ଅଜଗର ଧରି ବଜାର ବୁଲିଲେ
ବାରିପଦା ଅଫିସ,୨ା୧୨:ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଞ୍ଚଳରୁ ଉଦ୍ଧାର ହୋଇଥିବା ଏକ ବିରାଟକାୟ ଅଜଗରକୁ ଧରି ସାପ ଧରାଳି ବଜାର ବୁଲିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବିଲୁପ୍ତ ପ୍ରାୟ ପ୍ରାଣୀ ଉଦ୍ଧାର ନିୟମର ଉଲ୍ଲଂଘନ କରି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ପ୍ରଦର୍ଶନ…
ଉନ୍ନତି ପଥରେ ଓଡ଼ିଶା
ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୨ର ପ୍ରଥମ ଦିନର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଦେଶର ପ୍ରମୁଖ ଶିଳ୍ପସଂସ୍ଥାର ମୁଖ୍ୟମାନେ ଉଭୟ ମେକ୍ ଇନ୍ ଓଡ଼ିଶା ଓ ଓଡ଼ିଶାରେ ଶିଳ୍ପର ବିଭିନ୍ନ ଦିଗ ଓ ଆବଶ୍ୟକତା ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଛନ୍ତି। ଏଲ୍.ଏନ୍. ମିତ୍ତଲ…
ବଣିଙ୍କୁ ଖାଇବାକୁ ଦେଇ ହୃଦୟ ଜିଣିଲା କୁନି ଝିଅ, ଭିଡିଓ ଦେଖିଲେ…
ବେଳେବେଳେ ଶିଖିବା କିମ୍ବା ପ୍ରେରଣା ଦେବା ଉପରେ ବୟସ ନିର୍ଭର କରେ ନାହିଁ। ପିଲାମାନେ ଚପଳମତି ବୟସରେ ବି କିଛି ନ କହି ସବୁକିଛି କୁହନ୍ତି। ଯାହା ବେଳେବେଳେ ବୁଝି ବି ହୋଇଯାଏ। ଏବେ ଜଣେ କୁନି ଶିଶୁର ଏକ ଭିଡିଓ…
ପ୍ରଥମ ଦିନରେ ୬ଲକ୍ଷ କୋଟିର ନିବେଶ ପ୍ରସ୍ତାବ
ଭୁବନେଶ୍ୱର,୨।୧୨:ଚଳିତ ବର୍ଷର ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ-୨୨ ବୁଧବାର ଠାରୁ ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ଏପରିକି ୨୦୨୨ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଏହି କନ୍କ୍ଲେଭ ଜାରି ରହିବ। ବିଶେଷକରି ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ…
୬ ସ୍ଥାନରେ ଇକୋ ରିଟ୍ରିଟ୍ ଆରମ୍ଭ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଇକୋ ରିଟ୍ରିଟ୍ ଏକ ବେଞ୍ଚ୍ମାର୍କ ସ୍ଥାପନ କରିବ। ପର୍ଯ୍ୟଟକଙ୍କୁ ପ୍ରାକୃତିକ ସୌନ୍ଦର୍ଯ୍ୟର ଭରପୂର ତଥା ଚମତ୍କାର ଅନୁଭୂତି ପ୍ରଦାନ କରିବ। ପର୍ଯ୍ୟଟନ ଓ ଆତିଥେୟତା କ୍ଷେତ୍ରର ସର୍ବୋତ୍ତମତାକୁ ଆବିଷ୍କାର କରିବା ପାଇଁ ପର୍ଯ୍ୟଟକଙ୍କ ଲାଗି ଏହା…
ଜିତିବା ପର୍ଯ୍ୟନ୍ତ ନିର୍ବାଚନ ଲଢ଼ୁଥିବି
ଗାନ୍ଧିନଗର,୨।୧୨: ଗୁଜରାଟ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଗୁରୁବାର ଶେଷ ହୋଇଛି। ବହୁ ରାଜନୈତିକ ଦଳ ରାଜ୍ୟ ଶାସନ କ୍ଷମତା ହାତେଇବାକୁ ଆଶାବାନ୍ଧି ବସିଛନ୍ତି। ଏପରିସ୍ଥିତିରେ ଗୁଜରାଟ ସବରକନ୍ଥା ଜିଲା ହିମତନଗର ବିଧାନସଭା ଆସନରୁ ନିର୍ବାଚନ ଲଢ଼ୁଥିବା ମଗନଭାଇ ସୋଲାଙ୍କି…
