ପୁଣି ବଢୁଛି ଦଲାଲଙ୍କ ରାଜ୍
ଯାଜପୁର ଅଫିସ,୧୩ା୧: ଯାଜପୁର ଜିଲାର ଚଣ୍ଡିଖୋଲ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)ରେ ଚାଲିଥିବା ବ୍ୟାପକ ଦୁର୍ନୀତି ଏବଂ ଦଲାଲ୍ରାଜ ସମ୍ପର୍କରେ ବାରମ୍ବାର ଅଭିଯୋଗ ହୋଇଆସୁଛି। ଏଦିଗରେ ଜିଲା ପ୍ରଶାସନର ନିଦ ଭାଙ୍ଗୁନାହିଁ । ଏଠାରେ ସାଧାରଣ ଡ୍ରାଇଭିଂ ଲାଇସେନ୍ସଠାରୁ ଆରମ୍ଭ କରିି ଭାରିଯାନଗୁଡ଼ିକର…
ଜୁନ୍ ସୁଦ୍ଧା କଟକ-ସମ୍ବଲପୁର ଜାତୀୟ ରାଜପଥର ୯୦% କାର୍ଯ୍ୟ ସରିବ
ଭୁବନେଶ୍ବର,୧୩ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ସମ୍ବଲପୁର ଜିଲା ଗସ୍ତକରି କଟକ-ସମ୍ବଲପୁର ଜାତୀୟ ରାଜପଥରେ ୪ ଲେନ୍ ବିଶିଷ୍ଟ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ କ୍ଷେତ୍ରୀୟ ପରିଦର୍ଶନରେ ଯାଇ ଜାତୀୟ ରାଜପଥ-୫୫ର…
୧୭ କି.ମି. ଦୌଡ଼ିଲେ କୁନି ଧାବକ ରୁଦ୍ର
ମାଲକାନଗିରି,୧୩ା୧ (ଡି.ଏନ୍.ଏ.): ମାଲକାନଗିରି ଜିଲାରେ ମାଲ୍ୟବନ୍ତ ମହୋତ୍ସବ ଅବସରରେ ଜିଲା ସଂସ୍କୃତି ପରିଷଦ ଏବଂ ଜିଲା କ୍ରୀଡ଼ା ବିଭାଗ ପକ୍ଷରୁ ଗୁରୁବାର ଏକ ମିନି ମାରାଥନ (ଗଣଦୌଡ଼) ଆୟୋଜିତ ହୋଇଥିଲା। ଏଥିରେ ୬ ବର୍ଷର କୁନି ଧାବକ ରୁଦ୍ରପ୍ରସାଦ ସେଠୀ ୧୭…
ଜୋଷୀମଠରେ ମାଡି ଆସୁଛି ବିପଦ! ୧୨ ଦିନରେ ୫.୪ ସେଣ୍ଟିମିଟର ଦବିଲାଣି ଭୂମି, ଇସ୍ରୋ ଜାରି କଲା ସାଟେଲାଇଟ ଚିତ୍ର
ଡେରାଡୁନ,୧୩ ।୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ର ନ୍ୟାଶନାଲ ରିମୋଟ ସେଂସିଂ ସେଣ୍ଟର ଜୋଷୀମଠ ସହରର ସାଟେଲାଇଟ ଚିତ୍ର ଜାରି କରିଛି । ଏହି ଚିତ୍ରରୁ ଜଣାପଡିଛି କି ଜୋଷୀମଠରେ କେମିତି ଧିରେ ଧିରେ ଭୂମି ଧସିବାରେ ଲାଗିଛି । ସାଟେଲାଇଟ…
ହାଇକୋର୍ଟ ଗଲେ ଅନୁଷ୍କା
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ନାଁରେ ଆୟକର (ଆଇଟି) ବିଭାଗ ନୋଟିସ ଜାରି କରିଥିବା ନେଇ ବମ୍ବେ ହାଇକୋର୍ଟରେ ଅଭିନେତ୍ରୀ ପିଟିଶନ୍ ଦାଏର କରିଛନ୍ତି । ଅନୁଷ୍କାଙ୍କ ପିଟିଶନ୍ର ଉତ୍ତର ୩ ସପ୍ତାହ ମଧ୍ୟରେ ରଖିବା ଲାଗି କୋର୍ଟ ଗୁରୁବାର ଆଇଟି…
ବିବାହ ପୂର୍ବରୁ ୩ ଥର ନାଁ ବଦଳାଇଥିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ୭୦ରୁ ୮୦ ଦଶକ ମଧ୍ୟରେ ଅଭିନେତ୍ରୀ ରୀନା ରାୟ ବଲିଉଡ୍ ଇଣ୍ଡଷ୍ଟ୍ରିରେ ବେଶ୍ ପ୍ରସିଦ୍ଧି ଲାଭ କରିଥିଲେ। କାରଣ ସେହି ସମୟରେ ତାଙ୍କ ଅଭିନୀତ ଫିଲ୍ମ ବକ୍ସ ଅଫିସରେ ହିଟ୍ ହେଉଥିଲା। ତଥାପି ତାଙ୍କ ବାସ୍ତବ ଜୀବନ ବହୁତ ସଂଘର୍ଷମୟ…
