Home Left

ପୁଣି ଚର୍ଚ୍ଚାରେ ପାଟଣାଗଡ଼ ଏନଏସି: ଅବସରପ୍ରାପ୍ତ କର୍ମଚାରୀ ଓ ସିନିୟର ଆସିଷ୍ଟାଣ୍ଡ ମୁହାଁମୁହିଁ

ପାଟଣାଗଡ଼,୩।୮: ବଲାଙ୍ଗୀର ଜିଲା ପାଟଣାଗଡ଼ ଏନଏସିର ଜଣେ ଅବସରପ୍ରାପ୍ତ କର୍ମଚାରୀ ଓ ସିନିୟର ଆସିଷ୍ଟାଣ୍ଡଙ୍କ ମଧ୍ୟରେ ରବିବାର ମୁହାଁମୁହିଁ ହେବା ଚର୍ଚ୍ଚାର ବିଷୟ ହୋଇଛି । ଏ ନେଇ ଥାନାରେ କୌଣସି ପକ୍ଷରୁ ମାମଲା ରୁଜୁ ହୋଇ ନ ଥିବା...

କଫ୍‌ ସିରପ୍‌ ସହ ନିଶା ବଟିକା କାରବାର କରୁଛନ୍ତି ନାବାଳକ, ୩ ଗିରଫ

ଅତାବିରା,୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସ ଶୁକ୍ରବାର ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହି ମାମଲାରେ ପୋଲିସ ଜଣେ ନାବାଳକଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ସାବାଳକ ଅଭିଯୁକ୍ତମାନେ ହେଲେ, ଅତାବିରା...

ଗୁଣି ସନ୍ଦେହରେ ଯୁବକକୁ ହତ୍ୟାକରି ଡ୍ୟାମରେ ଫିଙ୍ଗିଦେଲେ ଗ୍ରାମବାସୀ

ମୋହନା,୩।୮( ମନ୍ମଥ ମିଶ୍ର ): ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା କରି ଡ୍ୟାମରେ ଫିଙ୍ଗିଦେଲେ। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ରାଚାଗୁଡା ଗାଁର। ମୃତକ ହେଲେ ଗୋପାଳ ମଳିକ । ହତ୍ୟା ପରେ ମୃତଦେହକୁ ଅଡବା...

ଗୁମା ଘାଟିରେ ଅଘଟଣ, ଘର ଭିତରେ ଧସେଇ ପଶିଲା ଟ୍ୟାଙ୍କର, ବୃଦ୍ଧା ମୃତ, ଡ୍ରାଇଭର ଗୁରୁତର

ରାୟଗଡ଼ା,୩।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା – କୋରାପୁଟ ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଗୁମ୍ମା ଗାଁ ରେ ଏକ ଆଲୁମିନିୟମ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ଏକ ଝୁପୁଡ଼ି ଘର ଉପରେ ମାଡ଼ିଯାଇଥିଲା। ଏଥିରେ ଘରେ...

ପୂର୍ବତନ CJIଙ୍କୁ ମିଳିଲା ନୂଆ ଠିକଣା, ଅବସର ନେବାର ୨୬୫ ଦିନ ପରେ ଖାଲି କଲେ ସରକାରୀ ବଙ୍ଗଳା

ନୂଆଦିଲ୍ଲୀ,୩।୮: ଭାରତର ପୂର୍ବତନ ମୁଖ୍ୟ ବିଚାରପତି (CJI) ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଜାତୀୟ ରାଜଧାନୀରେ ଥିବା ସୁପ୍ରିମକୋର୍ଟର ମୁଖ୍ୟଙ୍କ ସରକାରୀ ବାସଭବନ ଖାଲି କରିଛନ୍ତି। ଭାରତର ୫୦ତମ ସିଜେଆଇ ଜଷ୍ଟିସ ଚନ୍ଦ୍ରଚୂଡ଼ ୮ ନଭେମ୍ବର,୨୦୨୪ରେ ଅବସର ନେଇଥିଲେ। ନିକଟରେ ନୂଆଦିଲ୍ଲୀର ୫,...

ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା: ବାପା କହିଲେ ଝିଅ ମୋ ଭାଗ୍ୟରେ ନଥିଲା…

ବଳଙ୍ଗା,୩।୮: ଦିଲ୍ଲୀ ଏମ୍ସରେ ମୃତ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ତାଙ୍କ ବାପା ଓ ଦାଦା ପ୍ରତିକ୍ରିୟା ରଖିଛନ୍ତି। ସେମାନେ ରାଜନୀତି ଠାରୁ ଦୂରେଇ ରଖିବାକୁ ଭାବବିହ୍ବଳ ହୋଇ ଅନୁରୋଧ କରିଛନ୍ତି। ଆମେ କାହାକୁ ଦୋଷ ଦେବାକୁ ଚାହୁଁନୁ, ଝିଅ...

ଏହି ଦେଶରେ ଖେଳାଯିବ ୨୦୨୫ ଏସିଆ କପ ମ୍ୟାଚ, ଜାଣନ୍ତୁ କେଉଁଠି ହେବ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୩।୮: ଏସିଆ କପ ୨୦୨୫ ସେପ୍ଟେମ୍ବର ୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏସିଆର ଏହି ସବୁଠାରୁ ବଡ଼ କ୍ରିକେଟ ଟୁର୍ନାମେଣ୍ଟରେ ଭାରତ ଏବଂ ପାକିସ୍ତାନ ମଧ୍ୟ ପରସ୍ପରକୁ ମୁହାଁମୁହିଁ ହେବାକୁ ଯାଉଛନ୍ତି। କିଛି ଦିନ ପୂର୍ବରୁ ଏସିଆ କପର...

ବୌଦ୍ଧ MVI ଗୋଲାପ ଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଝିଅଘରେ ବି…

ବୌଦ୍ଧ,୩।୮: ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଂସଦା ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ରବିବାର ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ ଚାଲିଛି। ତାଙ୍କ ବାରିପଦା ଘର, ବୌଦ୍ଧ ଭଡ଼ା...

ପିଏମ୍‌ କିଷାନରୁ ଏମାନେ ପଡିଲେ ବାଦ୍‌! ଦେଖନ୍ତୁ ଲିଷ୍ଟ

ଭୁବନେଶ୍ୱର,୩।୮(ସୁନିତ୍‌ ମିଶ୍ର): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ୍‌ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଚାଷୀମାନଙ୍କୁ ପିଏମ୍‌ କିଷାନ ସହାୟତା ରାଶିର ୨୦ତମ କିସ୍ତି...

ଏନ୍‌ଆଇଏ ଏସ୍‌ପି ହେଲେ ସାଗରିକା ନାଥ

ଭୁବନେଶ୍ୱର,୩ା୮(ସୁନିତ୍‌ ମିଶ୍ର): କେନ୍ଦ୍ରୀୟ ଡେପୁଟେଶନରେ ଯିବେ ୨୦୧୬ ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଧିକାରୀ ସାଗରିକା ନାଥ। ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ତାଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଏସ୍‌ପି ଭାବେ ନିଯୁକ୍ତି ମିଳିଛି। ସାଗରିକା ବର୍ତ୍ତମାନ ଖୋର୍ଦ୍ଧା...

୩୦ ବର୍ଷର ପୁରୁଣା ଭ୍ରୂଣରୁ ଜନ୍ମନେଲା ଶିଶୁ

ଓ୍ବାଶିଂଟନ,୩ା୮: ଆମେରିକାର ଓହିୟୋଠାରେ ୩୦ ବର୍ଷ ତଳର ଏକ ଭ୍ରୂଣରୁ ଶିଶୁ ଜନ୍ମ ନେଇଛି। ତାହାର ନାମ ଥାଡିୟସ ଡାନିଏଲ ପିୟର୍ସ ରଖାଯାଇଛି। ୧୯୯୪ରେ ଏକ ଭ୍ରୂଣକୁ ବିକଶିତ କରାଯାଇଥିଲା। ପରବର୍ତ୍ତୀ ସମୟରେ ବ୍ୟବହାର କରିବା ଉଦ୍ଦେଶ୍ୟରେ ଏହାକୁ ଫ୍ରିଜରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri