ସମ୍ବଲପୁରରେ ୟୁପି ପୋଲିସ ଟିମ୍କୁ ନେଇ ଚର୍ଚ୍ଚା
ସମ୍ବଲପୁର,୨୧ା୪(ବ୍ୟୁରୋ): ଉତ୍ତରପ୍ରଦେଶ ପ୍ରୟାଗରାଜର ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ତଥା ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଙ୍କ ସହଯୋଗୀଙ୍କ ଗୁଡ୍ଡୁ ମୁସଲିମ୍ ଦୀର୍ଘଦିନ ହେବ ଫେରାର ଅଛନ୍ତି। ଉତ୍ତରପ୍ରଦେଶ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ବିଭିନ୍ନ ରାଜ୍ୟରେ…
ପଳାତକ ଖଲିସ୍ତାନୀ ନେତାଙ୍କ ସ୍ତ୍ରୀଙ୍କୁ ଜେରା
ଅମୃତସର,୨୦ା୪: ପଳାତକ ଖଲିସ୍ତାନୀ ନେତା ଅମ୍ରିତ୍ପାଲ ସିଂଙ୍କ ସ୍ତ୍ରୀ କିରନଦୀପ୍ କୌର ଗୁରୁବାର ବିମାନ ଯୋଗେ ଲଣ୍ଡନ ପଳାଇଯିବାକୁ ଉଦ୍ୟମ କରୁଥିଲେ। ସେତିକିବେଳେ ଇମିଗ୍ରେଶନ ଅଧିକାରୀମାନେ ତାଙ୍କୁ ଅମୃତସରର ଶ୍ରୀଗୁରୁ ରାମଦାସ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଟକ ରଖି ଜେରା କରୁଛନ୍ତି। ବ୍ରିଟେନ…
ବିଷ ପିଇ ଜୀବନ ହାରିଲେ ନାବାଳିକା: ବନ୍ଧାହେଲେ ଅଭିଯୁକ୍ତ ପ୍ରେମିକ
କୋକସରା,୨୦ା୪(ଡି.ଏନ.ଏ.): ପ୍ରେମ ପ୍ରତାରଣାର ଶିକାର ହୋଇ ଜଣେ ନାବାଳିକା ଲୋକଲଜ୍ଜା ସହି ନ ପାରି ବିଷ ପିଇ ଗୁରୁତର ହୋଇପଡିଥିଲେ। ଏକ ମାସ ହେଲା ନାବାଳିକ ବୁର୍ଲା ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଥିଲେ। ଏମିତି ଏକ…
ଝାଡ଼ାବାନ୍ତିରେ ୩୪ ଛାତ୍ରୀ ଅସୁସ୍ଥ
ସୁନ୍ଦରଗଡ଼/ଟେନସା/ବଣାଇ,୨୦।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଅଧୀନ ସ୍ବୟମ୍ବା ବାଳିକା ଉଚ୍ଚବିଦ୍ୟାଳୟ ଛାତ୍ରୀ ନିବାସରେ ବାସିଖାଦ୍ୟ ଖାଇ ୩୪ଜଣ ଅନ୍ତେବାସିନୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଅସୁସ୍ଥ ଛାତ୍ରୀମାନଙ୍କୁ କେ. ବଲାଙ୍ଗ ସ୍ବାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଛି। ଚିକିତ୍ସା ପରେ…
୧୨୭ ରନ୍ରେ ଅଟକିଲା କୋଲକାତା
ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍ର ୨୮ତମ ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ କୋଲକାତା ନାଇଟ୍ ରାଇଡର୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ସମସ୍ତ ଉଇକେଟ…
ଇସ୍ତଫା ଦେଲେ ମଣିପୁରର ଆଉ ଜଣେ ଭାଜପା ବିଧାୟକ
ଇମ୍ଫାଲ,୨୦।୪: ମଣିପୁରର ଭାଜପା ବିଧାୟକ ପାଓନାମ ବ୍ରୋଜେନ ଗୁରୁବାର ମଣିପୁର ବିକାଶ ସୋସାଇଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ଏହି ଇସ୍ତଫା ଦେଇଛନ୍ତି। ଉତ୍ତର-ପୂର୍ବ ରାଜ୍ୟରୁ ବ୍ରୋଜେନ ହେଉଛନ୍ତି ଦଳର ତୃତୀୟ ବିଧାୟକ, ଯିଏ…
