ବିପର୍ଯ୍ୟୟରେ ଯାଇଛି ୨୬୮ ବିଲିୟନ୍ ଡଲାର
ବର୍ନ,୫।୧୨: ବିଶ୍ୱରେ ମନୁଷ୍ୟକୃତ ଏବଂ ପ୍ରାକୃତିକ ବିପର୍ଯ୍ୟୟ ମାତ୍ରା କ୍ରମାଗତ ବଢ଼ିବାରେ ଲାଗିଛି। ଏହା ଫଳରେ ବହୁ ଧନ ଜୀବନ ନଷ୍ଟ ହେବା ସହିତ ବୈଶ୍ୱିକ ଅର୍ଥନୀତି ମଧ୍ୟ ପ୍ରଭାବିତ ହୋଇଛି। ସୁଇଜରଲାଣ୍ଡର ରିଇନ୍ସ୍ୟୁରାନ୍ସ ଜାଏଣ୍ଟ ‘ସୁଇସ୍ ରେ’ ପକ୍ଷରୁ ପ୍ରକାଶିତ…
ମହିଳାଙ୍କୁ ଗଣବଳାତ୍କାର, ସିଗାରେଟ ଚେଙ୍କ
ମୁମ୍ବାଇ,୫।୧୨ : ମୁମ୍ବାଇରେ ଜଣେ ୪୨ ବର୍ଷୀୟ ମହିଳାଙ୍କୁ ୩ ଜଣ ଦୁର୍ବୃତ୍ତ ତାଙ୍କ ଘରେ ପଶି ଗଣବଳାତ୍କାର କରିଛନ୍ତି। ସେମାନେ ପୀଡ଼ିତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବା ସହ ଯୌନାଙ୍ଗରେ ସିଗାରେଟ ଚେଙ୍କ ଦେଇଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ…
ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି ଶ୍ରଦ୍ଧାଳୁ
ପୁରୀ ଅଫିସ, ୫ା୧୨:ବିଶ୍ୱ ମାନଚିତ୍ରରେ ପୁରୀ ଏକ ପ୍ରସିଦ୍ଧ ପର୍ଯ୍ୟଟନ ଓ ଆଧ୍ୟାତ୍ମିକ ସହର ଭାବେ ପରିଚିତ। ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀକୁ ବିଶ୍ୱସ୍ତରୀୟ କରିବା ପାଇଁ ପ୍ରକ୍ରିୟା ଜାରି ରହିଛି। ଏଠାକୁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ…
ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ସେବା ବିପର୍ଯ୍ୟସ୍ତ
ବାଙ୍କୀ,୫ା୧୨(ସ୍ବ.ପ୍ର.):ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟ ଓ ଏହା ଅଧୀନରେ ରହିଥିବା ସମସ୍ତ ପ୍ରାଥମିକ ଏବଂ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଚାଳନାଗତ ତ୍ରୁଟି ରହିଛି। ଫଳରେ ଏସବୁ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇଛି। ତେଣୁ ତୁରନ୍ତ ସମସ୍ୟାର ସମାଧାନ ପାଇଁ ଦାବି ହୋଇଛି। ଏନେଇ…
କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍ସୁଗାର ଜବତ
ଭୁବନେଶ୍ୱର,(ବ୍ୟୁରୋ)/ ବାଙ୍କୀ,୫ା୧୨ (ସ୍ବ.ପ୍ର.) :କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଅଂଶୁପା ହ୍ରଦ ନିକଟରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଚଢ଼ାଉ କରି ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍ସୁଗାର ଜବତ କରିଛି। ଘଟଣାସ୍ଥଳରୁ ୨ ଅଭିଯୁକ୍ତଙ୍କୁ ଗିରଫ କରାଯିବା…
ମେଟ୍ରୋ ଟ୍ରେନ୍ରେ ଆସି ଘର ଭିତରେ ଓହ୍ଲାଉଛି ଏକ କୁନି ପିଲା, ଭିଡିଓ ଦେଖିଲେ…
ବିଜ୍ଞାନର ବିକାଶ ଦେଖି ମନେ ହୁଏ ଆଗାମୀ ଦିନରେ ମାନବ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ହେବ। ମଣିଷ ନିଜ ପାଇଁ ବିଜ୍ଞାନର ସାହାଯ୍ୟରେ ଏପରି ଉଦ୍ଭାବନ କରିଛି ଯାହା ଏକ ଚମତ୍କାରଠାରୁ କମ୍ ନୁହେଁ। ଏହି ଚମତ୍କାରଗୁଡିକୁ ଦେଖିଲେ, ଗୋଟିଏ କଥା…
