୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ନ ରହିବା ଉପରେ ରହିତାଦେଶ
କଟକ ଅଫିସ,୧୪ା୧: କେନ୍ଦ୍ରାପଡା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣିବେଳେ ୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ନ ରହିବା ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି। ଏଥିସହ ହାଇକୋର୍ଟ ଅନୁଭବଙ୍କ…
ଘୃଣା ମନ୍ତବ୍ୟ ଏକ ଆତଙ୍କ
ନୂଆଦିଲ୍ଲୀ,୧୪।୧: ଘୃଣା ମନ୍ତବ୍ୟକୁ ସୁପ୍ରିମକୋର୍ଟ ଏକ ‘ସମ୍ପୂର୍ଣ୍ଣ ଆତଙ୍କ’ ରୂପେ ଅଭିହିତ କରିବା ସହ ଏଥିପାଇଁ ଟିଭି ନ୍ୟୁଜ୍ କଣ୍ଟେଣ୍ଟ ଉପରେ ନିୟନ୍ତ୍ରଣର ଅଭାବକୁ ଦାୟୀ କରିଛନ୍ତି। ଭାରତୀୟ ଗଣମାଧ୍ୟମ ମୁକ୍ତ ଓ ସନ୍ତୁଳିତ ହେବା ଆବଶ୍ୟକ ବୋଲି ଜଷ୍ଟିସ୍ କେ.ଏମ୍.…
୨୦୨୪ ନିର୍ବାଚନ ପାଇଁ ଗୁରୁମନ୍ତ୍ର
ଆରଡ଼ି,୧୪।୧ (ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ିର ଏକ କଲ୍ୟାଣ ମଣ୍ଡପରେ ଭାଜପା ଆଖଣ୍ଡଳମଣି ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି କିଶୋର ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ଭାଜପା ରାଜ୍ୟ ସଭାପତି ତଥା ମଣ୍ଡଳ…
ଡଟ୍ଫେଷ୍ଟ କାଉଣ୍ଟଡାଉନ୍ ଆରମ୍ଭ
ଭୁବନେଶ୍ୱର, ୧୪।୧ (ବ୍ୟୁରୋ): ହକି ବିଶ୍ୱକପ୍କୁ ଆଉଟିକେ ରଙ୍ଗାରଙ୍ଗ କରିବା ପାଇଁ ଆସନ୍ତା ୧୫ ତାରିଖରୁ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେଉଛି ଭୁବନେଶ୍ୱର ସିଟି ଫେଷ୍ଟିଭାଲ ‘ଡଟ୍ ଫେଷ୍ଟ’ର ୨ୟ ସଂସ୍କରଣ। ରାଜ୍ୟ ତଥା ଦେଶବିଦେଶର କଳାକାରଙ୍କ ନୃତ୍ୟ, ଗୀତ ସାଙ୍ଗକୁ…
ବୈଠକ ମଝିରେ ମନ୍ତ୍ରୀଙ୍କ କ୍ଲାସ ନେଲେ ପୁଟିନ, କହିଲେ ମୋତେ ମୁର୍ଖ ଭାବନନାହିଁ: ଭିଡିଓ ଭାଇରାଲ
ମସ୍କୋ,୧୪ ।୧: ରୁଷିଆର ରାଷ୍ଟ୍ରପତି ଏବେ ଚିନ୍ତାଗ୍ରସ୍ତ ଥିବା କୁହାଯାଉଛି । ଯାହାର ପ୍ରମାଣ ବେଳେ ବେଳେ ଦେଖିବାକୁ ବି ମିଳୁଛି । ନିକଟରେ ଏକ ଭିଡିଓ କନଫରେନ୍ସିଂ ସମୟରେ ସେ ତାଙ୍କ ଉପ ପ୍ରଧାନମନ୍ତ୍ରୀଙ୍କ ଉପରେ ଖୁବ୍ ବର୍ଷିଛନ୍ତି ।…
ଭାଜପା ନେତ୍ରୀଙ୍କ ବିରୋଧରେ ମହିଳା ଆୟୋଗ ଗଲେ ଉର୍ଫି
ଜାନୁୟାରୀ ୪ରେ ଭାଜପା ନେତ୍ରୀ ଚିତ୍ରା କିଶୋର ଓ୍ବାଘ ଅଭିନେତ୍ରୀ ଉର୍ଫି ଜାଭେଦଙ୍କ ଅଶାଳୀନ ଡ୍ରେସିଂ ସେନ୍ସକୁ ନେଇ ଟୁଇଟର୍ରେ ସମାଲୋଚନା କରିଥିଲେ। ଅର୍ଦ୍ଧନଗ୍ନ ମହିଳା ରାସ୍ତାରେ ଖୋଲାଖୋଲି ବୁଲୁଛନ୍ତି। ଏହା ଉପରେ ମହାରାଷ୍ଟ୍ର ମହିଳା କମିଶନଙ୍କ ଦୃଷ୍ଟି କାହିଁକି ପଡ଼ୁନି?…
ଜି୨୦ ଅଧ୍ୟକ୍ଷତା: ଭାରତଠାରୁ ଅନେକ ଆଶା
