ବୃହତ ବିଜୟ ସହିତ କ୍ୱାର୍ଟରରେ ବ୍ରାଜିଲ
ଦୋହା,୬ା୧୨: ଫିଫା ବିଶ୍ୱକପର ରାଉଣ୍ଡ ଅଫ୍ ୧୬ ମୁକାବିଲାରେ ସୋମବାର ବୃହତ ବିଜୟ ହାସଲ କରିଛି ବ୍ରାଜିଲ। ଦଳ ୪-୧ରେ ଦକ୍ଷିଣ କୋରିଆକୁ ପରାସ୍ତ କରିବା ସହିତ କ୍ୱାର୍ଟର ଫାଇନାଲରେ ସ୍ଥାନ ସୁରକ୍ଷିତ କରିଛି। ବ୍ରାଜିଲ ପକ୍ଷରୁ ଭିନିସିଅସ୍ ଜୁନିୟର(୭), ନେମାର(୧୩),…
ଶେୟାର ବଜାରରେ ଭିନ୍ନ ଫଳାଫଳ
ନୂଆଦିଲ୍ଲୀ,୬।୧୨: ଗତ କିଛି ଦିନ ହେବ ଷ୍ଟକ୍ ବଜାରର ଫଳାଫଳ ନିବେଶକଙ୍କୁ ଉତ୍ସାହିତ କରୁଥିଲା। ହେଲେ ବିଗତ ୨ଟି କାର୍ଯ୍ୟ ଦିବସ ନିବେଶକଙ୍କୁ ଆଶଙ୍କା ମଧ୍ୟରେ ରଖିଛି। ଏପରିକି ସୋମବାରର ଶେୟାର ବଜାର କାରବାର ଆଶା ଓ ଆଶଙ୍କା ମଧ୍ୟରେ ଶେଷ…
୫ ଲକ୍ଷ କୋଟି ଟଙ୍କା ଟପିଲା ଏସ୍ବିଆଇ ପିବିଏ
ଭୁବନେଶ୍ୱର,୯।୧୨: ଚଳିତ ବର୍ଷ ନଭେମ୍ବର ଶେଷ ସୁଦ୍ଧା ଷ୍ଟେଟ୍ ବ୍ୟାଙ୍କ୍ ଅଫ ଇଣ୍ଡିଆ (ଏସ୍ବିଆଇ)ର ପର୍ସନାଲ୍ ବ୍ୟାଙ୍କିଙ୍ଗ୍ ଆଡଭାନ୍ସ୍ (ପିବିଏ) ୫ ଲକ୍ଷ କୋଟି ଟଙ୍କାରୁ ଅଧିକ ହୋଇଥିବା ଜଣାପଡିଛି। ଏପରିକି ବ୍ୟାଙ୍କ୍ ମାତ୍ର ୧୨ ମାସ ମଧ୍ୟରେ ଏକ ଲକ୍ଷ…
କମ୍ପାନୀରେ ଛଟେଇ ପ୍ରକ୍ରିୟା ଜାରି, ଏବେ ପେପ୍ସିକୋ କରୁଛି ଯୋଜନା
ନୂଆଦିଲ୍ଲୀ,୬ ।୧୨: ଟୁଇଟର, ଅମେଜନ, ଫେସବୁକ ପରେ ଏବେ ପେପସିକୋ କମ୍ପାନୀ କର୍ମଚାରୀ ଛଟେଇ କରିବାର ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ମିଳିଛି । ୱାଲ ଷ୍ଟ୍ରିଟ ଜର୍ନାଲର ସୂଚନା ଅନୁଯାୟୀ, ପେପସିକୋ ଇଙ୍କ ତା’ର ନ୍ୟୁୟର୍କ ହେଡ ଅଫିସର ସ୍ନାକ…
ମୁଖ୍ୟ ଶାସନ ସଚିବ ଫୋନ ନ ଉଠାଇବାରୁ ରାଗିଲେ ମୁଖ୍ୟମନ୍ତ୍ରୀ
ପାଟନା,୬।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉଗ୍ର ରୂପ ଦେଖିବାକୁ ମିଳିଛି। ମୁଖ୍ୟ ଶାସନ ସଚିବ ଅମିର ସୁଭାନୀ ଫୋନ କଲ ନ ଉଠାଇବାରୁ ନୀତୀଶ ତାଙ୍କ ଉପରେ ବର୍ଷିଛନ୍ତି। ମୁଖ୍ୟମନ୍ତ୍ରୀ ସୋମବାର ଜନତା ଦରବାରରେ ଲୋକଙ୍କ ସମସ୍ୟା ଶୁଣୁଥିଲେ। ଏହି…
ରେନ୍ୟୁ ପାୱାର ସହ ଜେଏସ୍ଏଲ୍ର ଚୁକ୍ତିନାମା
ନୂଆଦିଲ୍ଲୀ,୬।୧୨: ଦେଶର ପ୍ରମୁଖ ଷ୍ଟେନଲେସ ଷ୍ଟିଲ ଉତ୍ପାଦନକାରୀ କମ୍ପାନୀ ଜିନ୍ଦଲ ଷ୍ଟେନଲେସ ଲିମିଟେଡ (ଜେଏସ୍ଏଲ୍) ସହ ନବୀକରଣଯୋଗ୍ୟ ଶକ୍ତି କମ୍ପାନୀ ରେନ୍ୟୁ ପାୱାରର ନିକଟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ଚୁକ୍ତିନାମା ସ୍ବାକ୍ଷର ହୋଇଯାଇଛି। ଏପରିକି ଯାଜପୁର ପ୍ଲାଣ୍ଟକୁ ଶକ୍ତି ଯୋଗାଣ ପାଇଁ…
ସରିଲା ପଦ୍ମପୁର ଉପନିର୍ବାଚନ: ରେକର୍ଡ ୮୧.୨୯ ପ୍ରତିଶତ ମତଦାନ