ଧବଳେଶ୍ୱରଙ୍କ ଦର୍ଶନ ପାଇଁ ହେବ ଅସ୍ଥାୟୀ ରାସ୍ତା
ଖୁଣ୍ଟୁଣୀ, ୫ା୧୨(ଡି.ଏନ.ଏ.):କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଧବଳେଶ୍ୱର ପୀଠକୁ ସଂଯୋଗ ହୋଇଥିବା ଝୁଲାପୋଲକୁ ବନ୍ଦ କରାଯାଇଥିବାରୁ ଭକ୍ତମାନେ ଦର୍ଶନରୁ ବଞ୍ଚିତ ହୋଇଛନ୍ତି। ଏହାକୁ ନେଇ ଅସନ୍ତୋଷ ଜୋର୍ ଧରିଛି। ତେବେ ଭକ୍ତମାନେ କିଭଳି…
ଆଇଆଇସି ଗିରଫ: ମାମଲାରୁ ନାଁ କାଟିବାକୁ ନେଉଥିଲେ ୨୫ହଜାର ଟଙ୍କା
ବଲାଙ୍ଗୀର ଅଫିସ, ୫ା୧୨:ଏକ ମାମଲାରୁ ନଁା କାଟିଦେବାକୁ ଲାଞ୍ଚ ନେବାବେଳେ ରବିବାର ଭିଜିଲାନ୍ସ ଜାଲରେ ପଡିଛନ୍ତି ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଆଇଆଇସି ଆଲୋକ କୁମାର ବେହେରା। ଅଫିସ୍ ଚାମ୍ବରରେ ଅଜିତ ଘଡେଇ ନାମକ ବ୍ୟକ୍ତିଙ୍କଠାରୁ ସେ ଉକ୍ତ ଟଙ୍କା ନେଉଥିବାବେଳେ…
ସ୍ତ୍ରୀଙ୍କ କଟୁରି ମାଡ଼ରେ ସ୍ବାମୀ ମୃତ
ବାଲେଶ୍ୱର ଅଫିସ,୫।୧୨:ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ଚାରିଗୋଛିଆ ଗ୍ରାମରେ ଘରୋଇ କଳହକୁ ନେଇ ସ୍ତ୍ରୀଙ୍କ କଟୁରି ମାଡ଼ରେ ସ୍ବାମୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋବିନ୍ଦ ମାରାଣ୍ଡି (୫୮)। ହତ୍ୟାକାରୀ ସ୍ତ୍ରୀ ଜବା(୪୫)ଙ୍କୁ ପୋଲିସ ଗିରଫ କରିଛି। ଏ ସଂକ୍ରାନ୍ତରେ…
ସରିଲା ନିବେଶ ମହାକୁମ୍ଭ
ଭୁବନେଶ୍ୱର,୫।୧୨(ବ୍ୟୁରୋ):ଚଳିତ ବର୍ଷ ନଭେମ୍ବର ୩୦ରୁ ଆରମ୍ଭ ହୋଇଥିବା ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ (ଏମ୍ଆଇଓସି)-୨୨ ରବିବାର ଆନୁଷ୍ଠାନିକ ଭାବେ ଶେଷ ହୋଇଛି। ଗତ ୫ ଦିନ ହେବ ପ୍ରତିଦିନ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ନିବେଶ ମହାକୁମ୍ଭକୁ ବୁଧବାର ମୁଖ୍ୟମନ୍ତ୍ରୀ…
ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର, ୫।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗସ୍ତରେ ସୋମବାର ସକାଳେ ନୂଆଦିଲ୍ଲୀ ଯିବା କାଯର୍ର୍ୟକ୍ରମ ରହିଛି। ଭାରତର ଜି-୨୦ ଅଧ୍ୟକ୍ଷତାକୁ ନେଇ ସୋମବାର ହେବାକୁ ଥିବା ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତା ଉକ୍ତ ବୈଠକ ଅନୁଷ୍ଠିତ…
ନାଇଜେରିଆ ମସଜିଦରେ ଗୁଳିକାଣ୍ଡ,୧୨ ମୃତ
ମୈଦୁଗୁରି,୫ ।୧୨: ନାଇଜେରିଆରେ ଶନିବାର ରାତିରେ ବନ୍ଧୁକଧାରୀମାନେ ଏକ ମସଜିଦରେ ପ୍ରବେଶ କରି ସେଠାରେ ଥିବା ଇମାମଙ୍କ ସମେତ ୧୨ ଜଣଙ୍କୁ ହତ୍ୟା କରିଛନ୍ତି । ଏହାସହ କେତେଜଣଙ୍କୁ ଅପହରଣ ବି କରି ନେଇଛନ୍ତି । ଏହି ଘଟଣା ରାଷ୍ଟ୍ରପତି ମୁହମ୍ମଦୁ…
Archives