ସିଦ୍ଧୁ ମୁସେୱାଲା ହତ୍ୟାର ମାଷ୍ଟରମାଇଣ୍ଡ ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାର କାଲିଫର୍ନିଆରେ ଅଟକ
ନୂଆଦିଲ୍ଲୀ,୨ ।୧୨: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସେୱାଲାଙ୍କ ହତ୍ୟାର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଗୋଲ୍ଡି ବରାରଙ୍କୁ କାଲିଫର୍ନିଆରେ ଅଟକ ରଖାଯାଇଛି । ଭାରତର ଗୁଇନ୍ଦା ଏଜେନ୍ସି ପକ୍ଷରୁ ଏହି ସୂଚନା ଦିଆଯାଇଛି । ହେଲେ ଏବେ ପର୍ଯ୍ୟନ୍ତ କାଲିଫର୍ନିଆ ପକ୍ଷରୁ ଭାରତ…
ପୁଣେରେ ଚିହ୍ନଟ ହେଲା ଜାପାନୀ ଜ୍ୱରର ପ୍ରଥମ ମାମଲା, ଯାଞ୍ଚ ପାଇଁ ପଠାଗଲା ମଶାଙ୍କ ସାମ୍ପଲ
ପୁଣେ,୨ ।୧୨: ମହାରାଷ୍ଟ୍ରର ପୁଣେରେ ଜାପାନୀ ଜ୍ୱରର ପ୍ରଥମ ଘଟଣା ସାମ୍ନାକୁ ଆସିବା ପରେ ପ୍ରାଣୀ ଓ ମଶାଙ୍କ ସାମ୍ପଲ ଟେଷ୍ଟ ପାଇଁ ପଠାଯାଇଛି । ପୁଣେ ନଗର ନିଗମ(ପିଏମସି)ର ସ୍ୱାସ୍ଥ୍ର୍ୟ ବିଭାଗ ଅଧିକାରୀ, ଗୁରୁବାର କହିଛନ୍ତି କି ଜାପାନୀ ଜ୍ୱରର…
ଠିକା ନିଯୁକ୍ତିକୁ ନେଇ ବିରୋଧୀଙ୍କ ଉଦ୍ବେଗ
ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟରେ ଠିକା ନିିଯୁକ୍ତି ଉଠିଗଲା। ସରକାର ଐତିହାସିକ ନିଷ୍ପତ୍ତି ନେଲେ। କିିଛି କର୍ମଚାରୀ ମିଠା ବାଣ୍ଟିଲେ, ବାଜା ବଜାଇ ନାଚିଲେ। ମାତ୍ର ଆହୁରି ଅନେକ କର୍ମଚାରୀ ଦୀର୍ଘ ବର୍ଷ ହେବ କମ୍ ପଇସାରେ ଅତି ଦୟନୀୟ ଅବସ୍ଥାରେ ରହିଛନ୍ତି। ବ୍ଲକ୍ଗ୍ରାଣ୍ଟ…
ରାଜସ୍ବ ମାନ୍ୟତା ଅପେକ୍ଷାରେ ୩୩୫୨ ପଡ଼ାଗ୍ରାମ
ଭୁବନେଶ୍ୱର,୨ା୧୨(ବ୍ୟୁରୋ): ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମ କରାଯାଉ ନ ଥିବାରୁ ଗୁରୁବାର ପ୍ରଶ୍ନକାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍ବେଗ ପ୍ରକାଶ କରିଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ ରାଜସ୍ବ ଗ୍ରାମ ମାନ୍ୟତା ପାଇବାକୁ ଅନେକ ପଡ଼ାଗ୍ରାମ ଯୋଗ୍ୟ ଥିଲେ…
୨୭୪ ସହକାରୀ ପ୍ରଫେସର ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉଚ୍ଚମାନର ସ୍ବାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଚଳିତବର୍ଷ ୨୩ଟି ସ୍ପେଶାଲିଷ୍ଟ ବିଭାଗରେ ୨୪୯ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି ଦେଇଛନ୍ତି। ଏମାନଙ୍କୁ ବିଭିନ୍ନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ନିୟୋଜିତ କରାଯାଇଛି।…
ଆମ ଦେଶରେ ରହିଛି ଏପରି ଅଦ୍ଭୁତ ଝରଣା: ମୁଖ୍ୟମନ୍ତ୍ରୀ ଶେୟାର କଲେ ଫଟୋ
ଆପଣ ନିଶ୍ଚିତ ଭାବରେ ସମଗ୍ର ବିଶ୍ୱରେ ବିଭିନ୍ନ ପ୍ରକାରର ସୁନ୍ଦର ଦୃଶ୍ୟରାଜି ଦେଖିଥିବେ। ସେଠାକୁ ଯିବାକୁ ଇଚ୍ଛା ମଧ୍ୟ କରିଥିବେ। କିନ୍ତୁ ଆମ ଦେଶରେ ବି ଏମିତି କିଛି ପ୍ରାକୃତିକ ଦୃଶ୍ୟ ଅଛି, ଯାହା ବିଷୟରେ ହୁଏ ତ ଅନେକ ଲୋକ…
Archives