ଚଳିତ ବର୍ଷ ଭାରତର ଜି୨୦ ଅଧ୍ୟକ୍ଷତାରୁ ବିଶ୍ୱ ସମୁଦାୟ ଅନେକ କିଛି ଆଶା କରୁଛି ବୋଲି ଶୁକ୍ରବାର ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍ଏଫ୍) ପରିଚଳାନା ନିର୍ଦ୍ଦେଶିକା କ୍ରିଷ୍ଟାଲିନା ଜର୍ଜିଏଭା କହିଛନ୍ତି। ବର୍ତ୍ତମାନର ସଙ୍କଟ ସମୟରେ ଅନ୍ତର୍ଜାତୀୟ ସମୁଦାୟ ବିଶ୍ୱର ସମନ୍ବିତ ଅର୍ଥନୀତିକୁ ସୁରକ୍ଷା…
‘ଜୋଷୀମଠ ଉଦ୍ଧାର ଲାଗି ସହମତି ଭିତ୍ତିରେ କାର୍ଯ୍ୟ ହେଉ’
ଭୋଗରାଇ,୧୪।୧(ଡି.ଏନ.ଏ.): ସାରା ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍ୟ ବଢ଼ି ଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାତ୍ମିକ ବ୍ୟକ୍ତିବିଶେଷ ସୁରକ୍ଷିତ ନାହାନ୍ତି। ନୀତିହୀନ ରାଜନୀତି, ଅରାଜକତା, ଅପସଂସ୍କୃତି ସାରା ପୃଥିବୀକୁ କବଳିତ କରିଥିବା ବେଳେ ସନାତନପନ୍ଥୀ, ସତ୍ଗୁରୁ ଓ ଶୁଭବୁଦ୍ଧିସମ୍ପନ୍ନ ରାଷ୍ଟ୍ରଭକ୍ତମାନେ ଅଣ୍ଟା ଭିଡ଼ନ୍ତୁ…
୩ ବାଲ୍ୟବିବାହ ରୋକିଲା ପ୍ରଶାସନ, ୩ ନାବାଳିକା ଉଦ୍ଧାର
ପାପଡ଼ାହାଣ୍ଡି,୧୪।୧(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକର ତିନୋଟି ସ୍ଥାନରେ ପ୍ରଶାସନ ବାଲ୍ୟବିବାହକୁ ରୋକିବାରେ ସଫଳ ହୋଇଛି। ଏଥିସହ ୩ ନାବାଳିକାଙ୍କୁ ଉଦ୍ଧାର କରି ସଚେତନ କରାଯିବା ସହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସୂଚନା ଅନୁଯାୟୀ ପାପଡାହାଣ୍ଡି ବ୍ଲକ ପଞ୍ଚାୟତ ସଦର…
ଆଦାୟ ଅର୍ଥରେ କୁପାରୀ ମକରମେଳା
ଖଇରା,୧୪।୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀଠାରେ ପ୍ରସିଦ୍ଧ କପିଳମୁନି ମକର ମେଳା ଜାକଜମକରେ ଆରମ୍ଭ ହେବ। ମେଳା ଯଜ୍ଞ ଓ ମହୋତ୍ସବକୁ ଶାନ୍ତିଶୃଙ୍ଖଳାରେ କିପରି ଆୟୋଜନ କରାଯାଇପାରିବ ସେଥିପାଇଁ କମିଟି କର୍ମକର୍ତ୍ତାମାନେ ଦିନରାତି ଏକ କରିଦେଇଛନ୍ତି । ମେଳା…
ଭୋର ୪ଟା ୪୧ରେ ବୁଡ଼ ପକାଇବେ ଶ୍ରଦ୍ଧାଳୁ
କୋଣାର୍କ,୧୪।୧(ଡି.ଏନ୍.ଏ.): କୋଣାର୍କର ଚନ୍ଦ୍ରଭାଗାରେ ଆସନ୍ତା ୨୮ରେ ମାଘସପ୍ତମୀ ବୁଡ଼ ହେବ। ଏଥି ନିମନ୍ତେ ତ୍ରିଶମ୍ଭୁଙ୍କ ସ୍ନାନ କାର୍ଯ୍ୟ ଓ ପୂଜାର୍ଚ୍ଚନାର ନୀତି ନିର୍ଦ୍ଧାରଣ ଲାଗି ସମ୍ପାଦନ ସବ୍ କମିଟି ବୈଠକ କୋଣାର୍କ ଯାତ୍ରୀନିବାସ ସମ୍ମେଳନ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ…
ପୋତା ଯାଇଥିବା ସ୍ଥାନରୁ ମୃତଦେହ ଜବତ କଲା ପୋଲିସ
ନାରାୟଣପାଟଣା,୧୩ା୧(ଡି.ଏନ.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ପେଦାଲୋଡା ଗ୍ରାମର ୫ ଜଣ ବ୍ୟକ୍ତି ଦଣ୍ଡାସି ହବିକା (୪୫)ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରି ପୋତି ଦେଇଥିବା ସ୍ଥାନରୁ ଶୁକ୍ରବାର ମୃତଦେହ ଜବତ ହୋଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ…
Archives


