ଶ୍ରୀମନ୍ଦିରରେ ଠେଲାପେଲା: ୨ ଆହତ
ପୁରୀ ଅଫିସ,୧୫।୧: ପୁରୀ ଶ୍ରୀମନ୍ଦିରରେ ରବିବାର ଠେଲାପେଲା ହୋଇଛି। ଏଥିରେ ୨ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ମହାପ୍ରଭୁଙ୍କ ଦର୍ଶନ ବେଳେ ଏଭଳି ଘଟଣା ଘଟିଛି। ତୋବ ଉଭୟ ଆହତଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଥିମଧ୍ୟରୁ ଜଣେ ସୁସ୍ଥ ଅନୁଭବ କରିବାରୁ…
ହାତୀ କବର ସ୍ଥଳ ଆଠଗଡ଼ ବନଖଣ୍ଡ
ଭୁବନେଶ୍ୱର, ୧୫।୧:(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ହାତୀଙ୍କ କବର ସ୍ଥଳ ପାଲଟିଛି। ଗତବର୍ଷ ଆଠଗଡ଼ରେ ହାତୀ ମୃତ୍ୟୁକୁ ନେଇ ସାରା ରାଜ୍ୟ ଚର୍ଚ୍ଚାରେ ରହିଥିବାବେଳେ ଚଳିତବର୍ଷ ଆରମ୍ଭରୁ ଏକ ଦନ୍ତାହାତୀର ମୃତ୍ୟୁ ବନ୍ୟପ୍ରାଣୀ ବିଶେଷଜ୍ଞଙ୍କୁ ଚିନ୍ତାରେ ପକାଇ ଦେଲାଣି। ଓଡ଼ିଶା ବନ୍ୟପ୍ରାଣୀ ସମିତିର…
ବିଦ୍ୟୁତ୍ ଆଘାତରେ ଦନ୍ତା ହାତୀ ମୃତ
ଖୁଣ୍ଟୁଣୀ,୧୪ା୧(ଡି.ଏନ୍.ଏ.): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ କାଦୁଆ ନୂଆଗଁା ଗ୍ରାମର ଏକ ଫାର୍ମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଶନିବାର ଦନ୍ତାହାତୀର ମୃତ୍ୟୁ ଘଟିଛି। ଫାର୍ମରେ ବେଆଇନ ବିଦ୍ୟୁତ୍ ତାର ଘେରାଇବା ଅଭିଯୋଗରେ ମାଲିକ କାଦୁଆ ନୂଆଗଁାର ଫଗୁ ସାହୁଙ୍କୁ ବନ…
କାହିଁକି ଜୀବନ ନେଲା ଦୀର୍ଘତମ ସେତୁ
ଭୁବନେଶ୍ୱର, ୧୫।୧(ବ୍ୟୁରୋ): କଟକ ଜିଲା ବାଙ୍କୀ ବୈଦେଶ୍ୱରରୁ ବଡ଼ମ୍ବା ଗୋପୀନାଥପୁରକୁ ମହାନଦୀରେ ସଂଯୋଗ କରୁଥିବା ସେତୁର ମଧ୍ୟଭାଗରୁ ବାବା ସିଂହନାଥ ପୀଠକୁ ସଂଯୋଗ ରହିଛି। ୩.୪ କିଲୋମିଟର ବିଶିଷ୍ଟ ଏହି ସେତୁ ଓଡ଼ିଶାର ଦୀର୍ଘତମ ହୋଇଥିବାବେଳେ ଏହାର ଆକାର ଇଂଲିଶ ଅକ୍ଷର…
ପୁଣିଥରେ ‘ମିଷ୍ଟର ଇଣ୍ଡିଆ’ର ଯାଦୁ ଦେଖିବେ ଦର୍ଶକେ!
