Home Left

ମେ’ ୨୧ରେ ଓଜେଏସ୍‌-୨୦୨୨ ପ୍ରିଲିମନାରି ପରୀକ୍ଷା

କଟକ ଅଫିସ, ୧୮ା୪: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ…

ଛତିଶା ନିଯୋଗ ବୈଠକ: ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ, ୧୮।୪ : ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ଭୋର୍‌ ୩ ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ । ଦୈନନ୍ଦିନ…

ବିଧାୟକଙ୍କ ଗାଡି ଉପରକୁ ଗୁଳି ଚଳାଇଲେ ମାଓବାଦୀ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜନ ପ୍ରତିନିଧିମାନଙ୍କୁ ଟାର୍ଗେଟ୍‌ କରି ମଙ୍ଗଳବାର ଆକ୍ରମଣ କରିଛନ୍ତି। ବିଜାପୁର ନିକଟସ୍ଥ ଗଙ୍ଗାଲୁର ହାଟକୁ ଏକ କାର୍ଯ୍ୟକ୍ରମରେ ଯାଇ ଫେରୁଥିବା ବେଳେ ପେଡା ଗ୍ରାମ ନିକଟରେ ବିଧାୟକ ବିକ୍ରମ…

ପରୀକ୍ଷା ଚାଲୁଥିବା ବେଳେ ଖସିଗଲା ସିଲିଂ ଫ୍ୟାନ୍‌: ୨ ଛାତ୍ର ଆହତ

ଆଠଗଡ଼,୧୮।୪ (ଡି.ଏନ୍‌.ଏ): କଟକ ଆଠଗଡସ୍ଥିତ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣାଘଟିଛି। ପରୀକ୍ଷା ଚାଲୁଥିବା ସମୟରେ ବୁଲୁଥିବା ସିଲିଂ ଫ୍ୟାନ ଖସି ପଡି ୨ ଛାତ୍ର ଆହତ ହୋଇଛନ୍ତି। ସେମାନେ ହେଲେ ସମୀର ସେଠୀ ଓ ତାପସ ଜେନା।…

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର: ୪୫ ପଦବୀ ପାଇଁ ନିଯୁକ୍ତି

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଧନ ଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ଭଳି…

ବୀଭତ୍ସ ହତ୍ୟା: ଘରୁ ମିଳିଲା ୩ ଜଣଙ୍କ ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ବରଗଡ଼ ଅଫିସ, ୧୮।୪: ବରଗଡ଼ ଜିଲା ଭେଡେନ୍‌ ଥାନା ନଧୀନ ଆଖିଫୁଟା ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘରୁ ୩ ଜଣଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ହେଲେ, ଉକ୍ତ ଗ୍ରାମର ଟଙ୍କଧର ସାହୁ(୭୦), ପ୍ରଥମ ପତ୍ନୀ ଦ୍ରୌପଦୀ…

ବର୍ଷେ ପରେ ବି ହୋଇପାରିଲାନି ଜମି ଚିହ୍ନଟ

କେସିଙ୍ଗା,୧୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଫଟକାମାଲ ପଞ୍ଚାୟତରେ ସରକାରୀ ଗୋଚରଜମି ଉଚ୍ଛେଦ ପାଇଁ ମଙ୍ଗଳବାର ତହସିଲଦାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହା ସହ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ସରପଞ୍ଚ ସଙ୍ଘର ସଭାପତି ସୁବୋଧ ରଣାଙ୍କ ନେତୃତ୍ୱରେ…

ଅତିକ ଅହମଦଙ୍କ ଓକିଲ ବିଜୟ ମିଶ୍ରାଙ୍କ ଘର ନିକଟରେ ଫୁଟିଲା ବୋମା

ପ୍ରୟାଗରାଜ,୧୮।୪: ପ୍ରୟାଗରାଜରେ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଆକ୍ରମଣକାରୀ ପୋଲିସ ଓ ମିଡିଆ ସାମ୍ନାରେ ଏଭଳି କାଣ୍ଡ ଘଟାଇଛନ୍ତି। ଏହି ହତ୍ୟାକାଣ୍ଡ ପରେ ସମଗ୍ର ଉତ୍ତର ପ୍ରଦେଶ ଦୋହଲି ଯାଇଛି। ଇତିମଧ୍ୟରେ ଖବର…

କଂଗ୍ରେସ ନେତାଙ୍କୁ ଝଟକା, ନିର୍ବାଚନ ମଣ୍ଡଳି ଗସ୍ତ ଉପରେ ରୋକ ଲଗାଇଲେ କୋର୍ଟ

ନୂଆଦିଲ୍ଲୀ,୧୮।୪: କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ନେତାଙ୍କୁ ବଡ ଝଟକା ଲାଗିଛି। କର୍ନାଟକର ସ୍ପେଶାଲ କୋର୍ଟ କଂଗ୍ରେସର ଜଣେ ନେତାଙ୍କୁ ତାଙ୍କ ନିଜ ବିଧାନସଭା ମଣ୍ଡଳି ଗସ୍ତ କରିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି ପ୍ରାର୍ଥୀଙ୍କ ଉପରେ ହତ୍ୟା ଅଭିଯୋଗ…

ସାମନ୍ଥାଙ୍କ ଫିଲ୍ମ ‘ଶକୁନ୍ତଳମ’ ବକ୍ସ ଅଫିସରେ ଫ୍ଲପ୍‌

ମୁମ୍ବାଇ: ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁଙ୍କ ଫିଲ୍ମ ‘ଶକୁନ୍ତଳମ’ ପରଦାରେ ରିଲିଜ ହୋଇଯାଇଛି। ଏହି ଫିଲ୍ମ ପାଇଁ ସାମନ୍ଥା କଠିନ ପରିଶ୍ରମ କରିଥିଲେ। ହେଲେ ବକ୍ସ ଅଫିସରେ ଫିଲ୍ମଟି ସେତେଟା ଭଲ ପ୍ରଦର୍ଶନ କରିପାରିଲା ନାହିଁ। ଫଳରେ ଫିଲ୍ମଟି ଫ୍ଲପ୍‌ ହୋଇଛି।…

ସମଲିଙ୍ଗି ବିବାହକୁ ନେଇ ପ୍ରତିକ୍ରିୟା ରଖିଲେ ବିବେକ

ମୁମ୍ବାଇ,୧୮।୪: ମୁଭି ‘ଦ କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ନିଜର ବେବାକ ରାୟକୁ ନେଇ ଖୁବ ଚର୍ଚ୍ଚିତ। ପ୍ରାୟ ସବୁବେଳେ ସୋସିଆଲ ମିଡିଆରେ ତାଙ୍କର ଟୁଇଟ ତହଲକା ମଚାଇ ଥାଏ। ଏବେ ନିର୍ଦ୍ଦେଶକ ସମଲିଙ୍ଗି ବିବାହକୁ ନେଇ ଟୁଇଟ କରିଛନ୍ତି।…

ସବୁଠୁ ଉତ୍ତପ୍ତ ରାଜଧାନୀ: ୪୨ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ଅସହ୍ୟ କଲାଣି ତାତି। ଉପରମୁହାଁ ହେଉଛି ପାରଦ। ସକାଳ ଆଠଟାରୁ ଘରୁ ବାହାରିବା ମଧ୍ୟ କଷ୍ଟକର ହୋଇପଡ଼ୁଛି। ମଙ୍ଗଳବାର ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ହୋଇଛି । ଦିନ ସାଢେ ୨ ଟା ସୁଦ୍ଧା ଭୁବନେଶ୍ୱରରେ ୪୨.୦୨ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?