ ଗୋଲରେ ପରାସ୍ତ କରି ତୃତୀୟ…
ଚିନ୍ତା ବଢ଼ାଉଛି ନିର୍ମାଣଜନିତ ବର୍ଜ୍ୟ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳକୁ ସ୍ବଚ୍ଛ ଓ ସୁନ୍ଦର କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଣ୍ଟା ଭିଡ଼ିଛି। ଏଥିପାଇଁ ଜିରୋ ଜିପିଏସ୍ (ଗ୍ରାସ୍-ପ୍ଲାଷ୍ଟିକ-ସଏଲ୍) ଅଭିଯାନ ଆରମ୍ଭ ହୋଇଛି। ତେବେ ରାସ୍ତାରୁ ଅନାବନା ଘାସ, ପ୍ଲାଷ୍ଟିକ ଓ ନିର୍ମାଣଜନିତ ବର୍ଜ୍ୟ ହଟାଇବା…
ଝାରବନ୍ଧରେ ସର୍ବାଧିକ
ପଦ୍ମପୁର,୭।୧୨(ଡି.ଏନ.ଏ.): ବର୍ତ୍ତମାନ ସାରା ରାଜ୍ୟର ଆଖି ପଦ୍ମପୁର ଉପନିର୍ବାଚନ ଉପରେ କେନ୍ଦ୍ରୀଭୂତ ହୋଇରହିଛି। ବିଭିନ୍ନ ଦୃଷ୍ଟିରୁ ଏହି ଉପନିର୍ବାଚନ ନିଜର ପୁରୁଣା ରେକର୍ଡ ଭାଙ୍ଗିଛି। ଏଥର ଦୁଇ ନମ୍ବର ଉପନିର୍ବାଚନର ସମ୍ମୁଖୀନ ହୋଇଥିବା ପଦ୍ମପୁର ନିର୍ବାଚନ ମଣ୍ଡଳୀର ଭୋଟର ସର୍ବାଧିକ ୮୧.୨୯…
କଳାପଟା ନାହିଁ, କବାଟରେ ଲେଖା ହେଲା ପ୍ରଶ୍ନ
ଧର୍ମଶାଳା,୭ା୧୨(ଡି.ଏନ୍.ଏ.): ବିଦ୍ୟାଳୟଗୁଡ଼ିକର ଭୂତ୍ତିଭୂମି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ୫-ଟି ମାଧ୍ୟମରେ ବିପୁଳ ଟଙ୍କା ବ୍ୟୟ କରିଚାଲିଛନ୍ତି। ହେଲେ ଯାଜପୁର ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଏହି ଜିଲାର ଧର୍ମଶାଳା ବ୍ଲକ ଅନ୍ତର୍ଗତ ଅଣ୍ଟିଆ ଗ୍ରାମରେ ଥିବା ୫-ଟି…
ଦୋଷୀଙ୍କୁ ୨୦ବର୍ଷ ଜେଲ
ବାରିପଦା ଅଫିସ,୭ା୧୨: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍ କୋର୍ଟରେ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ଦୁର୍ଗାଚରଣ ମିଶ୍ର ଏହାର ବିଚାର କରି ଦୋଷୀଙ୍କୁ ୨୦ବର୍ଷ କାରାଦଣ୍ଡରେ…
ପଞ୍ଜାବ ଆଣ୍ଡ ସିନ୍ଧ୍ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ୱର, ୭।୧୨: ପଞ୍ଜାବ ଆଣ୍ଡ ସିନ୍ଧ୍ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଜୟଦେବ ବିହାର ନିକଟସ୍ଥ ଏକ ହୋଟେଲରେ ବ୍ୟାଙ୍କର ଓଡିଶା କ୍ଷେତ୍ରର କାରବାର ସମ୍ପର୍କିତ ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା। ଏଥିରେ ପଞ୍ଜାବ ଆଣ୍ଡ…