ମୁମ୍ବାଇ: ବଲିଉଡ ପ୍ରଯୋଜକ ତଥା ନିର୍ଦ୍ଦେଶକ ବୋନି କପୁର ତାଙ୍କ କ୍ୟାରିୟରରେ ଦର୍ଶକଙ୍କୁ କିଛି ସୁପରହିଟ୍ ମୁଭି ଭେଟି ଦେଇଛନ୍ତି । ଏବେ ସେ ଏକ ଖୁସି ଖବର ଦେଇଛନ୍ତି । ବୋନି କହିଛନ୍ତି, ଅନିଲ କପୁର ଓ ଶ୍ରୀଦେବୀଙ୍କ ଅଭିନୀତ…
ମୋଦିଙ୍କୁ ଖର୍ଗେଙ୍କ ଅପିଲ, ‘ବାର୍ତ୍ତାବାହକଙ୍କୁ ରୋକା ନ ଯାଉ’
ନୂଆଦିଲ୍ଲୀ,୧୫ ।୧: ଉତ୍ତରାଖଣ୍ଡର ଜୋଷୀମଠରେ ଭୂମି ଧସିବା ଘଟଣା ଏବେ ସେଠାକାର ନାଗରିକଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏପଟେ ଏବେ ଏହାକୁ ନେଇ ରାଜନୀତି ହୋଇଛି ସରଗରମ । ଶାସକ ଓ ବିରୋଧି ନେତାଙ୍କ ମଧ୍ୟରେ ବାକଯୁଦ୍ଧ ଆରମ୍ଭ…
୨୬ ଜାନୁୟାରୀ ପୂର୍ବରୁ ଦିଲ୍ଲୀରେ ଆକ୍ରମଣ ଯୋଜନା ପଣ୍ଡ, ଆଇଏସ ପାଇଁ କାମ କରୁଥିବା ୨ ଆତଙ୍କବାଦୀ ସଙ୍ଗଠନ ସମ୍ପର୍କରେ ମିଳିଲା ସୂଚନା
ନୂଆଦିଲ୍ଲୀ,୧୫ ।୧: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ୨୬ ଜାନୁୟାରୀ ପୂର୍ବରୁ କରାଯାଇଥିବା ଆତଙ୍କବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କରିଛି । ଜାହାଙ୍ଗିରପୁରିରୁ ଗିରଫ ହୋଇଥିବା ସନ୍ଦିଗ୍ଧଙ୍କୁ ପଚରାଉଚରା ପରେ ଦିଲ୍ଲୀ ପୋଲିସ ହରକତ ଉଲ ଅଂସାର ଓ ଖଲିସ୍ତାନ ଟାଇଗର…
ଦିଲ୍ଲୀ ସମେତ ଉତ୍ତର ଭାରତରେ ଶୀତର ରିଭର୍ସ ଗିୟର, ତାପମାତ୍ରା ୨-୩ ଡିଗ୍ରୀ ଖସିଲା
ନୂଆଦିଲ୍ଲୀ,୧୫ ।୧: ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ପ୍ରବଳ ତୁଷାର ପାତ ହେଉଛି । ଆଉ ଏହାର ପ୍ରଭାବ ଦିଲ୍ଲୀ-ଏନସିଆରରେ ପଡୁଛି । ରାଜଧାନୀ ଦିଲ୍ଲୀରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସି ଆସିଛି । ଏହାସହ ଦିଲ୍ଲୀ ଓ…
ଲଣ୍ଡନର ଚର୍ଚ୍ଚ ବାହାରେ ଗୁଳିକାଣ୍ଡ, ୬ ଆହତ, ୭ ବର୍ଷର ଝିଅ ଗୁରୁତର
ଲଣ୍ଡନ,୧୫ ।୧: ଲଣ୍ଡନର ଏକ ଚର୍ଚ୍ଚ ନିକଟରେ ଶନିବାର ହୋଇଥିବା ଗୁଳିକାଣ୍ଡରେ ଆହତଙ୍କ ସଂଖ୍ୟା ୬ରେ ପହଞ୍ଚିଛି । ଏହାର ସୂଚନା ଲଣ୍ଡନର ମେଟ୍ରୋପଲିଟାନ ପୋଲିସ ପକ୍ଷରୁ ଦିଆଯାଇଛି । ପୋଲିସ ଏକ ବୟାନରେ କହିଛି, ଫିନିକ୍ସ ରୋଡ, ଏନଡବ୍ଲୁ ୧ରେ…
ବାଇଡେନଙ୍କ ଘରୁ ମିଳିଲା ଆଉ କିଛି ଗୋପନୀୟ କାଗଜପତ୍ର, ଯାଞ୍ଚ ପାଇଁ ବିଶେଷ ଓକିଲ ନିଯୁକ୍ତ
ୱାଶିଂଟନ,୧୫ ।୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଘରୁ ଗୋପନୀୟ କାଗଜପତ୍ର ମିଳିବାର ପ୍ରକ୍ରିୟା ଜାରି ରହିଛି । ହ୍ୱାଇଟ ହାଉସ କହିଛି ଡେଲାଭେୟରରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପାରିବାରିକ ଘରୁ ଅତିରିକ୍ତ ଗୋପନୀୟ କାଗଜପତ୍ର ମିଳିଛି । ହ୍ୱାଇଟ…
ହାତୀ ମୃତ୍ୟୁ ନେଇ ସନ୍ଦେହ
ସୋରଡ଼ା,୧୪ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ରଣବା ପଞ୍ଚାୟତ ଡେଙ୍ଗାଖମାଣ ଗ୍ରାମ ନିକଟ ଜଙ୍ଗଲରେ ହାତୀ ଛୁଆର ମୃତଦେହ ଠାବ ଘଟଣାରେ ମୃତ୍ୟୁର କାରଣକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗେଞ୍ଜା ପଞ୍ଚାୟତ ସୀମାନ୍ତକୁ ଲାଗିଥିବା…
ସିମିଙ୍କୁ ଇଣ୍ଟରଭ୍ୟୁ ଦେଲେ ସଲମାନ
ମୁମ୍ବାଇ: ସିମି ଗରଓ୍ବୋଲଙ୍କୁ ବର୍ତ୍ତମାନ ବିଗ୍ ବସ୍-୧୬ରେ ଦେଖିବାକୁ ମିଳିବ। ସେ ସଲମାନଙ୍କ ସାକ୍ଷାତକାର ନେଉଥିବାର ନଜର ଆସିବେ। ଏହି ସମୟରେ ସିମି ପରିବାର ସଦସ୍ୟଙ୍କୁ କିଛି ପ୍ରଶ୍ନ ପଚାରିଛନ୍ତି, ଯାହାର ଉତ୍ତର ସେମାନେ ମଧ୍ୟ ଦେଇଛନ୍ତି। ବିଗ୍ ବସ୍-୧୬ ଓ୍ବିକେଣ୍ଡ…
Archives


