Home Left

ସୋହେଲଙ୍କ ବଧୂ ସାଜିବେ ହଂସିକା, ଆଜି ପଡ଼ିବ ହାତଗଣ୍ଠି

ବମ୍ବେ: ବାଜିବ ଶାହାନାଇ। ପଡ଼ିବ ହାତଗଣ୍ଠି। ଆଜି ହାତକୁ ଦୁଇ ହାତ ହେବେ ବଲିଉଡ ଅଭିନେତ୍ରୀ ହଂସିକା ମୋଟଓ୍ବାନୀ। ପ୍ରେମିକ ସୋହେଲ କଥୁରିୟାଙ୍କ ସହ ତାଙ୍କର ବିବାହ ଲାଗି ଶେଷ ହୋଇଛି ପ୍ରସ୍ତୁତି। ବିବାହ ପୂର୍ବରୁ ତାଙ୍କର ପ୍ରି-ଓ୍ବେଡିଂ ଉତ୍ସବ ଅନୁଷ୍ଠିତ…

ଗୋଲାପଲ୍ଲୀରେ ବୋମାମାଡ଼

ଛତ୍ରପୁର,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଗୋଲାପଲ୍ଲୀ ଗ୍ରାମରେ ଜନୈକ ବ୍ୟକ୍ତିଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଶନିବାର ବିଳମ୍ବିତ ରାତିରେ ଗ୍ରାମର ବି.ଉଦୟନାଥ ପାତ୍ରଙ୍କ ଘର ଉପରେ ଏହି ବୋମାମାଡ଼ ହୋଇଛି। ଘଟଣାସ୍ଥଳରେ ଛତ୍ରପୁର ପୋଲିସର ତଦନ୍ତ ଜାରି…

ସରିଲା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌: ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶେଷ ହୋଇଛି ମେକ ଇନ୍‌ ଓଡ଼ିଶା କନ୍‌କ୍ଲେଭ। ରବିବାର ଏହାର ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଏ ସଂସ୍କରଣରେ ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକମାନେ ଓଡ଼ିଶାରେ ପୁଞ୍ଜି ଖଟାଇବାକୁ…

ଗିଙ୍ଗ୍‌ହମ୍‌ ଫ୍ୟାଶନ୍‌

ଏବେ ଫ୍ୟାଶନ୍‌ପ୍ରେମୀ ଯୁବପିଢ଼ିଙ୍କ ପାଇଁ ଗିଙ୍ଗ୍‌ହମ୍‌ ଆଉଟ୍‌ଫିଟ୍‌ ପାଲଟିଛି ଲାଟେଷ୍ଟ ଟ୍ରେଣ୍ଡ। ଏହା ସବୁ ସିଜନ୍‌ରେ ପିନ୍ଧିଲେ ଭଲ ଲାଗିବା ସହ କ୍ଲାସି ଲୁକ୍‌ ମଧ୍ୟ ଦେଇଥାଏ। ହେଲେ ଓ୍ବିଣ୍ଟର ଓ୍ବିୟର ଭାବେ ଏହା ୟୁନିକ୍‌ ଲୁକ୍‌ ଦେଇଥାଏ। ତେବେ ଏହାର…

ବାପାଙ୍କୁ ଘୃଣା କରୁଥିଲେ ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ବଲିଉଡ୍‌ ଅଭିନେତା ଜାଭେଦ ଜାଫରୀ ନିଜର ବଳିଷ୍ଠ ଅଭିନୟ ସାଙ୍ଗକୁ କମେଡିକୁ ନେଇ ପ୍ରଶଂସକଙ୍କ ଗହଣରେ ଜଣାଶୁଣା। ୧୯୮୫ରେ ରିଲିଜ ହୋଇଥିବା ‘ମେରି ଜଙ୍ଗ’ ଫିଲ୍ମରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ ସେ। ଏହାପରଠାରୁ ସେ ପଛକୁ ଫେରି ଚାହିଁ…

୨ ବାଇକ୍‌ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ସୋରଡ଼ା,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ପୋଲିସ ଦୁଇ ବାଇକ୍‌ ଲୁଟେରାଙ୍କୁ ରବିବାର ଗିରଫ କରିଛି। ଆଇଆଇସି ସୂରଜ ଝଙ୍କାରଙ୍କ ସୂଚନାନୁଯାୟୀ, ଦିଗପହଣ୍ଡି ନିକଟ ଓଡସିଂ ଗ୍ରାମର ସୀମାଞ୍ଚଳ ରଣା ବାଇକ ( ଓ ) ଯୋଗେ ଗତ ତା ୨୦.୧୧.୨୨ରେ…