ଭିଜା ପାଇଁ ଯୌନ ଅନୁଗ୍ରହ ଦାବି
ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ଉଚ୍ଚାୟୁକ୍ତ ଅଫିସ୍ର କର୍ମଚାରୀ ଜଣେ ଭାରତୀୟ ମହିଳାଙ୍କୁ ଭିଜା ପ୍ରଦାନ ବଦଳରେ ଯୌନ ଅନୁଗ୍ରହ ଦାବି କରିଥିଲେ। ସମ୍ପୃକ୍ତ ମହିଳା ଜଣକ ଗୁରୁବାର ଏହି ଚାଞ୍ଚଲ୍ୟକର ତଥ୍ୟ ପ୍ରଘଟ କରିଛନ୍ତି। ୨୦୨୧ ମାର୍ଚ୍ଚର ଘଟଣା। ଜଣେ ଭାରତୀୟ ମହିଳା…
୭ ମେଡିକାଲ କଲେଜର ୭ ବରିଷ୍ଠ ଡାକ୍ତରଙ୍କ ବଦଳି
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନ ୭ଟି ମେଡିକାଲ କଲେଜର ୭ଜଣ ପ୍ରଫେସର ଏବଂ ସହକାରୀ ପ୍ରଫେସରଙ୍କର ଗୁରୁବାର ବଦଳି କରାଯାଇଛି। ବ୍ରହ୍ମପୁରସ୍ଥିତ ଏମ୍କେସିଜି ମେଡିକାଲ କଲେଜର ଆନାସ୍ଥେସିଆଲୋଜି ବିଭାଗ ପ୍ରଫେସର ଡ. ଲକ୍ଷ୍ମୀଧର ଦାଶଙ୍କୁ ଏସ୍ସିବି ମେଡିକାଲ କଲେଜକୁ ବଦଳି କରାଯାଇଛି।…
ଆଜି ମହାପ୍ରଭୁଙ୍କ ନବାଙ୍କ ବେଶ
ପୁରୀ ଅଫିସ,୧୩।୧: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ନବାଙ୍କ ବେଶ ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଥାଏ। ଏହିଦିନ ସନ୍ଧ୍ୟା ଆଳତି…
କାବୁଲ ଆତଙ୍କବାଦୀ ଆକ୍ରମଣରେ ୫ ମୃତ, ଘଟଣା ପାଇଁ ନିଜକୁ ଦାୟୀ କଲା ଆଇଏସ
କାବୁଲ,୧୩ ।୧: ଆତଙ୍କବାଦୀ ସଙ୍ଗଠନ ଇସଲାମିକ ଷ୍ଟେଟ(ଆଇଏସ) ଆଫଗାନିସ୍ତାନର ରାଜଧାନୀ କାବୁଲରେ ବୈଦେଶିକ ମନ୍ତ୍ରଣାଳୟ ନିକଟରେ ହୋଇଥିବା ଭୟଙ୍କର ବୋମା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି । ଏହି ବିସ୍ଫୋରଣରେ ଅତିକମରେ ୫ ଜଣଙ୍କ ମୃତ୍ୟୁ ହୋଇଥିଲା । ୨୦୨୩ରେ…
ଜାତୀୟ ପତାକାକୁ ଅସମ୍ମାନ କରି ପିଇଓ ଗିରଫ
ଗୋପ/କୋଣାର୍କ,୧୩।୧(ଡି.ଏନ୍.ଏ.): ଭାରତର ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗରେ କୋଣାର୍କ ଥାନା ପୋଲିସ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ ଉକ୍ତ ଥାନା ତଥା ଗୋପ ବ୍ଲକ ଅନ୍ତର୍ଗତ ଶିମିଳି ପଞ୍ଚାୟତର ପ୍ରଶାନ୍ତ କୁମାର ସ୍ବାଇଁ।…
୪ରୁ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା
ଢେଙ୍କାନାଳ ଅଫିସ,୧୩ା୧: ବିଶ୍ୱବିଖ୍ୟାତ ମହିମା ଧର୍ମପୀଠ ଯୋରନ୍ଦା ମହିମାଗାଦିରେ ଆସନ୍ତା ଫେବୃୟାରୀ ୪ରେ ପ୍ରସିଦ୍ଧ ମାଘମେଳା ଅନୁଷ୍ଠିତ ହେବ। ମହିମା ଧର୍ମାବଲମ୍ବୀଙ୍କ ମୁଖ୍ୟ ମହୋତ୍ସବକୁ ଶାନ୍ତିଶୃଙ୍ଖଳାର ସହ ଆୟୋଜନ କରିବା ଲାଗି ଏକ ପ୍ରସ୍ତୁତି ବୈଠକ ଗୁରୁବାର ଢେଙ୍କାନାଳ ଜିଲା କାର୍ଯ୍ୟାଳୟ…
Archives