ଶରଦ ପାଓ୍ବାରଙ୍କୁ ଭେଟିଲେ ଗୌତମ ଆଦାନୀ
ମୁମ୍ବାଇ,୨୦ା୪: ଆଦାନୀ-ହିଣ୍ଡେନ୍ବର୍ଗ ପ୍ରସଙ୍ଗର ତଦନ୍ତ ଯୁଗ୍ମ ସଂସଦୀୟ କମିଟି (ଜେପିସି) ଦ୍ୱାରା କରାଇବା ପାଇଁ ବିରୋଧୀ ଦଳଗୁଡ଼ିକ ଅଡ଼ିବସିଛନ୍ତି। ଇତିମଧ୍ୟରେ ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀ ଗୁରୁବାର ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି) ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି।…
ଏସିଡ୍ ଆକ୍ରମଣରେ ବରକନ୍ୟାଙ୍କ ସମେତ ୧୨ ଆହତ
ଜଗଦଲପୁର,୨୦ା୪: ଛତିଶଗଡ଼ର ବସ୍ତର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ବିବାହ ଉତ୍ସବ ଚାଲିଥିବା ବେଳେ କେହି ଦୁର୍ବୃତ୍ତ ଏସିଡ୍ ଭଳି ସାମଗ୍ରୀ ଫିଙ୍ଗିବାରୁ ବରକନ୍ୟାଙ୍କ ସମେତ ସେମାନଙ୍କର ୧୦ ଜଣ ସମ୍ପର୍କୀୟ ପୋଡ଼ିହୋଇ ଆହତ ହୋଇଛନ୍ତି। ଭାନପୁର ଥାନା ଅନ୍ତର୍ଗତ ଛୋଟେ…
ନବମରୁ ଦ୍ୱାଦଶ ଶ୍ରେଣୀ ଯାଏ ପାଠପଢ଼ା ଜାରି ରହୁ
ଭୁବନେଶ୍ୱର,୨୦।୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୨୧ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି l ତେବେ ପାଠପଢ଼ା ଗୁରୁତ୍ୱ ଦୃଷ୍ଟିରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ…
ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲର ବୋଲିଂ ନିଷ୍ପତ୍ତି
ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍ର ୨୮ତମ ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ କୋଲକାତା ନାଇଟ୍ ରାଇଡର୍ସ ବ୍ୟାଟିଂ ଆରମ୍ଭ କରିଛି। ୩ ଓଭର ଖେଳ…
ବର୍ଷା ଯୋଗୁ ମ୍ୟାଚ୍ ବିଳମ୍ବ
ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଗୁରୁବାର ଖେଳା ହେବାକୁ ଥିବା କୋଲକାତା ନାଇଟ୍ ରାଇଡର୍ସ ଏବଂ ଦିଲ୍ଲୀ କ୍ୟାପିଟାଲ ମ୍ୟାଚ୍ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଟସ୍ ପୂର୍ବରୁ ବର୍ଷା ହେବାରୁ ମ୍ୟାଚ୍ ଆରମ୍ଭରେ ବିଳମ୍ବ ହୋଇଛି।
ଗରମରେ ବାରଣ୍ଡାରେ ଶୋଉଛନ୍ତି ପ୍ରସୂତି, ନବଜାତ ଶିଶୁ
କେନ୍ଦୁଝର,୨୦ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ମାତୃ ଓ ଶିଶୁ ଚିକିତ୍ସାଳୟରେ ନବଜାତ ଶିଶୁ ସହିତ ପ୍ରସୂତି ମହିଳା ବେଡ୍ ଅଭାବରୁ ତଳେ ଶୋଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଗୋଟିଏ ନୁହେଁ ଏଭଳି ବହୁ ପ୍ରସୂତି ନବଜାତ ଶିଶୁକୁ ଧରି…