ଲୁଡ଼ୁ ନିଶାରେ ରେଣୁ ସର୍ବସ୍ବାନ୍ତ
ଲକ୍ଷ୍ନୌ,୭ା୧୨: ଜୁଆ ଖେଳିଲେ ସର୍ବସ୍ବାନ୍ତ ହେବା ଥୟ ବୋଲି ମହାଭାରତ ଆମକୁ ଶିଖାଇଛି। ଏଭଳି ଅନେକ ଦୃଷ୍ଟାନ୍ତ ଥାଇ ମଧ୍ୟ ସଚେତନ ନ ହେବାର ମାନେ ହେଉଛି, ବିପତ୍ତିକୁ ଡାକିବା। ଉତ୍ତରପ୍ରଦେଶର ରେଣୁଙ୍କ ପାଖକୁ ଜୟପୁରରେ ଥିବା ତାଙ୍କ ସ୍ବାମୀ ଟଙ୍କା…
‘ଖାଲି ପେଟରେ କେହି ନିଦ୍ରା ନ ଯାଆନ୍ତୁ’
ନୂଆଦିଲ୍ଲୀ,୭ା୧୨(ପି.ଟି.): କେହି ଯେପରି ଖାଲି ପେଟରେ ନିଦ୍ରା ନ ଯାଆନ୍ତି, ତାହା ସୁନିଶ୍ଚିତ କରିବା ଆମ ସଂସ୍କୃତି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ)ରେ ଖାଦ୍ୟଶସ୍ୟ ଯେପରି ଶେଷ ବ୍ୟକ୍ତି ପାଖରେ ପହଞ୍ଚତ୍ବ ତାହା ଦେଖିବାକୁ…
ସହର ସଫେଇରେ ଦୁର୍ନୀତି
ଭୁବନେଶ୍ୱର,୭ା୧୨(ବ୍ୟୁରୋ): ସହରାଞ୍ଚଳ ବର୍ଜ୍ୟବସ୍ତୁ ଚିନ୍ତା ବଢ଼ାଇଛି। ସହରରୁ ଦୈନିକ ବାହାରୁ ଥିବା କୁଢ଼ କୁଢ଼ ଆବର୍ଜନା ଦୀର୍ଘ ଦିନ ଧରି ପାହାଡ଼ ଭଳି ଗଦା ହେଉଛି। ଏଭଳିସ୍ଥଳେ ବର୍ଜ୍ୟବସ୍ତୁ ପରିଚାଳନାରେ ହେଉଥିବା ଅନିୟମିତତା ଏବଂ ପୌରସଂସ୍ଥାର ଅପାରଗତାର ପର୍ଦ୍ଦାଫାଶ କରିଛନ୍ତି କମ୍ପ୍ଟ୍ରୋଲର…
ଆଜି ଭାରତ-ବାଂଲାଦେଶ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଢାକା,୭।୧୨: ଭାରତ ଏବଂ ବାଂଲାଦେଶ ୩ ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ଦିନିକିଆରେ ବୁଧବାର ଖେଳାଯିବ ପ୍ରଥମ ମ୍ୟାଚ୍ ପରାଜୟ ପରେ ରୋହିତ ଶର୍ମା ନେତୃତ୍ୱାଧୀନ ଭାରତୀୟ ଦଳ ଏହି ମ୍ୟାଚରେ ବିଜୟ ହାସଲ କରିବାକୁ ଚେଷ୍ଟା କରିବ। ସିରିଜର ଦ୍ୱିତୀୟ…
ଲେଡି ଗାଗାଙ୍କ କୁକୁରକୁ ମାରିଥିଲେ ଗୁଳି, ଦୋଷୀଙ୍କୁ ମିଳିଲା ୨୧ ବର୍ଷର କାରାଦଣ୍ଡ
ହଲିଉଡ ଗାୟକ ଲେଡି ଗାଗାଙ୍କ କୁକୁରକୁ ଗୁଳି ଚଳାଇଥିବା ବ୍ୟକ୍ତିଙ୍କୁ ୨୧ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ୨୦୨୧ରେ ଏହି ଘଟଣା ଘଟିଥିବା ବେଳେ ଏବେ ଏହାର ରାୟ ଆସିଛି। ଅଭିଯୁକ୍ତଜଣଙ୍କ ହେଲେ ଜେମ୍ସ ହାଓ୍ବାର୍ଡ ଜ୍ୟାକ୍ସନ। ଗତ ବର୍ଷ ଫେବୃୟାରୀରେ…
Archives