ଆମେରିକା ସ୍କୁଲରେ ମୋବାଇଲ ମନା…

ମାସାଚୁସେଟ୍ସ,୪।୧୨ : ଆମେରିକାର ମାସାଚୁସେଟ୍ସର ବକ୍ସଟନ ହାଇସ୍କୁଲରେ ମୋବାଇଲ ଫୋନ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ବିଦ୍ୟାଳୟ ପରିଚାଳନା ଦ୍ୱାରା ଜାରି କରାଯାଇଥିବା ଆଦେଶରେ ଛାତ୍ର, ଶିକ୍ଷକ ଏବଂ ଅନ୍ୟ କର୍ମଚାରୀମାନେ ୧୪ ଏକର କ୍ୟାମ୍ପସରେ ମୋବାଇଲ ଫୋନ ବ୍ୟବହାର କରିବାକୁ…

ଅନ୍‌ଲାଇନ୍‌ରେ ପାଇପାରିବେ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରଣାଳୀ

ନୂଆଦିଲ୍ଲୀ,୪।୧୨: ବର୍ତ୍ତମାନ ଡ୍ରାଇଭିଂ ଲାଇସେନ୍ସ ପାଇବା ପାଇଁ ଆଉ ବାରମ୍ବାର ଅଫିସ ବୁଲିବାର ଆବଶ୍ୟକ ନାହିଁ। କାରଣ ଏଥିପାଇଁ ଅନଲାଇନ୍‌ ସୁବିଧା ମଧ୍ୟ ଉପଲବ୍ଧ। ଡ୍ରାଇଭିଂ ଲାଇସେନ୍ସ ପାଇବା ପାଇଁ ଜଣେ ଅନଲାଇନ୍‌ରେ ଆବେଦନ କରିପାରିବେ। ଡ୍ରାଇଭିଂ ଲାଇସେନ୍ସ ସହ ଜଡିତ…

ଦିନିକିଆରେ ୩୫ ଥର ମୁହାଁମୁହିଁ ହୋଇଛନ୍ତି ଭାରତ-ବାଲାଂଦେଶ, କିଛି ଏଭଳି ରହିଛି ସମୀକରଣ

ଢାକା,୪।୧୨: ଭାରତ-ବାଲାଂଦେଶ ଟିମ୍‌ ମଧ୍ୟରେ ରବିବାରଠାରୁ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ଏଯାବତ ଉଭୟ ଟିମ୍‌ ୩୫ ଦିନିକିଆ ମୁକାବିଲା ଖେଳିଛନ୍ତି। ଏଥିରୁ ୩୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ବାଜିମାତ କରିଛି। ସେହିଭଳି ବାଲାଂଦେଶ ମାତ୍ର…

ଡାକ୍ତରଖାନାରେ ଚାଲିଛି ଚିକିତ୍ସା, ଫଟୋ ଶେୟାର କରି ଭାବବିହ୍ବଳ ହେଲେ କ୍ରିକେଟର

ନୂଆଦିଲ୍ଲୀ,୪।୧୨: ବାଲାଂଦେଶ ବିପକ୍ଷ ସିରିଜ ପୂର୍ବରୁ ଭାରତୀୟ ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ଆହତ ସମସ୍ୟା ଯୋଗୁ ଦ୍ରୁତ ବୋଲର୍‌ ମହମ୍ମଦ ଶାମି ଦିନିକିଆ ସିରିଜରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ କାନ୍ଧରେ ଆଘାତ ଲାଗିଛି। ତାଙ୍କ ସ୍ଥାନରେ ଉମରାନ ମଲିକଙ୍କୁ…

ଏମିତି ବିବାହ କାର୍ଡ, ଯେଉଁଥିରେ ରହିଛି ଷ୍ଟକ୍‌ ମାର୍କେଟ୍‌ ଥିମ୍‌

ବର୍ତ୍ତମାନ ବିବାହ ଋତୁ ଚାଲିଛି। ଅନେକ ଲୋକ ନିଜର କିମ୍ବା ସମ୍ପର୍କୀୟଙ୍କ ବିବାହ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଯେହେତୁ ଏବେ ସୋସିଆଲ ମିଡିଆ ଲୋକମାନଙ୍କ ଉପରେ ପ୍ରାଧାନ୍ୟ ବିସ୍ତାର କରିଛି, ସେବେଠାରୁ ଲୋକମାନେ ବିବାହ କିମ୍ବା ଏହା ସହ ଜଡ଼ିତ…

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୪।୧୨: ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀ ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ। ତେବେ ସାରାଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri