Home Left

ଫେରିଯିବ ଟଙ୍କା: ଏମ୍‌ପି, ବିଧାୟକଙ୍କ ଉଦ୍‌ବେଗ

ରାୟଗଡା ଅଫିସ/ରାୟଗଡ଼ା (ସ୍ବ.ପ୍ର.),୧୯।୪: ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଡିଏମ୍‌ଏଫ ଟ୍ରଷ୍ଟ ବୋର୍ଡ଼ର ୮ମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖଣିଜ ସମ୍ପଦରେ ଭରା ରାୟଗଡାକୁ ମିଳୁଥିବା ଜିଲା ଖଣିଜ ପାଣ୍ଠି ଅନୁଦାନ ଖର୍ଚ୍ଚ ହୋଇ ପାରୁନାହିଁ। ଖଣି ପ୍ରଭାବିତ…

ଶୌଚାଳୟ କାମ କରୁ ନ ଥିବାରୁ ଅଧାବାଟରୁ ଫେରିଲା ବିମାନ…

ଭିଏନା,୧୯।୪ : ଅଷ୍ଟ୍ରିଆର ଏୟାରଲାଇନ୍ସର ଏକ ବିମାନ ଭିଏନାରୁ ନ୍ୟୁୟର୍କକୁ ଉଡ଼ାଣ କରିବାର ଦୁଇ ଘଣ୍ଟା ମଧ୍ୟରେ ଅଧା ବାଟରୁ ଫେରିବାକୁ ବାଧ୍ୟ ହୋଇଥିଲା। ଭିଏନା ଠାରୁ ନ୍ୟୁୟର୍କ ଅଭିମୁଖେ ପ୍ରାୟ ୩୦୦ ଯାତ୍ରୀଙ୍କୁ ନେଇ ଏକ ବୋଇଙ୍ଗ ୭୭୭ ବିମାନ…

ସୌଦାମିନୀଙ୍କ ପରିବାରକୁ ମିଳୁନି ଆବାସ

ବ୍ରହ୍ମବରଦା,୧୯।୪(ଡି.ଏନ୍‌.ଏ.): ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ବନ୍ଧଡ଼ିହ ପଞ୍ଚାୟତ ଜୟସିଂହଡ଼ା ଗ୍ରାମର ସୌଦାମିନୀ ସାହାଣୀଙ୍କ ପରିବାରକୁ ମିଳୁନି ଆବାସ ଯୋଜନାରେ ଘରଟିଏ। ଫଳରେ ଏହି ପରିବାର ଭଙ୍ଗାଘରେ ଜରିପାଲ ପକାଇ ବହୁ କଷ୍ଟରେ ରହୁଛନ୍ତି। ସୌଦାମିନୀଙ୍କ ପରିବାର କହିଲେ ସ୍ବାମୀ ଚିତ୍ତରଞ୍ଜନ ସାହାଣୀ,…

ଟ୍ରାନ୍ସ ଆଥ୍‌ଲେଟଙ୍କ ଅଂଶଗ୍ରହଣ ଉପରେ ରୋକ୍‌

ମେଲବୋର୍ନ,୧୯।୪(ପି.ଟି.): ଅଷ୍ଟ୍ରେଲିଆନ୍‌ ବାସ୍କେଟବଲ୍‌ ଲିଗ୍‌ରେ ଜଣେ ଟ୍ରାନ୍ସ ଆଥ୍‌ଲେଟଙ୍କ ଅଂଶଗ୍ରହଣ ଉପରେ ରୋକ ଲଗାଇଛି। ଅଷ୍ଟ୍ରେଲୀୟ ମହିଳା ବାସ୍କେଟବଲ ଲିଗ୍‌ର ଦ୍ୱିତୀୟ ଟିଅର ଟୁର୍ନାମେଣ୍ଟରେ ଅଂଶଗ୍ରହଣ ପାଇଁ ଲେକ୍ସି ରୋଜର୍ସ ନାମକ ଜଣେ ମହିଳା ଖେଳାଳି ଆବେଦନ କରିଥିଲେ। ଏକ କମିଟି…

କୋହଲିଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ କଟିଲା

ବେଙ୍ଗାଲୁରୁ,୧୯।୪(ପି.ଟି.): ଆଇପିଏଲ୍‌ ଫ୍ରାଞ୍ଚାଇଜି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଖେଳାଳି ବିରାଟ କୋହଲିଙ୍କ ୧୦ ପ୍ରତିଶତ ମ୍ୟାଚ୍‌ ଫି’ କଟାଯାଇଛି। ଆଚରଣବିଧି ଉଲ୍ଲଂଘନ କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଚିନ୍ନାସ୍ବାମୀ ଷ୍ଟାଡିୟମରେ ସୋମବାର ଚେନ୍ନାଇ ସୁପରକିଙ୍ଗ୍ସ ବିପକ୍ଷ ମ୍ୟାଚରେ ଏକ ଉଇକେଟ ପତନ…

କର୍ନାଟକ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କଲା ଭାଜପା, ମୋଦିଙ୍କ ସମେତ ୪୦ ଜଣଙ୍କ ନାମ ସାମିଲ

ବେଙ୍ଗାଲୁରୁ,୧୯।୪: କର୍ନାଟକ ବିଧାନସଭାର ସମୟ ପାଖେଇ ଆସୁଛି। ଏହାକୁ ଦୃଷ୍ଟିରେ ରଖି ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି। ଏହି ସୂଚିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପାର ରାଷ୍ଟ୍ରୀୟ…

ଭେଙ୍କଟରାମ ବୈଷୟିକ ନିର୍ଦ୍ଦେଶକ

ଭୁବନେଶ୍ୱର, ୧୯।୪(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଏକାଡେମୀର ନୂଆ ବୈଷୟିକ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଭି. ଭେଙ୍କଟରାମ। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର କ୍ରିକେଟ ଆଡ୍‌ଭାଇଜରି କମିଟି (ସିଏସି) ଭେଙ୍କଟରାମଙ୍କୁ ଏହି ନିଯୁକ୍ତି ଦେଇଛି। ସେ ନିଜ କ୍ରିକେଟ କ୍ୟାରିୟରରେ…

ପିଶାଚ ଭଳି ଦେଖାଯିବାକୁ ସୁନାର ମୁନିଆ ଦାନ୍ତ

ସାକ୍ରାମେଣ୍ଟୋ: ଇଂଲିଶ ଫିଲ୍ମରେ ଦେଖିବାକୁ ମିଳୁଥିବା ପିଶାଚର କନ୍‌ସେପ୍ଟ ବହୁ ପୁରୁଣା। ଯେଉଁଥିରେ କି ପିଶାଚ ବହୁ ବର୍ଷ ବଞ୍ଚିବାକୁ ଅନ୍ୟଙ୍କୁ ମାରି ତାଙ୍କ ରକ୍ତ ପିଇଥାନ୍ତି। ଏହା କାଳ୍ପନିକ ଚରିତ୍ର ହୋଇଥିଲେ ମଧ୍ୟ ବହୁ ଲୋକ ଏହାକୁ ଅଧିକ ପସନ୍ଦ…

ମାୟାବତୀଙ୍କ ବଡ ନିଷ୍ପତ୍ତି

ଲକ୍ଷ୍ନୌ,୧୯।୪: ଉତ୍ତର ପ୍ରଦେଶରେ ନଗର ନିଗମ ନିର୍ବାଚନକୁ ନେଇ ରାଜନୀତି ହୋଇଛି ସରଗରମ। ପ୍ରତି ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀଙ୍କ ନାମ ଫାଇନାଲ କରିବା ସହ ପ୍ରଚାର ଅଭିଯାନ ଯୋରଦାର କରିଛନ୍ତି। ହେଲେ ଏହାରି ଭିତରେ ବିଏସପି ମୁଖ୍ୟ ମାୟାବତୀ ଚମକାଇବା…

କଂଗ୍ରେସର ୪୦ ଷ୍ଟାର ପ୍ରଚାରକ

ଭୁବନେଶ୍ବର, ୧୯।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମଙ୍ଗଳବାର କଂଗ୍ରେସ ତା’ର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ପ୍ରକାଶିତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲା କୁମାର, ଶରତ…

ବିଡିଓଙ୍କୁ ନିଲମ୍ବନ ସହ ଗିରଫ ଦାବି

ଜଗତ୍‌ସିଂହପୁର ଅଫିସ, ୧୮ା୪: ଜଗତ୍‌ସିଂହପୁର ବିଡିଓ ସାଗର ନନ୍ଦଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢ଼ିବାରେ ଲାଗିଛି। ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ସଭାମୂଳ ଟିଟିଗଁାର ଦେବେନ୍ଦ୍ର ଦାସ (୪୨) ନାମକ ବ୍ୟକ୍ତିଙ୍କ ଜାତିକୁ ନେଇ ବିଡିଓ ନନ୍ଦ ଆକ୍ଷେପ କରିବା ସହ…

ଗାଁରେ ‘ଭୂତ ପୂଜା’

କୋଲକାତା: ଦେଶର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା ଦେଖିବାକୁ ମିଳିଥାଏ। ତେବେ ପଶ୍ଚିମବଙ୍ଗରେ ଏପରି ଏକ ପରମ୍ପରା ପାଳନ କରାଯାଏ, ଯାହାକି ଲୋକଙ୍କୁ ଆଶ୍ଚର୍ଯ୍ୟ କରିବ। ସେଠାରେ ଲୋକେ ‘ଭୂତ ପୂଜା’ କରିଥାନ୍ତି। ଏହି ପୂଜା ଦେଖିବାକୁ ଆଖପାଖ ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?