ବରଗଡ ଅଫିସ, ୬।୧୨: ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ସୋମବାର ଶେଷ ହୋଇଛି । ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଅର୍ଥାତ୍ ୮୧.୨୯ ପ୍ରତିଶତ ମତଦାନ ହୋଇଛି। ଏହି ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର…
ଜି୨୦ ଲୋଗୋରେ ରହୁ ଭିନ୍ନ ପ୍ରତୀକ
ନୂଆଦିଲ୍ଲୀ,୬।୧୨: ୨୦୨୩ ବର୍ଷ ଲାଗି ଭାରତ ଜି୨୦ ରାଷ୍ଟ୍ରଗୋଷ୍ଠୀର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଛି। ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍ ଲାଗି ରଣନୀତି ପ୍ରସ୍ତୁତି ନିମନ୍ତେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ରାଷ୍ଟ୍ରପତି ଭବନରେ…
ଚାଇନା-ଆରବ ଶିଖର ବୈଠକରେ ଯୋଗଦେବାକୁ ସୌଦି ଆରବ ଯିବେ ଜିନପିଙ୍ଗ
ବେଜିଂ,୬ ।୧୨: ଚାଇନା ଓ ସୌଦି ଆରବ ସହ ଆମେରିକାର ଶତ୍ରୁତା ବଢିଚାଲିଥିବା ବେଳେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଗୁରୁବାର ରିୟାଦ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ସେ ସୌଦି ଆରବର ରାଜଧାନୀ ରିୟାଦରେ ଚାଇନା-ଆରବ ଶିଖର ସମ୍ମିଳନୀରେ ଭାଗ…
ଶୁଣାଣି ବନ୍ଦ କଲେ ମହିଳା କମିଶନ, ଦୀପିକା ନିରାଶ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ବ୍ରହ୍ମପୁର ବଡବଜାର ଦେଶୀ ବେହେରା ସାହିର କେ ଦୀପିକା-କେ ଦୀନେଶ ବିବାହ ବିବାଦ ମାମଲା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ମହିଳା କମିଶନରେ ଆପୋସ ସମାଧାନ ହୋଇପାରୁ ନାହିଁ। ସୋମବାର ଦୀପିକା ୫ମ ଥର ପାଇଁ କମିଶନଙ୍କ ନିକଟରେ…
ବାବ୍ରୀ ମସଜିଦ ଧ୍ୱଂସର ବର୍ଷ ପୂର୍ତ୍ତିକୁ ନେଇ ଅଯୋଧ୍ୟାରେ ହାଇ ଆଲର୍ଟ, ମଥୁରାରେ କଡା ସୁରକ୍ଷା ସହ ନଜର ରଖିବ ଡ୍ରୋନ୍
ଲକ୍ଷ୍ନୌ,୬ ।୧୨: ଠିକ୍ ଆଜିର ଦିିନରେ ୧୯୯୨ରେ ବାବ୍ରୀ ମସଜିଦ ଧ୍ୱଂସ କରି ଦିଆଯାଇଥିଲା । ଉତ୍ତର ପ୍ରଦେଶର ଅଯୋଧ୍ୟାରେ ୬ ଡିସେମ୍ବର ଅର୍ଥାତ୍ ବାବ୍ରୀ ମସଜିଦ ଧ୍ୱଂସର ବର୍ଷ ପୂର୍ତ୍ତିକୁ ଦେଖି ହାଇ ଆଲର୍ଟ ଘୋଷଣା କରାଯାଇଛି । କେବଳ…
ବର୍ଷକୁ ୬୪,୦୦୦ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ
ବେଜିଂ, ୬।୧୨: ପ୍ରଦୂଷିତ ବାୟୁରେ ଥିବା କ୍ଷୁଦ୍ର କଣିକା ଚାଇନାରେ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁର ପ୍ରମୁଖ କାରଣ ପାଲଟିଛି। ସାଇଣ୍ଟିଫିକ୍ ଜର୍ନାଲ ନେଚର କମ୍ୟୁନିକେଶନରେ ପ୍ରକାଶିତ ଅଧ୍ୟୟନ ରିପୋର୍ଟ ଅନୁସାରେ, ବାୟୁ ପ୍ରଦୂଷଣ କାରଣରୁ ଚାଇନାରେ ପ୍ରତିବର୍ଷ ୬୪,୦୦୦ ଗର୍ଭସ୍ଥ ଶିଶୁଙ୍କ…
Archives


